ରାଜ୍ୟ

ସୁବର୍ଣ୍ଣରେଖାରେ ପ୍ରଥମ ବନ୍ୟାଜଳ ପ୍ରବେଶ: ଚାଷୀ ଆତଙ୍କିତ

ବାଲିଆପାଳ,୨୨।୮(ସ୍ବ.ପ୍ର)- ବାଲେଶ୍ୱର ଜିଲା ସୁବର୍ଣ୍ଣରେଖା ନଦୀରେ ଶନିବାର ପ୍ରଥମ ବନ୍ୟା ଜଳ ପ୍ରବାହିତ ହେବା ଯୋଗୁ ତଳିଆ ଅଞ୍ଚଳର ଚାଷୀମାନେ ଆତଙ୍କିତ ହୋଇପଡ଼ିଛନ୍ତି। ଅପରାହ୍ନ ୩ଟାରେ ରାଜଘାଟଠାରେ ସୁବର୍ଣ୍ଣରେଖା ନଦୀର ବନ୍ୟାଜଳ ବିପଦ ସଙ୍କେତ ତଳେ ପ୍ରବାହିତ ହେଉଥିଲା। ସେଠାରେ...

ଭୁବନେଶ୍ୱରରେ ପିକ୍‌ ସ୍ତରରେ ସଂକ୍ରମଣ: ବିଏମ୍‌ସି କମିଶନର

ଭୁବନେଶ୍ୱର, ୨୨ା୮ (ବ୍ୟୁରୋ): ଭୁବନେଶ୍ୱରରେ ଏବେ କରୋନା ସଂକ୍ରମଣ ପିକ୍‌ରେ ଅଛି। ଦିନକୁ ଦିନ ଅଧିକରୁ ଅଧିକ ଲୋକଙ୍କ ଟେଷ୍ଟ ହେଉଥିବାରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ବର୍ତ୍ତମାନର ସ୍ଥିତିକୁ ଦୃଷ୍ଟିରେ ରଖି ସଂକ୍ରମଣ ନିୟନ୍ତ୍ରଣ କରିବାକୁ ମାସକ ପାଇଁ...

ରାଜ୍ୟରେ ସୁସ୍ଥ ହେଲେ ୧୭୭୩ କରୋନା ଆକ୍ରାନ୍ତ : ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୨।୮(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୧୭୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଗଞ୍ଜାମରୁ ୨୧୬, କଟକରୁ ୧୪୭, ସମ୍ବଲପୁରରୁ ୧୨୫, କନ୍ଧମାଳରୁ ୯୨, ଯାଜପୁରରୁ ୮୭, ମୟୂରଭଞ୍ଜରୁ ୮୦, ରାୟଗଡାରୁ...

କଟକ ସହରରୁ ୧୨୭ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୨୨।୮-କଟକ ସହରରେ ଶନିବାର ପୁଣି ୧୨୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୮୦ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୪୭ ଲୋକାଲ କଣ୍ଟାକ୍ଟ କେସ ରହିଛି। ଏସସିବି ମେଡିକାଲ ଆଇସୋଲେଶନର ଓ୍ବାର୍ଡରୁ ୨୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ...

ଭୁବନେଶ୍ୱରରେ ଆଜି ୨୯୫ ପଜିଟିଭ ଚିହ୍ନଟ: ଚନ୍ଦକାର ଏକ ବିସ୍କୁଟ କାରଖାନାରୁ ୨୮ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୨।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଶନିବାର ୨୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରାଣ୍ଟାଇନରୁ ୧୫୩ ଜଣ ଚିହ୍ନଟ ହୋଇଥିବାବେଳେ ୧୪୨ ଲୋକାଲ କଣ୍ଟାକ୍ଟ କେସ ରହିଛି। ପୋଲିସ ସିକ୍ୟୁରିଟି ଓ୍ବିଙ୍ଗରୁ ୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଚନ୍ଦକାର...

ଦିନରେ ବନ୍ଧା ହୋଇଥିଲେ, ରାତିରେ ଖସି ପଳାଇଲେ

ଆର୍‌.ଉଦୟଗିରି,୨୨ା୮(ଡି.ଏନ୍‌.ଏ.)- ଗଜପତି ଜିଲା ଆର୍‌.ଉଦୟଗିରି ଥାନା ହାଜତରୁ ଗୁରୁବାର ବିଳମ୍ବିତ ରାତିରେ ଜଣେ ଅଭିଯୁକ୍ତ ଚମ୍ପଟ ମାରିଛନ୍ତି। ସେ ହେଲେ ପୁରୀ ସଦର ଥାନା ଅଞ୍ଚଳର ପ୍ରମୋଦ ମଲିକ। ଗୁରୁବାର ପୂର୍ବାହ୍ନରେ ତାଙ୍କୁ ଏକ ଗଞ୍ଜେଇ ଚୋରା ଚାଲାଣ ମାମଲାରେ...

ଏବେ କରୋନା ସଂକ୍ରମଣରେ ପିକ୍‌ରେ ରହିଛି ଭୁବନେଶ୍ୱର, ସତର୍କ ରୁହନ୍ତୁ..

ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜଧାନୀରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହୋଇପଡ଼ୁଛି। ତେବେ ଜୁଲାଇରେ ଭୁବନେଶ୍ୱରରେ ସେରୋଲୋଜିକାଲ ସର୍ଭେ କରାଯାଇଥିଲା। ସର୍ଭେ ଅନୁସାରେ ବହୁତ ଅଳ୍ପ ଲୋକଙ୍କ ଦେହରେ ଆଣ୍ଟିବଡ଼ି ରହିଛି। ସ୍ବଳ୍ପ ଆଣ୍ଟିବଡ଼ି ଆଧାରରେ ଆମର ସଂକ୍ରମଣ ନିୟନ୍ତ୍ରଣାଧୀନ ରହିଛି।...

କରୋନା କବଳରେ ଭଦ୍ରକ ଏମ୍‌ପିଙ୍କ ପରିବାର: ମଞ୍ଜୁଲତା ମଣ୍ଡଳଙ୍କ ସମେତ ୪ ଆକ୍ରାନ୍ତ

ଭଦ୍ରକ ଅଫିସ,୨୨। ୮: ଭଦ୍ରକ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କ ସମେତ ତାଙ୍କ ସ୍ବାମୀ ତଥା ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ ଓ ଘରର ୪ ଜଣଙ୍କୁ କରୋନା ହୋଇଥିବା ଶନିବାର ଜଣାପଡିଛି। ଏ ନେଇ ଏମ୍‌ପି ଓ ପୂର୍ବତନ ବିଧାୟକ...

କାନଝରି ନଦୀ ପୋଲ ଉପରେ ୪ଫୁଟ ଉଚ୍ଚର ବନ୍ୟାଜଳ ପ୍ରବାହିତ: ଗମନାଗମନ ଠପ୍‌

ପାଟଣା,୨୨।୮(ସ୍ବ.ପ୍ର.): ଗତ କିଛି ଦିନରୁ ଜାରି ରହିଥିବା ଲାଘୁଚାପ ବର୍ଷା ଯୋଗୁ ବେହାଲ ହୋଇପଡ଼ିଛି କେନ୍ଦୁଝର ଜିଲା। ପାଟଣା କେନ୍ଦେଇପଶି ରାସ୍ତାର ଭିମାପଡା ନିକଟରେ ଥିବା କାନଝରି ନଦୀ ପୋଲ ଉପରେ ଶନିବାର ୪ ଫୁଟ ଉଚ୍ଚର ବନ୍ୟାଜଳ ପ୍ରବାହିତ...

ରାଜ୍ୟରେ ଆଉ ୯ଜଣଙ୍କ ଜୀବନ ନେଲା କରୋନା: ମୃତ୍ୟୁ ସଂଖ୍ୟା ୩୯୯କୁ ବୃଦ୍ଧି

ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଉଦ୍‌ବେଗଜନକ ହେବାରେ ଲାଗିଛି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଶନିବାର ରାଜ୍ୟରେ ପୁଣି କରୋନାଜନିତ ୯ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩୯୯କୁ...

ସଫଳତା ଦେଲା ନୂତନ ମିସୋନିକ୍ସ ଡିଭାଇସ୍‌

ଭୁବନେଶ୍ୱର,୨୨।୮(ବ୍ୟୁରୋ): ପ୍ରାୟ ୧୫ ଦିନ ତଳେ ଦୁର୍ଘଟଣାରେ ମେରୁଦଣ୍ଡରେ ଗଭୀର ଆଘାତ ଯୋଗୁ ପଶ୍ଚିମବଙ୍ଗର ଜଣେ ୪୫ ବର୍ଷୀୟ ବ୍ୟକ୍ତି ପକ୍ଷାଘାତର ଶିକାର ହେବା ସହ ତାଙ୍କର ମଳ ଓ ମୂତ୍ର ପ୍ରକ୍ରିୟା ପ୍ରଭାବିତ ହୋଇଥିଲା। ଏଭଳି ଜଣେ ଜଟିଳ...

ଆମ୍ବୁଲାନ୍ସ ପାଇଁ ଅଧକିଲୋମିଟର ଚାଲିଲେ ଗର୍ଭବତୀ

ଚୌଦ୍ୱାର,୨୨।୮(ଡି.ଏନ୍‌.ଏ): ଲଘୁଚାପ ବର୍ଷା ଯୋଗୁ ଟାଙ୍ଗୀ-ଚୌଦ୍ୱାର ବ୍ଲକର ବିଭିନ୍ନ ଅଞ୍ଚଳରେ ପାଣି ଜମି ରହିଥିବାରୁ ଲୋକଙ୍କ ସମସ୍ୟା ବଢିଯାଇଛି। ଫଳରେ ଲୋକେ ଘରୁ ବାହାରିପାରୁ ନ ଥିବାବେଳେ ରୋଗୀ ନେବା ପାଇଁ ଆମ୍ବୁଲାନ୍ସ ମଧ୍ୟ ସାହି ଭିତରକୁ ପଶିପାରୁ ନାହିଁ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri