ଇଣ୍ଡୋନେସିଆ ବିମାନ ଦୁର୍ଘଟଣା: ମୃତକଙ୍କ ପରିବାରକୁ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୦।୧(ବ୍ୟୁରୋ): ଇଣ୍ଡୋନେସିଆରୁ ଉଡ଼ାଣ ହେବାର ମାତ୍ର ୪ ମିନିଟ୍ ପରେ ଏକ ଯାତ୍ରୀବାହୀ ବିମାନ ସମୁଦ୍ର ମଧ୍ୟରେ ଖସି ପଡ଼ିଥିଲା। ତେବେ ଏହି ବିମାନର ଭଗ୍ନାବଶେଷ ମିଳିଛି। ଏହି ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ…
ବୁଲେଟ୍ ପ୍ରୁଫ୍ ସଂଗ୍ରହାଳୟ ସୁରକ୍ଷା ଢିଲା
ଚଣ୍ଡିଖୋଲ,୧୦।୧(ଡି.ଏନ.ଏ.): ଯାଜପୁର ଜିଲାର ବୌଦ୍ଧ ହୀରକ ତ୍ରିଭୁଜ ଭାବେ ପରିଗଣିତ ଲଳିତଗିରି, ରତ୍ନଗିରି ଓ ଉଦୟଗିରି ସାରାବିଶ୍ୱରେ ଓଡ଼ିଶାର ପରିଚୟ ସୃଷ୍ଟି କରିଛି। ଏହା ମଧ୍ୟରୁ ଲଳିତଗିରିରୁ ଆବିଷ୍କୃତ ବୁଦ୍ଧଙ୍କ ଅସ୍ଥି ଅନ୍ୟ କେଉଁଠି ଦେଖାଯାଏ ନାହିଁ। ଯେଉଁଥି ପାଇଁ ୧୦…
‘ଇଲ୍’ ମାଛର ନୂଆ ପ୍ରଜାତି ସନ୍ଧାନ
ଭୁବନେଶ୍ୱର, ୧୦।୧(ବ୍ୟୁରୋ): ବର୍ଷ ଆରମ୍ଭରୁ ସାମୁଦ୍ରିକ ବିଜ୍ଞାନରେ ପୁଣି ଓଡ଼ିଶା ତଥା ଭାରତ ପାଇଁ ଗୌରବ ଆଣିଛନ୍ତି ଓଡ଼ିଆ ବୈଜ୍ଞାନିକ। ଏକ ପାଞ୍ଚଜଣିଆ ରିସର୍ଚ୍ଚ ଟିମ୍ ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରୁ ଏକ ନୂଆ ପ୍ରଜାତିର ସାମୁଦ୍ରିକ ଇଲ୍ ମାଛ ଆବିଷ୍କୃତ…
ନେତାଜୀ ଜୟନ୍ତୀ ପାଳନ କମିଟି ସଦସ୍ୟ ହେଲେ ନବୀନ
ଭୁବନେଶ୍ୱର, ୧୦।୧ (ବ୍ୟୁରୋ): ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ ପାଳନ ପାଇଁ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ଦ୍ୱାରା ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି। ଏହି କମିଟିରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଦସ୍ୟ ଭାବେ ସ୍ଥାନ ପାଇଛନ୍ତି।…
ନବୀନଙ୍କ ସମ୍ପତ୍ତି ୬୪.୯୮କୋଟି: ଗତ ଆର୍ଥିକ ବର୍ଷ ତୁଳନାରେ ବଢିଛି…
ଭୁବନେଶ୍ୱର,୧୦।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ତାଙ୍କ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ନିଜର ସମ୍ପତ୍ତି ତାଲିକା ପ୍ରଦାନ କରିଛନ୍ତି। ନବୀନଙ୍କ ସମ୍ପତ୍ତି ଗତ ଆର୍ଥିକ ବର୍ଷ ତୁଳନାରେ ୨୦୧୯-୨୦ରେ ୭୧ ଲକ୍ଷ ଟଙ୍କା ବଢିଛି। ୨୦୨୦ ମାର୍ଚ୍ଚ ୩୧ ସୁଦ୍ଧା ନବୀନଙ୍କ ସମ୍ପତ୍ତି…
ଚାଷୀଙ୍କୁ ଦୋହରା ଧକ୍କା
ଯାଜପୁର ଅଫିସ, ୧୦।୧: ୨୦୧୯ ଅକ୍ଟୋବର ୨୩ରୁ ୨୫ ପର୍ଯ୍ୟନ୍ତ ଗଜପତି, ଗଞ୍ଜାମ, ଯାଜପୁର ଓ ଖୋର୍ଦ୍ଧା ଜିଲାରେ ହୋଇଥିବା ଉଠିଛି। ଏହି ଜିଲାଗୁଡ଼ିକର ୨୦ରୁ ଊର୍ଦ୍ଧ୍ୱ ବ୍ଲକରେ କ୍ଷୟକ୍ଷତି ହୋଇଥିବାବେଳେ ନିର୍ଦ୍ଦିଷ୍ଟ ଭାବେ ୬ଟି ବ୍ଲକ୍କୁ ଗଣନା କରାଯାଇଛି। ଫଳରେ…
ନିଜେ ବିଛାଇଥିବା ବିଦ୍ୟୁତ୍ ତାରରେ ଯୁବକଙ୍କ ଜୀବନ ଗଲା
ରିଆମାଳ୯।୧: ଦେବଗଡ଼ ଜିଲା ରିଆମାଳ ଥାନା ଅଧୀନ ଶ୍ୟାମପାଲି ଗ୍ରାମର ଏକ ବଗିଚାରେ ବାର୍ହା ଶିକାର ପାଇଁ ନିଜେ ବିଛାଇଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଶନିବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ପ୍ରଦୀପ ପ୍ରଧାନ (୩୫)।…
ହୀରାକୁଦରେ ପକ୍ଷୀ ସଂଖ୍ୟା ବଢ଼ିଲା
ସମ୍ବଲପୁର,୯ା୧(ବ୍ୟୁରୋ): ସମ୍ବଲପୁର ଜିଲାର ହୀରାକୁଦ ଡ୍ୟାମରେ ଚଳିତବର୍ଷ ପକ୍ଷୀସଂଖ୍ୟା ବୃଦ୍ଧି ପାଇଛି। ଶୁକ୍ରବାର ବନ ବିଭାଗ ପକ୍ଷରୁ ପ୍ରଦାନ କରାଯାଇଥିବା ରିପୋର୍ଟରୁ ଏହା ଜଣାପଡିଛି। ମୋଟ ୯୮ ପ୍ରଜାତିର ୧ ଲକ୍ଷ ୨୪ ହଜାର ୮୬୪ ପକ୍ଷୀ ହୀରାକୁଦ ଡ୍ୟାମକୁ ଆସିଛନ୍ତି।…
ଆଉ ୩ ଦିନ ଘନ କୁହୁଡି
ଭୁବନେଶ୍ୱର,୯।୧(ବ୍ୟୁରୋ): ରାଜ୍ୟରେ ଆହୁରି ୩ ଦିନ ଘନ କୁହୁଡ଼ି ଲାଗି ରହିବ ବୋଲି ଶୁକ୍ରବାର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏନେଇ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ରବିବାର ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ ଓ…
ପିଲାଖେଳରୁ ଗଣ୍ଡଗୋଳ: ଆକ୍ରମଣରେ ଶିଶୁକନ୍ୟାର ଜୀବନ ଗଲା
ସମ୍ବଲପୁର,୯ା୧: ସମ୍ବଲପୁର ଜିଲା ବୁର୍ଲା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପିଲାଖେଳକୁ ନେଇ ଗଣ୍ଡଗୋଳ ଘଟିବାରୁ ଏଥିରେ ୬ବର୍ଷର ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ଗୁରୁବାର ଏହି ଘଟଣା ଘଟିବା ପରେ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିଲା।…
ରାଜ୍ୟରେ ସୁସ୍ଥ ହେଲେ ୨୬୯ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୯ା୧(ବ୍ୟୁରୋ): ଶନିବାର ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୨୬୯ କରୋନା ଆକ୍ରାନ୍ତ। ଏନେଇ ଟୁଇଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଆଜି କଟକରୁ ସର୍ବାଧିକ ୪୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଅନୁଗୋଳରୁ…
ଘର ଭିତରକୁ ମାଡିଗଲା କାର୍: ମହିଳାଙ୍କ ଜୀବନ ଗଲା, ସ୍ବାମୀ-ପୁଅ ଗୁରୁତର
ଖଡିଆଳ,୯।୧:ନୂଆପଡ଼ା ଜିଲା ଖଡିଆଳ ବ୍ଲକ ଗଡରାମୁଣ୍ଡା ଗ୍ରାମରେ ଶନିବାର ଅପରାହ୍ନରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍ ରାସ୍ତା କଡରେ ଥିବା ଘର ଭିତରକୁ ମାଡିଯିବାରୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ନମିତା ହଂସ (୩୪)।…
Archives


