ରାଜ୍ୟରେ ୪୮୫୩ ସୁନା ଦୋକାନ
ଭୁବନେଶ୍ୱର,୨୫ା୩(ବ୍ୟୁରୋ):ରାଜ୍ୟରେ ମୋଟ ୪୮୫୩ ସୁନା ଦୋକାନ ଅଛି। ସେମାନଙ୍କ ମଧ୍ୟରୁ ୨୦୧୮-୧୯ରେ ୨୭୬ ଦୋକାନରେ ଚଢ଼ାଉ କରାଯାଇ ୬ ଲକ୍ଷ ୬ ହଜାର ୭୫୦ ଟଙ୍କା ଜରିମାନା ଆଦାୟ କରାଯାଇଥିବା ବେଳେ ୨୦୧୯-୨୦ରେ ୪୦୦ ସୁନା ଦୋକାନ ଉପରେ ଚଢ଼ାଉ କରାଯାଇ…
ଧାରଣାରେ ବସିଲେ ତାରା
ଭୁବନେଶ୍ୱର,୨୫ା୩(ବ୍ୟୁରୋ): ରାଜ୍ୟରେ ଖାଇବା ତେଲ, ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ୍ ସବୁ ମହଙ୍ଗା। ସୋରିଷ ତେଲ ଦୁଇମାସ ତଳେ ୭୦ଟଙ୍କା ଥିଲା। ଏବେ ୧୮୦ଟଙ୍କା ହୋଇଗଲାଣି। ସାଧାରଣ ଲୋକ ତ୍ରାହି ତାହି ଡାକିଲେଣି। ତେଲ ଦର ବୃଦ୍ଧିକୁ ନେଇ କଂଗ୍ରେସ ବିଧାନସଭାରେ…
ଚାନ୍ଦବାଲିବାସୀଙ୍କ ପାଇଁ କହିବାକୁ କେହି ରୋକିପାରିବେ ନାହିଁ: ବ୍ୟୋମକେଶ
ଭୁବନେଶ୍ୱର,୨୫ା୩(ବ୍ୟୁରୋ) :ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ ଭଦ୍ରକ ଜିଲା ବାଁଶଡ଼ା ଥାନାର ଜଣେ ଆସିଷ୍ଟାଣ୍ଟ ସବ୍ଇନ୍ସପେକ୍ଟର(ଏଏସଆଇ)ଙ୍କୁ ଫୋନରେ ଧମକ ଦେବା ପ୍ରସଙ୍ଗକୁ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ବିଧାନସଭାରେ ଉଠାଇଛନ୍ତି। ବୁଧବାର ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ ସେ କହିଛନ୍ତି,…
ବିଧାନସଭାରେ ମାଣ୍ଡିଆ ଖାଇବେ ବିଧାୟକ
ଭୁବନେଶ୍ୱର,୨୫ା୩(ବ୍ୟୁରୋ):ବିଧାୟକମାନେ ବିଧାନସଭାରେ ମାଣ୍ଡିଆ ପ୍ରସ୍ତୁତ ଖାଦ୍ୟ ଖାଇବେ। ଖୋଦ୍ କୃଷି ମନ୍ତ୍ରୀ ବିଧାୟକମାନଙ୍କୁ ମାଣ୍ଡିଆ ପ୍ରସ୍ତୁତ ଖାଦ୍ୟ ଖୁଆଇବେ। ମାଣ୍ଡିଆ ସ୍ବାସ୍ଥ୍ୟ ପାଇଁ ଭଲ। ସକାଳେ ଖାଇଲେ ଏହାର ଉପକାର ମିଳିଥାଏ। ବାଚସ୍ପତି ଯଦି ଅନୁମତି ଦେବେ ତେବେ ବିଧାୟକମାନଙ୍କୁ ବିଧାନସଭାରେ…
ନିଖୋଜ ଛାତ୍ରଙ୍କ ମୃତଦେହ ହୋଟେଲରୁ ମିଳିଲା
ଭୁବନେଶ୍ୱର,୨୫।୩(ବ୍ୟୁରୋ):ଦୁଇଦିନ ଧରି ନିଖୋଜ ଥିବା କଟକ ଜେକେବିକେ କଲେଜ ଛାତ୍ର ଅଭିଷେକ କୁମାର ନାୟକଙ୍କ ମୃତଦେହ ବୁଧବାର ଭୁବନେଶ୍ୱରରୁ ମିଳିଛି। ଚନ୍ଦ୍ରଶେଖରପୁର ଥାନା ଶୈଳଶ୍ରୀବିହାର ଅଞ୍ଚଳରେ ଥିବା ରିଜେଣ୍ଟ ହୋଟେଲ କବାଟ ଭାଙ୍ଗି ପୋଲିସ ମୃତଦେହକୁ ଜବତ କରିଛି। ପରେ ତାହାକୁ…
ମହିଳାଙ୍କ ସ୍କେଚ୍ ସହ ଲାଗିଲା ପୋଷ୍ଟର
ଭୁବନେଶ୍ୱର,(ବ୍ୟୁରୋ)/ ଯଁାଳା,୨୫।୩(ଡି.ଏନ୍.ଏ.):ଜଟଣୀ ଥାନା ଅଧୀନ ଯଁାଳା ଫାଣ୍ଡି ପରିସରରେ ଥିବା ଜବତ କାର୍ରୁ ମିଳିଥିବା ମହିଳାଙ୍କ କଙ୍କାଳର ପରିଚୟ ପାଇବା ପାଇଁ ଲାଗି ପଡିଛି ପୋଲିସ। ବୁଧବାର ମହିଳାଙ୍କ ସ୍କେଚ୍ ଥିବା ପୋଷ୍ଟରକୁ ରେଳ ଷ୍ଟେଶନ, ବସ୍ଷ୍ଟାଣ୍ଡ୍ ସହ ସହରର ବିଭିନ୍ନ…
ବର୍ଷେ ପରେ କମିଲା ତେଲ ଦର
ଭୁବନେଶ୍ୱର,୨୫ା୩: ଗତ ଗୋଟିଏ ବର୍ଷ ମଧ୍ୟରେ ପ୍ରଥମ ଥର ଲାଗି ତେଲ ଦର ବୁଧବାର କମିଛି। ପେଟ୍ରୋଲ ଲିଟର ପିଛା ୧୮ ଏବଂ ଡିଜେଲ ୧୭ ପଇସା ଖସିଛି। ଫଳରେ ଭୁବନେଶ୍ୱରରେ ଏହାର ଦର ଯଥାକ୍ରମେ ୯୧.୭୨ ଟଙ୍କା ଏବଂ ୮୮.୬୦…
ଟିଟିପିଏସ୍ ବନ୍ଦ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ବେଗ
ଭୁବନେଶ୍ୱର, ୨୫ା୩(ବ୍ୟୁରୋ):ଏନ୍ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ ପାଓ୍ବାର ଷ୍ଟେଶନ (ଟିଟିପିଏସ୍) ବନ୍ଦ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ବେଗ ପ୍ରକାଶ କରିଛନ୍ତି। ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ କ୍ଲିୟରାନ୍ସ କମିଟି ଷ୍ଟେଜ୍-୩ ପ୍ରକଳ୍ପ ସ୍ଥାପନ କରିବାକୁ ଅନୁମୋଦନ ଦେଇସାରିଥିବାରୁ ତୁରନ୍ତ ଉକ୍ତ କାର୍ଯ୍ୟ…
ଓଡ଼ିଶାରେ ବ୍ରିଟେନ ଷ୍ଟ୍ରେନ୍
ଭୁବନେଶ୍ୱର, ୨୫।୩(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏ ପରିସ୍ଥିତିରେ ଓଡ଼ିଶାରେ ବ୍ରିଟେନ ଷ୍ଟ୍ରେନ୍ ଚିହ୍ନଟ ହୋଇଥିବା ଜଣାପଡିବା ପରେ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଦେଖାଦେଇଛି। ଦେଶର ୧୮ ରାଜ୍ୟରେ କରୋନାର ୭୭୧ ଷ୍ଟ୍ରେନ୍ ଚିହ୍ନଟ ହୋଇଛି। ୭୩୭ ବ୍ରିଟେନ…
ପୋଖରୀରେ ବୁଡ଼ି ୨ ଶିଶୁଙ୍କ ଜୀବନ ଗଲା
କୋରୁକୋଣ୍ଡା,୨୪ା୩: ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ୍ ତାରଲାକୋଟା ପଞ୍ଚାୟତର ସି-କଲୋନୀରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ପୋଖରୀରେ ବୁଡ଼ି ୨ ଶିଶୁଙ୍କ ଜୀବନ ଯାଇଛି। ସେମାନେ ହେଲେ ସି-କଲୋନୀର ଧାନୁ ଗୋଲରୀଙ୍କ ଝିଅ ରଞ୍ଜିତା(୭) ଏବଂ ଗୋପୀ ଖରାଙ୍କ ପୁଅ…
୧୩ ହିଂସାକାଣ୍ଡରେ ଓ୍ବାଣ୍ଟେଡ୍ ଥିବା ୨ ଦୁର୍ଦ୍ଦାନ୍ତ ମାଓବାଦୀଙ୍କ ଆତ୍ମସମର୍ପଣ
ରାୟଗଡ଼ା ଅଫିସ,୨୪ା୩: ରାୟଗଡ଼ା ପୋଲିସ ନିକଟରେ ୨ ଦୁର୍ଦ୍ଦାନ୍ତ ମାଓବାଦୀ ବୁଧବାର ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ମଙ୍କୁ ଓୟାମ୍ ଓରଫ ଜୟରାମ ଏବଂ ଲାଛୁ ମାଡ଼କାମ ଓରଫ ବିଶ୍ୱନାଥ। ମଙ୍କୁଙ୍କ ଘର ଛତିଶଗଡ଼ର ବିଜାପୁର ଜିଲା କାରେମାର୍କା ଗ୍ରାମରେ। ସେହିପରି…
ନାବାଳକ ପୁଅକୁ ନିଶାସକ୍ତ ବାପା କଚାଡି ମାରିଥିବା ଅଭିଯୋଗ
ସୋର, ୨୪ା୩ (ଡି.ଏନ୍.ଏ.)- ଖେଳୁଥିବା ବେଳେ କାନ୍ଥ ଉପରୁ ପଡି ନାବାଳକଙ୍କ ମୃତ୍ୟୁ ଘଟଣା ଏବେ ନୂଆ ମୋଡ ନେଇଛି। ବାପାକୁ ନ ଜଣାଇ ଗାଁ ଉତ୍ସବରେ ଖାଇବାକୁ ଯାଇଥିବା ପୁଅକୁ ଉଠାଇ ଆଣି ରାସ୍ତାରେ ମାଡ଼ ମାରିବା ସହ କଚାଡ଼ି…
Archives


