ଆଣ୍ଡାମାନରେ ନାଁ ରଖିଲେ ଓଡ଼ିଆ ପୁଅ ରାମପ୍ରସାଦ
ଭୁବନେଶ୍ୱର,୨।୪(ବ୍ୟୁରୋ): ଅଣ୍ଡାମାନରେ ଜଣେ ଓଡ଼ିଆ ପୁଅ ଏବେ ଚର୍ଚ୍ଚାରେ। ଜଣେ ସଫଳ ଉଦ୍ୟୋଗପତି ଭାବେ ପରିଚୟ ପାଇବା ସହ ଓଡ଼ିଶା ପାଇଁ ଗର୍ବ ଆଣିଛନ୍ତି। ସେ ହେଉଛନ୍ତି ସୋନର ଗ୍ରୁପ୍ ଅଫ୍ କମ୍ପାନୀର ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ରାମପ୍ରସାଦ ମୁଦୁଲି। ତାଙ୍କ…
ଜାତୀୟ ସ୍ତରରେ ପୁଣି ଚମକିଲେ ଓଡ଼ିଆ ଝିଅ: ‘ଇଣ୍ଡିଆ ନେକ୍ସଟ୍ ଟପ୍ ମଡେଲ’ରେ ମୁକୁଟ ପିନ୍ଧିଲେ ସୋନାଲୀ
ଭୁବନେଶ୍ୱର,୨।୪ (ବ୍ୟୁରୋ): ଜାତୀୟ ସ୍ତରରେ ଆଉଜଣେ ଓଡ଼ିଆ ଝିଅ ନିଜର ପ୍ରତିଭା ଦେଖାଇଛନ୍ତି। ‘ଇଣ୍ଡିଆ ନେକ୍ସଟ ଟପ୍ ମଡେଲ’ ପ୍ରତିଯୋଗିତାରେ ଭୁବନେଶ୍ୱରର ଝିଅ ସୋନାଲୀ ସାହୁ ଦ୍ୱିତୀୟ ରନର୍ସ ଅପ୍ ଟାଇଟଲ ହାସଲ କରି ଓଡ଼ିଶାର ଗୌରବ ବଢ଼ାଇଛନ୍ତି। ନୂଆଦିଲ୍ଲୀସ୍ଥିତ ଏକ…
ସାଇବର ଠକେଇ ରୋକିବାରେ ପୋଲିସ ବିଫଳ: ୨ମାସରେ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ
ଭୁବନେଶ୍ୱର,୨।୪(ବ୍ୟୁରୋ): ରାଜ୍ୟରେ ସାଇବର ଠକେଇ ରୋକିବାରେ ରାଜ୍ୟ ପୋଲିସ ବିଫଳ ହୋଇଛି। କୌଣସି ଆଖିଦୃଶିଆ ପଦକ୍ଷେପ ନିଆଯାଉ ନ ଥିବାରୁ ସାଇବର ଠକମାନେ ସକ୍ରିୟ ହୋଇଉଠିଛନ୍ତି। ତଦନ୍ତରେ ବୈଷୟିକ ଜ୍ଞାନକୌଶଳର ଅଭାବ ଓ ଲୋକଙ୍କ ଅସଚେତନତାର ଫାଇଦା ଉଠାଉଛନ୍ତି ସେମାନେ। ୨…
ଉତ୍କଳ ବିଶ୍ୱବିଦ୍ୟାଳୟକୁ ବର୍ଷକର ଦରମା ଦେଲେ ଧର୍ମେନ୍ଦ୍ର
ଭୁବନେଶ୍ୱର,୨।୪(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟର ଭିତ୍ତିଭୂମି ବିକାଶ ପାଇଁ ଗୁରୁବାର ଓଡ଼ିଶା ଦିବସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜର ବର୍ଷକର ଦରମା ପ୍ରଦାନ କରିଛନ୍ତି। ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ୍ଙ୍କୁ ଧର୍ମେନ୍ଦ୍ର ତାଙ୍କର ଦରମା ବାବଦ ଅର୍ଥ ପ୍ରଦାନ କରିଛନ୍ତି।…
ଭୂତଳ ଜଳ ସ୍ଥିତି ସଙ୍ଗିନ
ଭୁବନେଶ୍ୱର,୨।୪(ବ୍ୟୁରୋ):ରାଜ୍ୟରେ ତାତି ବଢ଼ିଚାଲିଛି। ପ୍ରତ୍ୟେକ ବର୍ଷ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଏକ ଶୁଷ୍କ ପରିବେଶ ସୃଷ୍ଟି କରୁଛି। ବିଭିନ୍ନ ଜିଲାରେ ଜଳକଷ୍ଟ ଦେଖାଦେଉଛି। ଆବଶ୍ୟକ ପରିମାଣ ବର୍ଷା ନ ହେବା ଓ ଜଳାଶୟ ଲୋପ ପାଇଯାଉଥିବା କାରଣରୁ ଭୂତଳ ଜଳ ତଳକୁ…
ଆଭ୍ୟନ୍ତରୀଣ ଓଡ଼ିଶାକୁ ନାହିଁ ନିସ୍ତାର: ୪୦ ଡିଗ୍ରୀ ଉପରେ ୧୫ ସହର
ଭୁବନେଶ୍ୱର,୨ା୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତତଲା ତାଓ୍ବାରେ ସାରା ଓଡ଼ିଶା ସିଝୁଛି। ପାରଦ ଉପରମୁହାଁ ହୋଇଛି। ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ଉପରକୁ ଡେଇଁଯାଉଛି। ସକାଳ ୯ଟାରୁ ଆରମ୍ଭ ହୋଇଯାଉଛି ପ୍ରଚଣ୍ଡ ତାତି। ବାହାରେ…
ସ୍ବତନ୍ତ୍ର ଓଡ଼ିଶାର ଦୃଢ଼ ସମର୍ଥକ ଥିଲେ ଗାନ୍ଧୀ: ନବୀନ
ଭୁବନେଶ୍ୱର (ବ୍ୟୁରୋ)/କଟକ ଅଫିସ,୨ା୪: ଅହିଂସାର ପୂଜାରୀ ଭାବେ ମହାତ୍ମା ଗାନ୍ଧୀ ସାରା ବିଶ୍ୱକୁ ନୂତନ ଦିଗ୍ଦର୍ଶନ ଦେଇଯାଇଛନ୍ତି। ଆଜିର ଦୁନିଆରେ ତା’ର ପ୍ରାସଙ୍ଗିକତା ଅଧିକ ଅନୁଭୂତ ହେଉଛି। ମହାତ୍ମା ଗାନ୍ଧୀ ୧୯୨୧ରୁ ୧୯୪୬ ମଧ୍ୟରେ ୮ଥର ଓଡ଼ିଶା ଆସିଥିଲେ। ଓଡ଼ିଶାର ବିଭିନ୍ନ…
୩୪ଲକ୍ଷ ଚାଷୀଙ୍କୁ ୬୯୩.୯୪କୋଟି
ଭୁବନେଶ୍ୱର, ୨ା୪(ବ୍ୟୁରୋ):୨୦୨୧-୨୨ ଆର୍ଥିକ ବର୍ଷର ପ୍ରଥମ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀ କଲ୍ୟାଣ କାର୍ଯ୍ୟକ୍ରମ ଅନ୍ତର୍ଗତ ‘କାଳିଆ’ ଯୋଜନାରେ ୪ର୍ଥ ପର୍ଯ୍ୟାୟ ଅର୍ଥ ପ୍ରଦାନ କରିଛନ୍ତି। ପବିତ୍ର ଓଡ଼ିଶା ଦିବସ ଅବସରରେ ରାଜ୍ୟର ୩୪ଲକ୍ଷରୁ ଅଧିକ ଚାଷୀଙ୍କ ଖାତାକୁ କାଳିଆ…
ସରକାର ହିଁ ଶେଷ ଆଶା
ତାଳଚେର,୨ା୪ (ନି.ପ୍ର.) ମାର୍ଚ୍ଚ ୩୧ରେ ସମସ୍ତ ଚର୍ଚ୍ଚାରେ ପଡ଼ିଛି ପୂର୍ଣ୍ଣଚ୍ଛେଦ। ବନ୍ଦ ହୋଇଯାଇଛି ଏନ୍ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ ପାୱାର ଷ୍ଟେଶନ (ଟିଟିପିଏସ୍)। ଫଳରେ ଓଡ଼ିଶାକୁ ଦୈନିକ ୪୬୦ ମେଗାଓ୍ବାଟ୍ ବିଦ୍ୟୁତ୍ କ୍ଷତି ସହିବାକୁ ପଡ଼ୁଥିବାବେଳେ ଜୀବିକା ହରାଇଛନ୍ତି ସହସ୍ରାଧିକ ଶ୍ରମିକ।…
ମାଛଧରାକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା
ବାରିପଦା ଅଫିସ,୧ା୪- ମୟୂରଭଞ୍ଜ ଜିଲା ବେତନଟୀ ଥାନା ଅଧୀନ ଭାଗବତଚନ୍ଦ୍ରପୁର ପଞ୍ଚାୟତ ଧାନଶୋଳ ଗ୍ରାମରେ ମାଛଧରାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ସନ୍ତୋଷ ଭକ୍ତା। ଏନେଇ ପୋଲିସ ଏକ ମାମଲା(ନଂ.୧୦୬/୨୧) ରୁଜୁ କରି…
ଯୁବତୀଙ୍କୁ ଗଣବଳାତ୍କାର: ୩ ଅଭିଯୁକ୍ତଙ୍କୁ ୨୦ବର୍ଷ କାରାଦଣ୍ଡ
ଝାରସୁଗୁଡ଼ା ଅଫିସ୍,୧।୪: ଝାରସୁଗୁଡ଼ା ଜିଲା ସେସନ୍ସ ଜଜ୍ ହର ପ୍ରସାଦ ପଟ୍ଟନାୟକ ଏକ ଗଣବଳାତ୍କାର ମାମଲାର ବିଚାର କରି ୩ ଅଭିଯୁକ୍ତ ରମାକାନ୍ତ ନାୟକ, ପ୍ରକାଶ ନାୟକ ଓ ବାବୁଲ ମିର୍ଦ୍ଧାଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ପ୍ରତ୍ୟେକ…
ଉଲଗ୍ନ କରି ଚଲାଇଲେ ରାସ୍ତାରେ
ସାରସକଣା,୧ା୪- ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅନ୍ତର୍ଗତ ପାକଟିଆଠାରେ ଏମ୍ଜିଏନ୍ଆର୍ଇଜିଏସ୍ ପୋଖରୀ ଖନନକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ଆକ୍ରମଣ କରାଯାଇଛି। ଆକ୍ରମଣକାରୀମାନେ ତାଙ୍କୁ ଉଲଗ୍ନ କରି ରାସ୍ତାରେ ଚଲାଇ ଚଲାଇ ନେଇଥିବା ଅଭିଯୋଗ ହୋଇଛି। ଏ ଘଟଣାରେ ପୋଲିସ ୬…
Archives


