Odisha Elections 2024

ରାଜ୍ୟ

ନଭେମ୍ବର ୧ ପୂର୍ବରୁ ଖୋଲିବ ପ୍ରକୃତି ନିବାସ

ପୁରୀ ଅଫିସ, ୫।୬: ପ୍ରକୃତି ନିବାସ। ବାଲୁଖଣ୍ଡ ଅଭୟାରଣ୍ୟ ଭିତରେ ପର୍ଯ୍ୟଟକଙ୍କୁ ପ୍ରକୃତିର ମଜା ଦେବା ପାଇଁ ବନ ବିଭାଗ ପକ୍ଷରୁ ଏହାର ପରିକଳ୍ପନା କରାଯାଇଥିଲା। ହେଲେ ବାତ୍ୟାରେ ଉଜୁଡ଼ିଯାଇଛି ଏହାର ସବୁଜିମା। ଏହା ପରିସରରେ ଥିବା କଟେଜ୍‌ରୁ ଆଜ୍‌ବେଷ୍ଟସ...

ଓଡ଼ିଶା ବକ୍ସିଂ ଦଳର ଉତ୍ତରାଖଣ୍ଡ ଯାତ୍ରା

ବ୍ରହ୍ମପୁର-ଅଫିସ୍‌,୫ା୬- ଉତ୍ତରାଖଣ୍ଡର ରୁଦ୍ରପୁରରେ ଆସନ୍ତା ୮ରୁ ୧୩ତାରିଖ ପର୍ଯ୍ୟନ୍ତ ତୃତୀୟ ଜାତୀୟ ୟୁଥ୍‌ ପୁରୁଷ ଏବଂ ମହିଳା ବକ୍ସିଂ ଚାମ୍ପିୟନ୍‌ଶିପ୍‌ ଅନୁଷ୍ଠିତ ହେବ। ଏଥିରେ ଭାଗନେବା ପାଇଁ ଓଡ଼ିଶା ଦଳର ଚୟନ ଶିବିର ଗତ ରବିବାର ବ୍ରହ୍ମପୁର ଷ୍ଟାଡିୟମ୍‌ରେ ଆୟୋଜିତ...

ଆଜି ବିଶ୍ୱ ପରିବେଶ ଦିବସ: ବିକାଶ ନାମରେ ନଷ୍ଟ ହେଉଛି ପରିବେଶ

କେନ୍ଦୁଝର, ୫ା୬ (ସ୍ବ.ପ୍ର.)-ଆଜି ବିଶ୍ୱ ପରିବେଶ ଦିବସ। ଏହି ଦିବସକୁ ପାଳନ ପାଇଁ ସରକାରୀ ଓ ବେସରକାରୀ ସ୍ତରରେ ବ୍ୟାପକ ପ୍ରସ୍ତୁତ ଚାଲିିଛି କିନ୍ତୁ କାହାରି ଆନ୍ତରିକତା ଥିବା ମନେ ହେଉନାହିଁ ା କେନ୍ଦୁଝର ଜିଲାର ଜଳବାୟୁ ଓ ଜଳାଭାବକୁ...

ବ୍ରହ୍ମୋସ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ, ୪।୬-ବାଲେଶ୍ୱର ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର୍‌)ର ୩ ନମ୍ବର ଲଞ୍ଚ ପ୍ୟାଡ୍‌ରୁ ମଙ୍ଗଳବାର ପୂର୍ବାହ୍ନ ୧୦ଟା ୩୦ମିନିଟ ସୁପରସୋନିକ କ୍ରୁଜ କ୍ଷେପଣାସ୍ତ୍ର ବ୍ରହ୍ମୋସ୍‌ର ବ୍ୟବହାରିକ ପରୀକ୍ଷଣ କରାଯାଇଥିଲା। ଏହି ପରୀକ୍ଷଣ ସଫଳ ହୋଇଥିବା ଆଇଟିଆର ପକ୍ଷରୁ...

ସମିଆଁ ପଞ୍ଚାୟତର ନାବାଳିକା ଅପହରଣ ଘଟଣା: ଅପହରଣକାରୀଙ୍କୁ ଗିରଫ ଦାବିରେ ଧାରଣା

ଛତିଆ,୪ା୬(ଡି.ଏନ.ଏ.)- ବୈରୀ ଥାନା ଅନ୍ତର୍ଗତ ସମିଆଁ ପଞ୍ଚାୟତର ନାବାଳିକା ଅପହରଣ ଘଟଣାକୁ ଦୁଇ ମାସ ବିତିଯାଇଥିଲେ ମଧ୍ୟ ଅଦ୍ୟାବଧି ପୋଲିସ ଅପହରଣକାରୀଙ୍କୁ ଗିରଫ କରିବାରେ ସଫଳ ହୋଇନାହିଁ। ତେବେ ତୁରନ୍ତ ଅପହରଣକାରୀଙ୍କୁ ଗିରଫ ଓ ତଦନ୍ତ ଅଧିକାରୀଙ୍କୁ ପରିବର୍ତ୍ତନ ଦାବିରେ...

ପ୍ରତି ମାସ ୭ ତାରିଖରେ ମନ୍ତ୍ରୀମାନେ ଦେବେ ରିପୋର୍ଟ

ଭୁବନେଶ୍ୱର,୪।୬(ବ୍ୟୁରୋ): ଏଣିକି ମନ୍ତ୍ରୀମାନେ ପ୍ରତି ମାସ ୭ ତାରିଖ ପୂର୍ବରୁ ଦଳୀୟ ଇସ୍ତାହାରର ପ୍ରସ୍ତାବଗୁଡ଼ିକୁ ସରକାରଙ୍କ ପ୍ରମୁଖ କାର୍ଯ୍ୟକ୍ରମ ଭାବେ କାର୍ଯ୍ୟକାରୀ କରିବା ଦିଗରେ ନେଇଥିବା ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ରିପୋର୍ଟ ଦେବେ। ଆଗାମୀ ଜୁଲାଇ ୭...

ଆଇଏମ୍‌ଡି ନୂତନ ମହାନିର୍ଦ୍ଦେଶକ ହେଲେ ଓଡ଼ିଆ ପାଣିପାଗ ବିଜ୍ଞାନୀ ମୃତ୍ୟୁଞ୍ଜୟ ମହାପାତ୍ର

ଭୁବନେଶ୍ୱର,୪।୬(ବ୍ୟୁରୋ): ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି)ର ନୂତନ ମହାନିର୍ଦ୍ଦେଶକ ଭାବେ ମଙ୍ଗଳବାର ଓଡ଼ିଆ ପାଣିପାଗ ବିଜ୍ଞାନୀ ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ନିଯୁକ୍ତି ମିଳିଛି। ସେ ଅଗଷ୍ଟ ପହିଲାରୁ ଏହି ଦାୟିତ୍ୱ ତୁଲାଇବେ। ଏବେ ସେ ଆଇଏମ୍‌ଡିର ଏଡିଜି ଭାବେ କାର୍ଯ୍ୟ କରୁଛନ୍ତି। ମୃତ୍ୟୁଞ୍ଜୟ...

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ‘ଆୟୁଷ୍ମାନ୍‌ ଭାରତ’ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଆଲୋଚନା

ଭୁବନେଶ୍ୱର, ୪।୬(ବ୍ୟୁରୋ): ରାଜ୍ୟରେ କେନ୍ଦ୍ର ସରକାରଙ୍କ ‘ଆୟୁଷ୍ମାନ୍‌ ଭାରତ’ ଯୋଜନା କାର୍ଯ୍ୟକାରୀ କରିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏ ନେଇ ମଙ୍ଗଳବାର ସଚିବାଳୟରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଆୟୁଷ୍ମାନ୍‌ ଭାରତ ଯୋଜନାର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଇନ୍ଦୁଭୂଷଣଙ୍କ...

ପହଁରା ଶିଖିବାକୁ ଯାଇଥିଲେ: ବାତ ଯୋଗୁ ସୁଇମିଂ ପୁଲ୍‌ରେ ଯୁବକଙ୍କ ଜୀବନ କଲା

ଭୁବନେଶ୍ୱର, ୪।୬(ବ୍ୟୁରୋ): ଭୁବନେଶ୍ୱର କ୍ଲବ୍‌ ସୁଇମିଂପୁଲ୍‌ରେ ବୁଡ଼ି ମଙ୍ଗଳବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଡୁମ୍‌ଡ଼ୁମା ଅଞ୍ଚଳର ଦୀପକ ସାହୁ(୧୮)। ପ୍ରକାଶ ଯେ, ଦୀପକ ଡୁମ୍‌ଡୁମା ଅଞ୍ଚଳର ଏକ ଘରୋଇ କଲେଜର ଯୁକ୍ତ ୨ ଛାତ୍ର ଥିଲେ।...

ତାତି କମିଲା: ରାଜ୍ୟରେ ପ୍ରାକ୍‌ ମୌସୁମୀ ବର୍ଷା ଆରମ୍ଭ

ଭୁବନେଶ୍ୱର,୪।୬(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମପ୍ରବାହ ହ୍ରାସ ପାଇଛି। ତାପମାତ୍ରା ୪୦ ଡିଗ୍ରୀ ତଳକୁ ଖସିଯାଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍‌ ମୌସୁମୀଜନିତ ବର୍ଷା ଲାଗିରହିଛି। ଆସନ୍ତା ୭ ତାରିଖ ଯାଏ ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।...

ମଣ୍ଡିରୁ ଉଠୁନି ଧାନ, ଚାଷୀଙ୍କ ଧାରଣା

ସରଣ୍ଡା,୪।୬(ଡି.ଏନ୍‌.ଏ.): ବରଗଡ଼ ଜିଲାରେ ରବିଋତୁ ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ପୂରିବାକୁ ବସିଲାଣି। ହେଲେ ଧାନ କିଣାବିକାରେ ସୁଧାର ଆସୁନାହିଁ। ମଣ୍ଡିକୁ ଧାନ ଆସୁଛି, ମାତ୍ର ତାହା ଠିକ୍‌ ଭାବେ ଉଠୁ ନାହିଁ। ବିକ୍ରି ହୋଇ ନ ପାରି ବହୁପରିମାଣର...

ବୈଠକକୁ ଆସିଲେନି ବିଦ୍ୟୁତ୍‌ ବିଭାଗ ଅଧିକାରୀ: କାରଣ ଦର୍ଶାଅ ନୋଟିସ ନିର୍ଦ୍ଦେଶ ଦେଲେ ଜିଲାପାଳ

ବାରିପଦା ଅଫିସ,୪।୬: ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ଆସନ୍ତା ଜୁଲାଇ ୫ ଓ ୬ ଦୁଇଦିନ ଧରି ଅନୁଷ୍ଠିତ ହେବାକୁ ଥିବା ରଥଯାତ୍ରା ପାଇଁ ଜିଲା ପ୍ରଶାସନ ଓ ଦେବୋତ୍ତର ବିଭାଗ ପକ୍ଷରୁ ମଙ୍ଗଳବାର ଡିଆର୍‌ଡିଏ ସମ୍ମିଳନୀ କକ୍ଷରେ ପ୍ରସ୍ତୁତି ବୈଠକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri