ରାଜ୍ୟ

ଆଜିଠୁ ଦାରୁଦିଅଁ ଦର୍ଶନ କରିବେ ପୁରୀ ସହରବାସୀ: ୧୮ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ

ପୁରୀ ଅଫିସ,୨୬ା୧୨: ପୁରୀ ସହରବାସୀ ଶନିବାରଠାରୁ ଶ୍ରୀମନ୍ଦିରରେ ଦାରୁଦିଅଁ ଦର୍ଶନ କରିବେ। ଏହି ଦର୍ଶନ ବ୍ୟବସ୍ଥା ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଏ ନେଇ ପ୍ରଶାସନ ସମସ୍ତ ପ୍ରସ୍ତୁତି ଶେଷ କରିଥିବା ବେଳେ ଶୁକ୍ରବାର ପୋଲିସ ପକ୍ଷରୁ ମକ୍‌ଡ୍ରିଲ କରାଯାଇଛି। କେନ୍ଦ୍ରାଞ୍ଚଳ…

‘ଦୋକାନ ସାମ୍ନାରେ ୨ ଡଷ୍ଟବିନ୍‌ ନ ରଖିଲେ କାର୍ଯ୍ୟାନୁଷ୍ଠାନ’

ପୁରୀ ଅଫିସ,୨୬ା୧୨: ପୁରୀ ସହରର ବ୍ୟବସାୟୀ ଓ ଦୋକାନୀମାନେ ନିଜ ଦୋକାନ ସମ୍ମୁଖରେ ଦୁଇଟି ଲେଖାଏ ଡଷ୍ଟବିନ୍‌ ରଖିବେ। ଗୋଟିକରେ ଓଦା ଏବଂ ଅନ୍ୟଟିରେ ଶୁଖିଲା ଆବର୍ଜନା ପକାଇବେ। ଆବର୍ଜନା ସଂଗ୍ରହ ପାଇଁ ପୌରସଂସ୍ଥା ପକ୍ଷରୁ ଯାଉଥିବା ଗାଡ଼ିରେ ଆବର୍ଜନା ପକାଇବେ।…

ଆଜିଠୁ ସହରବାସୀଙ୍କ ଜଗା ଦର୍ଶନ

ପୁରୀ ଅଫିସ,୨୬ା୧୨: ପୁରୀବାସୀଙ୍କ ଦର୍ଶନକୁ ସୁବ୍ୟବସ୍ଥିତ କରିବା ପାଇଁ ପ୍ରଶାସନର ପ୍ରସ୍ତୁତି ଶୁକ୍ରବାର ଶେଷ ହୋଇଛି। ବ୍ୟାରିକେଡ୍‌ ଓ କରିଡର କାର୍ଯ୍ୟ ସରିଛି। ମୁଖ୍ୟ ବ୍ୟାରିକେଡ୍‌ ପାଖରେ ୮ଟି କିଓସ୍କୋ ରଖାଯାଇଛି। ପ୍ରତି କିଓସ୍କୋରେ କ୍ୟାମେରା ସଂଯୋଗ ହୋଇଛି। ପରିଚୟପତ୍ର ଓ…

କମିଲା ଥଣ୍ଡା

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ଗତ କିଛି ଦିନ ଧରି ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଥିବା ବେଳେ ଶୁକ୍ରବାର ହ୍ରାସ ପାଇଛି। ପାରଦ ୨ରୁ ୩ଡିଗ୍ରୀ ସେଲ୍‌ସିୟସ ଉପରକୁ ଉଠିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା…

ଶୁଖିଲା ପ୍ରକଳ୍ପ, ମେଣ୍ଟୁନାହିଁ ଶୋଷ

ଯାଜପୁର ଅଫିସ,୨୬ା୧୨: ଗ୍ରାମାଞ୍ଚଳ ଲୋକଙ୍କୁ ସହଜରେ ପାନୀୟ ଜଳ ଯୋଗାଇ ଦେବା ଲକ୍ଷ୍ୟରେ ନଳକୂପରେ ସୌରଚାଳିତ ପମ୍ପ୍‌ ସଂଯୋଗ କରାଯାଇଛି। ହେଲେ ଅଧିକାଂଶ ପ୍ରକଳ୍ପ ଅଚଳ ହୋଇ ପଡିଥିବାରୁ ଏଥିରେ ଲୋକଙ୍କ ଶୋଷ ମେଣ୍ଟୁ ନ ଥିବା ଅଭିଯୋଗ ହୋଇଛି। ଗତ…

ଘର ଭିତରେ ଅସ୍ତ୍ରାଗାର ଦେଖାଇଲେ ଡି’ ବ୍ରଦର୍ସ

କଟକ ଅଫିସ, ୨୬।୧୨: ଗ୍ୟାଙ୍ଗଷ୍ଟର ଡି’ ବ୍ରଦର୍ସ ସୁଶାନ୍ତ ଓ ସୁଶୀଲ ଧଳସାମନ୍ତଙ୍କୁ କମିଶନରେଟ୍‌ ପୋଲିସ ଗୁରୁବାରଠାରୁ ୩ ଦିନିଆ ରିମାଣ୍ଡରେ ଆଣିଛି। ଜେଲ ମଧ୍ୟରେ ରହି ଡି’ ବ୍ରଦର୍ସ କିପରି ଅପରାଧ ସାମ୍ରାଜ୍ୟ ଚଳାଉଥିଲେ ତାହା ଜାଣିବାକୁ ପୋଲିସ ଜୋର୍‌ଦାର…

ବିଜେଡି ଗଣମାଧ୍ୟମ ଟିମ୍‌ ଗଠିତ

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ବିଜୁ ଜନତା ଦଳର ଗଣମାଧ୍ୟମ ଟିମ୍‌ର ପୁନର୍ଗଠନ କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଏହି ଟିମ୍‌ରେ ୬ ଜଣ ଜାତୀୟସ୍ତରର ମୁଖପାତ୍ର ଏବଂ ୧୬ ଜଣଙ୍କୁ ରାଜ୍ୟସ୍ତରର ମୁଖପାତ୍ର ଭାବେ ନିଯୁକ୍ତି ଦିଆଯାଇଛି।…

ସୁନ୍ଦରଗଡ଼ ଖୁଣ୍ଟଗାଁଠାରେ ହେବ ଟସର ସିଲ୍କ ପାର୍କ

ଭୁବନେଶ୍ୱର,୨୬।୧୨(ବ୍ୟୁରୋ):  ସୁନ୍ଦରଗଡ଼ ଜିଲା ଟସରଚାଷ ପାଇଁ ସାରା ରାଜ୍ୟରେ ପ୍ରସିଦ୍ଧି ଲାଭ କରିଛି। ଟସର ଚାଷୀ ଓ ଗ୍ରାମୀଣ ଉଦ୍ୟୋଗୀଙ୍କ ବ୍ୟତୀତ ଏହା ଉପରେ ଅନେକ ହିତାଧିକାରୀ ନିର୍ଭର କରୁଥିବାରୁ ସରକାର ଟସର ଚାଷର ପ୍ରସାର ପାଇଁ ବହୁ ପଦକ୍ଷେପ ଗ୍ରହଣ…

‘ଆଉ କୋଭିଡ୍‌ ପରିସ୍ଥିତି ନ ଆସୁ’

ପୁରୀ ଅଫିସ,୨୬ା୧୨: ‘ନୂତନ ବର୍ଷ ଓଡ଼ିଶାବାସୀଙ୍କ ପାଇଁ ଖୁସିର ବର୍ଷ ହେଉ। ଆଉ କୋଭିଡ୍‌ ପରିସ୍ଥିତି ନ ଆସୁ। ସାମଗ୍ରିକ ଭାବେ ସମସ୍ତଙ୍କର ଉନ୍ନତି ହେଉ। କରୋନା ଯୋଗୁ ରାଜ୍ୟ ଅର୍ଥନୀତି କିଛି ମାତ୍ରାରେ ପ୍ରଭାବିତ ହୋଇଛି। ମାତ୍ର ରାଜ୍ୟ ସରକାରଙ୍କ…

ବ୍ରିଟେନ୍‌ ଫେରନ୍ତା ୪ବର୍ଷ ଶିଶୁକନ୍ୟା ପଜିଟିଭ

ଭୁବନେଶ୍ୱର, ୨୬ା୧୨(ବ୍ୟୁରୋ): ବ୍ରିଟେନ୍‌ରୁ ଓଡ଼ିଶା ଫେରିଥିବା ଜଣେ ୪ବର୍ଷର ଶିଶୁକନ୍ୟା କୋଭିଡ୍‌ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ସମ୍ପର୍କରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଶୁକ୍ରବାର ସୂଚନା ଦିଆଯିବା ପରେ ସହରରେ ଆତଙ୍କ ଖେଳିଯାଇଛି। ତେବେ ଆକ୍ରାନ୍ତ ଶିଶୁଙ୍କୁ ଚିକିତ୍ସା…

ବିପଦରେ ହାତୀବଂଶ

ସମ୍ବଲପୁର, ୨୬।୧୨: ସମ୍ବଲପୁର ଆର୍‌ସିସିଏଫ୍‌ ସର୍କଲ ଅଧୀନରେ ଥିବା ବନଖଣ୍ଡରେ ହାତୀବଂଶ ଏବେ ବିପଦରେ। ବିଗତ ଦିନର ତଥ୍ୟକୁ ଦେଖିଲେ ଏହା ସ୍ପଷ୍ଟ କୁହାଯାଇପାରିବ। ସରକାରୀ ସ୍ତରରୁ ମିଳିଥିବା ସୂଚନା ଅନୁସାରେ ଏହି ସର୍କଲ ଅଧୀନରେ ଥିବା ୬ ବନଖଣ୍ଡରେ ୧୫୪…

ଆଶଙ୍କାରେ ଫାସ୍‌ଟାଗ୍‌

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ଟୋଲ୍‌ ଗେଟ୍‌ରେ ଟ୍ରାଫିକ ଭିଡ଼ କମାଇବା ଓ ତେଲ ବଞ୍ଚାଇବା ପାଇଁ ସମଗ୍ର ଦେଶରେ ୨୦୨୧ ଜାନୁୟାରୀ ପହିଲାରୁ ଯାନବାହନରେ ଫାସ୍‌ଟାଗ୍‌କୁ ବାଧ୍ୟତାମୂଳକ କରାଯାଇଛି। କେନ୍ଦ୍ର ଭୂପୃଷ୍ଠ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ଏହା ଘୋଷଣା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri