ରାଜ୍ୟ

ଫୁଲୁଛି ମହାନଦୀ: ପୁରୀରେ ସମ୍ଭାବ୍ୟ ବନ୍ୟାସ୍ଥିତିକୁ ନେଇ ସମୀକ୍ଷା

ପୁରୀ ଅଫିସ,୨୯।୮: ହୀରାକୁଦ ଜଳଭଣ୍ଡାର ଗେଟ୍‌ ଖୋଲିବା ପରେ ମହାନଦୀ ଏବଂ ଏହାର ଶାଖା ନଦୀଗୁଡ଼ିକରେ ବନ୍ୟା ଆଶଙ୍କା ବଢ଼ିଛି। ପୁରୀ ଜିଲାରେ ବନ୍ୟା ହୋଇପାରେ ବୋଲି ଆଶଙ୍କା କରି ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଜିଲା ମଧ୍ୟଦେଇ...

ବୈତରଣୀରେ ବନ୍ୟା: କେତେ ଲୋକ ପ୍ରଭାବିତ, କିପରି ଯୋଗା ଯାଉଛି ପ୍ରଶାସନିକ ସହାୟତା ଜାଣନ୍ତୁ

ଭଦ୍ରକ ଅଫିସ,୨୯।୮: ଲଗାଣ ବର୍ଷାରେ ଭଦ୍ରକ ଜିଲାର ୧୧୮ଟି ପଞ୍ଚାୟତର ୧ଲକ୍ଷ ୫୬ ହଜାର ୧୧୩ ଲୋକ ପ୍ରଭାବିତ ହୋଇଥିବା ପ୍ରଶାସନର ପ୍ରାଥମିକ ଆକଳନରୁ ଜଣାପଡ଼ଛି । ସେଗୁଡ଼ିକ ହେଲା ଭଦ୍ରକ ଜିଲାର ଭଦ୍ରକ, ଭଣ୍ଡାରିପୋଖରୀ, ଧାମନଗର, ବାସୁଦେବପୁର, ବନ୍ତ,...

ବନ୍ୟା ମୁକାବିଲା ପାଇଁ ଆଇଏଏସ୍‌ଙ୍କୁ ଦାୟିତ୍ୱ

ଭୁବନେଶ୍ୱର, ୨୯।୮(ବ୍ୟୁରୋ): ରାଜ୍ୟରେ ଲଘୁଚାପ ଜନିତ ବର୍ଷାରେ କିଛି ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ତେଣୁ ବନ୍ୟା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଆଇଏଏସ୍‌ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ହେମନ୍ତ ଶର୍ମାଙ୍କୁ କେନ୍ଦ୍ରାପଡ଼ା, ଡି.କେ. ସିଂହଙ୍କୁ...

CORONAVIRUS UPDATE: ୩୦ ଜିଲାରୁ ପୁଣି ୩୨୫୨ ପଜିଟିଭ ଚିହ୍ନଟ; ଖୋର୍ଦ୍ଧାରେ ଗୋଟିଏ ଦିନରେ ୭ଶହ ଟପିଲା

ଭୁବନେଶ୍ୱର, ୨୯।୮(ବ୍ୟୁରୋ): ରାଜ୍ୟରେ ଶନିବାର ୩୦ ଜିଲାରୁ ପୁଣି ୩୨୫୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୭,୯୨୦ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ...

ରାଜ୍ୟରେ ସର୍ବାଧିକ ୧୪ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, ୨୯।୮(ବ୍ୟୁରୋ): ରାଜ୍ୟରେ କରୋନାରେ ଶନିବାର ସର୍ବାଧିକ ୧୪ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା...

ବିକାଶ, ପପୁ, ଦୀପକଙ୍କ ଲାଏ ଡିଟେକ୍ସନ

ଭୁବନେଶ୍ୱର,୨୯ା୮(ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁର ରହସ୍ୟ ପାଇବାକୁ କ୍ରାଇମ୍‌ବ୍ରାଞ୍ଚ ଶେଷରେ ଲାଏ ଡିଟେକ୍ସନର ସାହାରା ନେଇଛି। ଗୁରୁବାର ଆଦିତ୍ୟଙ୍କ ସ୍ତ୍ରୀ ବିଦ୍ୟାଶ୍ରୀଙ୍କର ଲାଏ ଡିଟେକ୍ସନ ଟେଷ୍ଟ କରାଯାଇଥିବାବେଳେ ଶୁକ୍ରବାର ୩ ସହଯୋଗୀ ତଥା ପିପୁଲ ଫର୍‌ ସେବାର ସଦସ୍ୟ...

୧୦ ଜିଲାର ୯୯୭ ଗ୍ରାମ କ୍ଷତିଗ୍ରସ୍ତ

ଭୁବନେଶ୍ୱର,୨୯ା୮(ବ୍ୟୁରୋ): ଲଗାଣ ବର୍ଷା ଫଳରେ ରାଜ୍ୟରେ ଯେଉଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା ସେଥିରେ ସୁଧାର ଆସିବାରେ ଲାଗିଛି। ସୁବର୍ଣ୍ଣରେଖା ନଦୀରେ ରାଜଘାଟଠାରେ ବିପଦ ସଙ୍କେତ ୧୦.୩୫ମିଟର ଥିବାବେଳେ ଶୁକ୍ରବାର ଜଳସ୍ତର ୧୦.୯୫ ମିଟରକୁ ଉଠିଥିଲା। ଦ୍ୱିପ୍ରହର ୨ଟା ସୁଦ୍ଧା...

ଭସାଣ ଉତ୍ସବ ମନା, କେବଳ ବିସର୍ଜନ

କଟକ ଅଫିସ,୨୯ା୮: କରୋନା କଟକଣା ଭିତରେ ଛନ୍ଦି ହୋଇପଡ଼ିଛି ପାର୍ବଣର ସହର କଟକ ଦଶହରା। ପ୍ରଥମଥର ପାଇଁ ରୌପ୍ୟନଗରୀର ପୂଜା ମଣ୍ଡପରେ ଚାନ୍ଦିମେଢ଼ ଦେଖିବାକୁ ମିଳିବ ନାହିଁ କି ମା’ଙ୍କ ମଥାରେ ସୁନା ମୁକୁଟ ଝଲସିବ ନାହିଁ। ବିନା ଆଡ଼ମ୍ବରରେ...

ପ୍ରିନ୍ସିପାଲ, ଶିକ୍ଷକଙ୍କ ଆକାଉଣ୍ଟରୁ ୬.୫ଲକ୍ଷ ଲୁଟ

ଭୁବନେଶ୍ୱର,୨୯ା୮ବ୍ୟୁରୋ): ପୁଣି ସାଇବର ଠକେଇର ଶିକାର ହୋଇଛନ୍ତି ଭୁବନେଶ୍ୱରର ଦୁଇଜଣ ବ୍ୟକ୍ତି। ସାଇବର ଠକମାନେ ଖାରବେଳନଗର ଥାନା ୟୁନିଟ-୩ସ୍ଥିତ ଡା.ଅଭିନ୍ନ ଚନ୍ଦ୍ର ହୋମିଓପାଥିକ ମେଡିକାଲ କଲେଜର ପ୍ରିନ୍ସିପାଲ ସୁଧୀର କୁମାର ଦାଶଙ୍କ ଆକାଉଣ୍ଟରୁ ୬ଲକ୍ଷ ଟଙ୍କା ନେଇଯାଇଥିବାବେଳେ ଏୟାରଫିଲ୍ଡ ଥାନା...

୫ କୋଟିର ବ୍ୟାଙ୍କ ଠକେଇ

ଭୁବନେଶ୍ୱର,୨୯ା୮(ବ୍ୟୁରୋ): ରାଜଧାନୀରେ ବଡ଼ ଧରଣର ବ୍ୟାଙ୍କ୍‌ ଠକେଇ ହୋଇଛି। ସୁଧମୂଳ ମିଶି ୫ କୋଟି ଟଙ୍କାକୁ ଆଦାୟ କରିବାକୁ ଯାଇ ବ୍ୟାଙ୍କ କର୍ତ୍ତୃପକ୍ଷ ହରଡ଼ଘଣାରେ ପଡିଛନ୍ତି। ଅଭିଯୁକ୍ତ ବନ୍ଧକ ରଖିଥିବା ପ୍ଲଟ୍‌ଗୁଡ଼ିକୁ ଜବତ ପାଇଁ ଯିବାବେଳେ ଅଧିକାରୀମାନେ ଖୋଜିଖୋଜି ନୟାନ୍ତ...

ପିଜି ନାମଲେଖା ଆବେଦନ ଅବଧି ବଢ଼ିଲା

ଭୁବନେଶ୍ୱର, ୨୯ା୮(ବ୍ୟୁରୋ): ପିଜି ପାଠ୍ୟକ୍ରମରେ ନାମଲେଖା ପାଇଁ କମନ ଏଣ୍ଟ୍ରାନ୍ସ ଟେଷ୍ଟ ଆବେଦନର ଅବଧିକୁ ବୃଦ୍ଧି କରାଯାଇଛି। ସେପ୍ଟେମ୍ବର ୧୦ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନେ ଆବେଦନ କରିପାରିବେ। ପୂର୍ବରୁ ଆବେଦନର ଶେଷ ତାରିଖ ଅଗଷ୍ଟ ୩୧...

ନଭେମ୍ବରକୁ ଘୁଞ୍ଚିଲା ଓଡ଼ିଶା ସିଭିଲ୍‌ ସର୍ଭିସ୍‌ ପରୀକ୍ଷା

କଟକ ଅଫିସ୍‌,୨୯ା୮: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଚଳିତ ବର୍ଷର ସିଭିଲ୍‌ ସର୍ଭିସ୍‌ ମୁଖ୍ୟ ପରୀକ୍ଷା ଅକ୍ଟୋବର ବଦଳରେ ନଭେମ୍ବରରେ ହେବ। ଶୁକ୍ରବାର ଏନେଇ ନୋଟିସ୍‌ ଜାରି କରାଯାଇଛି। କରୋନା ଯୋଗୁ ରାଜ୍ୟ ସରକାରଙ୍କ ତରଫରୁ ବିଭିନ୍ନ ପ୍ରକାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri