ରାଜ୍ୟରେ ଆଜି ୩୨୭୮ କରୋନା ଆକ୍ରାନ୍ତ ସୁସ୍ଥ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୩।୯(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୩୨୭୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୧୧ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଗଞ୍ଜାମରୁ ୩୬୮, କଟକରୁ ୨୩୦, ଯାଜପୁରରୁ ୧୯୫, ରାୟଗଡାରୁ ୧୮୭, ବରଗଡରୁ ୧୮୫, ବାଲେଶ୍ୱରରୁ ୧୨୪, ପୁରୀରୁ...
ସେପ୍ଟେମ୍ବର ୯ ରୁ ଭୁବନେଶ୍ୱର-ସୁରତକୁ ବିମାନ ସେବା ଆରମ୍ଭ
ଭୁବନେଶ୍ୱର,୩।୯(ବ୍ୟୁରୋ)-ସେପ୍ଟେମ୍ବର ୯ ତାରିଖରୁ ପୁଣି ସୁରତକୁ ଆରମ୍ଭ ହେବ ବିମାନ ସେବା। ସୁରତରୁ ବିମାନ ଅପରାହ୍ନ ସାଢେ ୩ଟାରେ ବାହାରି ୫ଟା ୨୦ରେ ଭୁବନେଶ୍ୱରରେ ପହଞ୍ଚିବ। ସେହିପରି ଭୁବନେଶ୍ୱରରୁ ୪ଟା ୨୦ରୁ ବାହାରି ରାତି ୮ଟା ୧୦ରେ ସୁରତରେ ପହଞ୍ଚିବ।...
ପ୍ଲାଜମା ଦାନ କଲେ ୨ କରୋନା ଯୋଦ୍ଧା: ସାଲ୍ୟୁଟ କଲେ ଗଞ୍ଜାମ ଜିଲାପାଳ, ଏସ୍ପି
ଛତ୍ରପୁର, ୩।୯(ଡି.ଏନ୍.ଏ.)- ଗଞ୍ଜାମ ଜିଲାରେ ପୁଣି ୨ ଜଣ କରୋନା ଯୋଦ୍ଧା ଗୁରୁବାର ପ୍ଲାଜମା ଦାନ କରିଛନ୍ତି। ସେମାନେ ହେଲେ ଆସିକା ବ୍ଲକର ଆରଡ଼ବ୍ଲ୍ୟୁଏସ୍ଏସ୍ ଜେଇ ଶ୍ରୀନିବାସ ରାଓ ଓ ଗଞ୍ଜାମ ପୋଲିସ ଅଧୀନ ଧରାକୋଟ ଥାନାର ଏସ୍ଆଇ କୁମୁଦ...
ବଗଲା ଜମି ବିବାଦ: ପ୍ରତିବାଦ ପାଇଁ ଦସ୍ତଖତ ଅଭିଯାନ ଆରମ୍ଭ କଲା ଭାଜପା, ସ୍ବତନ୍ତ୍ର ଆପ୍ ଉନ୍ମୋଚିତ
ପୁରୀ ଅଫିସ,୩ା୯: ଦିନକୁ ଦିନ ବଗଲା ଧର୍ମଶାଳା ଜମି ବିବାଦ ତୀବ୍ର ହେବାରେ ଲାଗିଛି। ଭାଜପା, କଂଗ୍ରେସ ସମେତ ବିଭିନ୍ନ ବାମଦଳ ସରକାରଙ୍କ ନିଷ୍ପତ୍ତିକୁ ବିରୋଧ କରୁଛନ୍ତି । ଭାଜପା ପକ୍ଷରୁ ୧୪ଦିନ ହେଲା ଧର୍ମଶାଳା ସମ୍ମୁଖରେ ଧାରଣା ଜାରି...
ଶନିବାର ପ୍ରକାଶ ପାଇବ ଯୁକ୍ତ ୨ କଳା ପରୀକ୍ଷାଫଳ
ଭୁବନେଶ୍ୱର,୩।୯(ବ୍ୟୁରୋ): ଆସନ୍ତା ଶନିବାର ଯୁକ୍ତ ୨ କଳା ପରୀକ୍ଷାଫଳ ପ୍ରକାଶ ପାଇବ। ଅପରାହ୍ନ ୪ଟାରେ ସିଏଚ୍ଏସ୍ଇର କାର୍ଯ୍ୟାଳୟରେ ଫଳ ପ୍ରକାଶ ପାଇବା ନେଇ ଗୁରୁବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ତେବେ ପୂର୍ବରୁ ବାଣିଜ୍ୟ...
ମନ୍ତ୍ରୀ ପଦ୍ମିନୀ ଦିଆନ କରୋନା ପଜିଟିଭ୍
ଭୁବନେଶ୍ୱର,୩।୯(ବ୍ୟୁରୋ): ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କରୋନା ଆକ୍ରାନ୍ତ ହୋଇଛନ୍ତି। ତାଙ୍କ ରିପୋର୍ଟ ପଜିଟିଭ୍ ଆସିବା ପରେ ସେ ହୋମ୍ କ୍ୱାରାଣ୍ଟାଇନ୍ରେ ରହିଥିବା ନେଇ ସେ ଗୁରୁବାର ସୂଚନା ଦେଇଛନ୍ତି। ତେବେ ତାଙ୍କ ସଂସ୍ପର୍ଶରେ ଆସିଥିବା...
ପୁଣି ୮ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୩।୯(ବ୍ୟୁରୋ): ରାଜ୍ୟରେ କରୋନା ଯୋଗୁ ପୁଣି ୮ଜଣଙ୍କ ମୃତ୍ୟୁ ହୋଇଥିବା ସ୍ବାସ୍ଥ୍ୟ ଏବଂ କରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ମୃତ ୮ ବ୍ୟକ୍ତିଙ୍କ ମଧ୍ୟରେ କଟକରୁ ୩, ଗଞ୍ଜାମରୁ ୨, ବାଲଶ୍ୱର, କନ୍ଧମାଳ ଏବଂ...
CORONAVIRUS UPDATE: ଆଜି ରାଜ୍ୟରେ ପୁଣି ୩୬୩୧ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୩।୯(ବ୍ୟୁରୋ): ରାଜ୍ୟରେ ପୁଣି ୩୬୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୨୧୪ କ୍ୱରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୪୧୭ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା...
ଆଦିବାସୀଙ୍କ ଜୀବନରେଖା ‘ଦଣ୍ଡାଧର’
କାମାକ୍ଷାନଗର, (ସୁଧୀର କୁମାର ପରିଡ଼ା) ୩।୯: ବର୍ଷା ହେଲେ ପାହାଡ଼ିଆ ପାଣି ସ୍ରୋତ ଭସାଇ ନେଉଥିଲା ଚାଷ। ବର୍ଷା ନ ହେଲେ ଉଜୁଡ଼ି ଯାଉଥିଲା ଫସଲ। ତଳି ରୋଇବାଠୁ ଫସଲ ଅମଳ ଯାଏ ଲାଗି ରହୁଥିଲା ଚିନ୍ତା। ହାଡ଼ଭଙ୍ଗା ପରିଶ୍ରମ...
ଆଇଓସିଏଲ୍ ବସାଇବ ଗ୍ରାସ୍ରୁଟ ନିଡେଲ କୋକର ୟୁନିଟ୍
ଭୁବନେଶ୍ୱର,୩ା୯ : ଇଣ୍ଡିଆନ ଅଏଲ୍ କର୍ପୋରେଶନ ଲିମିଟେଡ(ଆଇଓସିଏଲ୍) ପକ୍ଷରୁ ଏହାର ପାରାଦୀପ ରିଫାଇନେରିଠାରେ ଗ୍ରାସ୍ରୁଟ୍ ନିଡେଲ କୋକର ୟୁନିଟ୍ ସ୍ଥାପନ କରାଯିବ। କମ୍ପାନୀ ବୋର୍ଡ ଏ ନେଇ ପ୍ରଥମ ପର୍ଯ୍ୟାୟ କାର୍ଯ୍ୟଧାରାକୁ ନିକଟରେ ମଞ୍ଜୁରୀ ପ୍ରଦାନ କରିଛି। ନିଜସ୍ବ ଗବେଷଣା...
ଏସ୍ସିବିରେ କାର୍ଯ୍ୟକ୍ଷମ ହେବ ପ୍ରସ୍ତାବିତ କୋଭିଡ୍ ହସ୍ପିଟାଲ
କଟକ ଅଫିସ,୨ା୯:ଏସ୍ସିବି ଆଇସୋଲେଶନ ୱାର୍ଡରେ ବର୍ତ୍ତମାନ କ୍ଷମତାଠାରୁ ଅଧିକ ସଂଖ୍ୟକ କରୋନା ଆକ୍ରାନ୍ତ ଓ ସନ୍ଦିଗ୍ଧଙ୍କ ଚିକିତ୍ସା କରାଯାଉଛି। ଏଥିଯୋଗୁ ରୋଗୀ ସେବା ପ୍ରଭାବିତ ହେବା ସହ ରୋଗୀ, ରୋଗୀ ସମ୍ପର୍କୀୟ ଓ ସ୍ବାସ୍ଥ୍ୟକର୍ମୀମାନେ ଏକ ପ୍ରକାର ମାନଶିକ ଚାପ...
ଅବଧି ୧୦ ଦିନ ବୃଦ୍ଧି ପାଇଁ ୟୁଜିସିକୁ ଅନୁରୋଧ
ଭୁବନେଶ୍ୱର, ୨।୯(ବ୍ୟୁରୋ): ୟୁଜି ଓ ପିଜି ଶେଷ ସେମିଷ୍ଟର ପରୀକ୍ଷା ସେପ୍ଟେମ୍ବର ୩୦ ସୁଦ୍ଧା ସାରିବାକୁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ ଧାର୍ଯ୍ୟ କରାଯାଇଛି। ହେଲେ ଏହାକୁ ଅକ୍ଟୋବର ୧୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିବା ପାଇଁ ରାଜ୍ୟ...
Archives


