ରାଜ୍ୟ

ବନ୍ୟା ବିପନ୍ନଙ୍କ ଚୁଡ଼ା ପୋଡ଼ାଗଲା

ବରୀ,୩୧ା୩(ଡି.ଏନ.ଏ.): ଯାଜପୁର ଜିଲାର ବରୀ ବ୍ଲକ ଏକ ବନ୍ୟା ବାତ୍ୟା ପ୍ରଭାବିତ ଅଞ୍ଚଳ। ବିଭିନ୍ନ ସମୟରେ ଏଠି ପ୍ରାକୃତିକ ବିପର୍ଯ୍ୟୟ ଆସି ଲୋକଙ୍କର କ୍ଷତି କରିଥାଏ। ସେହି ଅନୁସାରେ ସରକାରଙ୍କ ପକ୍ଷରୁ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ଚୁଡ଼ାଗୁଡ଼ ମହଜୁଦ ରଖାଯାଇଥାଏ।…

ଖାଇବା ତେଲ ମହଙ୍ଗା, ବଢୁଛି ଭେଜାଲ

ଭୁବନେଶ୍ୱର,୩୧ା୩(ବ୍ୟୁରୋ): ତେଲ ଭେଜାଲ, ଘିଅ ଭେଜାଲ, ମସଲା ଭେଜାଲ, କୋଲ୍ଡଡ୍ରିଙ୍କ୍ସ ଭେଜାଲ। ଅପମିଶ୍ରଣକାରୀ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଭିତିରିଆ ସମ୍ପର୍କ ରହିଛି। ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେଉନାହିଁ। ଜଗତପୁରଠାରୁ ଆରମ୍ଭ କରି ଚନ୍ଦକା, ଜଟଣୀ ଶିଳ୍ପାଞ୍ଚଳରେ ହଜାର କୁଇଣ୍ଟାଲ ତେଲ…

ଦଣ୍ଡ ପରିବର୍ତ୍ତେ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

କେନ୍ଦ୍ରାପଡ଼ା ଅଫିସ, ୩୧ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ ରବିବାର ‘ମନ୍‌ କି ବାତ୍‌’ରେ ଆପୱା (ଆକସନ ଫର ପ୍ରୋଟେକ୍ସନ ଅଫ୍‌ ୱାଇଲ୍ଡ ଆନିମଲସ୍‌) ସଂସ୍ଥାକୁ ପ୍ରଶଂସା କରିଥିଲେ। ଏହାର ନିର୍ଦ୍ଦେଶକ ବିଜୟ କବି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ବଡକୋଟଠାରେ…

୨୦୪୧ ସୁଦ୍ଧା ଭୁବନେଶ୍ୱର-କଟକ ମେଟ୍ରୋ ରେଳ ପରିକଳ୍ପନା ନାହିଁ

ଭୁବନେଶ୍ୱର,୩୧ା୩(ବ୍ୟୁରୋ): ଆସନ୍ତା ୨୦ ବର୍ଷ ଅର୍ଥାତ୍‌ ୨୦୪୧ ଯାଏ କଟକ ଓ ଭୁବନେଶ୍ୱର ସୁଦ୍ଧା ମେଟ୍ରୋ ଟ୍ରେନ୍‌ର ପରିକଳ୍ପନା ନାହିଁ। ଆବଶ୍ୟକ ଜନସଂଖ୍ୟା ନ ଥିବାରୁ ବର୍ତ୍ତମାନ ପରିସ୍ଥିତିରେ ମେଟ୍ରୋ ରେଳସେବା ଆରମ୍ଭ ହୋଇପାରିବ ନାହିଁ। ଗୃହ ନିର୍ମାଣ ଓ ନଗର…

ପିପିଲି ଉପନିର୍ବାଚନ: ସରିଲା ନାମାଙ୍କନ

ପୁରୀ ଅଫିସ/ପିପିଲି(ସ୍ବ.ପ୍ର.),୩୧ା୩: ପିପିଲି ଉପନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ମଙ୍ଗଳବାର ଶେଷ ହୋଇଛି। ଶେଷ ଦିନରେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀଙ୍କ ସମେତ ୧୨ଜଣ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏଥିସହିତ ସର୍ବମୋଟ ୧୫ଜଣ ନାମାଙ୍କନ ପତ୍ର ଦାଖଲ କରିଥିବା…

ଟିକା: ହାଇରିସ୍କ ଗ୍ରୁପ୍‌କୁ ପ୍ରାଥମିକତା ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୩୧।୩(ବ୍ୟୁରୋ): ରାଜ୍ୟରେ ଏପ୍ରିଲ ୧ରୁ ୪୫ ବର୍ଷରୁ ଅଧିକ ବୟସର ଲୋକଙ୍କୁ କୋଭିଡ୍‌ ଟିକା ପ୍ରଦାନ କରାଯିବ। ଏହି ଟିକାକରଣରେ ହାଇରିସ୍କ ଗ୍ରୁପ୍‌ ଯଥା ରାସ୍ତାକଡ଼ ଦୋକାନୀ, ମାଛ ଓ ମାଂସ ବିକ୍ରେତା, ଅଟୋ ଓ ବସ୍‌ ଡ୍ରାଇଭର, ସ୍କୁଲ…

ଚଳନ୍ତା କାର୍‌ରେ ନିଆଁ

ବଡବିଲ,୩୧।୩(ସ୍ବ.ପ୍ର)- କେନ୍ଦୁଝର ଜିଲା ବଡ଼ବିଲ ଡାକବଙ୍ଗଳା ଛକ ନିକଟରେ ମଙ୍ଗଳବାର ଏକ ଚଳନ୍ତା କାରରେ ନିଆଁ ଲାଗି ଜଳି ଯାଇଥିବାବେଳେ ଚାଳକ ଓ ଅନ୍ୟ ଜଣେ ଅଳ୍ପକେ ବର୍ତ୍ତିଯାଇଛନ୍ତି। ସୂଚନା ଅନୁଯାୟୀ, ରାତି ପ୍ରାୟ ସାଢ଼େ ୯ଟା ବେଳେ ସ୍ଥାନୀୟ ଏକ…

ଦେହରେ କହୁଣୀ ବାଜିବାରୁ ଗଣ୍ଡଗୋଳ: ୧୧ ଗିରଫ

ବାହାନଗା, ୩୦ା୩(ଡି.ଏନ.ଏ.)- ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାହାସପୁରା ପଞ୍ଚାୟତ ଝାଡତା ଗ୍ରାମରେ ଦୋଳ ଯାତ୍ରା ଅବସରରେ ହେଉଥିବା ସାଂସ୍କୃତିକ କାର୍ଯ୍ୟକ୍ରମରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟ ଯୁବକଙ୍କ ଦେହରେ ସେହି ଗ୍ରାମର ଜଣେ ଯୁବକଙ୍କ କହୁଣୀ ବାଜିଯିବାରୁ ଉଭୟଙ୍କ ମଧ୍ୟରେ ଗଣ୍ଡଗୋଳ…

ରସିକିଆ ଅଧ୍ୟାପକଙ୍କୁ ଅଟକ ରଖିଛି ପୋଲିସ

ଭୋଗରାଇ,୩୦।୩(ଡି.ଏନ.ଏ.)- ବାଲେଶ୍ୱର ଜିଲା ଭୋଗରାଇ ଥାନା ଅଧୀନ ଭୋଗରାଇ ମହିଳା ମହାବିଦ୍ୟାଳୟର ଜଣେ ଅଧ୍ୟାପକଙ୍କ ନାମରେ ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି ଯୁକ୍ତ ୨ ଦ୍ୱିତୀୟ ବର୍ଷର ଜଣେ ଛାତ୍ରୀ। ଛାତ୍ରୀଙ୍କୁ ଟ୍ୟୁଶନ ସେଣ୍ଟରରେ ଅସଦାଚରଣ କରିଥିବା ନେଇ ମଙ୍ଗଳବାର ଥାନାରେ ଅଭିଯୋଗ…

ବାରିପଦା ସବୁଠୁ ଉତ୍ତପ୍ତ, ୪୪ ଡିଗ୍ରୀ ଟପିଲା ତାପମାତ୍ରା

ଭୁବନେଶ୍ୱର,୩୦।୩(ବ୍ୟୁରୋ): ଅସହ୍ୟ ହେଲାଣି ଖରା। ମଙ୍ଗଳବାର ରାଜ୍ୟର ୧୬ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିବା ଜଣାପଡ଼ିଛି। ସେଥିରୁ ବାରିପଦା ସବୁଠାରୁ ଉତ୍ତପ୍ତ ସହର ପାଲଟିଛି। ଏଠାରେ ତାପମାତ୍ରା ୪୪.୬ ଡିଗ୍ରୀ ରହିଥିଲା। ଏହାଛଡ଼ା ତାଳଚେରରେ ତାପମାତ୍ରା ୪୨.୭ ଡିଗ୍ରୀ…

ଗର୍ଭବତୀଙ୍କୁ ଚଲାଇଥିଲେ ୩ କିଲୋମିଟର

ବାରିପଦା ଅଫିସ/ଉଦଳା,୩୦ା୩(ଡି.ଏନ.ଏ.)-ହେଲ୍‌ମେଟ ଚେକିଂ ବେଳେ ଜଣେ ଗର୍ଭବତୀଙ୍କ ପ୍ରତି ସମବେଦନା ବଦଳରେ ଦବଙ୍ଗଗିରି ଦେଖାଇବା ମୟୂରଭଞ୍ଜ ଜିଲା ଶରତ ଥାନା ଅଧିକାରିଣୀ ରୀନା ବକ୍ସଲଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଏସ୍‌ପି ପରମାର ସ୍ମିଥ ପୁରୁଷୋତ୍ତମ ଦାସ ତାଙ୍କୁ କାର୍ଯ୍ୟରୁ ନିଲମ୍ବିତ…

ସାପ ବିଷର ବିଦେଶୀ ଲିଙ୍କ୍‌ ଖୋଜୁଛି ବନ ବିଭାଗ

ଭୁବନେଶ୍ବର, ୩୦।୩(ବ୍ୟୁରୋ): ରାଜଧାନୀରେ ସାପ ବିଷ ସ୍ମଗଲିଂ ଘଟଣାରେ କ୍ରାଇମବ୍ରାଞ୍ଚକୁ ଚିଠି ଲେଖିଛନ୍ତି ସିଟି ବନାଞ୍ଚଳ ଅଧିକାରୀ। ଓ୍ବାଇଲ୍ଡଲାଇପ କ୍ରାଇମ କଣ୍ଟ୍ରୋଲ ବ୍ୟରୋକୁ ମଧ୍ୟ ସେ ଚିଠି ଲେଖିଛନ୍ତି। ଅଭିଯୁକ୍ତଙ୍କ ସହ ବିଦେଶୀ ଲିଙ୍କ୍‌ ଖୋଜୁଛି ବନ ବିଭାଗ। ଘଟଣାର କିଙ୍ଗପିନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri