ରାଜ୍ୟ

ପ୍ରଥମ ଡୋଜ୍‌ ପରେ ପଜିଟିଭ ଆସିଲେ ଦ୍ୱିତୀୟ ଡୋଜ୍‌ ନେବେନି

ଭୁବନେଶ୍ୱର, ୧୪।୧(ବ୍ୟୁରୋ) :ଓଡ଼ିଶାରେ ଶନିବାରଠାରୁ ୧୬୦ କେନ୍ଦ୍ରରେ ଟିକାକରଣ ଆରମ୍ଭ ହେବ। ପ୍ରତି କେନ୍ଦ୍ରରେ ଦୈନିକ ସର୍ବାଧିକ ୧୦୦ ଜଣଙ୍କୁ ଟିକା ଦିଆଯିବ। କମ୍‌ ହିତାଧିକାରୀ ଥିଲେ ୨/୩ କେନ୍ଦ୍ରକୁ ମିଶାଇ ଗୋଟିଏ କେନ୍ଦ୍ରରେ ଟିକା ଦିଆଯିବ। ଦୈନିକ ସକାଳ ୯ଟାରୁ…

ଭୁବନେଶ୍ୱରରେ କୋଭାକ୍ସିନ, ବାକିି କୋଭିଶିଲ୍ଡ

ଭୁବନେଶ୍ୱର, ୧୪।୧(ବ୍ୟୁରୋ) :ଓଡ଼ିଶାକୁ ଦୁଇ ପ୍ରକାର କରୋନା ଟିକା ଆସିଛି। ‘କୋଭିଶିଲ୍ଡ’ ଟିକାର ୪ଲକ୍ଷ ୮ହଜାର ଡୋଜ୍‌ ଓ ‘କୋଭାକ୍ସିନ’ର ୨୦ହଜାର ଡୋଜ୍‌ ଆସିଛି। ଆସନ୍ତା ୧୬ ତାରିଖରୁ ଟିକାକରଣ ଆରମ୍ଭ ହେବାକୁ ଥିବାବେଳେ କାହାକୁ କେଉଁ ଟିକା ଦିଆଯିବ ଏବଂ…

ବିଜୁ ମଇଦାନରୁ ମୁହଁ ଫେରାଉଛନ୍ତି ବୟସ୍କ

ଅନୁଗୋଳ ଅଫିସ, ୧୪।୧: ଅନୁଗୋଳ ସହର ଭିଆଇପି ରୋଡ୍‌ରେ ଥିବା ବିଜୁ ମଇଦାନରେ ଏବେ ସୁସ୍ଥ ବାତାବରଣ ନାହିଁ। ବିଶେଷକରି ସନ୍ଧ୍ୟାରେ ଏଠାରେ ଅସାମାଜିକଙ୍କ ଆଡ୍ଡା ଜମୁଛି। ରାତି ଅନ୍ଧାରର ସୁଯୋଗ ନେଇ ବିଭିନ୍ନ ଅପରାଧର ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଉଛି। ବିଳମ୍ବିତ…

ଖୁବ୍‌ଶୀଘ୍ର ଦେବଝରଣରେ ବୋଟିଂ ସେବା

ସମ୍ବଲପୁର,୧୩ା୧(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ଇକୋଟୁରିଜମ ଦେବଝରଣରେ ବୋଟିଂ ସେବା ଖୁବ୍‌ଶୀଘ୍ର ଆରମ୍ଭ ହେବ। ବୁଧବାର ଡ୍ୟାମ୍‌ରେ ବନ ବିଭାଗ ପକ୍ଷରୁ ପ୍ଲାଟଫର୍ମ ନିର୍ମାଣ କରାଯାଇଛି। ଏସିଏଫ୍‌ ମଦନଲାଲ ଶର୍ମା, ସଦର ରେଞ୍ଜର ଗୌରୀ ଦାସ ଉପସ୍ଥିତ ରହି କାମ…

ସୀମାନ୍ତରେ ଏନ୍‌କାଉଣ୍ଟର ମାଓବାଦୀ କମାଣ୍ଡର ନିହତ

ମାଲକାନଗିରି,୧୩ା୧: ମାଲକାନଗିରି ସୀମାନ୍ତବର୍ତ୍ତୀ ଛତିଶଗଡ଼ ଦାନ୍ତଓ୍ବୋଡା ଜିଲାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ପୋଲିସ ଏନ୍‌କାଉଣ୍ଟରରେ ଜଣେ ମାଓବାଦୀ କମାଣ୍ଡର ନିହତ ହୋଇଛନ୍ତି। ତାଙ୍କ ନାମ ହିଡମା ମୁଚାକି। ସେ ଦଣ୍ଡକାରଣ୍ୟ ମାଓ ଡିଭିଜନର ଡିସିଏମ୍‌ ଭାବେ କାର୍ଯ୍ୟ କରୁଥିବା…

ସ୍କୁଲ ଖୋଲୁ ଖୋଲୁ ଶିକ୍ଷୟିତ୍ରୀଙ୍କୁ କରୋନା

ବରଗଡ଼ ଅଫିସ୍‌,୧୩।୧: ରାଜ୍ୟରେ ଗତ ୮ ତାରିଖରୁ ହାଇସ୍କୁଲଗୁଡ଼ିକ ଖୋଲିଛି। କେବଳ ଦଶମ ଶ୍ରେଣୀ ଛାତ୍ରୀଛାତ୍ର ପାଠପଢ଼ା ଚାଲିଛି। ନିୟମିତ ଛାତ୍ରୀଛାତ୍ର ମଧ୍ୟ ସ୍କୁଲକୁ ଆସୁଛନ୍ତି । ତେବେ ସ୍କୁଲ ଖୋଲିବା ପରେ ବରଗଡ଼ ଜିଲାର ଏକ ବାଳିକା ହାଇସ୍କୁଲରେ ଜଣେ…

ରାସ୍ତାରେ ଧାନ ଗଦା କରି ଚାଷୀଙ୍କ ଆନ୍ଦୋଳନ

ପଦ୍ମପୁର,୧୩।୧: ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ୨ମାସ ବିତିଯାଇଛି । ତେବେ ଜିଲାର ପଦ୍ମପୁର ଉପଖଣ୍ଡର ବିଭିନ୍ନ ମଣ୍ଡିରେ ଏହି ପ୍ରକ୍ରିୟା ଶୀଥିଳ ହୋଇପଡ଼ିଛି । ମଣ୍ଡିକୁ ଧାନ ଆସୁଥିବା ବେଳେ ଉଠାଣ କାର୍ଯ୍ୟ ବିଳମ୍ବିତ ହେଉଛି ।…

ରାଜ୍ୟରେ ସୁସ୍ଥ ହେଲେ ୧୭୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୩।୧: ରାଜ୍ୟରେ ବୁଧବାର ୧୭୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହ ଓଡ଼ିଶାରେ କରୋନାରୁ ଆରୋଗ୍ୟ ଲାଭ କରିଥିବା ରୋଗୀଙ୍କ ସଂଖ୍ୟା ୩,୨୮,୬୨୨ରେ ପହଞ୍ଚତ୍ଛି। ସୁନ୍ଦରଗଡ଼ ଜିଲାରୁ ସୁସ୍ଥ ହୋଇଛନ୍ତି ସର୍ବାଧିକ ୩୦ ଜଣ। ମୟୁରଭଞ୍ଜରୁ ୧୯, ବଲାଙ୍ଗୀରରୁ ୧୫, ଖୋର୍ଦ୍ଧାରୁ…

ଗଣଶିକ୍ଷା ମନ୍ତ୍ରୀଙ୍କ କୋକସରା ହାଇସ୍କୁଲ ପରିଦର୍ଶନ: ଶିକ୍ଷାଦାନରେ ଅବହେଳା ନେଇ ଅସନ୍ତୋଷ

କୋକସରା,୧୩।୧: ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବହୁ ପ୍ରତୀକ୍ଷିତ ଇନ୍ଦ୍ରାବତୀ ମେଗାଲିଫ୍ଟ ପ୍ରକଳ୍ପ ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗଦେବା ପୂର୍ବରୁ ବୁଧବାର କୋକସରା ବ୍ଲକ ଗସ୍ତ କରିଥିଲେ। ସେ କାଶିବାହଲ ପଞ୍ଚାୟତ ଗସ୍ତ କରି ଫେରିବା ପରେ କୋକସରା…

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ମନ୍ତ୍ରୀ, ବିଧାୟକଙ୍କୁ କଳାପତାକା ଦେଖାଇଲା ଯୁବ କଂଗ୍ରେସ

ଭବାନୀପାଟଣା,୧୩।୧: ଗୁରୁବାର କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ମୁଖୀଗୁଡା ଇନ୍ଦ୍ରାବତୀ ମେଗାଲିପ୍ଟ ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ପୂର୍ବରୁ ବୁଧବାର ଭବାନୀପାଟଣା ସହର ନକଟିଗୁଡା ଛକଠାରେ ରାଜ୍ୟ ସରକାରଙ୍କ ୩ ମନ୍ତ୍ରୀ ଓ ସଙ୍ଗଠାନିକ ସମ୍ପାଦକ ତଥା…

ଆଜି ଭୁବନେଶ୍ୱରରୁ ୧୧ ଆକ୍ରାନ୍ତ ଚିହ୍ନଟ: ୧୦ ସୁସ୍ଥ

ଭୁବନେଶ୍ୱର,୧୩।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୧୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୭ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

ପରୀ ହତ୍ୟା ମାମଲା: ରାଜ୍ୟ ସରକାରଙ୍କୁ ନୋଟିସ୍‌ କଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର, ୧୩।୧(ବ୍ୟୁରୋ): ନୟାଗଡ଼ ଜିଲା ଯଦୁପୁର ଗ୍ରାମର ବହୁ ଚର୍ଚ୍ଚିତ ଶିଶୁକନ୍ୟା ପରୀ ହତ୍ୟା ମାମଲା ନୂଆମୋଡ ନେଇଛି। ଝିଅ ମୃତ୍ୟୁର ନ୍ୟାୟ ପାଇବାକୁ ପରୀଙ୍କ ମା’ ସୌଦାମିନୀ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଘଟଣାରେ ସିବିଆଇ ତଦନ୍ତ ଦାବି କରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri