Odisha Elections 2024

ରାଜ୍ୟ

ଜୁଲାଇ ୪ରେ ରଥଯାତ୍ରା: ଅପରାହ୍ନ ୪ଟାରେ ରଥଟଣା

ପୁରୀ ଅଫିସ, ୫ା୬: ଆସନ୍ତା ଜୁଲାଇ ୪ତାରିଖରେ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରା। ଏହାକୁ ସୁରୁଖୁରୁରେ ସମ୍ପନ୍ନ କରିବା ଲାଗି ଚଳିତବର୍ଷ ଶ୍ରୀମନ୍ଦିର ପ୍ରଶାସନ ସଅଳ ନୀତି ନିର୍ଘଣ୍ଟ କରିଛି। ପ୍ରାତଃ ୬ଟାରେ ମଙ୍ଗଳ ଆଳତି କରାଯାଇ ଠାକୁରଙ୍କ ଅନ୍ୟାନ୍ୟ ନୀତି...

ଘାତକ ହେଉଛି ସହରାଞ୍ଚଳ ପ୍ରଦୂଷଣ

ଭୁବନେଶ୍ୱର, ୫ା୬(ବ୍ୟୁରୋ): ବଡ଼ ବଡ଼ ସହରରେ ଏବେ ନିଃଶ୍ୱାସ ପ୍ରଶ୍ୱାସ ନେବା ପ୍ରାଣଘାତକ ହେଲାଣି। ସହରାଞ୍ଚଳରେ ଆଉ ବିଶୁଦ୍ଧ ବାୟୁ ଟିକେ ମିଳିବ ନାହିଁ। ହୁ ହୁ ହୋଇ ବୃଦ୍ଧି ପାଉଥିବା ମୋଟର ଯାନ ବ୍ୟବହାର ଶ୍ୱାସ ରୁନ୍ଧି ଦେଲାଭଳି...

ଆଜି ବିଶ୍ୱ ପରିବେଶ ଦିବସ: ଥୁଣ୍ଟା ରାଜଧାନୀ, ଛାଇ ସ୍ବପ୍ନ

ଭୁବନେଶ୍ୱର,୫ା୬(ବ୍ୟୁରୋ): ମୁର୍ଦ୍ଦାର ପରି ପଡ଼ି ରହିଛି କଟା ଗଣ୍ଡି। ଚାରିଆଡେ ଦେଖିବାକୁ ମିଳୁଛି ଭଙ୍ଗା ଗଛ। ଆକାଶକୁ ଚାହିଁ ରହିଛି ବଞ୍ଚତ୍ୟାଇଥିବା ଗଛର ଖେଣ୍ଟା ଡାଳ। ବାତ୍ୟା ‘ଫନୀ’ ସବୁଜିମାକୁ ଉଜାଡ଼ିଦେବା ପରେ ଏବେ ଥୁଣ୍ଟା ପାଲଟିଯାଇଛି ପୂରା ରାଜଧାନୀ।...

ପ୍ରଦୂଷଣ ବଳୟରେ ଖୋର୍ଦ୍ଧା

ଖୋର୍ଦ୍ଧ ଅଫିସ,୫ା୬: ଶିଳ୍ପ, କ୍ରଶର, ପଥର ଖଣିରେ ବିସ୍ଫୋରଣ, ଯାନବାହନ ଚଳାଚଳ ଯୋଗୁ ଖୋର୍ଦ୍ଧା ପ୍ରଦୂଷଣ ବଳୟରେ ଫସିଯାଉଛି। ସଚେତନତା ଅଭାବ ଓ ବିକାଶ ନଁାରେ ବିନାଶ ଚାଲିଥିବାରୁ କେବଳ ସ୍ଥଳ, ଜଳ ଓ ବାୟୁ ପ୍ରଦୂଷିତ ହେବାରେ ଲାଗିଛି।...

ନଭେମ୍ବର ୧ ପୂର୍ବରୁ ଖୋଲିବ ପ୍ରକୃତି ନିବାସ

ପୁରୀ ଅଫିସ, ୫।୬: ପ୍ରକୃତି ନିବାସ। ବାଲୁଖଣ୍ଡ ଅଭୟାରଣ୍ୟ ଭିତରେ ପର୍ଯ୍ୟଟକଙ୍କୁ ପ୍ରକୃତିର ମଜା ଦେବା ପାଇଁ ବନ ବିଭାଗ ପକ୍ଷରୁ ଏହାର ପରିକଳ୍ପନା କରାଯାଇଥିଲା। ହେଲେ ବାତ୍ୟାରେ ଉଜୁଡ଼ିଯାଇଛି ଏହାର ସବୁଜିମା। ଏହା ପରିସରରେ ଥିବା କଟେଜ୍‌ରୁ ଆଜ୍‌ବେଷ୍ଟସ...

ଓଡ଼ିଶା ବକ୍ସିଂ ଦଳର ଉତ୍ତରାଖଣ୍ଡ ଯାତ୍ରା

ବ୍ରହ୍ମପୁର-ଅଫିସ୍‌,୫ା୬- ଉତ୍ତରାଖଣ୍ଡର ରୁଦ୍ରପୁରରେ ଆସନ୍ତା ୮ରୁ ୧୩ତାରିଖ ପର୍ଯ୍ୟନ୍ତ ତୃତୀୟ ଜାତୀୟ ୟୁଥ୍‌ ପୁରୁଷ ଏବଂ ମହିଳା ବକ୍ସିଂ ଚାମ୍ପିୟନ୍‌ଶିପ୍‌ ଅନୁଷ୍ଠିତ ହେବ। ଏଥିରେ ଭାଗନେବା ପାଇଁ ଓଡ଼ିଶା ଦଳର ଚୟନ ଶିବିର ଗତ ରବିବାର ବ୍ରହ୍ମପୁର ଷ୍ଟାଡିୟମ୍‌ରେ ଆୟୋଜିତ...

ଆଜି ବିଶ୍ୱ ପରିବେଶ ଦିବସ: ବିକାଶ ନାମରେ ନଷ୍ଟ ହେଉଛି ପରିବେଶ

କେନ୍ଦୁଝର, ୫ା୬ (ସ୍ବ.ପ୍ର.)-ଆଜି ବିଶ୍ୱ ପରିବେଶ ଦିବସ। ଏହି ଦିବସକୁ ପାଳନ ପାଇଁ ସରକାରୀ ଓ ବେସରକାରୀ ସ୍ତରରେ ବ୍ୟାପକ ପ୍ରସ୍ତୁତ ଚାଲିିଛି କିନ୍ତୁ କାହାରି ଆନ୍ତରିକତା ଥିବା ମନେ ହେଉନାହିଁ ା କେନ୍ଦୁଝର ଜିଲାର ଜଳବାୟୁ ଓ ଜଳାଭାବକୁ...

ବ୍ରହ୍ମୋସ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ, ୪।୬-ବାଲେଶ୍ୱର ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର୍‌)ର ୩ ନମ୍ବର ଲଞ୍ଚ ପ୍ୟାଡ୍‌ରୁ ମଙ୍ଗଳବାର ପୂର୍ବାହ୍ନ ୧୦ଟା ୩୦ମିନିଟ ସୁପରସୋନିକ କ୍ରୁଜ କ୍ଷେପଣାସ୍ତ୍ର ବ୍ରହ୍ମୋସ୍‌ର ବ୍ୟବହାରିକ ପରୀକ୍ଷଣ କରାଯାଇଥିଲା। ଏହି ପରୀକ୍ଷଣ ସଫଳ ହୋଇଥିବା ଆଇଟିଆର ପକ୍ଷରୁ...

ସମିଆଁ ପଞ୍ଚାୟତର ନାବାଳିକା ଅପହରଣ ଘଟଣା: ଅପହରଣକାରୀଙ୍କୁ ଗିରଫ ଦାବିରେ ଧାରଣା

ଛତିଆ,୪ା୬(ଡି.ଏନ.ଏ.)- ବୈରୀ ଥାନା ଅନ୍ତର୍ଗତ ସମିଆଁ ପଞ୍ଚାୟତର ନାବାଳିକା ଅପହରଣ ଘଟଣାକୁ ଦୁଇ ମାସ ବିତିଯାଇଥିଲେ ମଧ୍ୟ ଅଦ୍ୟାବଧି ପୋଲିସ ଅପହରଣକାରୀଙ୍କୁ ଗିରଫ କରିବାରେ ସଫଳ ହୋଇନାହିଁ। ତେବେ ତୁରନ୍ତ ଅପହରଣକାରୀଙ୍କୁ ଗିରଫ ଓ ତଦନ୍ତ ଅଧିକାରୀଙ୍କୁ ପରିବର୍ତ୍ତନ ଦାବିରେ...

ପ୍ରତି ମାସ ୭ ତାରିଖରେ ମନ୍ତ୍ରୀମାନେ ଦେବେ ରିପୋର୍ଟ

ଭୁବନେଶ୍ୱର,୪।୬(ବ୍ୟୁରୋ): ଏଣିକି ମନ୍ତ୍ରୀମାନେ ପ୍ରତି ମାସ ୭ ତାରିଖ ପୂର୍ବରୁ ଦଳୀୟ ଇସ୍ତାହାରର ପ୍ରସ୍ତାବଗୁଡ଼ିକୁ ସରକାରଙ୍କ ପ୍ରମୁଖ କାର୍ଯ୍ୟକ୍ରମ ଭାବେ କାର୍ଯ୍ୟକାରୀ କରିବା ଦିଗରେ ନେଇଥିବା ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ରିପୋର୍ଟ ଦେବେ। ଆଗାମୀ ଜୁଲାଇ ୭...

ଆଇଏମ୍‌ଡି ନୂତନ ମହାନିର୍ଦ୍ଦେଶକ ହେଲେ ଓଡ଼ିଆ ପାଣିପାଗ ବିଜ୍ଞାନୀ ମୃତ୍ୟୁଞ୍ଜୟ ମହାପାତ୍ର

ଭୁବନେଶ୍ୱର,୪।୬(ବ୍ୟୁରୋ): ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି)ର ନୂତନ ମହାନିର୍ଦ୍ଦେଶକ ଭାବେ ମଙ୍ଗଳବାର ଓଡ଼ିଆ ପାଣିପାଗ ବିଜ୍ଞାନୀ ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ନିଯୁକ୍ତି ମିଳିଛି। ସେ ଅଗଷ୍ଟ ପହିଲାରୁ ଏହି ଦାୟିତ୍ୱ ତୁଲାଇବେ। ଏବେ ସେ ଆଇଏମ୍‌ଡିର ଏଡିଜି ଭାବେ କାର୍ଯ୍ୟ କରୁଛନ୍ତି। ମୃତ୍ୟୁଞ୍ଜୟ...

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ‘ଆୟୁଷ୍ମାନ୍‌ ଭାରତ’ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଆଲୋଚନା

ଭୁବନେଶ୍ୱର, ୪।୬(ବ୍ୟୁରୋ): ରାଜ୍ୟରେ କେନ୍ଦ୍ର ସରକାରଙ୍କ ‘ଆୟୁଷ୍ମାନ୍‌ ଭାରତ’ ଯୋଜନା କାର୍ଯ୍ୟକାରୀ କରିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏ ନେଇ ମଙ୍ଗଳବାର ସଚିବାଳୟରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଆୟୁଷ୍ମାନ୍‌ ଭାରତ ଯୋଜନାର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଇନ୍ଦୁଭୂଷଣଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri