ରାଜ୍ୟ

ରବିବାର ବି ପାଠପଢ଼ା, ଜାଣନ୍ତୁ ଆଉ କ’ଣ ନିୟମ ରହିଛି ଗାଇଡ୍‌ଲାଇନ୍‌ରେ

ଭୁବନେଶ୍ୱର,୨।୧(ବ୍ୟୁରୋ) : କରୋନା କଟକଣା ଯୋଗୁ ରାଜ୍ୟରେ ବନ୍ଦ ହୋଇଥିବା ସ୍କୁଲ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ୮ ତାରିଖରୁ ରାଜ୍ୟରେ ସ୍କୁଲ ଖୋଲିବ। ତେବେ ଏହି ସ୍କୁଲ ଖୋଲିବା ନେଇ ରାଜ୍ୟ ସରକାର ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। କେବଳ…

ମେ’ ୩ରୁ ମାଟ୍ରିକ, ୧୫ରୁ ଯୁକ୍ତଦୁଇ ପରୀକ୍ଷା

ଭୁବନେଶ୍ୱର,୨।୧(ବ୍ୟୁରୋ) : କୋଭିଡ୍‌ କଟକଣା ଯୋଗୁ ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ଥିବା ବେଳେ ଚଳିତମାସ ୮ ତାରିଖରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପାଠପଢ଼ା ଆରମ୍ଭ ହେବ। ତେବେ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ମେ’ ୩ରୁ ଆରମ୍ଭ ହୋଇ ୧୫ରେ ସରିବ।…

୮ରୁ ଖୋଲିବ ସ୍କୁଲ, କଲେଜ

ଭୁବନେଶ୍ୱର,୨ା୧- କୋଭିଡ୍‌ କଟକଣାରେ ରାଜ୍ୟରେ ଖୋଲିବାକୁ ଯାଉଛି ସ୍କୁଲ ଓ କଲେଜ। ଆସନ୍ତା ୮ ତାରିଖରୁ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ଶିକ୍ଷାନୁଷ୍ଠାନ ଖୋଲିବ। ମାଧ୍ୟମିକ ଶିକ୍ଷା ବୋର୍ଡ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ…

ପ୍ରେମ ବ୍ୟାପାର: ଦେହରେ ନିଆଁ ଲଗାଇ ଥାନାରେ ପଶିଗଲେ ଯୁବକ

ପାଲଲହଡ଼ା, ୨।୧(ଡି.ଏନ୍‌.ଏ.): ପ୍ରେମ ବ୍ୟାପାରକୁ ନେଇ ଥାନା ସମ୍ମୁଖରେ ଜଣେ ଯୁବକ ଦେହରେ କିରୋସିନ ଢ଼ାଳି ଆତ୍ମାହୁତି ଉଦ୍ୟମ କରିଛନ୍ତି। ଏଭଳି ଘଟଣା ଘଟିଛି ଅନୁଗୋଳ ଜିଲା ପଲଲହଡ଼ା ଥାନା ଅଞ୍ଚଳରେ। ଏମିତି କାଣ୍ଡ ଘଟାଇଥିବା ଯୁବକ ହେଉଛନ୍ତି ସ୍ଥାନୀୟ ଈଶ୍ୱରନଗର…

୩୧ ପର୍ଯ୍ୟନ୍ତ ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ

ଭୁବନେଶ୍ୱର, ୨।୧(ବ୍ୟୁରୋ) : କୋଭିଡ୍‌-୧୯ କଟକଣା ଯୋଗୁ ରାଜ୍ୟର ସମସ୍ତ ସମନ୍ବିତ ଶିଶୁ ବିକାଶ ଯୋଜନା (ଆଇସିଡିଏସ୍‌) ଅଧୀନରେ ଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। ଏ ନେଇ ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କ ତରଫରୁ ଶୁକ୍ରବାର…

ହସୁଛି ଉଜୁଡ଼ା ଜଙ୍ଗଲ

ନୟାଗଡ଼ ଅଫିସ,୨।୧: ଦିନ ଥିଲା ସେହି ଜଙ୍ଗଲ ଗଛଲତାରେ ପୂରି ରହିଥିଲା । ସୂର୍ଯ୍ୟଙ୍କ କିରଣ ଭୂମିରେ ପଡୁ ନ ଥିଲା । ଆଖପାଖ ଗାଁର ପରିବେଶ ଶୀତଳ ରହୁଥିଲା । ହେଲେ କାଠଚୋରମାନଙ୍କ ଲୋଲୁପ ଦୃଷ୍ଟି ସେହି ଜଙ୍ଗଲ ଉପରେ…

ରାଜ୍ୟରେ ନୂଆ ୨୫୧ କରୋନା ପଜିଟିଭ ଚିହ୍ନଟ, ୪ ଜଣଙ୍କ ଜୀବନଗଲା

ଭୁବନେଶ୍ୱର, ୨।୧(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୨୫୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪ ଜଣ ଆଖି ବୁଜୁଛନ୍ତି। ତେବେ ନୂଆ ପଜିଟିଭଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୦,୧୧୭ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା…

ବରୁଣେଇ ପୀଠରେ ମିଳୁନି ମୌଳିକ ସୁବିଧା: ପାଣି ଟ୍ୟାପ୍‌ ଅଚଳ, ମନ୍ଦିର ପାହାଚ ଫାଟି ଆଁ

ଖୋର୍ଦ୍ଧା ଅଫିସ, ୨ା୧: ଖୋର୍ଦ୍ଧା ଜିଲାର ଅନ୍ୟତମ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ହେଉଛି ବରୁଣେଇ ପୀଠ। ଶୀତଋତୁ ଆସିଗଲେ ଏଠାରେ ପର୍ଯ୍ୟଟକଙ୍କ ଭିଡ଼ ଜମେ। ପର୍ଯ୍ୟଟକମାନେ ମା’ ବରୁଣେଇ ଓ କରୁଣେଇଙ୍କ ଦର୍ଶନ ସହ ପାହାଡ଼ ଉପରେ ବୁଲି ପ୍ରାକୃତିକ ପରିବେଶ ଉପଭୋଗ…

ରାଜଧାନୀରେ ଡବଲ ହେଲ୍‌ମେଟ୍‌ ଚେକିଂ: ୫୦ରୁ ଊର୍ଦ୍ଧ୍ୱ ଅମାନିଆ ଜରିମାନା ଗଣିଲେ

ଭୁବନେଶ୍ୱର,୨।୧(ବ୍ୟୁରୋ): କିଛିଦିନର ନିସ୍ତାର ଓ ସଚେତନତା ପରେ ଜାନୁୟାରୀ ୧ରୁ ଡବଲ ହେଲମେଟ୍‌ ଚେକିଂ ଆରମ୍ଭ ହୋଇଛି। ବାଇକ ଚଲାଇବା ସମୟରେ ଚାଳକ ଓ ପଛରେ ବସିଥିବା ବ୍ୟକ୍ତି ହେଲ୍‌ମେଟ୍‌ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଏନେଇ ଶୁକ୍ରବାର ରାଜଧାନୀର ବିଭିନ୍ନ ସ୍ଥାନରେ…

ମହିଳା କଏଦୀ ବିକିବେ ଖାଦ୍ୟସାମଗ୍ରୀ

ଭୁବନେଶ୍ୱର,୨।୧(ବ୍ୟୁରୋ): ଝାରପଡା ସ୍ବତନ୍ତ୍ର ଜେଲରେ ରହୁଥିବା ବିଚାରାଧୀନ ମହିଳା କଏଦୀମାନେ ବିଭିନ୍ନ ଖାଦ୍ୟସାମଗ୍ରୀ ପ୍ରସ୍ତୁତ କରୁଛନ୍ତି। ପ୍ରାଥମିକ ପର୍ଯ୍ୟାୟରେ ହଳଦୀ, ଅଟା, ବେସନ ଓ ମୁଢ଼ି ଆଦି ସାମଗ୍ରୀ ତିଆରି କରୁଛନ୍ତି। ଏହାର ବିକ୍ରି ନିମନ୍ତେ ଜେଲ ବାହାରେ କାରାଗାର ଶିଳ୍ପ…

ସମ୍ବଲପୁରରେ ଆଇଆଇଏମ୍‌ ସ୍ଥାୟୀ କ୍ୟାମ୍ପସର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ: କହିଲେ ‘ହେବ ଶିକ୍ଷାର ହବ୍‌’

ସମ୍ବଲପୁର,୨।୧ (ବ୍ୟୁରୋ)- ବୁର୍ଲା ନିକଟ ବସନ୍ତପୁରରେ ସମ୍ବଲପୁର ଆଇଆଇଏମ୍‌ର ସ୍ଥାୟୀ କ୍ୟାମ୍ପସ ନିର୍ମାଣର ଶିଳାନ୍ୟାସ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭର୍ଚୁଆଲ ଭାବେ ଯୋଗଦେଇ ଶିଳାନ୍ୟାସ କରିଥିଲେ। ପ୍ରଧାନମନ୍ତ୍ରୀ ପ୍ରଥମେ ପ୍ରଭୁ ଶ୍ରୀ ଜଗନ୍ନାଥ…

ଭାଜପା ନେତା ଜୟନାରାୟଣ ମହାନ୍ତିଙ୍କ ପୁଅଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ: ୧୦ ଫୁଟ୍‌ ତଳକୁ ଖସିଲା ଗାଡ଼ି

ବାଲେଶ୍ୱର ଅଫିସ,୨।୧- ବାଲେଶ୍ୱର ଜିଲା ଜଳେଶ୍ୱରର ପୂର୍ବତନ ବିଧାୟକ ତଥା ଭାଜପା ନେତା ଜୟନାରାୟଣ ମହାନ୍ତିଙ୍କ ପୁଅ ଦିବ୍ୟକାମ ମହାନ୍ତିଙ୍କ କାର୍‌ ଶନିବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ବାଲିଆପାଳ ଥାନା ଅନ୍ତର୍ଗତ ଇଡ୍‌କୋ ଛକ ନିକଟରେ ଶନିବାର ସକାଳେ ହୋଇଥିବା ଏହି ଦୁର୍ଘଟଣାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri