ରାଜ୍ୟରେ ଆହୁରି କଡ଼ାକଡ଼ି ହେବ ନାଇଟ୍ କର୍ଫ୍ୟୁ
ଭୁବନେଶ୍ୱର,୭।୪(ବ୍ୟୁରୋ): ରାଜ୍ୟରେ ନାଇଟ୍ କର୍ଫ୍ୟୁ ଆହୁରି କଡ଼ାକଡ଼ି ହେବ। ବର୍ତ୍ତମାନ ୧୦ଟି ଜିଲାରେ ରାତି ୧୦ରୁ ସକାଳ ୫ଟା ଯାଏ ନାଇଟ୍ କର୍ଫ୍ୟୁ କରାଯାଉଛି। ଏନେଇ ଜିଲାପାଳ ଏବଂ ପ୍ରଶାସନକୁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ବୁଧବାର ସ୍ବାସ୍ଥ୍ୟମନ୍ତ୍ରୀ…
ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ଜୀବନ: ୧୯୨୩ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
ଭୁବନେଶ୍ୱର, ୭।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ବୁଧବାର ୭୯୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ…
ଥାନା ଭିତରେ ଦୁଇ ଗୋଷ୍ଠୀ ମୁହାଁମୁହିଁ: ୨ ଗୁରୁତର
ବାଲେଶ୍ୱର ଅଫିସ, ୬।୪: ବାଲେଶ୍ୱର ଜିଲା ରେମୁଣା ଥାନା ଭିତରେ ମଙ୍ଗଳବାର ସନ୍ଧ୍ୟାରେ ଦୁଇଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ହୋଇଥିଲା। ଥାନା ଭଙ୍ଗାରୁଜା ସହ ଗୋଟିଏ ଗୋଷ୍ଠୀର ୨ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ରାତି ତମାମ ଥାନାରେ ଉତ୍ତେଜନା ଲାଗି ରହିଥିଲା। ଘଟଣାକୁ…
ରାଜ୍ୟରେ ରେକର୍ଡ ଭାଙ୍ଗିଲା ଦୈନିକ ସଂକ୍ରମଣ: ସର୍ବାଧିକ ସୁନ୍ଦରଗଡ଼ରୁ
ଭୁବନେଶ୍ୱର, ୭।୪(ବ୍ୟୁରୋ): ରାଜ୍ୟରେ ଦ୍ରୁତଗତିରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ଏହି କ୍ରମରେ ବୁଧବାର ୭୯୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ…
‘ସାମୂହିକ ପ୍ରଚେଷ୍ଟା, ସ୍ବଚ୍ଛ ବ୍ୟବସ୍ଥା ପ୍ରଗତି ଆଣିଛି’
ଭୁବନେଶ୍ୱର,୭ା୪(ବ୍ୟୁରୋ): ଜାତୀୟ ପ୍ରତିରକ୍ଷା ପ୍ରତିଷ୍ଠାନର ଏକ ପ୍ରତିନିଧି ଦଳଙ୍କ ସହ ଯୁକ୍ତରାଷ୍ଟ୍ର ଆମେରିକା, ଜାପାନ, କାଜାଖସ୍ତାନ, ଇଜିପ୍ଟ, କେନିଆର ବରିଷ୍ଠ ସାମରିକ ଅଧିକାରୀମାନେ ମଙ୍ଗଳବାର ୪ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ ଖାରବେଳ ଭବନଠାରେ ଶିଳ୍ପ ସଚିବ ହେମନ୍ତ ଶର୍ମାଙ୍କ…
ଚିତ୍ରକଳାରେ ଓଡ଼ିଶାର କଳା, ଭାସ୍କର୍ଯ୍ୟ
ଭୁବନେଶ୍ୱର, ୭।୪ (ବ୍ୟୁରୋ): ମଧ୍ୟପ୍ରଦେଶର ଭୋପାଳରେ ‘ଫାଉଣ୍ଡେଶନ ଅଫ ଆର୍ଟ ଆଣ୍ଡ କଲ୍ଚର’ ଦ୍ୱାରା ଓଡ଼ିଶାର ଚିତ୍ର ଓ ଭାସ୍କର୍ଯ୍ୟଶିଳ୍ପୀଙ୍କ କଳାକୃତିକୁ ନେଇ ମଙ୍ଗଳବାର ‘ଅନୱାର୍ଡ଼ ଓଡ଼ିଶା’ ଶୀର୍ଷକ ଅନଲାଇନ ଚିତ୍ରକଳା ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି। କ୍ୟୁରେଟର ଅନୁପ କୁମାର ଚାନ୍ଦ…
ଚିହ୍ନଟକାରୀଙ୍କୁ ମିଳିବ ଆର୍ଥିକ ପୁରସ୍କାର
ଭୁବନେଶ୍ୱର,୭।୪(ବ୍ୟୁରୋ): ଯାଁଳା ଫାଣ୍ଡିରେ ଥିବା ଏକ ଗାଡ଼ିରୁ ମହିଳାଙ୍କ ନରକଙ୍କାଳ ଜବତ ଘଟଣାକୁ ଦେଢ଼ ମାସ ବିତିବାକୁ ବସିଥିଲେ ମଧ୍ୟ କମିଶନରେଟ ପୋଲିସ ମୃତାଙ୍କ ପରିଚୟ ପାଇବାରେ ବିଫଳ ହୋଇଛି। ସମସ୍ତ ଦିଗରୁ ବିଫଳ ହେବାପରେ ଏବେ କମିଶନରେଟ ପୋଲିସ ମୃତ…
୪ .୮୦ କୋଟିର ବ୍ୟାଙ୍କ ଋଣ ଠକେଇ: ଟିମ୍ବର ଡିପୋ ପ୍ରୋପ୍ରାଇଟର ଗିରଫ
ଭୁବନେଶ୍ୱର,୭।୪(ବ୍ୟୁରୋ): ଜନପଥସ୍ଥିତ ଆଇଡିବିଆଇ ବ୍ୟାଙ୍କରେ ୬ଟି ପ୍ଲଟ ବନ୍ଧକ ରଖି ୪ କୋଟି ୮୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଆର.କେ. ଟିମ୍ବର କମ୍ପାନୀର ପ୍ରୋପ୍ରାଇଟର ନରେନ୍ଦ୍ର କୁମାର ସାହୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ବ୍ୟାଙ୍କ ଆଞ୍ଚଳିକ ମୁଖ୍ୟଙ୍କ ଅଭିଯୋଗକ୍ରମେ…
ସମର୍ଥନ ଯୋଗାଡ଼ କରୁଛନ୍ତି ଆର୍ମଡ ଡିସିପି: ସିପାହିଙ୍କ ସ୍ତ୍ରୀ
ଭୁବନେଶ୍ୱର, ୬ା୪(ବ୍ୟୁରୋ): ସିପାହୀଙ୍କୁ ଝିଅ ଯୋଗାଇବାକୁ ବାଧ୍ୟ କରୁଥିବା ଆର୍ମଡ ଡିସିପିଙ୍କ ବିରୋଧରେ ମଙ୍ଗଳବାର ପୁଣି ଏକ ଅଭିଯୋଗ ଆସିଛି। ଓଏସ୍ଏପି ଡିସିପି ବିଜୟ କୁମାର ସାହୁ ବାଟାଲିୟନ ସଂଘ କର୍ମକର୍ତ୍ତାଙ୍କ ଜରିଆରେ ଘର ଘର ବୁଲି ନିଜ ସପକ୍ଷରେ ସମର୍ଥନ…
୫କୋଟି ବ୍ୟୟରେ ହେବ ବ୍ୟାଖ୍ୟାକରଣ କେନ୍ଦ୍ର
ଭୁବନେଶ୍ୱର,୭।୪(ବ୍ୟୁରୋ): ବିଶ୍ୱର ଏକ ପ୍ରମୁଖ ଐତିହାସିକ ସ୍ଥଳ ଭାବେ ଧଉଳି ଶାନ୍ତି ସ୍ତୁପ ସ୍ବତନ୍ତ୍ର ସ୍ଥାନ ବଜାୟ ରଖିଛି। ଏହି ଠାରୁ ହିଁ ଶାନ୍ତି, ଅହିଂସା ଓ ସତ୍ୟର ମନ୍ତ୍ର ସମଗ୍ର ବିଶ୍ୱକୁ ଉଦ୍ବୁଦ୍ଧ କରିଥିଲା। ଏହି ଶାନ୍ତିସ୍ତୁପର ସାମଗ୍ରିକ ବିକାଶ…
୨୨ ଓଏଏସ୍ ଅଧିକାରୀଙ୍କ ବଦଳି
ଯାଜପୁର ଅଫିସ,୭ା୪: ଓଡ଼ିଶା ପ୍ରଶାସନିକ ସେବା(ଓଏଏସ-ଏ)(ଜେବି) ପାହ୍ୟାର ୨୨ ଅଧିକାରୀଙ୍କ ବଦଳି ନିର୍ଦ୍ଦେଶ ହୋଇଛି। ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ମହାନ୍ତି ତାଙ୍କ ଅଧିସୂଚନା ସଂଖ୍ୟା ୧୧୫୦୫/୫ା୪ା୨୦୨୧ରେ ଉପରୋକ୍ତ ନିର୍ଦ୍ଦେଶ ଜାରି କରିଛନ୍ତି ା…
୩ ଦିନ ଝଡ଼ବର୍ଷା ସମ୍ଭାବନା
ଭୁବନେଶ୍ୱର,୭ା୪(ବ୍ୟୁରୋ): ରାଜ୍ୟର ଉପକୂଳ ଓଡ଼ିଶାରେ ତାତିର ପ୍ରକୋପ ହ୍ରାସପାଇଛି। ସମୁଦ୍ର ଆଡୁ ପବନ ବହୁଥିବାରୁ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ପାରଦ ୪୦ଡିଗ୍ରୀ ସେଲ୍ସିୟସ ତଳେ ରହିଛି। ଆସନ୍ତା ୮ ତାରିଖରୁ ୧୧ ତାରିଖ ମଧ୍ୟରେ ରାଜ୍ୟର ଅନେକ ଭାଗରେ ଘଡ଼ଘଡ଼ି ସହ ଝଡ଼ବର୍ଷା…
Archives


