ଅଭିନେତ୍ରୀ ଶୁଭ୍ରା କୁଣ୍ଡୁ ଗିରଫ
ଭୁବନେଶ୍ୱର,୧୬।୧(ବ୍ୟୁରୋ): ଚିଟ୍ଫଣ୍ଡ ଠକେଇ ମାମଲାରେ ରୋଜ୍ଭ୍ୟାଲି ଗ୍ରୁପ୍ ମୁଖ୍ୟ ଗୌତମ କୁଣ୍ଡୁଙ୍କ ସ୍ତ୍ରୀ ଅଭିନେତ୍ରୀ ଶୁଭ୍ରା କୁଣ୍ଡୁଙ୍କୁ ଶୁକ୍ରବାର ସିବିଆଇ କୋଲକାତାସ୍ଥିତ ବାସଭବନରୁ ଗିରଫ କରିଛି। ତାଙ୍କ ନାମରେ ୧୭ ହଜାର ୫୦୦ କୋଟି ଟଙ୍କାର ଠକେଇ ଅଭିଯୋଗ ରହିଥିବାବେଳେ ଶନିବାର…
ଆଜିଠୁ ରିମାଣ୍ଡ, ଗୁମର ଖୋଲିବେ ହିମାଂଶୁ
ଭୁବନେଶ୍ୱର,୧୬।୧(ବ୍ୟୁରୋ): କିଡ୍ନୀ ଦେବା ନାଁରେ ରାଜ୍ୟରେ ସକ୍ରିୟ ଥିବା ଠକେଇ ର଼୍ୟାକେଟ୍ର ମାଷ୍ଟରମାଇଣ୍ଡ୍ କେନ୍ଦ୍ରାପଡ଼ାର ହିମାଂଶୁ ଭୂଷଣ ନନ୍ଦଙ୍କୁ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି ଏସ୍ଡିଜେଏମ୍ କୋର୍ଟ। ଶନିବାରଠାରୁ ତାଙ୍କୁ ୩ ଦିନିଆ ରିମାଣ୍ଡରେ ଆଣିବ କମିଶନରେଟ ପୋଲିସ। ର଼୍ୟାକେଟରେ ଅନ୍ୟ…
କୋରାପୁଟରେ ପ୍ରଥମେ ଟିକା ନେଲେ ସଫେଇ କର୍ମଚାରୀ ପଦ୍ମନ
କୋରାପୁଟ,୧୬/୧(ସ୍ବ.ପ୍ର) କୋରନା ବିରୋଧରେ ବିଶ୍ୱରେ ଆରମ୍ଭ ହୋଇଛି ସର୍ବ ବୃହତ ଲଢେଇ । ହାରିବ କୋରନା, ଜିତିବ ଜୀବନର ଲକ୍ଷ୍ୟ ନେଇ ଶନିବାରଠାରୁ ସାରା ଦେଶରେ ପ୍ରାଥମିକ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହୋଇଛି । ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ଜରିଆରେ ଟିକାକରଣର…
ଝାରପଡ଼ା ଜେଲରେ କଏଦୀ ମୃତ
ଭୁବନେଶ୍ୱର, ୧୬।୧(ବ୍ୟୁରୋ): ଭୁବନେଶ୍ୱର ଝାରପଡ଼ା ଜେଲ୍ରେ ଶନିବାର ଜଣେ କଏଦୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସେ ହେଲେ ନୟାଗଡ଼ ଜିଲାର ରବି ଦୁଲ୍ଲା। ରବି ୨୦୦୮ ମସିହାରୁ ଗିରଫ ହୋଇ ଝାରପଡ଼ା ଜେଲରେ ରହିଥିଲା। ନୟାଗଡ଼ ଥାନା ପୋଡି ଘଟଣାର ସେ…
ଚିତ୍ରକୋଣ୍ଡା ବିଡିଓ ନିଲମ୍ବିତ
ଚିତ୍ରକୋଣ୍ଡା,୧୬।୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ବିଡିଓ ଲରିମନ ଖରସେଲଙ୍କୁ ଶନିବାର ନିଲମ୍ବନ କରାଯାଇଛି। ପାଇଖାନା ଦୁର୍ନୀତି ଅଭିଯୋଗରେ ରାଜ୍ୟ ସରକାର ତାଙ୍କୁ ନିଲମ୍ବନ କରିଥିବା ସୂଚନା ମିଳିଛି। କିଛି ମାସ ହେବ ବିଡିଓ ପାଇଖାନା ଦୁର୍ନୀତି ମାମଲାରେ ଛନ୍ଦି ହୋଇ…
ରାଜ୍ୟରେ ୧୭୮ କରୋନା ଆକ୍ରାନ୍ତ ଚିହ୍ନଟ: ଜଣେ ମୃତ
ଭୁବନେଶ୍ୱର,୧୬।୧(ବ୍ୟୁରୋ): ରାଜ୍ୟରେ ଶନିବାରବାର ୧୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜଣଙ୍କ ମୃତ୍ୟୁ ଘଟିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୩ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୭୫ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ…
ଟିକା ନେଇଥିବା ସ୍ବାସ୍ଥ୍ୟ କର୍ମୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୬।୧(ବ୍ୟୁରୋ) : ଆଜି ପ୍ରଥମ ଟିକା ନେଇଥିବା ସଫେଇ କର୍ମଚାରୀ ଏବଂ ସ୍ବାସ୍ଥ୍ୟକର୍ମୀଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଥା ହୋଇଛନ୍ତି। ସେମାନଙ୍କ ସହ କଥା ହେବା ସହ ଶୁଭେଚ୍ଛା ଜଣାଇଛନ୍ତି। ଟିକା ନେଇଥିବାରୁ ତାଙ୍କୁ ଉତ୍ସାହିତ କରିଥିଲେ ଏବଂ ଟିକାକରଣ…
ବିପଜ୍ଜନକ ହେଉଛି ଇ-ବର୍ଜ୍ୟବସ୍ତୁ
ଭୁବନେଶ୍ୱର,୧୬।୧(ବ୍ୟୁରୋ): ଇ(ଇଲେକ୍ଟ୍ରୋନିକ)-ବର୍ଜ୍ୟବସ୍ତୁ ପରିବେଶ ପାଇଁ ଅତ୍ୟନ୍ତ କ୍ଷତିକାରକ। ଦିନକୁ ଦିନ ଇଲେକ୍ଟ୍ରୋନିକ ସାମଗ୍ରୀର ବହୁଳ ବ୍ୟବହାର ହେଉଥିବାରୁ ଏହାର ବର୍ଜ୍ୟବସ୍ତୁ ବଢ଼ିବାରେ ଲାଗିଛି। ତେବେ ଏହି ବର୍ଜ୍ୟବସ୍ତୁ ସଂଗ୍ରହ ଓ ପୁନଃ ପ୍ରକ୍ରିୟାକରଣ ହେଉ ନ ଥିବାରୁ ଦିନକୁ ଦିନ ଇ-ବର୍ଜ୍ୟବସ୍ତୁର ବୋଝ…
ଅଧା ବାଟରେ ଖୋଳ
ଯାଜପୁର ଅଫିସ/ ଚଣ୍ଡିଖୋଲ(ଡି.ଏନ.ଏ.),୧୬।୧: ନକଲି ଟ୍ରାଞ୍ଜିଟ୍ ପାସ୍ (ଟିପି) ତିଆରି କରି ଲୁହାପଥର ଲୁଟ୍ ଓ ଚୋରି ଘଟଣା ଏବେ ବୃଦ୍ଧି ପାଇବାରେ ଲାଗିଛି। କେନ୍ଦୁଝର ଓ ଯାଜପୁର ଜିଲାରେ ମୂଲ୍ୟବାନ ଖଣିଜ ପଦାର୍ଥ ନକଲି ଟିପି ସହାୟତାରେ ପଶ୍ଚିମବଙ୍ଗ, ଛତିଶଗଡ଼…
ଦିଲ୍ଲୀ ଗଲେ ୫୦୦ ଚାଷୀ
ଭୁବନେଶ୍ୱର, ୧୬।୧(ବ୍ୟୁରୋ): ନୂତକ କୃଷି ଆଇନକୁ ପ୍ରତ୍ୟାହାର ଦାବିରେ ଦିଲ୍ଲୀରେ ଚାଷୀ ଆନ୍ଦୋଳନ ଚାଲିଛି। ଏହାକୁ ସମର୍ଥନ ଜଣାଇ ଶୁକ୍ରବାର ଓଡ଼ିଶାରୁ ପାଖାପାଖି ୫୦୦ ଚାଷୀ ବସ୍ ଯୋଗେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି। ସଂଯୁକ୍ତ କିଷାନ ମୋର୍ଚ୍ଚା ଡାକରାରେ ଚାଲିଥିବା…
ଇସ୍ପାତ ଶିଳ୍ପକୁ ରପ୍ତାନି କେନ୍ଦ୍ରିକ କର: ଧର୍ମେନ୍ଦ୍ର
ଭୁବନେଶ୍ୱର,୧୬।୧(ବ୍ୟୁରୋ): ଏକବିଂଶ ଶତାବ୍ଦୀରେ ଭାରତର ଅତ୍ୟାଧୁନିକ ଭିତ୍ତିଭୂମି ନିର୍ମାଣ ପାଇଁ ନରେନ୍ଦ୍ର ମୋଦି ସରକାର ଗୁରୁତ୍ୱ ଦେଉଛନ୍ତି ବୋଲି ଶୁକ୍ରବାର ଇଣ୍ଡିଆନ ଷ୍ଟିଲ ଆସୋସିଏଶନ(ଆଇଏସ୍ଏ) ପକ୍ଷରୁ ଆୟୋଜିତ ୱେବିନାରରେ ଯୋଗଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ‘ଇସ୍ପାତ ନିର୍ମାଣ ଏବଂ ଭିତ୍ତିଭୂମି…
ରାଜ୍ୟ ସରକାର ଭ୍ରମିତ କରୁଛନ୍ତି: ଭାଜପା
ଭୁବନେଶ୍ୱର,୧୬।୧(ବ୍ୟୁରୋ) : ପରୀ ହତ୍ୟାକାଣ୍ଡକୁ ନେଇ ଚାଲିଥିବା ଏସ୍ଆଇଟି ତଦନ୍ତ ପ୍ରସଙ୍ଗରେ ଜନ ସୂଚନା ଅଧିକାର କର୍ମୀ ହେମନ୍ତ ପଣ୍ଡା ହାଇକୋର୍ଟରୁ ତଥ୍ୟ ମାଗିଥିଲେ। ହେମନ୍ତଙ୍କ ଆବେଦନର ଉତ୍ତର ଗତ ୬ ତାରିଖରେ ହାଇକୋର୍ଟରୁ ଆସିଛି, ଯେଉଁଥିରେ ହାଇକୋର୍ଟ ସ୍ପଷ୍ଟଭାବେ ଉଲ୍ଲେଖ…
Archives


