ରାଜ୍ୟ

ଏହିସବୁ ଜିଲାରେ ବଜ୍ରପାତ ସହ କୁଆପଥର ବର୍ଷା ଆଶଙ୍କା

ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟର ୮ଟି ଜିଲାରେ ବଜ୍ରପାତ ସହ କୁଆପଥର ବର୍ଷା ହେବା ନେଇ ଶନିବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସନ୍ଧ୍ୟା ୬ରୁ କୋରାପୁଟ, କେନ୍ଦୁଝର, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ମୟୂରଭଞ୍ଜ, ରାୟଗଡ଼ା, ଗଜପତି ଜିଲାରେ କୁଆପଥର ବର୍ଷାର ସମ୍ଭାବନା ରହିଛି।…

ବିଧାନସଭାରେ ପାରିତ ହେଲା ଓଡ଼ିଶା ଲୋକାୟୁକ୍ତ ସଂଶୋଧନ ବିଲ୍‌

ଭୁବନେଶ୍ୱର,୩।୪(ବ୍ୟୁରୋ): ବିଧାନସଭାରେ ଓଡ଼ିଶା ଲୋକାୟୁକ୍ତ ସଂଶୋଧନ ବିଲ୍‌ ପାରିତ ହୋଇଛି। ବିରୋଧୀଙ୍କ ହୋହଲ୍ଲା ଭିତରେ ବିଲ୍‌ ପାରିତ ହୋଇଥିବା ଜଣାପଡ଼ିଛି। ପୂର୍ବରୁ ଲୋକାୟୁକ୍ତରେ ନିଯୁକ୍ତି ପାଇଥିବା ଅଧ୍ୟକ୍ଷ ଓ ସଦସ୍ୟମାନେ ଓଡ଼ିଶା ସହ ସମଗ୍ର ଦେଶରେ ନିଯୁକ୍ତି ବ୍ୟବସ୍ଥା ଥିଲା। ଏଣିକି…

ବିଧାନସଭା ଇତିହାସରେ ପ୍ରଥମ: ବାଚସ୍ପତିଙ୍କୁ ଚପଲ ଫିଙ୍ଗିଲେ ବିରୋଧୀ

ଭୁବନେଶ୍ୱର,୩।୪(ବ୍ୟୁରୋ): ବାଚସ୍ପତିଙ୍କ ଉପରକୁ ଚପଲ ଫିଙ୍ଗିଛନ୍ତି ବିରୋଧୀ ଦଳର ବିଧାୟକ। ଶନିବାର ଏଭଳି ଏକ ଅଭାବନୀୟ ଦୃଶ୍ୟ ବିଧାନସଭାରେ ଦେଖିବାକୁ ମିଳିଛି। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ମୁଲତବୀ ପ୍ରସ୍ତାବ ଗ୍ରହଣ ନ କରିବା ଏବଂ ବିରୋଧୀ ଦଳ ନେତାଙ୍କୁ କହିବାକୁ…

ବ୍ୟାରିକେଟ୍‌ରେ ଫସିଗଲା ଶିଶୁକନ୍ୟାଙ୍କ ମୁଣ୍ଡ

ପୁରୀ ଅଫିସ,୩।୪: ଶ୍ରୀମନ୍ଦିର ସମ୍ମୁଖରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଚପଲ ଷ୍ଟାଣ୍ଡ ବ୍ୟାରିକେଟରେ ଜଣେ ଶିଶୁକନ୍ୟା ଫସି ରହିଥିଲେ। ପୋଲିସ ଏବଂ ଅଗ୍ନିଶମ ବାହିନୀ ପକ୍ଷରୁ କଟରରେ ଲୁହାରଡ଼ କଟାଯିବା ପରେ ଶିଶୁଙ୍କୁ ଉଦ୍ଧାର କରାଯାଇଛି। ତେବେ ପରିବାର…

ରାତି ୧୦ରୁ ସକାଳ ୫ ଯାଏ ନାଇଟ୍‌ କର୍ଫ୍ୟୁ

ଭୁବନେଶ୍ୱର,୩।୪(ବ୍ୟୁରୋ): ବଢ଼ିବାରେ ଲାଗିଛି କରୋନାର ଲେଉଟାଣି ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି ଶନିବାର ରାଜ୍ୟ ସରକାର ୧୦ଟି ଜିଲାରେ ରାତି ୧୦ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ନାଇଟ୍‌ କର୍ଫ୍ୟୁ ଲାଗୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼,…

ସିଏମ୍‌ସିର ନୂଆ ଗାଇଡ୍‌ଲାଇନ୍‌: ବିବାହ ଉତ୍ସବରେ ୧୦୦, ଶୁଦ୍ଧି କାର୍ଯ୍ୟରେ ୫୦ ଲୋକଙ୍କୁ ଅନୁମତି

କଟକ ଅଫିସ, ୩।୪: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ନୂଆ ଗାଇଡ୍‌ଲାଇନ୍‌ ଜାରି କରିଥିଲା। ତେବେ ଶନିବାର କଟକ ମହାନଗର ନିଗମ (ସିଏମ୍‌ସି) ନୂଆ ମାର୍ଗଦର୍ଶିକା ଜାରି…

୩୩୦୮.୬୯ କୋଟି କୋଭିଡ୍‌ ଋଣ ମଞ୍ଜୁର

ଭୁବନେଶ୍ୱର,୩।୪(ବ୍ୟୁରୋ): କୋଭିଡ୍‌ ମହାମାରୀ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ (ଏମ୍‌ଏସ୍‌ଏମ୍‌ଇ) ଉଦ୍ୟୋଗକୁ ଚଳଚଞ୍ଚଳ କରିବାକୁ ନିଆଯାଇଥିବା ପଦକ୍ଷେପ ସ୍ବରୂପ ଋଣ ପ୍ରଦାନରେ ଉଲ୍ଲେଖନୀୟ ସଫଳତା ମିଳିଛି। କୋଭିଡ୍‌-୧୯ ଭଳି ପ୍ରତିକୂଳ ସମୟରେ ବ୍ୟାଙ୍କଗୁଡ଼ିକର ସହଯୋଗ…

ବାଘଛାଲ ସହ ୨ ବେପାରୀଙ୍କୁ ଧରିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟରେ ବନ୍ୟଜନ୍ତୁ ଶିକାର ଓ ଚୋରା ଚାଲାଣ ଅବାଧରେ ଚାଲିଛି। ଯେତେ ବାଘଛାଲ ଜବତ ହେଉଛି, ସେତେ ମିଳୁଛି। ମାର୍ଚ୍ଚ ୨୩ରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଏକ ବାଘଛାଲ ଜବତ କରିଥିବାବେଳେ ଶୁକ୍ରବାର ଆଉ ଚୋରା ଚାଲାଣ ର଼୍ୟାକେଟକୁ ଠାବ କରିଛି।…

ଫେରିଲା କଟକଣା: କଳାହାଣ୍ଡି-ଫୁଲବାଣୀର ୩ ସ୍ଥାନ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା

ଭବାନୀପାଟଣା(ଡି.ଏନ୍‌.ଏ.)/ଫୁଲବାଣୀ ଅଫିସ,୩।୪: ରାଜ୍ୟରେ ଚିନ୍ତା ବଢ଼ାଇଲାଣି କରୋନାର ଲେଉଟାଣି ସଂକ୍ରମଣ। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବାରୁ କଟକଣା ଜରୁରୀ ହୋଇପଡ଼ିଲାଣି। ଏହାକୁ ଦୃଷ୍ଟିରେ ରଖି ଶନିବାର ରାଜ୍ୟର ୨ ଜିଲାର ୩ ସ୍ଥାନକୁ କଣ୍ଟେନ୍‌ମେଣ୍ଟ ଜୋନ ଘୋଷଣା କରାଯାଇଛି। କଳାହାଣ୍ଡି ଜିଲା…

ସାରଳା ଦାସଙ୍କ ମହାଭାରତ ବାସ୍ତବିକ ଅନନ୍ୟ: ଉପରାଷ୍ଟ୍ରପତି

କଟକ ଅଫିସ,୩।୪: ଆଦିକବି ସାରଳା ଦାସ ହେଉଛନ୍ତି ଆଧୁନିକ ଓଡ଼ିଆ ଭାଷାର ଜନକ। ପଞ୍ଚଦଶ ଶତାବ୍ଦୀରେ ପ୍ରଚଳିତ ଭାଷାକୁ ବ୍ୟବହାର କରି ଓଡ଼ିଆ ସାହିତ୍ୟକୁ ଲୋକାଭିମୁଖୀ କରିବାରେ ସାରଳା ଦାସ ଥିଲେ ଅଗ୍ରଦୂତ। ମହାଭାରତରେ ସେ ଯେଉଁ ଶବ୍ଦାବଳୀ ପ୍ରୟୋଗ କରିଛନ୍ତି…

ଏଣିକି ବିବାହରେ ୧୦୦, ଶୁଦ୍ଧି କାର୍ଯ୍ୟରେ ୫୦ଜଣଙ୍କୁ ଅନୁମତି

ଭୁବନେଶ୍ୱର, ୩।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କୋଭିଡ୍‌ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ଆସନ୍ତା ୬ ତାରିଖରୁ ବିବାହ ଉତ୍ସବରେ ୧୦୦ଜଣ ଲୋକ ଯୋଗଦେବେ। ସେହିପରି ଶୁଦ୍ଧି କାର୍ଯ୍ୟ ଲାଗି ୫୦ ଜଣଙ୍କୁ…

୩୦ ମାସରେ ସରିବ ଫୁଲବାଣୀ ମେଡିକାଲ କଲେଜ ନିର୍ମାଣ

ଭୁବନେଶ୍ୱର,(ବ୍ୟୁରୋ)/ଫୁଲବାଣୀ ଅଫିସ,୩।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ୫-ଟି ସଚିବ ଭି. କେ. ପାଣ୍ଡିଆନ ଏବଂ ପୂର୍ତ୍ତ ବିଭାଗ ସଚିବ କ୍ରିଷନ କୁମାରଙ୍କ ସମେତ ଏକ ଉଚ୍ଚସ୍ତରୀୟ ଟିମ୍‌ ଶୁକ୍ରବାର କନ୍ଧମାଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri