ରାଜ୍ୟ

ବଜେଟରେ ଜନଜାତି ସ୍ବାସ୍ଥ୍ୟ, କୃଷିକୁ ଗୁରୁତ୍ୱ ଦିଆଯାଉ

ଭୁବନେଶ୍ୱର,୧୩ା୧(ବ୍ୟୁରୋ): କରୋନା କାଳରେ ସମଗ୍ର ବିଶ୍ୱରେ ଜନସାଧାରଣଙ୍କ ସ୍ବାସ୍ଥ୍ୟ, ଜୀବିକା ଓ ଅର୍ଥନୀତି ପ୍ରଭାବିତ ହୋଇଛି। ତେବେ ସବୁଠାରୁ ଅଧିକ ଆଦିବାସୀ ଓ ପ୍ରବାସୀ ଶ୍ରମିକମାନେ ହନ୍ତସନ୍ତ ହୋଇଛନ୍ତି। ଜନଜାତିଙ୍କ ସ୍ବାସ୍ଥ୍ୟ ଏବେ ବି ଚିନ୍ତାର ବିଷୟ ହୋଇରହିଛି। ସେମାନଙ୍କ ପାଇଁ…

ଭୁବନେଶ୍ୱର ଏମ୍ସକୁ ପ୍ରଥମ କାୟାକଳ୍ପ ପୁରସ୍କାର

ଭୁବନେଶ୍ୱର, ୧୩।୧(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ (ଏମ୍ସ) କେବଳ ଦେଶର ସର୍ବୋତ୍ତମ ଚିକିତ୍ସା ପ୍ରତିଷ୍ଠାନ ନୁହେଁ, ସ୍ବଚ୍ଛତା ଓ ରୋଗୀ ପାଇଁ ନିରାପଦ ପରିବେଶ ଯୋଗାଇବାରେ ମଧ୍ୟ ନିଜକୁ ପ୍ରମାଣିତ କରିପାରିଛି। ଏମ୍ସକୁ ସ୍ବଚ୍ଛତା ପାଇଁ…

ରାଜଧାନୀରେ ନକଲି ଘିଅ କାରଖାନା ଠାବ

ଭୁବନେଶ୍ୱର (ବ୍ୟୁରୋ)/ପୁରୁଣା ଭୁବନେଶ୍ୱର, ୧୩।୧(ଡି.ଏନ୍‌.ଏ.): ଭେଜାଲ ଖାଦ୍ୟ ସାମଗ୍ରୀ କାରଖାନା ଏବେ ସାରା ରାଜ୍ୟରେ କାୟା ବିସ୍ତାର କରିଚାଲିଛି। କେଉଁଠି ନକଲି ମସଲା ତ ଆଉ କେଉଁଠି ନକଲି ତେଲ କାରଖାନା ଠାବ କରାଯାଉଛି। ରାଜ୍ୟବାସୀ ଏବେ ଖାଦ୍ୟ ନାଁରେ ଜହର…

ସୁପ୍ରିମକୋର୍ଟଙ୍କ ରାୟ ସତର୍କଘଣ୍ଟି

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ସୁପ୍ରିମକୋର୍ଟ ୩ଟି କୃଷି ଆଇନ ବାବଦରେ ଯେଉଁ ରାୟ ଦେଇଛନ୍ତି ତାହା କେନ୍ଦ୍ରରେ ଥିବା ଏକ ଅଗଣତାନ୍ତ୍ରିକ ସରକାର ପାଇଁ ସତର୍କଘଣ୍ଟି ବୋଲି ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି। ସେ କହିଛନ୍ତି, ଏକ ଗଣତାନ୍ତ୍ରିକ ରାଷ୍ଟ୍ରରେ…

କେନ୍ଦୁପତ୍ର ବୋନସ ଘୋଷଣାକୁ ଲଲିପପ୍‌ କହିଲା ଭାଜପା

ଭୁବନେଶ୍ୱର,୧୩ା୧(ବ୍ୟୁରୋ): କେନ୍ଦୁପତ୍ର ତୋଳାଳି ଶ୍ରମିକଙ୍କୁ ରାଜ୍ୟ ସରକାର ଏକ ‘ଲଲିପପ୍‌’ ଧରାଇ ଦେଇଥିବା ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ ଅଭିଯୋଗ କରିଛନ୍ତି। ସରକାରଙ୍କ ବୋନସ ଘୋଷଣାକୁ ନେଇ ପ୍ରଦୀପ କହିଛନ୍ତି, କେନ୍ଦୁପତ୍ର ତୋଳାଳି, ଗଛ କଟାଳି, ବନ୍ଧେଇ ଶ୍ରମିକ, ସିଜିନାଲ କର୍ମଚାରୀଙ୍କ…

ଧର୍ମେନ୍ଦ୍ରଙ୍କୁ କଳାପତାକା ଦେଖାଇଲା କଂଗ୍ରେସ

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ରାଜ୍ୟ ଯୁବ କଂଗ୍ରେସ ସଭାପତି ସ୍ମୃତିରଞ୍ଜନ ଲେଙ୍କାଙ୍କ ନେତୃତ୍ୱରେ ମଙ୍ଗଳବାର ଯୁବ କଂଗ୍ରେସ କର୍ମୀମାନେ ଚନ୍ଦ୍ରଶେଖରପୁର ସ୍ଥିତ ଏକ ଘରୋଇ ହସ୍ପିଟାଲ ରାସ୍ତାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କଳାପତାକା ପ୍ରଦର୍ଶନ କରିଛନ୍ତି। ସମଗ୍ର ଦେଶରେ ପେଟ୍ରୋଲ, ଡିଜେଲ ଦର ଅହେତୁକ…

‘ଆବାସ ଦୁର୍ନୀତିର ପର୍ଦ୍ଦାଫାଶ ହିଁ ହତ୍ୟାର କାରଣ’

ନିଶ୍ଚିନ୍ତକୋଇଲି,୧୩ା୧(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ବ୍ଲକ ପୂର୍ବତନ ଅଧ୍ୟକ୍ଷ ତଥା ସାଲେପୁର ଭାଜପା ପ୍ରଭାରୀ କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କ ଏକାଦଶାହ ଦିବସରେ ମଙ୍ଗଳବାର ଏକ ସ୍ମୃତିସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଝାରସୁଗୁଡ଼ାରୁ ମୁମ୍ବାଇ, ବେଙ୍ଗାଲୁରୁକୁ ଉଡ଼ିଲା ବିମାନ

ଲଖନପୁର,୧୩ା୧(ଡି.ଏନ୍‌.ଏ.): ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ (ଭିଏସ୍‌ଏସ୍‌) ବିମାନ ବନ୍ଦରରୁ ମଙ୍ଗଳବାର ମୁମ୍ବାଇ ଓ ବେଙ୍ଗାଲୁରୁ ସହରକୁ ସ୍ପାଇସ୍‌ ଜେଟ୍‌ ବିମାନ ଉଡାଣ ଆରମ୍ଭ ହୋଇଛି। ଏହି ସମୟରେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ, ବରଗଡ ଏମ୍‌ପି ସୁରେଶ ପୂଜାରୀ, ସୁନ୍ଦରଗଡ…

ଓଡ଼ିଶାକୁ ଦୁଇଟି ଜାତୀୟ ପୁରସ୍କାର

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ଜାଗା ମିଶନ ଓ ପାଇପ୍‌ ଯୋଗେ ପାନୀୟଜଳ ଯୋଗାଣ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ଲାଗି ଓଡ଼ିଶାକୁ ଦୁଇଟି ଜାତୀୟ ପୁରସ୍କାର ମିଳିଛି। ଜନାଗ୍ରହ ସହର ପ୍ରଶାସନର ଦ୍ୱିତୀୟ ସଂସ୍କରଣରେ ଓଡ଼ିିଶା ସ୍ଥାନ ପାଇଛି। ଏଥିଲାଗି ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ କେନ୍ଦ୍ର…

ବିଶ୍ୱସ୍ତରୀୟ ହେବ: ଚନ୍ଦ୍ରଭାଗା, ତଳସାରୀ ବେଳାଭୂମି

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ରାଜ୍ୟରେ ପର୍ଯ୍ୟଟନ କ୍ଷେତ୍ରରେ ଥିବା ବିପୁଳ ସମ୍ଭାବନାକୁ ଉପଯୋଗ କରି ଦେଶ ବିଦେଶର ପର୍ଯ୍ୟଟକମାନଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ବେଳାଭୂମି ଯୋଜନା ପ୍ରସ୍ତୁତ କରିଛନ୍ତି। ପୁରୀ କୋଣାର୍କ ମେରାଇନ ଡ୍ରାଇଭ୍‌ ଚନ୍ଦ୍ରଭାଗା ଓ ବାଲେଶ୍ୱରର ତଳସାରୀ- ଉଦୟପୁର…

ଦିଲ୍ଲୀକୁ ସାଇକେଲରେ ଯାତ୍ରାକଲେ ମୁକ୍ତିକାନ୍ତ

ରାଉରକେଲା ଅଫିସ,୧୨ା୧-ଦୁଇ ମାସରୁ ଊର୍ଦ୍ଧ୍ୱ ହେବ ଦିଲ୍ଲୀରେ କୃଷକମାନେ ଆନ୍ଦୋଳନ କରୁଛନ୍ତି। ପ୍ରାୟ ୮୦ରୁ ଊର୍ଦ୍ଧ୍ୱ କୃଷକଙ୍କ ମୃତ୍ୟୁ ଘଟିଲାଣି। କୃଷକମାନଙ୍କ ସହ ଆନ୍ଦୋଳନରେ ନିଜକୁ ସାମିଲ କରିବା ପାଇଁ ରାଉରକେଲାର ସାମାଜିକ କର୍ମୀ ମୁକ୍ତିକାନ୍ତ ବିଶ୍ୱାଳ ସାଇକେଲ ଯୋଗେ ରାଉରକେଲାରୁ…

ଝାରସୁଗୁଡ଼ାରୁ ମୁମ୍ବାଇ, ବେଙ୍ଗାଲୁରୁକୁ ଉଡ଼ିଲା ବିମାନ

ଲଖନପୁର,୧୨ା୧: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ(ଭିଏସ୍‌ଏସ୍‌) ବିମାନ ବନ୍ଦରରୁ ମଙ୍ଗଳବାର ମୁମ୍ବାଇ ଓ ବେଙ୍ଗାଲୁରୁ ସହରକୁ ସ୍ପାଇସ୍‌ ଜେଟ୍‌ ବିମାନ ଉଡାଣ ଆରମ୍ଭ ହୋଇଛି। ଏହି ସମୟରେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ, ବରଗଡ଼ ଏମ୍‌ପି ସୁରେଶ ପୂଜାରୀ, ସୁନ୍ଦରଗଡ଼ ଏମ୍‌ପି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri