ରାଜ୍ୟ

ଆଜି ଶପଥ ନେବେ ହାଇକୋର୍ଟର ମୁଖ୍ୟ ବିଚାରପତି

ଭୁବନେଶ୍ୱର,୪।୧(ବ୍ୟୁରୋ): ସୋମବାର ଶପଥ ନେବେ ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ ଡକ୍ଟର ଏସ୍‌ ମୁରଲୀଧର। ସକାଳ ୯.୩୦ ମିନିଟରେ ରାଜଭବନରେ ଶପଥ ଗ୍ରହଣ ଉତ୍ସବ ରହିଛି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଶପଥପାଠ କରାଇବେ। ନବ ନିଯୁକ୍ତ…

ଆଜି ଦ୍ୱିତୀୟ ଦିନରେ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

ଭୁବନେଶ୍ୱର,୪।୧(ବ୍ୟୁରୋ): ଦୀର୍ଘମାସର ପ୍ରତୀକ୍ଷା ପରେ ରବିବାର ରାଜ୍ୟର ସମସ୍ତ ମନ୍ଦିର ଖୋଲିଛି। ଭାବ ଓ ଭକ୍ତିମୟ ପରିବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ଭଗବାନ। ଭୁବନେଶ୍ୱରର ପ୍ରସିଦ୍ଧ ଶୈବପୀଠ ଲିଙ୍ଗରାଜ ମନ୍ଦିର, କେନ୍ଦ୍ରାପଡ଼ାର ଆରାଧ୍ୟ ଦେବତା ସିଦ୍ଧ ବଳଦେବଜୀଉଙ୍କ ମନ୍ଦିର, ସମ୍ବଲପୁରର ଅଧିଷ୍ଠାତ୍ରୀ…

ସୁରକ୍ଷା ଖୋଜୁଛି ବାଘମାମୁଁ: ସଂଖ୍ୟା ବୃଦ୍ଧି ଉତ୍ସାହ ଭିତରେ ନୈରାଶ୍ୟ ଆଣିଛି ମୃତ୍ୟୁ

ଭୁବନେଶ୍ୱର,୪।୧(ବ୍ୟୁରୋ): ଆଈମା’ କାହାଣୀ ଶୁଣିବାବେଳେ ପିଲେ ଦୁଷ୍ଟ ହେଲେ ବାଘମାମୁ ଆସିବ କହି ଡରାଯାଏ। ଏବେ ସମୟ ବଦଳି ଯାଇଛି। ବାଘ ଛୁଆଟି କଥା ନ ମାନିଲେ ମଣିଷ ଆସିବ କହି କୋଳେଇ ନେଉଛି ବାଘ ମା’। ବାଘର ସବୁଜ ଘର…

ସଂଖ୍ୟା ବଢ଼ିଲେ ସମ୍ଭବ

ଅନୁଗୋଳ ଅଫିସ, ୪।୧: ୯ ମାସ ପରେ ସାଂସ୍କୃତିକ କାର୍ଯ୍ୟକ୍ରମକୁ ମିଳିଛି ଅନୁମତି। ମାତ୍ର ୨ଶହ ଲୋକଙ୍କ ଉପସ୍ଥିତିରେ ମଞ୍ଚରେ କଳା ପ୍ରଦର୍ଶନ କରାଯାଇପାରିବ ବୋଲି ଜାନୁୟାରୀ ଗାଇଡ୍‌ଲାଇନ୍‌ରେ କୁହାଯାଇଛି। ପ୍ରେକ୍ଷାଳୟ ହେଲେ ସିଟ୍‌ର ୫୦ ପ୍ରତିଶତ ଓ ଯାତ୍ରା ପାଇଁ ଜିଲାପାଳଙ୍କ…

ବନ୍ଦ କୋଠରିରୁ ପ୍ରେମୀଯୁଗଳଙ୍କ ମୃତଦେହ ଉଦ୍ଧାର

ଉମରକୋଟ, ୩।୧: ଉମରକୋଟ ବ୍ଲକ ଅଧୀନ ମୂର୍ତ୍ତୁମା ପଞ୍ଚାୟତ ବଡ଼ଖଡକା ଗାଁରେ ରବିବାର ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ପୋଳିସ ଉଦ୍ଧାର କରିଛି। ମୃତକ ହେଲେ ଉକ୍ତ ଗାଁର ତୁଲେଶ୍ୱର ମାଝି(୩୦) ଓ ପାଖ ଗାଁର ଜଣେ ଯୁବତୀ। ପ୍ରକାଶ ଯେ, ତୁଲେଶ୍ୱର…

ମାହାଙ୍ଗା ଡବଲ ମର୍ଡର ଘଟଣା : ୧୨ ଜଣଙ୍କ ନାଁରେ ମାମଲା

ନିଶ୍ଚିନ୍ତକୋଇଲି/ମାହାଙ୍ଗା, ୩ା୧(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା ନୃତାଙ୍ଗସ୍ଥିତ ଯଁକୁଟି ନିକଟରେ ଭାଜପା ନେତା କୁଳମଣି ବରାଳ(୬୨) ଓ ଦିବ୍ୟସିଂହ ବରାଳ(୭୦)ଙ୍କୁ ଶନିବାର ହତ୍ୟା କରାଯାଇଥିଲା। ରବିବାର ଡବଲ ମର୍ଡର ଘଟଣାର ତନାଘନା ଆରମ୍ଭ ହୋଇଛି। ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍…

ସେଲ୍‌ଫି ନେବାବେଳେ ନଦୀରେ ଖସିପଡ଼ିଲେ ଯୁବତୀ: ଉଦ୍ଧାର କରିବାକୁ ଯାଇ ଯୁବକ ଗୁରୁତର

ସୁନ୍ଦରଗଡ଼/ବାଲିଶଙ୍କରା/ରାଜଗାଙ୍ଗପୁର,୩।୧: ସୁନ୍ଦରଗଡ଼ ଜିଲା ବାଲିଶଙ୍କରା ବ୍ଲକ ଅନ୍ତର୍ଗତ ଇବ୍‌ନଦୀର ଘୋଘର କନାକୁଣ୍ଡ ଘାଟରେ ରବିବାର ଅଘଟଣ ଘଟିଛି। ପିକ୍‌ନିକ୍‌ କରିବାକୁ ଯାଇଥିବା ଜଣେ ଯୁବତୀ ସେଲ୍‌ଫି ନେବାବେଳେ ନଦୀ ଭିତରେ ଖସିପଡ଼ି ନିଖୋଜ ହୋଇଛନ୍ତି। ଯୁବତୀ ଜଣକ ହେଉଛନ୍ତି ରାଜଗାଙ୍ଗପୁର କୁମ୍ଭାରପଡ଼ାର…

ଶିମିଳିପାଳ, କୁଲଡ଼ିହାରେ ପକ୍ଷୀ ଗଣନା: ୫୩ ଟିମ୍‌ ନିୟୋଜିତ

ବାରିପଦା ଅଫିସ/ସଜନାଗଡ଼/ପାଟଣା,୩ା୧: ମୟୂରଭଞ୍ଜ ଜିଲାର ଶିମିଳିପାଳ ଓ ବାଲେଶ୍ୱର ଜିଲାର କୁଲଡ଼ିହା ଅଭୟାରଣ୍ୟରେ ରବିବାର ପକ୍ଷୀଗଣନା ଆରମ୍ଭ ହୋଇଛି। ୨ ଜିଲାର ବିଭିନ୍ନ ସ୍ଥାନ ସମେତ କେନ୍ଦୁଝର ଜିଲାରେ ମଧ୍ୟ ପକ୍ଷୀଗଣନା ଆରମ୍ଭ ହୋଇଛି। ଏହି କାର୍ଯ୍ୟରେ ମୋଟ ୫୩ଟିମ୍‌ ନିୟୋଜିତ…

ନିଖୋଜ ପୂର୍ବତନ କାଉନସିଲରଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ବୌଦ୍ଧ,୩ା୧: ବୌଦ୍ଧ ବିଜ୍ଞାପିତ ଅଞ୍ଚଳ ପରିଷଦର ପୂର୍ବତନ କାଉନସିଲର ଅଗସ୍ତୀ ମହାକୁଡଙ୍କ ମୃତଦେହ ଏକ ବିଲରୁ ରବିବାର ଉଦ୍ଧାର ହୋଇଛି । ତାଙ୍କୁ ହତ୍ୟା କରାଯାଇଥିବା ନେଇ ସନ୍ଦେହ କରାଯାଉଛି । ପୋଲିସ ଜଣଙ୍କୁ ଅଟକ ରଖି ତଦନ୍ତ ଚଳାଇଛି। ମିଳିଥିବା,…

ମା’ଙ୍କ ଦର୍ଶନ ପାଇ ଭାବବିହ୍ବଳ ହେଲେ ଶ୍ରଦ୍ଧାଳୁ

ସମ୍ବଲପୁର,୩।୧(ବ୍ୟୁରୋ): ସମ୍ବଲପୁର ସମଲେଶ୍ୱରୀ ମନ୍ଦିର ନିର୍ଦ୍ଧାରିତ ସମୟ ରବିବାର ଭୋର ୬ଟାରୁ ଦର୍ଶନ ପାଇଁ ଖୋଲାଯାଇଛି। ପ୍ରଥମ ଦିନରେ ପ୍ରାୟ ୧୦ହଜାର ସ୍ଥାନୀୟ ଶ୍ରଦ୍ଧାଳୁ ମା’ଙ୍କ ଦର୍ଶନ କରିଥିବା ମନ୍ଦିର ଟ୍ରଷ୍ଟ ପକ୍ଷରୁ ସୂଚନା ଦିଆଯାଇଛି। ମନ୍ଦିର ମୁଖ୍ୟ ଗେଟ୍‌ ଖୋଲିବା…

୨୧ ବର୍ଷ ପରେ ଜାତୀୟ ପରେଡରେ କମାଲ ଦେଖାଇବ ବଜାଶାଲ ନୃତ୍ୟ

ଭବାନୀପାଟଣା,୩।୧(ଡି.ଏନ.ଏ.): ଘୁମୁରା ନାଚର ୨୧ ବର୍ଷ ପରେ ଆସନ୍ତା ସାଧାରଣତନ୍ତ୍ର ଦିବସରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଜାତୀୟ ପରେଡରେ କଳାହାଣ୍ଡି ଜିଲା ଭବାନୀପାଟଣା ସହର ପ୍ରତିଭା ଅନୁଷ୍ଠାନର ୮୦ ଜଣ କଳାକାର ବଜାଶାଲ ନୃତ୍ୟ ପରିବେଷଣ କରି ନିଜ କମାଲ…

୧୧ରୁ ଖୋଲିବ ମହାବିଦ୍ୟାଳୟ ଏବଂ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର,୩।୧(ବ୍ୟୁରୋ) : ଚଳିତମାସ ୧୧ ତାରିଖରୁ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ଖୋଲିବାକୁ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଆସନ୍ତା ୧୧ରୁ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଲୟ ଖୋଲିବା ସହ ମାର୍ଚ୍ଚ ୧୫ ପର୍ଯ୍ୟନ୍ତ ପାଠପଢ଼ା ଚାଲିବ। ମାର୍ଚ୍ଚ ୩୧…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri