ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ: ଏହି ଦିନଠୁ ଅନଲାଇନ, ଅଫଲାଇନରେ ଟିକେଟ୍ ବିକ୍ରି ଆରମ୍ଭ
ଭୁବନେଶ୍ୱର,୧୭।୧୧: ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ ପାଇଁ ଡିସେମ୍ବର ୫ରୁ ଟିକେଟ୍ ବିକ୍ରି ଆରମ୍ଭ ହେବ। ଏନେଇ ସୋମବାର OCA ସମ୍ପାଦକ ସଞ୍ଜୟ ବେହେରା ସୂଚନା ଦେଇଛନ୍ତି। ଷ୍ଟାଡିୟମର ୬ଟି କାଉଣ୍ଟରରେ ଟିକେଟ୍ ବିକ୍ରି ହେବ। ଡିସେମ୍ବର ୧ ତାରିଖରେ...
ନୂଆପଡ଼ା ଫଳାଫଳ ପରେ ମୁହିଁ ଖୋଲିଲେ ବିଜେଡି ନେତା ସମ୍ବିତ: କ’ଣ ପାଇଁ ତୃତୀୟ ସ୍ଥାନକୁ ଆସିଲୁ…
ଭୁବନେଶ୍ୱର,୧୭।୧୧: ନୂଆପଡ଼ା ଉପନିର୍ବାଚନ ଫଳାଫଳକୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ସୋମବାର ମୁହଁ ଖୋଲିଛନ୍ତି। ବିଜେଡିର ଉପନିର୍ବାଚନ ପରିଚାଳନାକୁ ନେଇ ସମ୍ବିତ ନାପସନ୍ଦ କରିଛନ୍ତି। ଏପରିକି ନିର୍ବାଚନ ମଣ୍ଡଳୀ ବାହାର ପ୍ରାର୍ଥୀ ଚୟନକୁ ନେଇ ସମ୍ବିତ ପ୍ରଶ୍ନ ଉଠାଇଛନ୍ତି।...
ଖେଳୁଖେଳୁ ପୋଖରୀରେ ପଡ଼ିଗଲେ ୨ ଶିଶୁ, ଚାଲିଗଲା ଦୁଇ ଜୀବନ
ତିହିଡ଼ି,୧୭ା୧୧(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ ଜାଫରାବାଦ ଗ୍ରାମସ୍ଥିତ ଏକ ପୋଖରୀରେ ପଡ଼ି ସୋମବାର ମଧ୍ୟାହ୍ନରେ ୨ଶିଶୁଙ୍କ ମୃତ୍ୟୁ ଘଟିଛି। ମୃତ ଶିଶୁ ୨ଜଣ ଜାଫରାବାଦ ଗ୍ରାମର ବୁଲୁ ବାରିକଙ୍କ ପୁଅ ଅନନ୍ତଦେବ...
ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର କଲେ ଫେରିବାଲା, ହସ୍ପିଟାଲରେ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି ପୀଡ଼ିତା
କେନ୍ଦୁଝର,୧୭ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅଞ୍ଚଳରେ ଜଣେ ୮ ବର୍ଷର ଦିବ୍ୟାଙ୍ଗ ଜନଜାତି ନାବାଳିକାଙ୍କୁ ଆସିଫ୍ ଅନବର ଖାନ୍ ନାମକ ଫେରିବାଲା ଶନିବାର ଅପରାହ୍ନରେ ବାରମ୍ବାର ବଳାତ୍କାର କରି କ୍ଷତାକ୍ତ କରି ଦେଇଥିବା ଯୋଗୁ ପୀଡ଼ିତା...
ମିଳୁନି ବିଏସ୍ଏନ୍ଏଲ୍ ସେବା, ପ୍ରତିଶ୍ରୁତି ପରେ ହଟିଲା ରାସ୍ତାରୋକୋ
ରାଇକିଆ,୧୭ା୧୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନା ମାଣିକେଶ୍ୱେର ପଞ୍ଚାୟତବାସୀ ବିଏସ୍ଏନ୍ଏଲ ସେବାରୁ ବଞ୍ଚିତ ହେଉଛନ୍ତି। ବିଭିନ୍ନ ସ୍ଥାନରେ ଟାଓ୍ବାର ସ୍ଥାପନ ହେଇଥିଲେ ମଧ୍ୟ ସେବା ମିଳି ପାରିନାହିଁ। ଇଣ୍ଟରନେଟ୍ ଯୁଗରେ ଲୋକେ ମୋବାଇଲ ଭଳି ସାଧାରଣ ସୁବିଧା ପାଇ...
ଦଲାଲଙ୍କ କବ୍ଜାରେ ବାଲେଶ୍ୱରର ୧୦ ଶିଶୁଶ୍ରମିକ, ଧାନ କାଟିବାକୁ ଆସି…
ମହାକାଳପଡ଼ା,୧୭ା୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଧାନ କାଟିବା ଆରମ୍ଭ ହୋଇଛି। ଏହି ଅବସରରେ ଧାନ କାଟିବା ପାଇଁ ଶ୍ରମିକଙ୍କ ଅଭାବ ଯୋଗୁ ଲୋକେ ବାହାର ଜିଲାର ଶ୍ରମିକମାନଙ୍କୁ ଆଣି ଧାନକଟାରେ ନିୟୋଜିତ କରୁଛନ୍ତି।...
ସନ୍ଦିଗ୍ଧ ବାଂଲାଦେଶୀଙ୍କ ଘରେ ବୁଲିଲା ବୁଲ୍ଡୋଜର
ଜଗତସିଂହପୁର,୧୭।୧୧: ଭାରତରେ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ଉପସ୍ଥିତିକୁ ନେଇ ସାରା ଦେଶରେ ଚିନ୍ତାପ୍ରକଟ କରାଯାଉଛି। ଏଭଳିସ୍ଥିତିରେ ଜଗତସିଂହପୁର ଜିଲା ସଦର ଥାନା ବେହେରାମପୁର ବସ୍ତିରେ ଥିବା ସନ୍ଦିଗ୍ଧ ’ବାଂଲାଦେଶୀ’ଙ୍କ ଘରକୁ ପ୍ରଶାସନ ପକ୍ଷରୁ ଭାଙ୍ଗି ଦିଆଯାଇଛି। ମାଜିଷ୍ଟ୍ରେଟ ଏବଂ ଉପଜିଲାପାଳଙ୍କ ଉପସ୍ଥିତିରେ...
ରାଜ୍ୟରେ ହାଡ଼ଭଙ୍ଗା ଶୀତ: ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ରହିଛି…
ଜି.ଉଦୟଗିରି,୧୭ା୧୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ହାଡ଼ଭଙ୍ଗା ଶୀତରେ ଥରୁଛି ରାଜ୍ୟ। ଦିନକୁ ଦିନର ଶୀତର ପ୍ରକୋପ ବଢ଼ୁଥିବା ବେଳେ ଜି.ଉଦୟଗିରିରେ ଦୈନନ୍ଦିନ ପାରଦ ତଳମୁହାଁ ହେଉଛି। ଫଳରେ ଅଞ୍ଚଳବାସୀଙ୍କ ଜୀବନଜୀବିକା ପ୍ରଭାବିତ ହେଉଛି। ପ୍ରବଳ ଶୀତ ଯୋଗୁ ସକାଳ ୧୦ଟା...
ଆନ୍ଦୋଳନକୁ ଓହ୍ଲାଇବେ ପ୍ରାଥମିକ ଶିକ୍ଷକ: ୨ ଦଫା ଦାବି ନେଇ…
ଭୁବନେଶ୍ୱର,୧୭।୧୧(ଅନୁରାଧା ମହାରଣା):୨ ଦଫା ଦାବି ନେଇ ଡିସେମ୍ବର ୧ରୁ ପ୍ରାଥମିକ ଶିକ୍ଷକ ଆନ୍ଦୋଳନକୁ ଓହ୍ଲାଇବେ। ମୂଳ ପଦବୀକୁ ଉନ୍ନୀତ କରି ୪୨୦୦ ଗ୍ରେଡ୍ ପେ’ ପ୍ରଦାନ, ୨୦୦୧ରୁ ୨୦୨୪ ମସିହା ପର୍ଯ୍ୟନ୍ତ ୬ ବର୍ଷର କାର୍ଯ୍ୟକାଳକୁ ମୂଳ ଚାକିରିରେ ଗଣନା...
ଓଡ଼ିଶା ଉପରେ ଆତଙ୍କବାଦୀଙ୍କ ନଜର: ଗୋଇନ୍ଦାକୁ ଅଧିକ ସକ୍ରିୟ
ଭୁବନେଶ୍ୱର,୧୭ା୧୧(ତ୍ରିନାଥ ମହାନ୍ତି):ଆତଙ୍କବାଦୀଙ୍କ ଦିଲ୍ଲୀ ବିସ୍ଫୋରଣ ପରେ ଓଡ଼ିଶା ହାଇଆଲର୍ଟରେ ରହିଛି। ପୁରୀ, ଭୁବନେଶ୍ୱର, କଟକ, ପାରାଦୀପ, ବାଲେଶ୍ୱର, ସମ୍ବଲପୁର, ରାଉରକେଲା ଭଳି ବଡ଼ ସହର ସମେତ ରାଜ୍ୟର ବିଭିନ୍ନ ସମ୍ବେଦନଶୀଳ ସ୍ଥାନ, ଉପକୂଳ ତଥା ସମୁଦ୍ରାଞ୍ଚଳରେ ସୁରକ୍ଷା ବଢାଇ ଦିଆଯାଇଛି।...
ଗଛରେ ପିଟିହେଲା ବାଇକ୍, ଚାଲିଗଲା ଜଣଙ୍କ ଜୀବନ
ବଇଣ୍ଡା,୧୬ା୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଚିନ୍ତାମଣିପୁର ନିକଟରେ ରବିବାର ସନ୍ଧ୍ୟାରେ ଏକ ବାଇକ୍ ଗଛରେ ପିଟି ହୋଇଯିବାରୁ ଜଣଙ୍କର ଜୀବନ ଯାଇଛି। ମୃତକ ଜଣକ ହେଲେ ଆଠମଲ୍ଲିକ ଥାନା ନୂଆଗଡ଼ ଗ୍ରାମର ପ୍ରଦୀପ ନାୟକ (୪୫)। ଘଟଣାରୁ...
ନୂଆପଡ଼ା ଫଳାଫଳରେ କାରସାଦି ଅଭିଯୋଗ: ନିର୍ବାଚନ କମିଶନଙ୍କୁ ନିନ୍ଦା କଲେ ସ୍ନେହାଙ୍ଗିନୀ ଛୁରିଆ
ନୂଆପଡ଼ା,୧୬ା୧୧: ନୂଆପଡ଼ା ଉପନିର୍ବାଚନ ଫଳାଫଳକୁ ନେଇ ବିଜେଡି ସଙ୍ଗୀନ ଅଭିଯୋଗ ଆଣିଛି। ବିଜେଡି ନେତ୍ରୀ ତଥା ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ କାରସାଦି ହୋଇଥିବା ଅଭିଯୋଗ କରି ଫଳାଫଳକୁ ଖଣ୍ଡନ କରିବା ସହ ନିର୍ବାଚନ କମିଶନଙ୍କୁ କଡ଼ା ନିନ୍ଦା କରିଛନ୍ତି।...
Archives


