ପିପିଲି ଉପନିର୍ବାଚନ ଦାୟିତ୍ୱରେ ବିଜେଡିର ଏହି ୪ ବରିଷ୍ଠ ନେତା
ପୁରୀ ଅଫିସ,୩୧।୩: ପିପିଲି ଉପନିର୍ବାଚନ ପାଇଁ ରଣନୀତି ଆରମ୍ଭ ହୋଇଛି। ବିଜେଡି ପକ୍ଷରୁ ୪ ବରିଷ୍ଠ ନେତାଙ୍କୁ ନିର୍ବାଚନ ପରିଚାଳନା ଦାୟିତ୍ୱ ଦିଆଯାଇଛି। ଦେବୀ ପ୍ରସାଦ ମିଶ୍ର, ପ୍ରତାପ ଦେବ, ମହେଶ୍ୱର ମହାନ୍ତି ଓ ସଞ୍ଜୟ ଦାସବର୍ମାଙ୍କୁ ଦଳ ଏହି ଦାୟିତ୍ୱ…
ବଢ଼ୁଛି ସଂକ୍ରମଣ: ରାଜ୍ୟରେ ଚିହ୍ନଟ ହେଲେ ୨୯୭ ନୂଆ ପଜିଟିଭ, କଳାହାଣ୍ଡିରୁ ସର୍ବାଧିକ
ଭୁବନେଶ୍ୱର, ୩୧।୩(ବ୍ୟୁରୋ): ରାଜ୍ୟରେ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଏହି କ୍ରମରେ ବୁଧବାର ୨୯୭ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୪୦,୯୧୭ରେ…
ରାଜ୍ୟକୁ କେନ୍ଦ୍ରର ଚିଠି: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଘରେ ରହିବନି ବିଜୁ ପକ୍କା ଘର ଲୋଗୋ
ଭୁବନେଶ୍ୱର, ୩୧।୩(ବ୍ୟୁରୋ): ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନିର୍ମିିତ ପକ୍କା ଘରେ ଲାଗି ପାରିବନି ବିଜୁ ପକ୍କାଘର ଯୋଜନାର ଲୋଗୋ । ଏନେଇ ରାଜ୍ୟ ସରକାରଙ୍କୁ ଚିଠି ଲେଖି ଜଣାଇଛି କେନ୍ଦ୍ର। ଶନିବାର ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖି…
ଯାତ୍ରୀଙ୍କ ଅଭିଯୋଗ: ବସ୍ରୁ ତଳକୁ ଠେଲିଦେଲେ ‘ମୋ ବସ୍’ କର୍ମଚାରୀ
ଭୁବନେଶ୍ବର, ୩୧।୩(ବ୍ୟୁରୋ): ହଂସପାଳ ନିକଟରେ ଚଳନ୍ତା ବସରୁ ଜଣେ ଯାତ୍ରୀଙ୍କୁ ତଳକୁ ଠେଲି ଦେଲେ ‘ମୋ ବସ’ କର୍ମଚାରୀ। ବସ୍ କର୍ମଚାରୀଙ୍କ ବିରୋଧରେ ଏଭଳି ସଙ୍ଗୀନ ଅଭିଯୋଗ ଆଣିଛନ୍ତି ଜଣେ ଯାତ୍ରୀ। ଭଡ଼ାକୁ କେନ୍ଦ୍ରକରି ବଚସାକୁ ନେଇ ଭୁବନେଶ୍ୱର ହଂସପାଳ ନିକଟରେ…
ଓଡ଼ିଆ ଠିକାଦାରଙ୍କୁ ମିଳୁନି କାମ
ଭୁବନେଶ୍ୱର,୩୧ା୩(ବ୍ୟୁରୋ): ରାଜ୍ୟର ଗ୍ରାମାଞ୍ଚଳରେ ଲୋକମାନଙ୍କୁ ସ୍ବଚ୍ଛ ପାନୀୟ ଜଳ ଯୋଗାଇ ଦେବାକୁ ରାଜ୍ୟ ସରକାର ବଦ୍ଧପରିକର। ଆସନ୍ତା ୨୦୨୪-୨୫ ସୁଦ୍ଧା ରାଜ୍ୟର ସବୁ ଘରକୁ ପାନୀୟ ଜଳ ଯୋଗାଇ ଦିଆଯିବ। ଏହି ଲକ୍ଷ୍ୟରେ ପାନୀୟ ଜଳ ଯୋଗାଣ କାର୍ଯ୍ୟକ୍ରମ ଚାଲିଛି। ୫୦କୋଟି…
ଫୁଲଚାଷରେ ଇଞ୍ଜିନିୟରିଂ ଛାତ୍ରୀ ସୁନୀତା
ଖୋର୍ଦ୍ଧା ଅଫିସ,୩୧ା୩: ଦୃଢ଼ ଇଚ୍ଛାଶକ୍ତି ଏବଂ ନିରନ୍ତର ସାଧନା ସଫଳତା ଆଣିଥାଏ। ନିଜ ପ୍ରଚେଷ୍ଟାରେ ଆତ୍ମନିର୍ଭର ହେବା ସହ ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ ପାଲଟିଛନ୍ତି ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ ରତନପୁର ଗ୍ରାମର ଗୋଲା ବେହେରା ଓ ଚଞ୍ଚଳାଙ୍କ ଝିଅ…
ବିଷ ପିଆଇଲେ ମା’, ୨ ଶିଶୁପୁତ୍ର ମୃତ
ଭୁବନେଶ୍ୱର,୩୧ା୩(ବ୍ୟୁରୋ): ଚନ୍ଦକା ଥାନା ଅନ୍ତର୍ଗତ ବିଞ୍ଝଗିରି କନ୍ଦଲେଇ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମା’ ୩ ପିଲାଙ୍କୁ ବିଷ ପିଆଇବା ପରେ ନିଜେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତେବେ ୨ ଶିଶୁପୁତ୍ରଙ୍କ ମୃତ୍ୟୁ ଘଟିଥିବାବେଳେ ଦେଢ଼…
ସ୍ତ୍ରୀଙ୍କ ଅଭିଯୋଗକୁ ଗୁରୁତ୍ୱ ଦିଆଯାଉନାହିଁ
ଯାଜପୁର ଅଫିସ,୩୧ା୩: ସୂଚନା ଅଧିକାର କର୍ମୀ ସର୍ବେଶ୍ୱର ବେହୁରାଙ୍କୁ ଶୁକ୍ରବାର ରାତିରେ ଆକ୍ରମଣ କରାଯାଇଥିଲା। ଇତିମଧ୍ୟରେ ୩ ଦିନ ଅତିକ୍ରାନ୍ତ ହୋଇ ସାରିଥିଲେ ମଧ୍ୟ ଧର୍ମଶାଳା ଥାନା ପୋଲିସ ହାତ ଖାଲି ରହିଛି। ପୋଲିସ ନିଜ ଆଡୁ ଏକ ମାମଲା ରୁଜୁ…
‘ଭାରତ-ଆମେରିକା ମଧ୍ୟରେ ପୁନଃ ପ୍ରତିଷ୍ଠା ହେବ ରଣନୈତିକ ଉର୍ଜା ସମ୍ପର୍କ’
ଭୁବନେଶ୍ୱର, ୩୧ା୩(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଆମେରିକାର ନୂଆ ଊର୍ଜା ସଚିବ ଜେନିଫର ଗ୍ରାନ୍ହୋଲମଙ୍କ ମଧ୍ୟରେ ମଙ୍ଗଳବାର ଭିଡିଓ କନ୍ଫରେନ୍ସରେ ଏକ ପ୍ରାରମ୍ଭିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଧର୍ମେନ୍ଦ୍ର ଗ୍ରାନ୍ହୋଲମଙ୍କୁ ନୂଆ ପଦରେ ଅବସ୍ଥାପିତ ପାଇଁ ଅଭିନନ୍ଦନ…
ପରୀକ୍ଷାମୂଳକ ଭାବେ ଗଡ଼ିଲା ବିଦ୍ୟୁତ୍ ଟ୍ରେନ୍
ନୟାଗଡ଼ ଅଫିସ,୩୧।୩: ଖୋର୍ଦ୍ଧା-ବଲାଙ୍ଗୀର ରେଳପଥରେ ପରୀକ୍ଷାମୂଳକ ଭାବେ ବିଦ୍ୟୁତ୍ ଟ୍ରେନ ଚଳାଚଳ କରିଛି। ମଙ୍ଗଳବାର ପୂର୍ବାହ୍ନ ୯ଟାରେ ଖୋର୍ଦ୍ଧା ରୋଡ଼(ଜଟଣୀ)ରୁ ବାହାରିଥିବା ଏହି ଟ୍ରେନ ନୟାଗଡ଼ରେ ମଧ୍ୟାହ୍ନ ୧୨ଟା ୧୫ରେ ପହଞ୍ଚିଥିଲା। ପରେ ସେହି ଟ୍ରେନ ୧୨.୪୫ଟାରେ ନୟାଗଡ଼ ଟାଉନ ଷ୍ଟେଶନ…
ପେଟ୍ରୋଲ ୨୨, ଡିଜେଲ ୨୬ ପଇସା ହ୍ରାସ
ଭୁବନେଶ୍ୱର,୩୧।୩: ଗୋଟିଏ ସପ୍ତାହ ମଧ୍ୟରେ ଲଗାତର ତୃତୀୟ ଥର ଲାଗି ତେଲ ଦର ହ୍ରାସ ହୋଇଛି। ମଙ୍ଗଳବାର ପେଟ୍ରୋଲ ୨୨ ପଇସା ଏବଂ ଡିଜେଲ ଦର ୨୬ ପଇସା କମିଛି। ଫଳରେ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ଦର ୯୧.୨୮ ଟଙ୍କା…
ଆନ୍ଧ୍ରର ଅନୁପ୍ରବେଶ ରୋକିପାରୁନି ଓଡ଼ିଶା
ପଟ୍ଟାଙ୍ଗ,୩୧ା୩(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ କୋଟିଆ ପଞ୍ଚାୟତରେ ଆନ୍ଧ୍ରର ଅନୁପ୍ରବେଶ ଜାରି ରହିଛି। ଏ ଦିଗରେ ଓଡ଼ିଶା ଜିଲା ପ୍ରଶାସନ ରୋକୋ ଲଗାଇବାକୁ ବିଫଳ ହେଉଥିବାରୁ ଆନ୍ଧ୍ର ଫାଇଦା ଉଠାଉଛି। କୋଟିଆ ପଞ୍ଚାୟତର ତିନି ଗ୍ରାମ ଯଥା ତଳଗଞ୍ଜେଇପଦର, ଫଗୁଣ…
Archives


