ବାସନ୍ତିକ ଦୁର୍ଗାପୂଜାରେ ଭକ୍ତଙ୍କୁ ମନ୍ଦିର ମନା
ବରଗଡ଼ ଅଫିସ,୧୦।୪: ବରଗଡ଼ ଜିଲାରେ ରବିବାରଠାରୁ ଆରମ୍ଭ ହେଉଛି ବାସନ୍ତିକ ଦୁର୍ଗାପୂଜା (ଚୈତ୍ର ପର୍ବ)। ହେଲେ ଜିଲାରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚୈତ୍ର ପର୍ବରେ ଭକ୍ତଙ୍କ ମନ୍ଦିର ପ୍ରବେଶକୁ ନେଇ କଟକଣା ଲାଗୁ ହୋଇଛି । ଶନିବାର ବରଗଡ଼ ଜିଲାପାଳଙ୍କ…
ପୋଲିସକୁ ମାଡ଼ ମାରି ଜେଲ ଗଲେ ୨ ଭାଇ
ଆରଡ଼ି,୧୦।୪: ଭଦ୍ରକ ଜିଲା ଆରଡ଼ି ଫାଣ୍ଡି ପୋଲିସ ଶନିବାର ଅପରାହ୍ନରେ ମାସ୍କ ଓ ହେଲ୍ମେଟ ଚେକିଂ କରୁଥିବା ବେଳେ ମାଡ଼ ମାରିବା ଅଭିଯୋଗରେ ୨ ଭାଇଙ୍କୁ ଜେଲ ଯିବାକୁ ପଡ଼ିଛି। ସେମାନେ ହେଲେ ଯାଜପୁର ଜିଲା ଅର୍ଦ୍ଦାଉଳିଆ ଗ୍ରାମର ଶୁଭ ରଞ୍ଜନ…
ଯାତ୍ରୀବାହୀ ବସ୍ରେ ନିଆଁ
ଉଦଳା,୧୦।୪: ମୟୂରଭଞ୍ଜ ଜିଲା ଉଦଳା ବସ୍ଷ୍ଟାଣ୍ଡଠାରୁ ୧ କି.ମି. ଦୂର ଉଦଳା-କପ୍ତିପଦା କେନାଲ ଛକ ନିକଟରେ ଶନିବାର ଏକ ଯାତ୍ରୀବାହୀ ବସ୍ରେ ନିଆଁ ଲାଗି ଯାଇଥିଲା। ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ବେଳେ ୨୦ରୁ ଅଧିକ ଯାତ୍ରୀ ଅଳ୍ପକେ…
ପୋଲିସ ହେପାଜତରୁ ଖସିଗଲେ ଗ୍ୟାଙ୍ଗଷ୍ଟର ହାଇଦର
କଟକ ଅଫିସ,୧୦।୪: କୁଖ୍ୟାତ ଗ୍ୟାଙ୍ଗଷ୍ଟର ହାଇଦର କଟକ ବଡ଼ ଡାକ୍ତରଖାନାର ସର୍ଜରୀ ଓ୍ବାର୍ଡରୁ ଫେରାର ହୋଇଯାଇଥିବା ସୂଚନା ମିଳିଛି। ସେ ଚିକିତ୍ସା ପାଇଁ ଏସ୍ସିବିରେ ଭର୍ତ୍ତି ହୋଇଥିବା ବେଳେ ପୋଲିସକୁ ଚକମା ଦେଖାଇ ଖସିଯାଇଛନ୍ତି। ସୂଚନାଯୋଗ୍ୟ, ୨୦୦୯ରେ ହାଇଦର ଗ୍ୟାଙ୍ଗଷ୍ଟର ସୁଲେମାନକୁ…
ଆଜି ରାଜ୍ୟରେ ସୁସ୍ଥ ହେଲେ ୪୦୩ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୦।୪(ବ୍ୟୁରୋ): ଶନିବାର ରାଜ୍ୟରୁ ୪୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ୍ରୁ ଜଣାପଡ଼ିଛି। ଆଜି ଖୋର୍ଦ୍ଧାରୁ ୭୩ ଜଣ ସୁସ୍ଥ ହୋଇଥିବା ବେଳେ କଳାହାଣ୍ଡିରୁ ୫୭ ଏବଂ ବରଗଡ଼ରୁ ୩୪ ଜଣ…
ଆଜି ରାଜଧାନୀରୁ ୧୭୧ ପଜିଟିଭ୍ ଚିହ୍ନଟ, ବଢୁଛି ସ୍ଥାନୀୟ ସଂକ୍ରମଣ
ଭୁବନେଶ୍ୱର,୧୦।୪(ବ୍ୟୁରୋ): ଶନିବାର ରାଜଧାନୀ ଭୁବନେଶ୍ୱରରୁ ୧୭୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୪୫ ଜଣ ଚିହ୍ନଟ ହୋଇଥିବା ବେଳେ ୧୨୬ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ବିଏମ୍ସି ଟୁଇଟ୍ କରି ସୂଚନା ଦେଇଛି। ସେହିପରି ଆଜି ରାଜଧାନୀରୁ ୫୩ ଜଣ…
ନିର୍ବାଚନ ପୂର୍ବରୁ କରୋନାରେ ଆକ୍ରାନ୍ତ ହେଲେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ
ଭୁବନେଶ୍ୱର,୧୦।୪(ବ୍ୟୁରୋ): କରୋନାରେ ଆକ୍ରାନ୍ତ ହୋଇଛନ୍ତି କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ। ଏନେଇ ସେ ସାମାଜିକ ଗଣମାଧ୍ୟମରେ ସୂଚନା ଦେଇ କହିଛନ୍ତି, ବନ୍ଧୁଗଣ, ମୁଁ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇ ଚିକିତ୍ସାଧୀନ ରହିଛି। ଦୟାକରି କୌଣସି ପ୍ରକାର ଗୁଜବ ସୃଷ୍ଟି ନ କରି…
ଏମାର ମଠରୁ ମିଳିଲା ୮ଖଣ୍ଡ ରୁପା ଇଟା
ପୁରୀ ଅଫିସ, ୧୦।୪: ପୁରୀ ଏମାର ମଠର ୪ ନଂ. କଠୋରୀରୁ ରୁପା ଇଟା ମିଳିଛି । ୮ ଖଣ୍ଡ ରୁପା ଇଟା ମିଳିଥିବା ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଛି । ୨୦୧୦ରେ ୪୭ ଖଣ୍ଡ ରୁପା ଇଟା ମହନ୍ତଙ୍କ ଦାୟିତ୍ୱ…
ନାଳକୁ ବହିଯାଉଛି ପିଇବା ପାଣି
କଟକ ଅଫିସ,୧୦।୪ – ଜଳ ହିଁ ଜୀବନ। କେଉଁଠି ଲୋକେ ପାଣି ଟୋପାଏ ପାଇଁ ଡହଳ ବିକଳ ହେଉଛନ୍ତି ତ ଆଉ କେଉଁଟି ପାନୀୟଜଳ ଅପଚୟ ହେଉଛି। କଟକ ସହରର ବିଭିନ୍ନ ସ୍ଥାନରେ ଜଳ ଅପଚୟ ହେଉଥିବା ଦେଖିବାକୁ ମିଳିଛି। ତୁରନ୍ତ…
ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା: ସୁନ୍ଦରଗଡ଼ରୁ ସର୍ବାଧିକ
ଭୁବନେଶ୍ୱର,୧୦।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଶନିବାର ରାଜ୍ୟରେ ୧୩୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୮୧୨ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୫୬୨ ଜଣ ଲୋକାଲ କେସ୍ ଥିବା…
ରାସ୍ତାରେ ଛାତ୍ରୀଛାତ୍ର
ଭୁବନେଶ୍ୱର, ୧୦।୪(ବ୍ୟୁରୋ): ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ତେଜିବା ପରେ ରାଜ୍ୟ ସରକାର ମୁଣ୍ଡ ନୁଆଁଇଛନ୍ତି। ଉତ୍କଳ ବିଶ୍ୱବିଦ୍ୟାଳୟର ହଷ୍ଟେଲ୍ ବନ୍ଦ ନିଷ୍ପତ୍ତିକୁ ପ୍ରତ୍ୟାହାର କରିନେଇଛନ୍ତି। ବର୍ତ୍ତମାନ ପରିସ୍ଥିତିରେ ବିଶ୍ୱବିଦ୍ୟାଳୟ ହଷ୍ଟେଲ ବନ୍ଦ ହେବନାହିଁ। ଆଗକୁ କରୋନା ସ୍ଥିତିକୁ ଦେଖି ନିଷ୍ପତ୍ତି ନିଆଯିବ ବୋଲି…
ଟିଟିଲାଗଡ଼ ରେଳ ଓଭରବ୍ରିଜ୍ ଉଦ୍ଘାଟିତ
ଭୁବନେଶ୍ୱର,(ବ୍ୟୁରୋ)/ଟିଟିଲାଗଡ଼,୧୦।୪(ଡି.ଏନ.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍ଫରେନ୍ସ ଜରିଆରେ ଟିଟିଲାଗଡ଼ରେ ୧୦୪୨ ମିଟର ଦୈର୍ଘ୍ୟ ଏକ ରେଳ ଓଭରବ୍ରିଜ୍ (ଆର୍ଓବି)ଉଦ୍ଘାଟନ କରିଛନ୍ତି। ଏଥିପାଇଁ ୭୧.୫୯ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଟିଟିଲାଗଡ଼ ଏକ ଗୁରୁତ୍ୱପୂର୍ଣ୍ଣ…
Archives


