ରାଜ୍ୟ

ବିଷ ଝଡ଼ାଇବା ପାଇଁ ବୋଳା ହେଉଛି ଏସିଡ୍‌

ଭୁବନେଶ୍ୱର, ୨୦ା୮(ବ୍ୟୁରୋ): ଏବେ ବି ତନ୍ତ୍ରମନ୍ତ୍ର ଓ ଅନ୍ଧବିଶ୍ୱାସକୁ ନେଇ ଚିକିତ୍ସା ଚାଲିଛି। ଏଥିଯୋଗୁ କାହିଁ କେତେ ଜୀବନ ବିପଦ ମୁହଁକୁ ଚାଲିଯାଉଛି। ସାପ କିମ୍ବା ଅନ୍ୟକିଛି ବିଷାକ୍ତ ଜୀବଜନ୍ତୁ କାମୁଡ଼ିଲେ ରୋଗୀଙ୍କୁ ଡାକ୍ତରଖାନା ବଦଳରେ ଗୁଣିଆ ପାଖକୁ ନିଆଯାଉଛି।...

୨୨ରେ ଭାରତ ପ୍ରତିଭା ସମ୍ମାନ ଉତ୍ସବ

କଟକ ଅଫିସ,୨୦ା୮: ଜୟ ଭାରତ ଫାଉଣ୍ଡେଶନ ପକ୍ଷରୁ ସବୁବର୍ଷ ଭଳି ପୂଜ୍ୟପୂଜା ପରମ୍ପରାକୁ ଅବ୍ୟାହତ ରଖି ଚଳିତ ବର୍ଷ ୨୧ତମ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲାର ବାର୍ଷିକ ଉତ୍ସବ ଅନୁଷ୍ଠିତ ହେବ। ଅଗଷ୍ଟ ୨୨ରେ ବାରଙ୍ଗସ୍ଥିତ ରାମଦାସପୁର...

ଜେଲରେ ସକିଲ, ଫୋନ୍‌ରେ ମାଗୁଛନ୍ତି ଦାଦାବଟି

କଟକ ଅଫିସ,୨୦ା୮: ଦୁର୍ଦ୍ଦାନ୍ତ ଅପରାଧୀ ସକିଲ ଅହମ୍ମଦ ଓରଫ ମହମ୍ମଦ ସକିଲ ଏବେ କେନ୍ଦୁଝର ଜେଲରେ ରହିଛନ୍ତି। କିଛି ଦିନ ତଳେ ପୋଲିସ କମିଶନରଙ୍କ ନିର୍ଦ୍ଦେଶରେ ସକିଲଙ୍କ ଉପରେ ଜାତୀୟ ନିରାପତ୍ତା ଆଇନ (ଏନ୍‌ଏସ୍‌ଏ) ଲଗାଯାଇଥିଲା। କୌଣସି ଅପରାଧିକ କାର୍ଯ୍ୟକଳାପ...

ପୁରୀରେ ଉଚ୍ଛେଦକୁ ବର୍ଷେ ପୂରିଲା: ବିକାଶରେ କରୋନା ସାଜିଛି କଣ୍ଟା

ପୁରୀ ଅଫିସ,୨୦ା୮: ପୁରୀ ହେବ ବିଶ୍ୱ ଐତିହ୍ୟ ସହର। ବଦଳିଯିବ ଏହାର ରୂପରେଖ। ଦେଶର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭାବେ ଏହା ପରିଗଣିତ ହେବ। ଭକ୍ତ, ପର୍ଯ୍ୟଟକଙ୍କୁ ଅତ୍ୟାଧୁନିକ ସେବା ସୁବିଧା ମିଳିବ। ଏଥିପାଇଁ ଭିତ୍ତିଭୂମିର ବିକାଶ, ନୂଆ ବହୁଥାକିଆ ରାସ୍ତା,...

ପୂଜା ଅର୍ଥ ଲାଗିବ ପରୋପକାରରେ

ଅନୁଗୋଳ ଅଫିସ୍‌, ୨୦।୮: ଗଣେଶ ପୂଜାରୁ ଆରମ୍ଭ ହେଉଥିବା ପୂଜାଋତୁ ଚଳିତବର୍ଷ ଫିକା ପଡ଼ିବ। କରୋନା କଟକଣା ପାଇଁ ଆସନ୍ତା ୨୨ ତାରିଖରେ ହେବାକୁ ଥିବା ବିଘ୍ନରାଜ ଗଜାନନଙ୍କ ପୂଜା ଅନୁଗୋଳରେ ପୂର୍ବପରି ଧୁମ୍‌ଧାମରେ ହେବ ନାହିଁ। ପ୍ରଶାସନ ଏ...

ବଗଲା ଧର୍ମଶାଳା ଜମି ବିକ୍ରି ସରକାରଙ୍କ ନିଷ୍ପତ୍ତି

ପୁରୀ ଅଫିସ,୨୦ା୮: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ବିସ୍ଥାପିତ ହୋଇଥିବା ଲଜ୍‌ ମାଲିକଙ୍କୁ ବଗଲା ଧର୍ମଶାଳା ଜମି ବିକ୍ରି କରାଯାଇଛି। ୬ଜଣ ଲଜ୍‌ ମାଲିକଙ୍କୁ ଜିଲା ପ୍ରଶାସନ ୩୪୦ ଡେସିମିଲ ଜମି ବିକ୍ରି କରିଛି। ତେବେ ଏହାକୁ ପ୍ଲଟିଂ...

ମନ୍ଦିର ଖୋଲା ନ ଯିବା ନେଇ ପ୍ରଶ୍ନ ଉଠାଇଲା ଭାଜପା

ଭୁବନେଶ୍ୱର,୨୦ା୮(ବ୍ୟୁରୋ): କରୋନା ମହାମାରୀ ଏବଂ ଲୋକଙ୍କ ସ୍ବାସ୍ଥ୍ୟକୁ ଦୃଷ୍ଟିରେ ରଖି ଧର୍ମାନୁଷ୍ଠାନ ବନ୍ଦ ରଖିବା ପାଇଁ କଟକଣା ଜାରି କରାଯାଇଥିଲା। କିନ୍ତୁ ପରବର୍ତ୍ତୀ ସମୟରେ କେନ୍ଦ୍ର ସରକାରଙ୍କ ଅନ୍‌ଲକ୍‌-୧ ଗାଇଡ୍‌ଲାଇନ ଅନୁଯାୟୀ, ଜୁନ୍‌ ୮ରୁ ଧର୍ମାନୁଷ୍ଠାନ ଖୋଲିବାକୁ ନେଇ ନିର୍ଦ୍ଦେଶନାମା...

ଠିକ୍‌ ସମୟରେ ହେବ ବିଧାନସଭା ଅଧିବେଶନ

ଭୁବନେଶ୍ୱର,୨୦ା୮(ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବେଶନ ଦେଢମାସ ମଧ୍ୟରେ ନିଶ୍ଚିତ ବସିବ। ସେପ୍ଟେମ୍ବର ୩୦ ପୂର୍ବରୁ ହିଁ ଅଧିବେଶନ ହେବ ବୋଲି ବିଧାନସଭା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଟୁଇଟ୍‌ ଯୋଗେ ବୁଧବାର ସୂଚନା ଦେଇଛନ୍ତି। ନିୟମାନୁଯାୟୀ ସେପ୍ଟେମ୍ବର ୩୦ ସୁଦ୍ଧା ଅଧିବେଶନ...

ପଡ଼ୋଶୀ ଜିଲା ଅଧୀନରେ ଯାଜପୁରର ୧୨ ରାସ୍ତା

ଯାଜପୁର ଅଫିସ୍‌, ୨୦ା୮: ଯାଜପୁର ଜିଲା ଗଠନକୁ ଇତିମଧ୍ୟରେ ୨୭ ବର୍ଷ ଅତିକ୍ରାନ୍ତ ହୋଇସାରିଛି। ରାଜନୈତିକ ମାନଚିତ୍ରରେ ଏହା ଏକ ସ୍ବତନ୍ତ୍ର ମାନ୍ୟତା ପାଇଛି। କିନ୍ତୁ ଆଜି ବି ଜିଲାର ୧୨ଟି ପ୍ରମୁଖ (ଶତାଧିକ କି.ମି. ବିଶିଷ୍ଟ) ରାସ୍ତା ପଡ଼ୋଶୀ...

ବିଧାୟକଙ୍କ ଚାଷକୁ ଉପରାଷ୍ଟ୍ରପତିଙ୍କ ପ୍ରଶଂସା

ଭୁବନେଶ୍ୱର,୨୦ା୮(ବ୍ୟୁରୋ): ନବରଙ୍ଗପୁର ଜିଲା ଡାବୁଗଁ। ବିଧାୟକ ମନୋହର ରନ୍ଧାରୀ ପ୍ରତ୍ୟେକ ବର୍ଷ ଦୁଇ ମାସ ପାଇଁ ନିଜ ଜମିରେ ଚାଷ କରନ୍ତି। ସବୁଥର ଭଳି ଏଥର ମଧ୍ୟ ସେ ନିଜ ଜମିରେ ଚାଷ କରୁଥିବା ଦେଖିବାକୁ ମିଳିଛି। ସେ ଏହି...

୨୧ରୁ ବିଜ୍ଞାନ, ବାଣିଜ୍ୟ ରିଚେକିଂ ଆବେଦନ

ଭୁବନେଶ୍ୱର, ୨୦ା୮(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ସିଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ଇତିମଧ୍ୟରେ ପ୍ରକାଶ ପାଇସାରିଛି। ଏହି ଦୁଇଟି ବିଭାଗର ପରୀକ୍ଷାଫଳ ସଂକ୍ରାନ୍ତ ରିଆଡ଼ିଶନ୍‌ ଓ ରିଚେକିଂ ନିମନ୍ତେ ତାରିଖ ଧାର୍ଯ୍ୟ ହୋଇଛି। ଆସନ୍ତା...

ଗଞ୍ଜାମ ଜିଲାରେ ପାସ୍‌ ହାର ୮୪.୨୦ ପ୍ରତିଶତ

ବ୍ରହ୍ମପୁର ଅଫିସ,୨୦ା୮- ଯୁକ୍ତ ୨ ବାଣିଜ୍ୟ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ ଗଞ୍ଜାମ ଜିଲା ରାଜ୍ୟସ୍ତରରେ ଉତ୍କର୍ଷତା ହାସଲ କରିଛି। ୯୦ ପ୍ରତିଶତରୁ ଅଧିକ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଥିବା ରାଜ୍ୟର ମୋଟ ୪୦ ପରୀକ୍ଷାର୍ଥୀଙ୍କ ମଧ୍ୟରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri