ରାଜ୍ୟ

ଏନ୍‌ଇଇଟି ଓ ଜେଇଇ ପରୀକ୍ଷା ଘୁଞ୍ଚାଇବାକୁ ନବୀନଙ୍କ ଦାବି: କେନ୍ଦ୍ରକୁ ଲେଖିଲେ ଚିଠି

ଭୁବନେଶ୍ୱର, ୨୫।୮(ବ୍ୟୁରୋ): ଏନ୍‌ଇଇଟି ଓ ଜେଇଇ ପରୀକ୍ଷା ଘୁଞ୍ଚାଇବାକୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ପରୀକ୍ଷା ଘୁଞ୍ଚାଇବାକୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କୁ ସେ ଅନୁରୋଧ କରିଛନ୍ତି।...

ଓଡ଼ିଶାରୁ ଦୁଇଜଣ ଶିକ୍ଷକ ପାଇବେ ଜାତୀୟ ପୁରସ୍କାର

ଭୁବନେଶ୍ୱର, ୨୫।୮(ବ୍ୟୁରୋ): ଚଳିତବର୍ଷ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ଓଡ଼ିଶାରୁ ଦୁଇଜଣ ଶିକ୍ଷକ ମନୋନୀତ ହୋଇଛନ୍ତି। ସେମାନେ ହେଲେ ବୌଦ୍ଧ ଜିଲାର ହାଡ଼ଭଙ୍ଗା ଅନ୍ତର୍ଗତ ସରସରାସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ବସନ୍ତ କୁମାର ସାହୁ ଓ ଖୋର୍ଦ୍ଧା...

ବଗଲାକୁ ନେଇ ରାସ୍ତାକୁ ଓହ୍ଲାଇଲା କଂଗ୍ରେସ

ପୂରୀ ଅଫିସ, ୨୫।୮: ବଗଲା ଧର୍ମଶାଳା ଜମି ବିବାଦ ଦିନକୁ ଦିନ ଅଧିକ ତୀବ୍ର ହେଉଛି। ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ବିଭିନ୍ନ ରାଜନୈତିକ ଦଳ ବିରୋଧ କରୁଛନ୍ତି। ୪ ଦିନ ହେଲା ଭାଜପା ପକ୍ଷରୁ ଧର୍ମଶାଳା ସମ୍ମୁଖରେ ଧାରଣା ଦିଆଯାଉଥିବା...

ଖାଦ୍ୟ ଚାହିଦା ପୂରଣ କରିବ ନୂଆ ଚାଷ ପ୍ରଣାଳୀ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ଖାଦ୍ୟ ଚାହିଦା ପୂରଣ କରିବାକୁ ହେଲେ କୃଷିକ୍ଷେତ୍ରରେ ନୂତନ ଚାଷ ପ୍ରଣାଳୀ ଓ ବୈଜ୍ଞାନିକ ଜ୍ଞାନକୌଶଳର ପ୍ରୟୋଗ ଆବଶ୍ୟକ। ସୀମିତ ଚାଷ ଜମିରୁ ଅଧିକ ଖାଦ୍ୟ ସାମଗ୍ରୀ ଉପତ୍ାଦନ ଏବଂ ଓଡ଼ିଶା ପରି ଏକ ପ୍ରାକୃତିକ ବିପର୍ଯ୍ୟୟପ୍ରବଣ ରାଜ୍ୟରେ...

୧୪ ମାସ ପରେ ୫ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୫।୮(ବ୍ୟୁରୋ):,ନୟାପଲୀ ଥାନା ଅନ୍ତର୍ଗତ ସାଲିଆସାହିର ରିଙ୍କୁ ସ୍ବାଇଁ ହତ୍ୟା ଘଟଣାର ୧୪ ମାସ ପରେ ପୋଲିସ ୫ ଅଭିଯୁକ୍ତଙ୍କୁ ବାଲେଶ୍ୱର ଓ ଖୋର୍ଦ୍ଧାରୁ ଗିରଫ କରିଛି। ସେମାନେ ହେଲେ କଟକ ବାଙ୍କୀର ସୌମ୍ୟରଞ୍ଜନ ମହାପାତ୍ର(୨୩), ଗଞ୍ଜାମ ଦିଗପହଣ୍ଡି ଅଞ୍ଚଳର ବଳରାମ...

ପୁଣି ଘାରିଲା ଦାଦାବଟି ଡର

କଟକ ଅଫିସ,୨୫।୮: କଟକ ସହରର ବ୍ୟବସାୟୀଙ୍କୁ ଏବେ ପୁଣି ଘାରିଛି ଦାଦାବଟି ଡର। ଗତ କିଛି ଦିନ ଭିତରେ ଦାଦାବଟି ଆଦାୟ ନେଇ ଅଭିଯୋଗର ତାଲିକା ବଢ଼ିବାରେ ଲାଗିଛି। ସୋମବାର ସମାନ ଅଭିଯୋଗରେ ବାଦାମବାଡ଼ି ଥାନା ପୋଲିସ ୩ ଜଣଙ୍କୁ...

ଏସ୍‌ଆଇଙ୍କ ବିରୋଧରେ ମହିଳାଙ୍କ ବଳାତ୍କାର ଅଭିଯୋଗ

ଭୁବନେଶ୍ୱର,୨୫।୮(ବ୍ୟୁରୋ): କନ୍ଧମାଳ ଜିଲାରେ କାର୍ଯ୍ୟରତ ଜଣେ ମହିଳା ଏସ୍‌ଆଇ ବଳାତ୍କାରର ଶିକାର ହୋଇଛନ୍ତି। ଏନେଇ ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ କାର୍ଯ୍ୟରତ ଜଣେ ଏସ୍‌ଆଇଙ୍କ ବିରୋଧରେ ଥାନାରେ ଅଭିଯୋଗ କରିଛନ୍ତି। ହେଲେ ନ୍ୟାୟ ନ ମିଳିବାରୁ ପୀଡିତା ଜଣକ ସୋମବାର...

ଡିଏସ୍‌ପି ସ୍ତରରେ ଅଦଳବଦଳ

କଟକ ଅଫିସ,୨୫।୮: ଓଡ଼ିଶା ପୋଲିସର ଡିଏସ୍‌ପି ସ୍ତରରେ ସୋମବାର ବଡ଼ ଧରଣର ଅଦଳବଦଳ ହୋଇଛି। ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀ (ବିପିଏସ୍‌ପିଏ)ରେ ତାଲିମ୍‌ ପରେ ୮ଜଣ କ୍ୟାଡେଟ୍‌ ଡିଏସ୍‌ପିଙ୍କୁ ଓଡ଼ିଶାର ବିଭିନ୍ନ ସ୍ଥାନରେ ନିଯୁକ୍ତି ଦିଆଯାଇଛି। ସଞ୍ଜୟ ମହାପାତ୍ରଙ୍କୁ...

ଓଏଚ୍‌ଆର୍‌ସି: ପୂର୍ଣ୍ଣ ସଦସ୍ୟ ଥାଇ ମାମଲା ବଢୁଛି

ଭୁବନେଶ୍ୱର,୨୫।୮(ବ୍ୟୁରୋ): ପୋଲିସ, ପ୍ରଶାସନଠାରୁ ନ୍ୟାୟ ନ ମିଳିଲେ ସାଧାରଣ ଲୋକେ ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି)ଙ୍କ ଦ୍ୱାରସ୍ଥ ହୋଇଥାନ୍ତି। କମିଶନଙ୍କ ଉପରେ ଭରସା ଥିବାରୁ ମାମଲା ସଂଖ୍ୟା ବଢ଼ିବାରେ ଲାଗିଛି। ହେଲେ ତ୍ୱରିତ ଫଇସଲା ହୋଇପାରୁ ନ ଥିବାରୁ ଗଦାଗଦା...

ଚାଷୀଙ୍କୁ ଆବଶ୍ୟକ ସାର ଦେବାକୁ କଂଗ୍ରେସର ଦାବି

ଭୁବନେଶ୍ୱର,୨୫।୮(ବ୍ୟୁରୋ): ସାରା ରାଜ୍ୟରେ ଅନୁକୂଳ ପାଣିପାଗ ଥିବା ଯୋଗୁ ଚାଷ ପାଇଁ ୟୁରିଆସାରର ଯଥେଷ୍ଟ ଚାହିଦା ରହିଛି। କିନ୍ତୁ ସରକାରଙ୍କ ପକ୍ଷରୁ ୟୁରିଆ ଯୋଗାଣ କ୍ଷେତ୍ରରେ ବିଳମ୍ବ ଯୋଗୁ ଚଳିତ ଖରିଫ୍‌ ଚାଷ ବାଧାପ୍ରାପ୍ତ ହେଉଛିି। ଚାଷୀମାନେ ସାର ପାଇଁ...

ବିଦ୍ୟାଶ୍ରୀଙ୍କ ସମେତ ୪ଜଣଙ୍କ ଲାଏ ଡିଟେକ୍ସନ ହେବ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ଦାସ ମୃତ୍ୟୁ ମାମଲାରେ କ୍ରାଇମ୍‌ବ୍ରାଞ୍ଚ ତଦନ୍ତକୁ ଦେଢ ମାସରୁ ଊର୍ଦ୍ଧ୍ୱ ବିତିଛି। ହେଲେ ଜିଆର୍‌ପି ଭଳି କ୍ରାଇମବ୍ରାଞ୍ଚ କିଛି ବି ସୁରାକ ପାଇପାରୁନି। ଆଦିତ୍ୟଙ୍କ ସ୍ତ୍ରୀ ବିଦ୍ୟାଶ୍ରୀ,ସହଯୋଗୀ ବିକାଶ, ପପୁ ଓ ପ୍ରୀତମ୍‌ଙ୍କୁ ପଚରାଉଚରାବେଳେ ପରସ୍ପର ଉପରେ...

କମୁଛି ଗଞ୍ଜାମରେ, ବଢ଼ୁଛି ଖୋର୍ଦ୍ଧାରେ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ଏକ ପ୍ରକାର ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମ୍‌ ରହୁଥିବା ବେଳେ ବର୍ତ୍ତମାନ ଚିନ୍ତା ବଢ଼ାଇଛି ଖୋର୍ଦ୍ଧା ଜିଲା। ମଙ୍ଗଳବାର ରାଜ୍ୟରେ ୩୦ ଜିଲାରୁ ୨୭୫୨ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ୪୨୩ ଖୋର୍ଦ୍ଧା ଜିଲାରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri