ପରୀ ହତ୍ୟା ପ୍ରସଙ୍ଗ: ସରପଞ୍ଚ ସୌମ୍ୟଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ
ନୟାଗଡ଼ ଅଫିସ,୧।୪: ପରୀ ହତ୍ୟା ପ୍ରସଙ୍ଗରେ ମନ୍ତ୍ରୀ ଅରୁଣ ସାହୁଙ୍କ ବିରୋଧରେ ଅଭିଯୋଗ ଆଣିଥିବା ବହୁ ଚର୍ଚ୍ଚିତ ନୟାଗଡ଼ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ସରପଞ୍ଚ ସୌମ୍ୟ ରଞ୍ଜନ ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି । ୧୬ ୱାର୍ଡମ୍ବେରଙ୍କ ମଧ୍ୟରୁ ୧୩ଜଣ…
ହୀରାକୁଦରେ ବୋଟିଂ
ସମ୍ବଲପୁର,୧ା୪(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଜଳଭଣ୍ଡାରରେ ବୋଟିଂ ସେବା ଆରମ୍ଭ ହୋଇଛି। ଗୁରୁବାର ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଏହି ସେବାର ଉଦ୍ଘାଟନ କରିଥିଲେ। ଏହି ଅବସରରେ ଓଟିଡିସି ଅଧ୍ୟକ୍ଷା ମିଶ୍ର କହିଥିଲେ, ରାଜ୍ୟ ସରକାର ପର୍ଯ୍ୟଟନ…
ଘରୁ ମିଳିଲା ମା’ଝିଅଙ୍କ ମୃତଦେହ
ନାକଟିଦେଉଳ,୧ା୪: ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ କିସିଣ୍ଡା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଦଖିବାକୁ ମିଳିଛି। ଘର ଭିତରୁ ମା’ଝିଅଙ୍କ ମୃତଦେହ କିସିଣ୍ଡା ପୋଲିସ ଜବତ କରିଛି। ମୃତକ ହେଲେ ସୁଜାତା ପଟେଲ (୪୦) ଓ ତାଙ୍କ ନବମ ଶ୍ରେଣୀରେ…
ବସ୍ ଚକ ତଳେ ଜୀବନ ଗଲା
ଖଣ୍ଡପଡ଼ା,୧ା୪: ସାମାନ୍ୟ ଅସାବଧାନତା ଯୋଗୁ ବସ୍ ଚକ ତଳେ ଚାପି ହୋଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଗୁରୁବାର ଖଣ୍ଡପଡା-ଖଳିସାହି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏହି ଦୁଃଖଦ ଘଟଣା ଘଟିଛି। ମୃତକ ହେଲେ ଖଣ୍ଡପଡ଼ା ଥାନା ଅଧୀନ ବୋଦସା ନୂଆସାହି…
ଜଙ୍ଗଲ ଭିତରେ ନିଆଁ, ବାହାରେ ଶିକାରୀ
ସଜନାଗଡ଼,୧।୪: ବାଲେଶ୍ୱର ଜିଲା ନୀଳଗିରି କୁଲଡ଼ିହା ଅଭୟାରଣ୍ୟରେ ୩ ଦିନ ହେବ ନିଆଁ ଜଳୁଥିବାରୁ ବନ୍ୟଜନ୍ତୁ ଜୀବନ ବିକଳରେ ଏଣେତେଣେ ଘୂରି ବୁଲୁଛନ୍ତି। ଫଳରେ ଏହା ଶିକାରୀମାନଙ୍କୁ ବେଶ୍ ସୁହାଉଛି। ଅଭୟାରଣ୍ୟର ଜୋଡାଚୁଆ ଅଞ୍ଚଳରୁ ବନକର୍ମଚାରୀମାନେ ୩୮ କି.ଗ୍ରା ଓଜନର ଏକ…
ଡିପୋରେ ନିଆଁ: ଜଳିଗଲା ଲକ୍ଷାଧିକ ଟଙ୍କାର କାଠ
ଭଞ୍ଜନଗର,୧।୪: ଭଞ୍ଜନଗର କଲେଜ ରୋଡ଼ରେ ଥିବା ଓଡ଼ିଶା ବନ ଉନ୍ନୟନ ନିଗମର କାଠ ଡିପୋରେ ଗୁରୁବାର ନିଆଁ ଲାଗିଯାଇଥିଲା। ଏଥିରେ ଲକ୍ଷାଧିକ ଟଙ୍କାର କାଠ ଜଳିଯାଇଛି। ମାସେ ମଧ୍ୟରେ ଦ୍ୱିତୀୟ ଥର ଡିପୋରେ ନିଆଁ ଲାଗିଛି। ଗତ ମାର୍ଚ୍ଚ ୨ରେ ଡିପୋରେ…
ପାଣି ପାଇଁ ଯିିବାକୁ ପଡୁଛି ୨ କି.ମି.
ଖଡ଼ିଆଳ,୧।୪: ନୂଆପଡ଼ା ଜିଲା ଖଡିଆଳ ବ୍ଲକ ଭୁଲିଆସିକୁଆଁ ଗ୍ରାମରେ ଦେଖାଦେଇଛି ପାନୀୟ ଜଳ ସଙ୍କଟ। ଖଡିଆଳ ବ୍ଲକଠାରୁ ଏହି ଗ୍ରାମ ୧୦ କି.ମି. ଦୂର। ଗାଁରେ ୩ରୁ ୪ଟି ନଳକୂପ ରହିଛି। ନଳକୂପରେ ମାତ୍ରାଧିକ ଫ୍ଲୋରାଇଡଯୁକ୍ତ ପାଣି ବାହାରୁଥିବାରୁ ତାହା ବ୍ୟବହାର…
ରାଜଧାନୀ ଭୁବନେଶ୍ୱର ବିଶ୍ୱରେ ସବୁଠୁ ଉତ୍ତପ୍ତ ସହର
ଭୁବନେଶ୍ୱର,୧।୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ବୁଧବାର ରେକର୍ଡ ଭାଙ୍ଗିଥିଲା ଭୁବନେଶ୍ୱର। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜଧାନୀ ଭୁବନେଶ୍ୱରକୁ ବିଶ୍ୱର ସବୁଠୁ ଉତ୍ତପ୍ତ ସହର ଭାବରେ ସ୍ଥାନିତ କରାଯାଇଛି। ବୁଧବାର ଭୁବନେଶ୍ୱରରେ ତାପମାତ୍ରା ସର୍ବାଧିକ ୪୪.୨…
ରାଜ୍ୟରେ ବଢ଼ି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା, ଆଜି ୩୯୪ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏବେ ବଢ଼ିବାରେ ଲାଗିଛି। ଗୁରୁବାର ରାଜ୍ୟରୁ ୩୯୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୧,୧୧୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା…
ଆଜି ରାଜ୍ୟରେ ଟିକା ନେଲେ ୮୪,୦୯୯ ଜଣ
ଭୁବନେଶ୍ୱର,୧।୪(ବ୍ୟୁରୋ): ଗୁରୁବାର ରାଜ୍ୟରେ କୋଭିଡ ଯୋଦ୍ଧା, ସ୍ବାସ୍ଥ୍ୟସେବା ହିତାଧିକାରୀ ଏବଂ ବରିଷ୍ଠ ନାଗରିକଙ୍କୁ ମିଶାଇ ସମୁଦାୟ ୮୪୦୯୯ ଜଣଙ୍କୁ କୋଭିଡ୍ ଟିକା ପ୍ରଦାନ କରାଯାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି।…
ଏପ୍ରିଲ୍ ୫ରୁ ଭର୍ଚୁଆଲ୍ ମୋଡ୍ରେ ଚାଲିବ ହାଇକୋର୍ଟ
କଟକ ଅଫିସ୍,୧।୪: ଏଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ହାଇକୋର୍ଟ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଏପ୍ରିଲ୍ ୫ରୁ ଭର୍ଚୁଆଲ୍ ମୋଡ୍ରେ ହାଇକୋର୍ଟ ଚାଲିବ ବୋଲି ନିଷ୍ପତ୍ତି ନିଆଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶାବଳୀ…
ପିପିଲି ଉପନିର୍ବାଚନ ପାଇଁ ବିଜେଡିର ପ୍ରସ୍ତୁତି ଆରମ୍ଭ: ହେବିଓ୍ବେଟଙ୍କୁ ଦାୟିତ୍ୱ ଦେଲେ ସୁପ୍ରିମୋ
ପିପିଲି ଉପନିର୍ବାଚନ ପାଇଁ ବିଜେଡିର ପ୍ରସ୍ତୁତି ଆରମ୍ଭ: ହେବିଓ୍ବେଟଙ୍କୁ ଦାୟିତ୍ୱ ଦେଲେ ସୁପ୍ରିମୋ ଭୁବନେଶ୍ୱର,୧।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ବିଜେଡିର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଗୁରୁବାର ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର କିଛି ହେବିଓ୍ବେଟଙ୍କୁ ଉପନିର୍ବାଚନ ଦାୟିତ୍ୱ…
Archives


