କମୁଛି ଶୀତ ଫେବୃୟାରୀରୁ ବଢ଼ିପାରେ ତାତି
ଭୁବନେଶ୍ୱର,୫।୧(ବ୍ୟୁରୋ): ରାଜ୍ୟରେ ଶୀତ ହ୍ରାସ ପାଇଛି। ଆଗାମୀ ଦିନରେ ଆହୁରି କମିବ। ମଙ୍ଗଳବାରଠାରୁ ଆସନ୍ତା ୯ ତାରିଖଯାଏ ପାରଦ ଉପରକୁ ଉଠିବ। ୧୦ ତାରିଖରୁ ୧ରୁ ୨ ଡିଗ୍ରୀ ତଳକୁ ଖସିବ। ତେବେ ଆଉ ହାଡ଼ଭଙ୍ଗା ଶୀତର ସମ୍ଭାବନା ନାହିଁ। ଚଳିତବର୍ଷ…
‘୩୦ ସୁଦ୍ଧା ଆସିପାରେ ଟିକା’
ଭୁବନେଶ୍ୱର, ୫।୧(ବ୍ୟୁରୋ): ଚଳିତ ମାସରେ ଓଡ଼ିଶାକୁ କରୋନା ଟିକା ଆସିଯାଇପାରେ। ଏନେଇ ସୋମବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ ସୋମବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜାନୁୟାରୀ ୩୦ ସୁଦ୍ଧା ଟିକା ଆସିଯିବ ବୋଲି ବିଶ୍ୱାସ କରାଯାଉଛି।…
‘ଅଭିଯୁକ୍ତ ମନ୍ତ୍ରୀଙ୍କୁ ଗିରଫ କର’
ଭୁବନେଶ୍ୱର, (ବ୍ୟୁରୋ)/କଟକ ଅଫିସ୍/ନିଶ୍ଚିନ୍ତକୋଇଲି/ମାହାଙ୍ଗା/ ସାଲେପୁର,୫।୧(ସ୍ବ.ପ୍ର./ଡି.ଏନ୍.ଏ.) କଟକ ଜିଲା ମାହାଙ୍ଗା ବ୍ଲକର ନୃତାଙ୍ଗରେ ଭାଜପା ନେତା କୁଳମଣି ବରାଳ ଓ ଦିବ୍ୟସିଂହ ବରାଳଙ୍କୁ ହତ୍ୟା ଘଟଣାର ୧୩ତମ ଅଭିଯୁକ୍ତ ଆଇନମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ ପ୍ରତାପ ଜେନା ଓ ଅନ୍ୟ ୧୨ ଅଭିଯୁକ୍ତଙ୍କୁ…
ଆଶଙ୍କାରେ ପକାଉଛି ଶିକ୍ଷକ ଅଭାବ
ବଇଣ୍ଡା,୫ା୧(ଡି.ଏନ.ଏ.): ମେ’ ୩ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଏହା ପୂର୍ବରୁ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ପ୍ରସ୍ତୁତ କରିବା ପାଇଁ ରାଜ୍ୟ ସରକାର ଆସନ୍ତା ୮ ତାରିଖରୁ ହାଇସ୍କୁଲଗୁଡ଼ିକୁ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିସହ ୧୦୦ ଦିନର ପାଠପଢ଼ା ଯେମିତି ସମ୍ଭବ…
‘ଅଭିଯୁକ୍ତ ମନ୍ତ୍ରୀଙ୍କୁ ଗିରଫ କର’
ଭୁବନେଶ୍ୱର, /କଟକ ଅଫିସ୍/ନିଶ୍ଚିନ୍ତକୋଇଲି/ମାହାଙ୍ଗା/ ସାଲେପୁର,୪ା୧: କଟକ ଜିଲା ମାହାଙ୍ଗା ବ୍ଲକର ନୃତାଙ୍ଗରେ ଭାଜପା ନେତା କୁଳମଣି ବରାଳ ଓ ଦିବ୍ୟସିଂହ ବରାଳଙ୍କୁ ହତ୍ୟା ଘଟଣାର ୧୩ତମ ଅଭିଯୁକ୍ତ ଆଇନମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ ପ୍ରତାପ ଜେନା ଓ ଅନ୍ୟ ୧୨ ଅଭିଯୁକ୍ତଙ୍କୁ…
ଚିତାବାଘ ଆତଙ୍କ: ଆକ୍ରମଣରେ ୧୫ଛେଳି ୨ଗୋରୁ ମୃତ
ଦେବଗଡ଼,୪ା୧: ଦେବଗଡ଼ ଜିଲା ବାରକୋଟ ବ୍ଲକ ଅଧୀନ ଚକଡିହୀ(ନୂଆଁ ବାରକୋଟ) ଗ୍ରାମରେ ଶନିବାର ରାତିରେ ବନ୍ୟଜନ୍ତୁ ଆକ୍ରମଣରେ ୧୫ଟି ଛେଳି ଓ ୨ଗୋରୁର ମୃତ୍ୟୁ ଘଟିଛି। ଏହାସହ ୪ଟି ଛେଳି ଗୁରୁତର ଆହତ ହୋଇଛନ୍ତି। ସେହିପରି ଉକ୍ତ ଗ୍ରାମର ୨୨ରୁ ଊର୍ଦ୍ଧ୍ୱ…
ସାର, କୀଟନାଶକ, ବିହନରେ ଠକେଇ: କ୍ଷତି ସହୁଛି ଚାଷୀ, କମ୍ପାନୀ କର୍ତ୍ତୃପକ୍ଷ ଚୁପ୍
ବରଗଡ଼ ଅଫିସ୍,୪।୧: ବରଗଡ଼ ଜିଲାରେ ଅସଲି ବ୍ରାଣ୍ଡ୍ ଆଳରେ ନକଲି କାରବାର ଚାଲିଛି। ସାର, ବିହନ, କୀଟନାଶକକୁ ଅସଲି ବ୍ରାଣ୍ଡ୍ ଦର୍ଶାଇ ବିଭିନ୍ନ କମ୍ପାନୀ ଏଭଳି କାରବାର କରୁଛନ୍ତି । ପୂର୍ବରୁ ନିମ୍ନମାନର ବିହନ, କୀଟନାଶକ, ସାର ପ୍ରୟୋଗ କରି ଜିଲାର…
୧୨.୫୨ କୋଟି ଟଙ୍କାରେ ନିର୍ମିତ ରାମଲିଙ୍ଗେଶ୍ୱର ପୋଖରୀ ଉଦ୍ଘାଟିତ
ବ୍ରହ୍ମପୁର ଅଫିସ୍,୪।୧- ବ୍ରହ୍ମପୁର ମହାନଗରକୁ ଦେଶରେ ସୁନ୍ଦର ସହର ଭାବେ ଗଢ଼ି ତୋଳିବା ପାଇଁ ପରିକଳ୍ପନା କରାଯାଇଛି। ଏନେଇ ସମସ୍ତେ ମିଶି ଏହାର ସଫଳ ରୂପାୟନ କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରେଶମ ନଗରବାସୀଙ୍କୁ ଆହ୍ବାନ ଦେଇଛନ୍ତି। ସହରରେ ବାଣିଜ୍ୟ…
ଟ୍ରାଫିକ୍ ପୋଲିସକୁ ରାଜସ୍ବ ଚିନ୍ତା: ୩୪ ଦିନରେ ୩୬ ଲକ୍ଷ ଜରିମାନା ଆଦାୟ
ବ୍ରହ୍ମପୁର ଅଫିସ୍,୪।୧: ବ୍ରହ୍ମପୁର ସହରର ଟ୍ରାଫିକ୍ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ଗଠନ ହୋଇଛି ଟ୍ରାଫିକ ୟୁନିଟ୍। ସରକାରଙ୍କ ବାଣିଜ୍ୟ ଓ ପରିବହନ ବିଭାଗ ବିଜ୍ଞପ୍ତି ଅନୁଯାୟୀ, ଗଠିତ ଟ୍ରାଫିକ୍ ୟୁନିଟର ମୂଳ ଲକ୍ଷ୍ୟ ଲୋକଙ୍କୁ ଏବଂ ଯାନବାହନ ଚାଳକଙ୍କୁ ଟ୍ରାଫିକ୍…
ଡାହାଣୀ ସନ୍ଦେହରେ ଗାଁରୁ ତଡ଼ା ଖାଇଥିବା ଦମ୍ପତ୍ତିଙ୍କୁ ଉଦ୍ଧାର କଲା ପ୍ରଶାସନ
ବାଲିଆପାଳ,୪।୧: ଡାହାଣୀ ସନ୍ଦେହରେ ଗାଁରୁ ତଡା ଖାଇଥିବା ଏକ ଦମ୍ପତିଙ୍କୁ ଅସହାୟ ଅବସ୍ଥାରେ ସୋମବାର ଉଦ୍ଧାର କରାଯାଇଛି। ଉକ୍ତ ଦମ୍ପତି ହେଲେ ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକର ଶ୍ରୀରାମପୁର ପଞ୍ଚାୟତ ମହିଷାମୁଣ୍ଡା ଗ୍ରାମର ଲୁସ୍କୁ ଟୁଡୁ ଓ ତାଙ୍କ ସ୍ତ୍ରୀ ରୁକ୍ମିଣୀ।…
ରାଜ୍ୟରେ ସୁସ୍ଥ ହେଲେ ୨୯୮ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୪ା୧- ରାଜ୍ୟରେ ସୋମବାର ୨୯୮ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୬,୫୦୭ରେ ପହଞ୍ଚିଛି। ସୁନ୍ଦରଗଡ଼ ଜିଲାରୁ ସୁସ୍ଥ ହୋଇଛନ୍ତି ସର୍ବାଧିକ ୪୯ ଜଣ। ସେହିଭଳି ଅନୁଗୁଳରୁ ୪୮, କଟକରୁ…
ମଣ୍ଡିରେ ପଡି ରହିଛି ଧାନ: ମିଲର୍ସଙ୍କ ଅସହଯୋଗ
ଲୋଇସିଂହା,୪।୧: ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ପ୍ୟାକ୍ସରେ ଧାନକିଣାରେ ଅଚଳାବସ୍ଥା ଦେଖାଦେଇଛି। ମିଲର୍ସଙ୍କ ଅସହଯୋଗ ଯୋଗୁ ଚାଷୀଙ୍କ ଧାନ ଉଠିବାରେ ସମସ୍ୟା ହେଉଛି। ମଣ୍ଡିରେ ୨୦ରୁ ଅଧିକ ଚାଷୀଙ୍କ ୩ ହଜାରରୁ ଅଧିକ ପ୍ୟାକେଟ ଧାନ ଦୀର୍ଘ ଦିନ ହେଲା…
Archives


