ରାଜ୍ୟ

‘ମାନବ ସମ୍ବଳ ହିଁ ଦେଶର ପ୍ରକୃତ ସମ୍ପଦ’

ଭୁବନେଶ୍ୱର,୨୩।୩(ବ୍ୟୁରୋ): ଭାରତବର୍ଷର ବୃହତ୍‌ ଯୁବଶକ୍ତିକୁ ଦେଶ ଗଠନରେ ନିୟୋଜିତ କରିବାକୁ ହେଲେ ସେମାନଙ୍କ ମଧ୍ୟରେ ଭ୍ରାତୃତ୍ୱବୋଧ, ଜାତୀୟତା ଭାବ ଓ ସମାଜସେବା ଆଦି ଗୁଣର ବିକାଶ କରିବାକୁ ପଡ଼ିବ ା ସମାଜସେବା ମାଧ୍ୟମରେ ସମାଜରେ ପରିବର୍ତ୍ତନ ଓ ଉନ୍ନତି ଆଣିପାରିଲେ ଜାତୀୟ…

ଜୀବିକା ପାଇଁ ଜୀବନ ବିପଦ

ମହାକାଳପଡ଼ା,୨୩।୩ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମହାନଦୀ, ଲୁଣା, ପାଇକା, ଗୋବରୀ ଆଦି ନଦୀ ରହିଛି। ଗଭୀର ନଦୀରେ ବୁଡି ଶ୍ରମିକମାନେ ପେଟ ପାଟଣା ପାଇଁ ନିଜ ଜୀବନକୁ ବାଜି ଲଗାଇ ବାଲି ସଂଗ୍ରହ କରୁଛନ୍ତି। ସେମାନେ ପାଳି କରି…

ମେ’ ୨୩ରେ ଓସିଏସ୍‌ ପ୍ରିଲିମ୍‌

ଭୁବନେଶ୍ୱର, ୨୩।୩(ବ୍ୟୁରୋ): ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ୍‌ ସର୍ଭିସେସ୍‌(ଓସିଏସ୍‌) ପ୍ରିଲିମ୍‌ ପରୀକ୍ଷା ତାରିଖ ଘୋଷଣା ହୋଇଛି। ଆସନ୍ତା ମେ’ ୨୩ରେ ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, କଟକ ଓ ସମ୍ବଲପୁର ଆଦି ୫ଟି ଜୋନ୍‌ରେଏହି ପରୀକ୍ଷା ଅନୁଷ୍ଠିତ ହେବ।…

ଗୃହରେ ମାହାଙ୍ଗା ଝଡ଼

ଭୁବନେଶ୍ୱର,୨୩ା୩(ବ୍ୟୁରୋ): ମାହାଙ୍ଗା ଡବଲମର୍ଡର ଘଟଣାରେ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମ୍ପୃକ୍ତି ରହିଛି। ମାମଲା ୧୩ ନମ୍ବର ଅଭିଯୁକ୍ତ ଭାବେ ତାଙ୍କ ନାମ ଥିଲେ ମଧ୍ୟ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନାହିଁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ଦିଗରେ ଚୁପ୍‌…

ପୁରୁଣା ଗାଡ଼ି ପ୍ରେମ

ଢେଙ୍କାନାଳ ଅଫିସ, ୨୩।୩ ଯୁଗ ବଦଳିଲାଣି। ପରିବର୍ତ୍ତିତ ସମୟରେ ନିଜକୁ ବଦଳାଉଛନ୍ତି ଯୁବପିଢ଼ି। ହେୟାର ଷ୍ଟାଇଲ୍‌ଠାରୁ ଆରମ୍ଭ କରି ଜୋତା, ଦାମୀ କମ୍ପାନୀର ମୋବାଇଲ ସହିତ ରେସିଂ ବାଇକ୍‌ ନିଶାରେ ସେମାନେ ମତୁଆଲା। ହେଲେ ସ୍ବାଧୀନତା ଅମଳର ସ୍ମୃତି ରୋମନ୍ଥନ କରୁଥିବା…

ଅନୁମତି ପୂର୍ବରୁ ଅକ୍ତିଆର

ଅନୁଗୋଳ ଅଫିସ, ୨୩।୩ ସରକାରୀ ଜାଗା କେହି ଜବରଦଖଲ କଲେ ପ୍ରଶାସନ ପୋଲିସ ଲଗାଇ ଉଚ୍ଛେଦ କରେ। ହେଲେ ଖୋଦ୍‌ ପୋଲିସ ଯଦି ଜବରଦଖଲକାରୀ ସାଜେ ତା’ହେଲେ ପ୍ରଶାସନ କି ପଦକ୍ଷେପ ନେବ। ଏପରି ଏକ ପ୍ରଶ୍ନର ଉତ୍ତରକୁ ଗତ ୧୭…

ଅନ୍ୟ ମହିଳାଙ୍କ ସହ ସମ୍ପର୍କ ରଖିବା ପଡ଼ିଥିଲା ମହଙ୍ଗା

ବାଙ୍ଗିରିପୋଷିି,୨୨ା୩: ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧୀନ ଶାଳବଣି ଗ୍ରାମର ଏକାଦଶୀ ବେହେରା ହତ୍ୟା ଘଟଣାର ପର୍ଦ୍ଦାଫାଶ ହୋଇଛି। ଜଣେ ବିବାହିତ ମହିଳାଙ୍କ ସହ ସମ୍ପର୍କ ରଖିବାରୁ ତାଙ୍କୁ ହତ୍ୟାକରି ପୋଖରୀରେ ଫିଙ୍ଗି ଦିଆଯାଇଥିଲା ବୋଲି ପୋଲିସ କହିଛି। ଏହି ଘଟଣାରେ…

୧୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୨ ଗିରଫ

ଭଦ୍ରକ ଅଫିସ, ୨୨।୩ – କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ପକ୍ଷରୁ ରବିବାର ରାତିରେ ଭଦ୍ରକ ଚରମ୍ପା ଅଞ୍ଚଳରୁ ଜବତ କରାଯାଇଛି ୧୫୨ ଗ୍ରାମର ବ୍ରାଉନସୁଗାର। ଏଥିସହ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରାଯାଇଥିବା ବେଳେ ଏକ ବାଇକ୍‌ ଜବତ ହୋଇଛି।…

ବିଧାୟକଙ୍କ ଗାଡ଼ି ଧକ୍କାରେ ଶିକ୍ଷକ ଗୁରୁତର

ଭଦ୍ରକ ଅଫିସ/ଭଣ୍ଡାରିପୋଖରୀ, ୨୨।୩(ଡି.ଏନ.ଏ.)- ୧୬ ନଂ. ଜାତୀୟ ରାଜପଥର ଭଣ୍ଡାରିପୋଖରୀ ନିକଟରେ ସୋମବାର ଅପରାହ୍ନରେ ବାଲେଶ୍ୱର ଜିଲା ରେମୁଣା ବିଧାୟକଙ୍କ ଗାଡ଼ି ଧକ୍କାରେ ଜଣେ ଶିକ୍ଷକ ଗୁରୁତର ହୋଇଛନ୍ତି। ତାଙ୍କୁ ଆମ୍ବୁଲାନ୍ସରେ ନେଇ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ କଟକ…

କାମ ସାରି ଆସୁଛି କହି ନବଜାତ ଶିଶୁପୁତ୍ରକୁ ଛାଡ଼ି ଚାଲିଗଲା ମା’

ଭଦ୍ରକ ଅଫିସ, ୨୨।୩- ଭଦ୍ରକ ଚରମ୍ପା ନିକଟ ଲକ୍ଷ୍ମୀନାରାୟଣ ମନ୍ଦିର ନିକଟରେ ସୋମବାର ବସିଥିବା ଯୁବକଙ୍କୁ ଜଣେ ମହିଳା କାମ ସାରି ଆସିବା ପର୍ଯ୍ୟନ୍ତ ତାଙ୍କ ପିଲାକୁ ଧରିବା ପାଇଁ କହି କେଉଁଆଡ଼େ ଚାଲିଯାଇଥିଲେ। ତିନି ଘଣ୍ଟା ଧରି ଅପେକ୍ଷା କରିବା…

ଓଡ଼ିଆ ନାବାଳିକାଙ୍କୁ ଲକ୍ଷେ ଟଙ୍କାରେ ବିକିଦେଲେ…

ଉମରକୋଟ,୨୨।୩: କାମ କରାଇବାକୁ କହି ଜଣେ ନାବାଳିକାଙ୍କୁ ବିକ୍ରି ଅଭିଯୋଗରେ ଉମରକୋଟ ପୋଲିସ ୪ ମହିଳାଙ୍କ ସମେତ ୬ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଉମରକୋଟ ଥାନା ଅଞ୍ଚଳର ମଙ୍ଗଳ ସିଂ ହରିଜନ, ମନିତା କମାର, ଝରିଗାଁ ବ୍ଲକ…

ସୁସ୍ଥ ହେଲେ ୮୨ ଆକ୍ରାନ୍ତ

ଭୁବନେଶ୍ୱର,୨୨।୩: ରାଜରେ ସୋମବାର ୮୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଏ ପର୍ଯ୍ୟନ୍ତ ଆରୋଗ୍ୟ ଲାଭ କରିଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୨୦୬ରେ ପହଞ୍ଚିଛି। କଟକ ଓ ସୁନ୍ଦରଗଡ଼ରୁ ସର୍ବାଧିକ ୧୩, ଖୋର୍ଦ୍ଧାରୁ ୧୨, ଯାଜପୁରରୁ ୭,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri