ଶାଳକଙ୍କୁ ଏସିଡ୍ ଫିଙ୍ଗି ବନ୍ଧା ହେଲେ ଭିଣୋଇ
ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର ସାହିର କେ.ଉଦୟନାଥ ଆଚାରୀ (୪୭) । ଉଦୟନାଥ ତାଙ୍କ ଶାଳକଙ୍କୁ ଏସିଡ ଫିଙ୍ଗିଥିଲେ।…
ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…
ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ ନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଛି। ସୂଚନାରୁ ଜଣାଯାଇଛି ଯେ, ଦଶମ ଶ୍ରେଣୀ…
ନିଟ୍ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…
କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍ ପରୀକ୍ଷାରେ ସଫଳତା ହାସଲ କରିବା ଅଞ୍ଚଳ ପାଇଁ ଗର୍ବର ବିଷୟ ପାଲଟିଛି। ହେଲେ ଡାକ୍ତରୀ ପାଠ ପଢ଼ିବା ପାଇଁ…
୩୨ କେଭି ବିଦ୍ୟୁତ୍ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ
ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍ ଆଘାତରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଘଟଣାରୁ ପ୍ରକାଶ ଯେ, ଚନ୍ଦନ କେଲୁଆ ନିକଟସ୍ଥ ନରଣପୁର ମାମୁ…
ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ
ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍ଡିପିଓ କମଳ କୁମାର ପଣ୍ଡା ନିଶାର ଭୟାବହତା, ଶାରୀରିକ-ମାନସିକ ସ୍ବାସ୍ଥ୍ୟ ଓ ସମାଜ ଉପରେ…
ଲଘୁଚାପ ଆଣିଲା ଆଶଙ୍କା: ପୁଣି ଭୟଙ୍କର ବର୍ଷା, ଏହି ୩ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…
ଭୁବନେଶ୍ୱର,୩୦ା୮: ବଙ୍ଗୋପସାଗରରେ ସୃଷ୍ଟି ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷାର ତାଣ୍ଡବ। ଅବିଶ୍ରାନ୍ତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସ୍ଥିତି ସମ୍ପୂର୍ଣ୍ଣ ବେହାଲ ହୋଇପଡ଼ିଥିବା ବେଳେ ପଶ୍ଚିମ ଓଡ଼ିଶାରେ ସ୍ଥିତି ଅତ୍ୟନ୍ତ ସଂଗୀନ ରୂପ ନେଇଛି।…
ସୋଫିଆଙ୍କୁ ନେଇ ବଡ଼ ଖୁଲାସା କଲେ ମୋକିମ୍, ବିଧାନସଭା ନିର୍ବାଚନରେ କଂଗ୍ରେସରୁ ନୁହେଁ ଏହି ଦଳରୁ ଲଢ଼ିବେ
ଭୁବନେଶ୍ବର,୩୦ା୮: ସୋଫିଆ ଫିର୍ଦୋସଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ବାପା ମହମ୍ମଦ ମୋକିମ୍ । ଆସନ୍ତା ବିଧାନସଭା ନିର୍ବାଚନରେ ଓଡ଼ିଶା ଜନତା କଂଗ୍ରେସରୁ ଲଢିବେ ସୋଫିଆ । ସେ କହିଛନ୍ତି ଯେ, କଂଗ୍ରେସ ନୁହେଁ OJCରୁ ସୋଫିଆ ଲଢିବେ । ବାରବାଟୀ…
ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….
ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ ଓ ମାନସିକ ନିର୍ଯାତନା ଦେବାସହ ଦିଅର ତାଙ୍କୁ ଅସଦାଚରଣ କରିଥିବା ନେଇ ଅଭିଯୋଗ…
୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍ଆଇ ଓ ସହଯୋଗୀ
ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ ବ୍ୟକ୍ତି) ଶନିବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଅଭିଯୋଗ ଅନୁଯାୟୀ, ଜଣେ ହୋଟେଲ ମାଲିକ…
ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା
ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସଂମ୍ପୃକ୍ତ କର୍ମଚାରୀଙ୍କ ଦରମାରୁ ଟଙ୍କା କାଟିବା ପାଇଁ…
କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ
କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ ଦେଇଥିବା ଜଣାପଡ଼ିଛି। ଡାକ୍ତରଙ୍କ ରିପୋର୍ଟ ଆଧାରରେ ନନ୍ଦିପଦା ପୋଲିସ ଏନେଇ ମାମଲା ନଂ…
ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….
କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଟବାକୋ ଉପରେ କଟକଣା ଜାରି କରି ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି…

