Odisha Elections 2024

ରାଜ୍ୟ

ଭୁବନେଶ୍ୱର-ଝାରସୁଗୁଡା ବିମାନସେବା ଆରମ୍ଭ

ଭୁବନେଶ୍ୱର,୫।୬: ଭୁବନେଶ୍ୱରରୁ ଝାରୁସୁଗୁଡା ଓ ରାୟପୁରକୁ ବିମାନ ସେବା ବୁଧବାରରୁ ଆରମ୍ଭ ହୋଇଛି। ଭୁବନେଶ୍ୱରୁ ପ୍ରଥମ ବିମାନ ଉଡାଣ ଭରି ଝାରସୁଗୁଡାରେ ପହଞ୍ଚିଛି। ପୁଣି ଝାରସୁଗଡାରୁ ଭୂବନେଶ୍ୱରକୁ ଫେରିଥିଲା ଏଟିଆର-୭୨ ବିମାନ। ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରେ ଭୁବନେଶ୍ୱରରୁ ୭୨ଜଣ...

ବିଶ୍ୱ ପରିବେଶ ଦିବସ ଅବସରରେ ସୁଦର୍ଶନଙ୍କ ବାଲୁକା କଳା: ଗଛ ଲଗାଇ ବାୟୁ ପ୍ରଦୂଷଣ ରୋକିବାକୁ ବାର୍ତ୍ତା

ପୁରୀ ଅଫିସ,୫।୬(ବ୍ୟୁରୋ): ଆଜି ବିଶ୍ୱ ପରିବେଶ ଦିବସ। ଜଙ୍ଗଲ ଧ୍ୱଂସ କାରଣରୁ ବିଶ୍ୱତାପନ ଓ ଜଳବାୟୁ ପରିବର୍ତ୍ତନ ଏବେ ମୁଣ୍ଡବିନ୍ଧାର ବିଷୟ ପାଲଟିଲାଣି। ଯଦି ଏହିପରି ଚାଲେ ତେବେ ଋତୁଚକ୍ରରେ ପରିବର୍ତ୍ତନ ଆସିବା ସ୍ବାଭାବିକ। ତେବେ ଚଳିତ ବର୍ଷ ଏହି...

ବିଜେପୁର ଉପନିର୍ବାଚନ: ପ୍ରାର୍ଥୀ ଚୟନକୁ ନେଇ ବଢ଼ୁଛି ଚିନ୍ତା

ଭୁବନେଶ୍ୱର, ୫।୬(ବ୍ୟୁରୋ): ରାଜ୍ୟ ରାଜନୀତିରେ ପୁଣିଥରେ ବିଜେପୁର ଆସନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ଦ୍ୱିତୀୟ ଥର ଲାଗି ପଶ୍ଚିମ ଓଡ଼ିଶା ରାଜନୀତିରେ ବିଜେଡି ଓ ଭାଜପା ମଧ୍ୟରେ ଜୋର୍‌ଦାର ପ୍ରତିଦ୍ୱନ୍ଦ୍ୱିତା ଦେଖିବାକୁ ମିଳିବ। ଗତ ପଞ୍ଚାୟତ ନିର୍ବାଚନରେ ଭାଜପା...

ଏସ୍‌ସିବିରେ ସଫଳ ଅସ୍ତ୍ରୋପଚାର: ମହିଳାଙ୍କ ମଳଦ୍ୱାରରୁ ବାହାରିଲା ବୋତଲ ମୁହଁ

କଟକ ଅଫିସ, ୫।୬:ଚୁଲିରେ ରୋଷେଇ କରୁଥିବା ବେଳେ ଚୁଲି ଭିତରେ ହଠାତ୍‌ ବିସ୍ଫୋରଣ ହୋଇଥିଲା। କୌଣସି ପ୍ରକାରେ ଚୁଲି ଭିତରେ ଏକ କାଚ ବୋତଲ ରହି ଯାଇଥିଲା। ଚୁଲିରେ ଜାଳ ସଂଯୋଗ ପରେ ବୋତଲଟି ଫାଟିଥିଲାା ବୋତଲର ଅଗ୍ରଭାଗ ରୋଷେଇ...

ଅଣନିଃଶ୍ୱାସୀ କରୁଛି ଆବର୍ଜନା ବୋଝ

ପୁରୀ ଅଫିସ, ୫ା୬: ବାତ୍ୟା ‘ଫନୀ’ ପରେ ବିଗିଡ଼ିଛି ପୁରୀ ଜିଲାର ପରିମଳ ବ୍ୟବସ୍ଥା। ଜଳ, ବାୟୁ ପ୍ରଦୂଷଣ ମାତ୍ରା ବୃଦ୍ଧି ପାଇଛି। ଆବର୍ଜନା ବୋଝରେ ଅଣନିଃଶ୍ୱାସୀ ହୋଇପଡ଼ିିଛି ପୁରୀ ସହର। ଏବେ ସହରରୁ ପୂର୍ବାପେକ୍ଷା ଦୈନିକ ୧୦ଗୁଣ ଅଧିକ...

ଜୁଲାଇ ୪ରେ ରଥଯାତ୍ରା: ଅପରାହ୍ନ ୪ଟାରେ ରଥଟଣା

ପୁରୀ ଅଫିସ, ୫ା୬: ଆସନ୍ତା ଜୁଲାଇ ୪ତାରିଖରେ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରା। ଏହାକୁ ସୁରୁଖୁରୁରେ ସମ୍ପନ୍ନ କରିବା ଲାଗି ଚଳିତବର୍ଷ ଶ୍ରୀମନ୍ଦିର ପ୍ରଶାସନ ସଅଳ ନୀତି ନିର୍ଘଣ୍ଟ କରିଛି। ପ୍ରାତଃ ୬ଟାରେ ମଙ୍ଗଳ ଆଳତି କରାଯାଇ ଠାକୁରଙ୍କ ଅନ୍ୟାନ୍ୟ ନୀତି...

ଘାତକ ହେଉଛି ସହରାଞ୍ଚଳ ପ୍ରଦୂଷଣ

ଭୁବନେଶ୍ୱର, ୫ା୬(ବ୍ୟୁରୋ): ବଡ଼ ବଡ଼ ସହରରେ ଏବେ ନିଃଶ୍ୱାସ ପ୍ରଶ୍ୱାସ ନେବା ପ୍ରାଣଘାତକ ହେଲାଣି। ସହରାଞ୍ଚଳରେ ଆଉ ବିଶୁଦ୍ଧ ବାୟୁ ଟିକେ ମିଳିବ ନାହିଁ। ହୁ ହୁ ହୋଇ ବୃଦ୍ଧି ପାଉଥିବା ମୋଟର ଯାନ ବ୍ୟବହାର ଶ୍ୱାସ ରୁନ୍ଧି ଦେଲାଭଳି...

ଆଜି ବିଶ୍ୱ ପରିବେଶ ଦିବସ: ଥୁଣ୍ଟା ରାଜଧାନୀ, ଛାଇ ସ୍ବପ୍ନ

ଭୁବନେଶ୍ୱର,୫ା୬(ବ୍ୟୁରୋ): ମୁର୍ଦ୍ଦାର ପରି ପଡ଼ି ରହିଛି କଟା ଗଣ୍ଡି। ଚାରିଆଡେ ଦେଖିବାକୁ ମିଳୁଛି ଭଙ୍ଗା ଗଛ। ଆକାଶକୁ ଚାହିଁ ରହିଛି ବଞ୍ଚତ୍ୟାଇଥିବା ଗଛର ଖେଣ୍ଟା ଡାଳ। ବାତ୍ୟା ‘ଫନୀ’ ସବୁଜିମାକୁ ଉଜାଡ଼ିଦେବା ପରେ ଏବେ ଥୁଣ୍ଟା ପାଲଟିଯାଇଛି ପୂରା ରାଜଧାନୀ।...

ପ୍ରଦୂଷଣ ବଳୟରେ ଖୋର୍ଦ୍ଧା

ଖୋର୍ଦ୍ଧ ଅଫିସ,୫ା୬: ଶିଳ୍ପ, କ୍ରଶର, ପଥର ଖଣିରେ ବିସ୍ଫୋରଣ, ଯାନବାହନ ଚଳାଚଳ ଯୋଗୁ ଖୋର୍ଦ୍ଧା ପ୍ରଦୂଷଣ ବଳୟରେ ଫସିଯାଉଛି। ସଚେତନତା ଅଭାବ ଓ ବିକାଶ ନଁାରେ ବିନାଶ ଚାଲିଥିବାରୁ କେବଳ ସ୍ଥଳ, ଜଳ ଓ ବାୟୁ ପ୍ରଦୂଷିତ ହେବାରେ ଲାଗିଛି।...

ନଭେମ୍ବର ୧ ପୂର୍ବରୁ ଖୋଲିବ ପ୍ରକୃତି ନିବାସ

ପୁରୀ ଅଫିସ, ୫।୬: ପ୍ରକୃତି ନିବାସ। ବାଲୁଖଣ୍ଡ ଅଭୟାରଣ୍ୟ ଭିତରେ ପର୍ଯ୍ୟଟକଙ୍କୁ ପ୍ରକୃତିର ମଜା ଦେବା ପାଇଁ ବନ ବିଭାଗ ପକ୍ଷରୁ ଏହାର ପରିକଳ୍ପନା କରାଯାଇଥିଲା। ହେଲେ ବାତ୍ୟାରେ ଉଜୁଡ଼ିଯାଇଛି ଏହାର ସବୁଜିମା। ଏହା ପରିସରରେ ଥିବା କଟେଜ୍‌ରୁ ଆଜ୍‌ବେଷ୍ଟସ...

ଓଡ଼ିଶା ବକ୍ସିଂ ଦଳର ଉତ୍ତରାଖଣ୍ଡ ଯାତ୍ରା

ବ୍ରହ୍ମପୁର-ଅଫିସ୍‌,୫ା୬- ଉତ୍ତରାଖଣ୍ଡର ରୁଦ୍ରପୁରରେ ଆସନ୍ତା ୮ରୁ ୧୩ତାରିଖ ପର୍ଯ୍ୟନ୍ତ ତୃତୀୟ ଜାତୀୟ ୟୁଥ୍‌ ପୁରୁଷ ଏବଂ ମହିଳା ବକ୍ସିଂ ଚାମ୍ପିୟନ୍‌ଶିପ୍‌ ଅନୁଷ୍ଠିତ ହେବ। ଏଥିରେ ଭାଗନେବା ପାଇଁ ଓଡ଼ିଶା ଦଳର ଚୟନ ଶିବିର ଗତ ରବିବାର ବ୍ରହ୍ମପୁର ଷ୍ଟାଡିୟମ୍‌ରେ ଆୟୋଜିତ...

ଆଜି ବିଶ୍ୱ ପରିବେଶ ଦିବସ: ବିକାଶ ନାମରେ ନଷ୍ଟ ହେଉଛି ପରିବେଶ

କେନ୍ଦୁଝର, ୫ା୬ (ସ୍ବ.ପ୍ର.)-ଆଜି ବିଶ୍ୱ ପରିବେଶ ଦିବସ। ଏହି ଦିବସକୁ ପାଳନ ପାଇଁ ସରକାରୀ ଓ ବେସରକାରୀ ସ୍ତରରେ ବ୍ୟାପକ ପ୍ରସ୍ତୁତ ଚାଲିିଛି କିନ୍ତୁ କାହାରି ଆନ୍ତରିକତା ଥିବା ମନେ ହେଉନାହିଁ ା କେନ୍ଦୁଝର ଜିଲାର ଜଳବାୟୁ ଓ ଜଳାଭାବକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri