ରାଜ୍ୟ

ଏସ୍‌ଆଇଟିକୁ ଝଟକା

ନୟାଗଡ଼ ଅଫିସ,୬ା୧: ବହୁ ଚର୍ଚ୍ଚିତ ନୟାଗଡ଼ ସଦର ଥାନା ପରୀ ହତ୍ୟା ଓ ବଳାକତ୍ାର ଘଟଣା ନୂଆ ମୋଡ଼ ନେଇଛି। ଅଭିଯୁକ୍ତ କଲେଜ ଛାତ୍ର ଜଣେ ନାବାଳକ ବୋଲି ମଙ୍ଗଳବାର ନୟାଗଡ଼ ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ କହିଛନ୍ତି। ଏଥିସହ ଅଭିଯୁକ୍ତଙ୍କ ନାର୍କୋ…

ଶ୍ୱଶୁରଘର ନେବା ବାଟରେ ସ୍ତ୍ରୀଙ୍କୁ ମାରିଦେଲା ସ୍ବାମୀ

ଉମରକୋଟ, ୫।୧: ପାରିବାରିକ କଳହକୁ କେନ୍ଦ୍ର କରି ମଙ୍ଗଳବାର ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ୟୁଭି-୫୨ ଗ୍ରାମର ବିପ୍ଳବ ବିଶ୍ବାସ ସ୍ତ୍ରୀ ସିପ୍ରାଙ୍କୁ ପଥରରେ ଛେଚି ହତ୍ୟା କରିଛନ୍ତି। ପରେ ବିପ୍ଳବ ଉମରକୋଟ ଥାନାରେ ଆତ୍ମସମର୍ପଣ କରିଛନ୍ତି। ପ୍ରକାଶ ଯେ, ବିପ୍ଳବ…

ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲ ପିଲାଙ୍କ ପାଇଁ କୋଭିଡ୍‌ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ

ଭୁବନେଶ୍ୱର, ୫।୧(ବ୍ୟୁରୋ): ଆସନ୍ତା ୧୧ତାରିଖରୁ ରାଜ୍ୟର ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ଖୋଲିବ। ଏଥିନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହେବା ଉପରେ । ଉତ୍କଳ ବିଶ୍ୱବିଦ୍ୟାଳୟର ହଷ୍ଟେଲ ଅନ୍ତେବାସୀଙ୍କ ପାଇଁ କୋଭିଡ୍‌ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ କରାଯାଇଛି। ମଙ୍ଗଳବାର ବିଶ୍ୱବିଦ୍ୟାଳୟର ପିଜି…

ବଲାଙ୍ଗୀର: ସପ୍ତାହକୁ ଥରେ ବନ୍ଦ ରହିବ ଧର୍ମାନୁଷ୍ଠାନ

ବଲାଙ୍ଗୀର ଅଫିସ, ୫ା୧: ମଙ୍ଗଳବାରଠାରୁ ବଲାଙ୍ଗୀର ଜିଲାର ଧାର୍ମିକ ଅନୁଷ୍ଠାନ ଯଥା ମନ୍ଦିର, ଗୀର୍ଜା, ମସଜିଦ୍‌, ଗୁରୁଦ୍ୱାରା ଖୋଲିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅନୁମତି ଦିଆଯାଇଛି। ଜିଲାପାଳ କାର୍ଯ୍ୟାଳୟ ଜରୁରୀ ଶାଖା ପକ୍ଷରୁ ଦିଆଯାଇଥିବା ନିର୍ଦ୍ଦେଶାବଳୀରେ ଧାର୍ମିକ ଅନୁଷ୍ଠାନ ଖୋଲିବା…

ରାଜ୍ୟରେ ସୁସ୍ଥ ହେଲେ ୨୭୧ କରେନା ସଂକ୍ରମିତ

ଭୁବନେଶ୍ୱର,୫ା୧- ରାଜ୍ୟରେ ମଙ୍ଗଳବାର ୨୭୧ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଏଥି ଯୋଗୁ ରାଜ୍ୟରେ କରୋନରୁ ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ସଂଖ୍ୟା ମୋଟ ୩,୨୬, ୭୭୮ରେ ପହଞ୍ଚିଛି। ସୁନ୍ଦରଗଡ଼ ଜିଲାରୁ ସୁସ୍ଥ ହୋଇଛନ୍ତି ସର୍ବାଧିକ ୩୩। ସେହିଭଳି କେନ୍ଦ୍ରାପଡ଼ାରୁ ୩୧,…

ଭଙ୍ଗା ମୋବାଇଲରୁ ମିଳିଲା ମୃତ ଯୁବତୀଙ୍କ ପରିଚୟ

ସମ୍ବଲପୁର,୫ା୧(ବ୍ୟୁରୋ): ୩ ଦିନ ପରେ ସମ୍ବଲପୁର ବୁର୍ଲା ପିସି ବ୍ରିଜ ତଳୁ ମିଳିଥିବା ମୃତ ଯୁବତୀଙ୍କ ପରିଚୟ ପାଇଛି ପୋଲିସ। ଯୁବତୀ ଜଣକ ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ଗଣ୍ଡପାଲି ଗ୍ରାମର ରିଙ୍କି ସାହୁ(୨୧)। ପୋଲିସ ତାଙ୍କ ବାପାଙ୍କଠାରୁ ଏକ…

ଟେନ୍‌ସା ଥାନା ଅଧିକାରୀଙ୍କୁ ତୀରମାଡ, ଗୁରୁତର ଅବସ୍ଥାରେ ଆର୍‌ଜିଏଚ୍‌ ସ୍ଥାନାନ୍ତର

ସୁନ୍ଦରଗଡ/ଟେନ୍‌ସା/ବଣାଇଁ, ୫।୧ (ଡି.ଏନ୍‌.ଏ)/(ସ୍ବ.ପ୍ର ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ ଟେନ୍‌ସା ଫାଣ୍ଡି ଅଧିକାରୀ ଙ୍କ ଉପରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟା ବେଳେ ତୀର ମାଡହୋଇଛି। ଫାଣ୍ଡି ଅଧିକାରୀ ଅଶୋକ କୁମାର ବେହେରା ପିସିଆର୍‌ ଭ୍ୟାନ୍‌ ଯୋଗେ ଜିରୋ…

ଏମ୍‌ଟିଏ ପରୀକ୍ଷା ପ୍ରମାଣପତ୍ର ଅର୍ଜନ କଲେ ୭ ବର୍ଷର ଓଡ଼ିଆ ପୁଅ

ବଲାଙ୍ଗୀର ଅଫିସ,୫।୧: କମ୍ପ୍ୟୁଟର ପ୍ରୋଗ୍ରାମିଂରେ ବିଶ୍ୱସ୍ତରରେ ବିରଳ କୃତିତ୍ୱ ଅର୍ଜନ କରିଛନ୍ତି ବଲାଙ୍ଗୀରର ୭ବର୍ଷର ବାଳକ ଭେଙ୍କଟରମଣ ପଟ୍ଟନାୟକ। ସେ ଅନ୍ୟତମ କନିଷ୍ଠ ଛାତ୍ରଭାବେ ବିଶ୍ୱସ୍ବୀକୃତ ମାଇକ୍ରୋସଫ୍ଟ ଟେକ୍ନୋଲଜି ଆସୋଶିଏଟ୍‌(ଏମ୍‌ଟିଏ) ପ୍ରୋଗ୍ରାମିଂ ପରୀକ୍ଷାରେ ପ୍ରମାଣପତ୍ର ଅର୍ଜନ କରିଛନ୍ତି। ବାଙ୍ଗାଲୋରସ୍ଥିତ ଆଡଟେକ୍‌ କମ୍ପାନୀ…

୭ ଅଫିସରଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୫।୧(ବ୍ୟୁରୋ): ଦୁର୍ନୀତି ଓ ଅପାରଗତାକୁ ନେଇ ୭ ଅଫିସରଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର। ସେମାନଙ୍କ ମଧ୍ୟରେ ଜଣେ କମାଣ୍ଡାଣ୍ଟ, ଡିଏସ୍‌ପି, ଡେପୁଟି କମାଣ୍ଡାଣ୍ଟ, ୨ ଜଣ ଖଣି ଅଧିକାରୀ, ଜଣେ ସିଡିପିଓ ଅଛନ୍ତି। ଜେଲ ଡିଆଇଜି ଗୋପବନ୍ଧୁ ମଲ୍ଲିକଙ୍କ…

ପରୀ ହତ୍ୟାକାଣ୍ଡ: ଗିରଫ ଅଭିଯୁକ୍ତ ନାବାଳକ ବୋଲି କହିଲେ ପୋକ୍ସୋ କୋର୍ଟ

ନୟାଗଡ଼ ଅଫିସ,୫।୧: ବହୁଚର୍ଚ୍ଚିତ ପରୀ ହତ୍ୟା ଘଟଣାରେ ଜେଲରେ ଥିବା ଅଭିଯୁକ୍ତ ସାବାଳକ ନୁହନ୍ତି ବରଂ ନାବାଳକ। ଏହା କହିଛନ୍ତି ନୟାଗଡ଼ ପୋକ୍‌ସୋ କୋର୍ଟ। ମଙ୍ଗଳବାର କ୍ରାଇମ୍‌ବ୍ରାଞ୍ଚ ଏସ୍‌ଆଇଟି ପକ୍ଷରୁ ଅଭିଯୁକ୍ତଙ୍କ ନାର୍କୋ ଆନାଲିସିସ୍‌ ପାଇଁ କରାଯାଇଥିବା ଆବେଦନର ଶୁଣାଣି କରି…

କମିବନି ସିଲାବସ୍‌: ୭୦% ସିଲାବସ୍‌ରେ ପାଠ ପଢିବେ ଛାତ୍ରୀଛାତ୍ର

ଭୁବନେଶ୍ୱର,୫।୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ଜାନୁଆରୀ ୮ ରେ ସ୍କୁଲଗୁଡିକ ଖୋଲିବ। ଏ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ତେବେ ସ୍କୁଲ ଖୋଲିଲେ କେମିତି କେମିତି ପାଠପା ହେବ ସେନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପ୍ରତିକ୍ରିୟା ରଖିଛନ୍ତି।…

କାନ୍ଧ ତଳକୁ ହାତରେ ଦିଆଯିବ କରୋନା ଟିକା: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର, ୫।୧(ବ୍ୟୁରୋ): କାନ୍ଧ ତଳକୁ ହାତରେ ଦିଆଯିବ କରୋନା ଟିକା । ମଙ୍ଗଳବାର ଏହି ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ। ସେ କହିଛନ୍ତି, ଟିକା ଦେବାକୁ ଆମେ ପ୍ରସ୍ତୁତ । ଟିକାକରଣ ପାଇଁ ରାଜ୍ୟରେ ୨୯ ହଜାର କେନ୍ଦ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri