ରାଜ୍ୟ

ଟିକାକରଣରେ ରେକର୍ଡ

ଭୁବନେଶ୍ୱର, ୩।୪(ବ୍ୟୁରୋ): ରାଜ୍ୟରେ ଗତ ଜାନୁୟାରୀରୁ କରୋନା ଟିକାକରଣ ଚାଲିଛି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୨୮,୬୬,୨୫୫ଜଣଙ୍କୁ ଟିକା ଦିଆଯାଇ ସାରିଲାଣି। ତେବେ ଶୁକ୍ରବାର ଟିକାକରଣରେ ରେକର୍ଡ ହୋଇଛି। ଗୋଟିଏ ଦିନରେ ସର୍ବାଧିକ ୨,୫୨,୦୮୦ଜଣ ଟିକା ନେଇଛନ୍ତି। ଏପ୍ରିଲ ୧ରୁ ଦୈନିକ ୨ଲକ୍ଷ…

ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟରେ ପୁଣି ସକ୍ରିୟ ହୋଇଉଠିଛି କରୋନା ଭୂତାଣୁ। ରାଜ୍ୟରେ କରୋନାର ଲେଉଟାଣି ସଂକ୍ରମଣ ପୂର୍ବାପେକ୍ଷା ମାରାତ୍ମକ ବୋଲି କୁହାଯାଉଛି। ଏହାକୁ ନେଇ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ିଥିବାବେଳେ ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସ୍ବାସ୍ଥ୍ୟ ଓ ପରିବାର…

ଷ୍ଟାଡିୟମ୍‌ରୁ ଭୟଙ୍କର ସଂକ୍ରମଣ ଆଶଙ୍କା

ଭୁବନେଶ୍ୱର, ୩।୪(ବ୍ୟୁରୋ): ଛତିଶଗଡ଼ର ଶହୀଦ ବୀର ନାରାୟଣ ସିଂ ଅନ୍ତର୍ଜାତୀୟ ଷ୍ଟାଡିୟମ୍‌ରୁ ସାରା ଦେଶକୁ ବ୍ୟାପିଗଲା ସଂକ୍ରମଣ, ଯାହା ଏବେ ଭୟଙ୍କର ରୂପ ନେଇଛି। ସେହିଠାରୁ ହିଁ ସଂକ୍ରମଣ ଓଡ଼ିଶାକୁ ପଶିଥିବା ଆଶଙ୍କା କରାଯାଉଛି। ସୀମାନ୍ତ ନୂଆପଡ଼ା, କଳାହାଣ୍ଡି ଆଦି ଜିଲା…

ବିଜେଡି, କଂଗ୍ରେସର ଷ୍ଟାର କ୍ୟାମ୍ପେନର ତାଲିକା

ଭୁବନେଶ୍ୱର,୩।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ବିଜେଡି ଓ କଂଗ୍ରେସ ଶୁକ୍ରବାର ନିଜର ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ କରିଛନ୍ତି। ପୂର୍ବରୁ ଭାଜପା ନିଜର ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ କରିସାରିଛି। ବିଜେଡି ଷ୍ଟାର କ୍ୟାମ୍ପେନର ତାଲିକାର ମୁଖ୍ୟ ଆକର୍ଷକ ଭାବେ ମୁଖ୍ୟମନ୍ତ୍ରୀ…

ଆଭ୍ୟନ୍ତରୀଣ ଜିଲାରେ ତାତି, ଉପକୂଳରେ ଆଶ୍ୱସ୍ତି

ଭୁବନେଶ୍ୱର,୩।୪(ବ୍ୟୁରୋ): ଗତ କିଛିଦିନ ଧରି ଲାଗି ରହିଥିବା ପ୍ରଚଣ୍ଡ ଗ୍ରୀଷ୍ମ ଦାଉରୁ ଉପକୂଳବର୍ତ୍ତୀ ଜିଲାଗୁଡ଼ିକୁ ତ୍ରାହି ମିଳିଛି। ଘୂର୍ଣ୍ଣିଝଡ଼ ଯୋଗୁ ପାରଦ ତଳକୁ ଖସିଛି। ମାତ୍ର ଗୁଳୁଗୁଳି ଆରମ୍ଭ ହୋଇଛି। ତେବେ ଆସନ୍ତା ୩ ଦିନ ଯାଏ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ଘଡ଼ଘଡ଼ି…

ଗଞ୍ଜାମକୁ ୬ ଜାତୀୟ ପଞ୍ଚାୟତ ଆୱାର୍ଡ

ଛତ୍ରପୁର,୩।୪(ଡି.ଏନ.ଏ): ଭାରତ ସରକାରଙ୍କ ପକ୍ଷରୁ ଗଞ୍ଜାମ ଜିଲାକୁ ୬ଟି ଜାତୀୟ ପଞ୍ଚାୟତ ଆୱାର୍ଡ ମିଳିଛି। ଜିଲାର ହିଞ୍ଜିଳକାଟୁ, ଶେରଗଡ଼ ବ୍ଲକ ଓ ବଡଖଣ୍ଡି, ରାମଚନ୍ଦ୍ରପୁର, ଆଡ଼ପଡ଼ା ଏବଂ ବଡବୋରସିଙ୍ଗି ପଞ୍ଚାୟ ଏହି ମର୍ଯ୍ୟଦାସମ୍ପନ୍ନ ଆୱାର୍ଡ ପାଇଛି। ଆଓ୍ବାର୍ଡ ପାଇଥିବା ବ୍ଲକ ଓ…

ପିପିଲି ଉପନିର୍ବାଚନ: ଭାଜପା-ବିଜେଡି କର୍ମୀ ମୁହାଁମୁହିଁ

ପିପିଲି, ୩।୪(ଡି.ଏନ୍‌.ଏ/ସ୍ବ.ପ୍ର.): ଆସନ୍ତା ୧୭ତାରିଖରେ ହେବାକୁ ଥିବା ପିପିଲି ଉପନିର୍ବାଚନ ପାଇଁ ବିଭିନ୍ନ ଦଳ ପକ୍ଷରୁ ପ୍ରଚାର ଚାଲିଥିବାବେଳେ ଶୁକ୍ରବାର ରାଇଗୁରପୁର ଗ୍ରାମରେ ପ୍ରାକ୍‌ ନିର୍ବାଚନୀ ହିଂସା ଘଟିଛି। ଜଣେ ଭାଜପା କର୍ମୀଙ୍କୁ ବିଜେଡି ସମର୍ଥକ ଆକ୍ରମଣ କରିବା ସହ ତାଙ୍କୁ…

ରାଜ୍ୟରେ କରୋନାର ସଙ୍ଗୀନ ସ୍ଥିତି: ଦିନକରେ ୪୫୨ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଶନିବାର ରାଜ୍ୟରେ ୪୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୬୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୮୫ ଜଣ ଲୋକାଲ କେସ୍‌ ଥିବା…

ସରୁନି ୱାଲ୍‌ ପେଣ୍ଟିଂ: ପଡ଼ି ରହିଛି ଲକ୍ଷାଧିକ ଟଙ୍କା

ବାଲେଶ୍ୱର ଅଫିସ,୩।୪-କରୋନା ସମୟରେ ସରକାର ସହରାଞ୍ଚଳରେ ବସବାସ କରୁଥିବା ଚିତ୍ରଶିଳ୍ପୀ, କାରିଗର ଓ ମହିଳାଗୋଷ୍ଠୀମାନଙ୍କୁ ରୋଜଗାର ଯୋଗାଇଦେବା ପାଇଁ ନୂଆ ନୂଆ ଯୋଜନା ପ୍ରଣୟନ କରିଥିଲେ। ସେଗୁଡିକ ମଧ୍ୟରେ ସହରାଞ୍ଚଳ ଶ୍ରମଭିତ୍ତିକ କର୍ମନିଯୁକ୍ତି ଯୋଜନା ଅନ୍ୟତମ। ଏହାର ସଫଳ ରୂପାୟନ ପାଇଁ…

ଶିମିଳିପାଳ ଅଭୟାରଣ୍ୟ:୫୧ ସ୍ଥାନରେ ଲାଗିଛି ନିଆଁ

ବାରିପଦା ଅଫିସ,୩।୪-ଜାତୀୟ ଉଦ୍ୟାନ ଶିମିଳିପାଳ ଅଭୟାରଣ୍ୟରେ ଦିନକୁ ଦିନ ନିଆଁ ବଢିବାରେ ଲାଗିଛି। ଏକ ମାସ ଧରି ଅଭୟାରଣ୍ୟ ଜଳୁଥିବା ବେଳେ ଏହାକୁ ଆୟତ୍ତ କରିବାରେ ବନବିଭାଗର ଉଦ୍ୟମ ଫେଲ୍‌ ମାରିଛି ା ଶୁକ୍ରବାର ୫୧ଟି ସ୍ଥାନରେ ନିଆଁ ଲାଗିଥିବା ଜଣାପଡିବା…

ସରୁନି ଆନିମଲ ଅଣ୍ଡରପାସ୍‌ କାମ

କେନ୍ଦୁଝର, ୩।୪(ଡି.ଏନ.ଏ.): କେନ୍ଦୁଝର ଜିଲା ଦେଇ ଯାଇଥିବା ଜାତୀୟ ରାଜପଥ ୨୦ର ପାଣିକୋଇଲିଠାରୁ ରିମୁଳି ପଯର୍‌ୟନ୍ତ ଅନେକ ସ୍ଥାନରେ ସଂରକ୍ଷିତ ଜଙ୍ଗଲ ରହିଛି। ଏହି ଜଙ୍ଗଲଗୁଡିକରେ ଐତିହ୍ୟ ପ୍ରାଣୀ ହାତୀ ସାଙ୍ଗକୁ ଅନ୍ୟାନ୍ୟ ଜୀବଜନ୍ତୁ ବସବାସ କରୁଛନ୍ତି। ସଂରକ୍ଷିତ ଜଙ୍ଗଲ ମଧ୍ୟ…

ନାଟ କରିବେନି ଦଣ୍ଡ କଳାକାର

ଆଠମଲ୍ଲିକ,୩ା୪(ଡି.ଏନ.ଏ.) ଆଠମଲ୍ଲିକ ଅଞ୍ଚଳରେ ଗଡ଼ଜାତ ଅମଳରୁ ଚାଲିଆସିଥିବା ବହୁ ପୁରାତନ ଲୋକନୃତ୍ୟ ଦଣ୍ଡ ନାଟ ଚଳିତବର୍ଷ କୋଭିଡ୍‌ କଟକଣା ପାଇଁ ହେବନାହିଁ। ସରକାର ଏହି ପାରମ୍ପରିକ ନାଟ ଉପରେ ରୋକ୍‌ ଲଗାଇଛନ୍ତି। ତେବେ କେବଳ ପରମ୍ପରା ଅନୁସାରେ ଦଣ୍ଡନାଟ ନୀତିକାନ୍ତିରେ ହିଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri