୩ ଦିନ ପାଇଁ ବନ୍ଦ ହେଲା ଜିଆଇଇଟି ବିଶ୍ୱବିଦ୍ୟାଳୟ
ଗୁଣପୁର,୮ା୪: ରାୟଗଡ଼ା ଜିଲା ଗୁଣପୁରସ୍ଥିତ ଜିଆଇଇଟି ବିଶ୍ୱବିଦ୍ୟାଳୟରୁ ୫ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ ୩ ଦିନ ପାଇଁ ବନ୍ଦ ଘୋଷଣା କରାଯାଇଛି। ଗୁଣପୁର ଉପଜିଲାପାଳ ଜେ. ସୋନାଲଙ୍କ ନିର୍ଦ୍ଦେଶ କ୍ରମେ କର୍ତ୍ତୃପକ୍ଷ ବିଶ୍ୱବିଦ୍ୟାଳୟକୁ ବନ୍ଦ କରିଛନ୍ତି। ଏହା ୧୦…
ନାବାଳିକା ଶାଳିଙ୍କୁ ଗର୍ଭବତୀ କରି ଜେଲ ଗଲେ ଭିଣୋଇ
ଭଦ୍ରକ ଅଫିସ, ୮।୪: ଭଦ୍ରକ ଜିଲା ତିହିଡ଼ି ବ୍ଲକରେ ଏକ ଆଶ୍ରମ ସ୍କୁଲର ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଥିବା ନେଇ ତିହିଡ଼ି ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା (ନଂ. ୧୬୫/୨୧) ରୁଜୁ କରି ତଦନ୍ତ ଆରମ୍ଭ…
ଦୁର୍ଘଟଣାରେ ଚାଲିଗଲା କୋଭିଡ୍ ଟିକା ନେବାକୁ ଯାଉଥିବା ଦମ୍ପତିଙ୍କ ଜୀବନ
ବୌଦ୍ଧ,୮।୪: ବୌଦ୍ଧ ଜିଲା ହରଭଙ୍ଗା ବ୍ଳକର ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥର ରାଧାନଗରଠାରେ ଗୁରୁବାର ଏକ ସଡ଼କ ଦୁର୍ଘଟଣାରେ ଦମ୍ପତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବୌଦ୍ଧ ଆଦର୍ଶ ଥାନା ଅଧୀନ ରାଧାନଗର ଗାଁର ଲଳିତ ମୋହନ ସାହୁ (୬୫) ଓ ତାଙ୍କ…
ଅପମିଶ୍ରିତ ମଦ ନେଲା ଜୀବନ
ବନ୍ତ,୮।୪: ଭଦ୍ରକ ଜିଲା ବନ୍ତ ବ୍ଲକ ଗଣିଜାଙ୍ଗ ପଞ୍ଚାୟତ ହାସିନପୁର ଗ୍ରାମର ଅଭିମନ୍ୟୁ ରାଉତ ନାମକ ଜଣେ ବ୍ୟକ୍ତିଙ୍କ ମଦ ଜନିତ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏ ନେଇ ଗୁରବାର କେନାଲ ଛକଠାରେ ମହିଳାମାନେ ରାସ୍ତାରେ ମୃତଦେହ ରଖି ଭଦ୍ରକ-ଆନନ୍ଦପୁର…
ଭୁବନେଶ୍ୱରରୁ ୧୦୮ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର, ୮।୪(ବ୍ୟୁରୋ): ରାଜ୍ୟରେ ଲଗାତାର ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ରାଜ୍ୟରୁ ୮୭୯ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଅଞ୍ଚଳରୁ ୧୦୮ ଜଣ ରହିଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨୦…
କରୋନା ଆକ୍ରାନ୍ତଙ୍କୁ ଜେଲ ମନା, ରିମାଣ୍ଡ ଅନୁମତି ଆଣି ବନ୍ଦୀକୁ ପଠାଯିବ କୋଭିଡ୍ ହସ୍ପିଟାଲ
ଭୁବନେଶ୍ୱର, ୮।(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ଦେଖି ତତ୍ପର ହୋଇଛି ଜେଲ ବିଭାଗ। ତେଣୁ ପ୍ରସ୍ତୁତ କରିଛି ସ୍ବତନ୍ତ୍ର ଗାଇଡ୍ଲାଇନ। ପ୍ରସ୍ତୁତ ହୋଇଥିବା ଏହି ଗାଇଡ୍ଲାଇନ୍କୁ ସବୁ ଜେଲ୍ ଅଧୀକ୍ଷଙ୍କୁ ପଠାିଛନ୍ତି ଜେଲ୍ ଡିଜି। ଯଦି କେହି ଅନ୍ତେବାସୀ…
ବାହାର ରାଜ୍ୟରୁ ଆସିଲେ ଆର୍ଟିପିସିଆର୍ ବାଧ୍ୟତାମୂଳକ
ଭୁବନେଶ୍ୱର, ୮।୪(ବ୍ୟୁରୋ): ବାହାର ରାଜ୍ୟରୁ ଓଡ଼ିଶାକୁ ଆସୁଥିବା ଲୋକମାନଙ୍କ ପାଇଁ ଏଣିକି ଆର୍ଟିପିସିଆର୍ ଟେଷ୍ଟ ବାଧ୍ୟତାମୂଳକ। ଯେଉଁମାନେ ଟେଷ୍ଟ ନ କରିବେ ସେମାନଙ୍କୁ ୭ ଦିନ କ୍ୱାରାଣ୍ଟାଇନରେ ରଖାଯିବ। ରାଜ୍ୟରେ ଦୈନିକ ସଂକ୍ରମଣ ୯ଶହ ମୁହାଁ ହୋଇଥିବା ବେଳେ ଏହାକୁ ରୋକିବା…
ଓପିଜିସିର ୨ ୟୁନିଟ୍ ବନ୍ଦ: ବିଦ୍ୟୁତ ଉତ୍ପାଦନ ବାଧାପ୍ରାପ୍ତ
ଝାରସୁଗୁଡ଼ା ଅଫିସ,୮।୪: ଝାରସୁଗୁଡ଼ା ବୁଢ଼ିପଦର ଗ୍ରୀଡ୍ରୁ ବିଦ୍ୟୁତ୍ ସଂଯୋଗ ବିଚ୍ଛିନ୍ନ ହେବା ପରେ ବନହରପାଲି ସ୍ଥିତି ଓ ବିଦ୍ୟୁତ୍ ଉତ୍ପାଦନ ନିଗମ(ଓପିଜିସି)ର ୨ଟି ୟୁନିଟ୍ ଗୁରୁବାର ଅପରାହ୍ନ ୨ଟା ବନ୍ଦ ହୋଇଯାଇଛି। ଏହି ୟୁନିଟ୍ ଦ୍ୱୟ ବନ୍ଦ ହେବା ଫଳରେ ୪୨୦…
ଏସ୍ବିଆଇ ମେନ୍ ବ୍ରାଞ୍ଚ ସିଲ୍
ଭୁବନେଶ୍ୱର,୮।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କାୟା ମେଲାଇଛି କରୋନା। କରୋନାର ଦ୍ୱିତୀୟ ଷ୍ଟ୍ରେନ୍ ଏବେ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏହି କ୍ରମରେ ଗୁରୁବାର ଭୁବନେଶ୍ୱର ୟୁନିଟ୍-୧ ସ୍ଥିତ ଏସ୍ବିଆଇର ମୁଖ୍ୟ କାର୍ଯ୍ୟାଳୟରେ ଆଉ ୨୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ…
ରୁଦ୍ରଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଲେ ଭଉଣୀ
ଭୁବନେଶ୍ୱର,୮।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ଯେତିକି ପାଖେଇ ଆସୁଛି ନିର୍ବାଚନ ପ୍ରଚାର ସେତିକି ଜମୁଛି। ତିନି ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ପ୍ରାର୍ଥୀ ମଇଦାନକୁ ଓହ୍ଲାଇ ନିଜ ପାଇଁ ଭୋଟ ଭିକ୍ଷା କରୁଛନ୍ତି। ଏହି ପରିପ୍ରେକ୍ଷୀରେ ଗୁରୁବାର ନିର୍ବାଚନ ମଇଦାନକୁ…
ସ୍ଥିତି ପରଖିଲେ, ସଚେତନ କଲେ ପୋଲିସ କମିଶନର
ଭୁବନେଶ୍ୱର,୮ା୪(ବ୍ୟୁରୋ): ଅମାନିଆଙ୍କ ପାଇଁ ସହରର ସଂକ୍ରମଣ ଭୟଙ୍କର ରୂପ ନେବାରେ ଲାଗିଛି। ଏପରିସ୍ଥିତିରେ କମିଶନରେଟ ପୋଲିସ କଡ଼ା ପଦକ୍ଷେପ ଗ୍ରହଣ କରୁଛନ୍ତି। ବୁଧବାର ନିଜେ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସହର ବଜାର ବୁଲି ବାସ୍ତବ ସ୍ଥିତି ପରଖିଛନ୍ତି। ତାଙ୍କ ସହିତ…
ତଥାପି ଚେତୁନାହାନ୍ତି
ଭୁବନେଶ୍ୱର, ୮ା୪(ବ୍ୟୁରୋ): ସଂକ୍ରମଣ ପୂରା ରାଜଧାନୀକୁ ବ୍ୟାପିଯାଇଛି। ଚଢ଼ାଉ, ସିଲ୍, ଜରିମାନା ସତ୍ତ୍ୱେ ଚେତୁନାହାନ୍ତି ରାଜଧାନୀବାସୀ। ଶିକ୍ଷାନୁଷ୍ଠାନ, କୋଚିଂ ସେଣ୍ଟର, ହୋଟେଲ ସମେତ ସରକାରୀ କାର୍ଯ୍ୟାଳୟରେ ବି ଖୁଲମ୍ଖୁଲା କୋଭିଡ୍ ନିୟମ ଉଲ୍ଲଂଘନ ହେଉଛି। ଫଳରେ ପୁଣି ସହରରେ ପୂର୍ବର ସ୍ଥିତି…
Archives


