ରାଜ୍ୟ

CORONAVIRUS UPDATE: ଆଜି ରାଜ୍ୟରେ ପୁଣି ୩୯୯୧ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ରାଜ୍ୟରେ ପୁଣି ୩୯୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩୧୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୬୭୬ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।...

କଟକଣା ସହ ଆରମ୍ଭ ହେବ ଡିଏଲ୍‌, ଏଲ୍‌ଏଲ୍‌ ଟେଷ୍ଟିଂ

ଭୁବନେଶ୍ୱର,୧୦ା୯(ବ୍ୟୁରୋ): କରୋନା କଟକଣା ଯୋଗୁ ଦୀର୍ଘଦିନ ଧରି ଡିଏଲ ଓ ଏଲଏଲ ପାଇଁ ବନ୍ଦ ହୋଇଯାଇଥିବା ଡ୍ରାଇଭିଂ ଟେଷ୍ଟ ପୁଣିଥରେ ଆରମ୍ଭ ହେବ। ଆସନ୍ତା ଦୁଇରୁ ୩ ଦିନ ମଧ୍ୟରେ ଡିଏଲ ଓ ଲର୍ଣ୍ଣିଂ ଲାଇସେନ୍ସ ପାଇଁ ଟେଷ୍ଟ ଆରମ୍ଭ...

ସିନେମାଟୋଗ୍ରାଫର ଗାଗାରିନ୍‌ ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର,୧୦ା୯(ବ୍ୟୁରୋ):ଓଡ଼ିଶା ଜନ୍ମିତ ବିଶିଷ୍ଟ ସିନେମାଟୋଗ୍ରାଫର ଗାଗାରିନ ମିଶ୍ରଙ୍କ ବୁଧବାର ପରଲୋକ ଘଟିଛି। ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କୁ ୬୭ ବର୍ଷ ହୋଇଥିଲା। ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ପକ୍ଷରୁ କୁହାଯାଇଛି।...

ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୦ା୯(ବ୍ୟୁରୋ):ଆସନ୍ତା ୧୩ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର, ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେପ୍ଟେମ୍ବର...

କରୋନା ସମୟରେ ନନ୍ଦନକାନନରେ ନୂଆ ଅତିଥି

ବାରଙ୍ଗ,୯ା୯(ଡି.ଏନ୍‌.ଏ.): କରୋନା ସମୟରେ ପ୍ରାଣୀ ଉଦ୍ୟାନ ନନ୍ଦନକାନନର ୪୨ନଂ ଏନକ୍ଲୋଜରରେ ରହୁଥିବା ଗୟଳ ବୁଧବାର ସକାଳେ ଗୋଟିଏ ଶାବକ ଜନ୍ମ ଦେଇଛି। ମାଆ ଓ ଛୁଆ ଉଭୟ ସୁସ୍ଥ ଥିବା ନନ୍ଦନକାନନ ଉପନିର୍ଦ୍ଦେଶକ ବିମଳ ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି। ଏହି...

ଭୋଟ ଦେଇପାରିବେ କୋଭିଡ୍‌ ସଂକ୍ରମିତ

ଭୁବନେଶ୍ୱର,୯ା୯(ବ୍ୟୁରୋ)-ଆସନ୍ତା ନଭେମ୍ବର ୨୯ ତାରିଖ ପୂର୍ବରୁ ଓଡିଶାରେ ଖାଲି ରହିଥିବା ବାଲେଶ୍ୱର ଓ ତିର୍ତ୍ତୋଲ ବିଧାନସଭା ଆସନ ଲାଗି ଉପନିର୍ବାଚନ ଅନୁଷ୍ଠିତ ହେବ। ଏହି ଉପନିର୍ବାଚନରେ କୋଭିଡ୍‌ ଆକ୍ରାନ୍ତ ଭୋଟ ଦେଇ ପାରିବେ। ଆଇସୋଲେଶନ୍‌ ସେଣ୍ଟରରେ କୋଭିଡ୍‌ ସଂକ୍ରମିତ ନିଜର...

ଆଇଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୯ା୯(ବ୍ୟୁରୋ)-ରାଜ୍ୟ ସରକାର ଆଇଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ବୁଧବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସଙ୍କୁ ଓଡ଼ିଆ ଭାଷା ସାହିତ୍ୟ ଓ...

ଆରପାରିରେ ସାରଦା ପ୍ରସନ୍ନ ନାୟକ

ଭୁବନେଶ୍ୱର,୯।୯(ବ୍ୟୁରୋ)-ଓଡ଼ିଆ ଚଳଚ୍ଚିତ୍ର ଜଗତର ବହୁମୁଖୀ ପ୍ରତିଭା ତଥା ଅଲ୍‌ରାଉଣ୍ଡର ଭାବେ ପରିଚିତ ସାରଦା ପ୍ରସନ୍ନ ନାୟକଙ୍କ ବୁଧବାର ସନ୍ଧ୍ୟାର ପରଲୋକ ଘଟିଛି। ତାଙ୍କୁ ୯୩ ବର୍ଷ ହୋଇଥିଲା। ସୋମବାର ସେ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ...

ରାଜ୍ୟରେ ସୁସ୍ଥ ହେଲେ ୩୧୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୯।୯(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୩୧୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୦୨୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ପୁରୀରୁ ୨୧୫, କଟକରୁ ୨୦୨, ମୟୂରଭଞ୍ଜରୁ ୧୫୪, କେନ୍ଦ୍ରାପଡ଼ାରୁ ୧୩୧, ଢେଙ୍କାନାଳରୁ ୧୨୩, ବାଲେଶ୍ୱରରୁ ୧୦୩, ସମ୍ବଲପୁରରୁ ୧୦୨,...

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୫ ମାଓବାଦୀ

ଭବାନୀପାଟଣା,୯ା୯(ଡି.ଏନ୍‌.ଏ.)-ପୁଣି ସୀମାନ୍ତରେ ଫୁଟିଛି ଗୁଳି। କଳାହାଣ୍ଡି-କନ୍ଧମାଳ ସୀମାନ୍ତ ରାମପୁର ଥାନା ସିର୍କି ଜଙ୍ଗଲରେ ବୁଧବାର ସୁରକ୍ଷା କର୍ମୀଙ୍କ ଗୁଳିରେ ନିହତ ହୋଇଛନ୍ତି ୫ ମାଓବାଦୀ। କଳାହାଣ୍ଡି ପୋଲିସ, ଡିଭିଏଫ୍‌ ଏବଂ ଏସଓଜିର ମିଳିତ ଅପରେଶନବେଳେ ଏହି ସଫଳତା ମିଳିଛି। ଏହାପରେ...

ଭୁବନେଶ୍ୱରରେ ମାଡି ଚାଲିଛି କରୋନା: ଆଜି ଲୋକାଲରୁ ଚିହ୍ନଟ ହେଲେ ୨୩୬ ଆକ୍ରାନ୍ତ

ଭୁବନେଶ୍ୱର,୯।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ହୁ ହୁ ମାଡି ଚାଲିଛି କରୋନା। ବୁଧବାର ଆଉ ୪୨୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୯୧ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୩୬ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୦୧...

ନବରଙ୍ଗପୁର ବିଧାୟକଙ୍କୁ କରୋନା

ଭୁବନେଶ୍ୱର,୯।୯(ବ୍ୟୁରୋ)-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ ଓ ତାଙ୍କ ସ୍ତ୍ରୀ । କିଛି ଦିନ ଦେଲା ସଦାଶିବଙ୍କ ନିକଟରେ କରୋନା ଲକ୍ଷଣ ଦେଖା ଯାଉଥିଲା। ଏହାପରେ ଉଭୟେ କରୋନା ଟେଷ୍ଟ କରିଥିଲେ। ଟେଷ୍ଟ ପରେ ଉଭୟଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri