ଆଜି ରାଜ୍ୟରୁ ୯୮ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରେ ସର୍ବାଧିକ
ଭୁବନେଶ୍ୱର,୨୧।୩(ବ୍ୟୁରୋ): ରବିବାର ରାଜ୍ୟରୁ ୯୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮,୮୧୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୪୦ ଜଣ ଚିହ୍ନଟ…
ରାଉରକେଲାରେ ପହଞ୍ଚି ଏନ୍ଆଇଟି ସମାବର୍ତ୍ତନ ଉତ୍ସବରେ ଯୋଗ ଦେଲେ ରାଷ୍ଟ୍ରପତି
ରାଉରକେଲା ଅଫିସ,୨୧।୩: ରାଷ୍ଟ୍ରପତି ରାମନାଥ କୋବିନ୍ଦ ରବିବାର ରାଉରକେଲାରେ ପହଞ୍ଚିଛନ୍ତି। ଏନଆଇଟି ସମାବର୍ତ୍ତନ ଉତ୍ସବରେ ଯୋଗ ଦେବା ପାଇଁ ସେ ରାଉରକେଲା ଗସ୍ତରେ ଅଛନ୍ତି। ନିର୍ଦ୍ଧାରିତ ସମୟ ମଧ୍ୟରେ ସେ ରାଉରକେଲା ବିମାନ ବନ୍ଦରରେ ପହଞ୍ଚିଥିଲେ। ରାଷ୍ଟ୍ରପତିଙ୍କ ସହିତ ରାଜ୍ୟପାଳ ପ୍ରଫେସର…
ଓଡ଼ିଶୀ ନୃତ୍ୟଶିଳ୍ପୀ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୧।୩(ବ୍ୟୁରୋ): ଓଡ଼ିଶୀ ନୃତ୍ୟାଙ୍ଗନା ତଥା ଗୁରୁ କେଳୁଚରଣ ମହାପାତ୍ରଙ୍କ ଧର୍ମପତ୍ନୀ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ଘୋଷଣା କରିଛନ୍ତି। ଆଜି ପୁରୀରେ ତାଙ୍କର ଶେଷକୃତ୍ୟ କରାଯିବ। ମୁଖ୍ୟମନ୍ତ୍ରୀ…
ଦୁର୍ଦ୍ଦିନରେ ୫୦୦ ବୁଣାକାର ପରିବାର
ଖୋର୍ଦ୍ଧା ଅଫିସ,୨୧ା୩: କରୋନା ମହାମାରୀ ଯୋଗୁ ଏକ ବର୍ଷ ହେବ ଖୋର୍ଦ୍ଧା ଜିଲା ବେଗୁନିଆ ଏବଂ ବୋଲଗଡ଼ ବ୍ଲକର ୫୦୦ରୁ ଊର୍ଦ୍ଧ୍ୱ ବୁଣାକାରଙ୍କ ପରିବାର ହାତ ବାନ୍ଧି ବସିଛନ୍ତି। କଞ୍ଚାମାଲ ଅଭାବ, ପ୍ରସ୍ତୁତ ସାମଗ୍ରୀ ବିକ୍ରି ନ ଥିବାରୁ ବୁଣାକାରଙ୍କ ସମସ୍ୟାକୁ…
୧ରୁ ଶ୍ରେଷ୍ଠ ଓଡ଼ିଆଣୀ ପ୍ରତିଯୋଗିତା
ଭୁବନେଶ୍ୱର, ୨୧।୩ (ବ୍ୟୁରୋ): ଓଡ଼ିଆ ପ୍ରଥା, ପରମ୍ପରା, ଭାଷା, ସଂସ୍କୃତି ତଥା ଓଡ଼ିଆ ଅସ୍ମିତାର ସୁରକ୍ଷା ଓ ସମ୍ପ୍ରସାରଣ ଉଦ୍ଦେଶ୍ୟରେ ସଂଭାବନା ପକ୍ଷରୁ ‘ଶ୍ରେଷ୍ଠ ଓଡ଼ିଆଣୀ ପ୍ରତିଯୋଗିତା’ ଆସନ୍ତା ଏପ୍ରିଲ ୧ରୁ ଆରମ୍ଭ ହେବ। ୧୪ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା…
ମଙ୍ଗଳାଯୋଡ଼ିରେ ଲିୟୁସିଷ୍ଟିକ କମନ୍ ମୁରହେନ୍ ପକ୍ଷୀ ଠାବ
ଭୁବନେଶ୍ୱର,୨୧।୩(ବ୍ୟୁରୋ): ଚିଲିକା ମଙ୍ଗଳାଯୋଡ଼ିରେ ଠାବ ହୋଇଛି ବିରଳ ରଙ୍ଗର ନଳ କାମ ପ୍ରଜାତିର ପକ୍ଷୀ। ଇଂଲିଶରେ ଏହାକୁ କମନ୍ ମୁର୍ହେନ୍ କୁହାଯାଏ। ଏହାର ଜୁଲୋଜିକାଲ୍ ନାମ ଗାଲିନୁଲା କ୍ଲୋରୋପସ୍ (Gallinula chloropus)। ଏହାକୁ ଠାବ କରିଛନ୍ତି ମଙ୍ଗଳାଯୋଡ଼ି କଞ୍ଜରଭେଶନ ଟ୍ରଷ୍ଟର ଟ୍ରଷ୍ଟି…
ଗୁରୁ କେଳୁଚରଣ ମହାମାତ୍ରଙ୍କ ଧର୍ମପତ୍ନୀଙ୍କ ବିୟୋଗ
ଭୁବନେଶ୍ୱର,୨୧।୩(ବ୍ୟୁରୋ): ପ୍ରଥମ ଓଡ଼ିଶୀ ନୃତ୍ୟାଙ୍ଗନା ତଥା ଗୁରୁ କେଳୁଚରଣ ମହାପାତ୍ରଙ୍କ ଧର୍ମପତ୍ନୀ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ଶନିବାର ରାତିରେ ତାଙ୍କ ବାସଭବନରେ ପରଲୋକ ଘଟିଛି। ଗତକିଛି ଦିନ ଧରି ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ…
ରାଜଧାନୀରେ ଗଣବଳାତ୍କାର ଅଭିଯୋଗ: ଘରେ ଛାଡିଦେବେ କହି ଅପହରଣ କରିନେଇ…
ଭୁବନେଶ୍ୱର, ୨୧ା୩(ବ୍ୟୁରୋ): ରାଜଧାନୀରେ ଜଣେ ମହିଳା ଗଣବଳାତ୍କାରର ଶିକାର ହୋଇଛନ୍ତି। ଗତ ଫେବୃୟାରୀ ମାସରେ ଏହି ଘଟଣା ଘଟିଥିଲେ ମଧ୍ୟ ପୀଡିତା ଜଣକ ନ୍ୟାୟ ପାଇଁ ପୋଲିସ କମିଶନରଙ୍କ ଦ୍ୱାରସ୍ଥ ହେବାପରେ ଘଟଣା ପଦାକୁ ଆସିଛି। ପୋଲିସ ଅଭିଯୋଗ ରଖୁ ନ…
୨ ମାସରେ ୧୬,୮୨୦ ଲାଇସେନ୍ସ ବାତିଲ: ଡବଲ ହେଲ୍ମେଟ୍ ପାଇଁ ସର୍ବାଧିକ
ଭୁବନେଶ୍ୱର,୨୧।୩(ବ୍ୟୁରୋ): ନୂତନ ମୋଟର ଯାନ ଆଇନ ଲାଗୁ କରାଯିବା ପରେ ପରିବହନ ବିଭାଗ ପକ୍ଷରୁ ଟ୍ରାଫିକ ନିୟମକୁ କଡାକଡି ପାଳନ କରାଯାଉଛି। ନିୟମ ଉଲ୍ଲଂଘନ କରୁଥିବା ଗାଡି ଚାଳକଙ୍କ ଡ୍ରାଇଭିଂ ଲାଇସେନ୍ସ ୩ ମାସ ଯାଏ ରଦ୍ଦ କରାଯାଉଛି। କେବଳ ଜାନୁୟାରୀ…
ଧରିତ୍ରୀ ଏକ ସାମାଜିକ ଆନ୍ଦୋଳନ
ଭୁବନେଶ୍ୱର, ୨୧।୩(ବ୍ୟୁରୋ) : ୧୯୭୪ରୁ ୪୭ ବର୍ଷ ଧରି ଆଗଧାଡ଼ିର ଗଣମାଧ୍ୟମ ଭାବେ ‘ଧରିତ୍ରୀ’ ଓଡ଼ିଶାରେ ବିଭିନ୍ନ ସାମାଜିକ, ରାଜନୈତିକ ଓ ଅର୍ଥନୈତିକ ପ୍ରସଙ୍ଗକୁ ନେଇ ଏକ ନିର୍ଦ୍ଦିଷ୍ଟ ମତ ପରିବେଷଣ କରିଆସୁଛି। ବର୍ତ୍ତମାନର ଆବଶ୍ୟକତାକୁ ଦେଖି ‘ଧରିତ୍ରୀ’ ନିଜକୁ ଏକ…
ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଯବାନଙ୍କ ଶେଷକୃତ୍ୟ
ଟିକିରି,୨୦ା୩: ଦିଲ୍ଲୀରେ ସିଆରପିଏଫ୍ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ଭାବେ କାର୍ଯ୍ୟ କରୁଥିବା ରାୟଗଡ଼ା ଜିଲା କାଶୀପୁର ବ୍ଲକ୍ କୋଡ଼ିପାରି ଗ୍ରାମର ଜେମ୍ସ ଦାସ ନାୟକଙ୍କର ଗୁରୁବାର ରାତିରେ ପରଲୋକ ଘଟିଥିଲା। ଶନିବାର ସନ୍ଧ୍ୟାରେ ତାଙ୍କ ମରଶରୀର କୋଡ଼ିପାରିରେ ପହଞ୍ଚିବା ପରେ ରାଷ୍ଟ୍ରୀୟ ମର୍ଯ୍ୟାଦାର…
ଦାଦନ ଶ୍ରମିକଙ୍କୁ ବନ୍ଦକ ପକାଇ ଗିରଫ ହେଲେ ସର୍ଦ୍ଦାର
କୋକସରା,୨୦।୩: କଳାହାଣ୍ଡି ଜିଲା କୋକସରା ଏବଂ ଆମପାଣି ଥାନା ଅଞ୍ଚଳର ୭ ଜଣ ଶ୍ରମିକଙ୍କୁ ବିଭିନ୍ନ ପ୍ରଲୋଭନ ଦେଖାଇ ଗତ ଅକ୍ଟୋବର ମାସରେ ମଧ୍ୟପ୍ରଦେଶ ନେଇଯାଇଥିଲେ ଜଣେ ଦାଦନ ସର୍ଦ୍ଦାର। ସେଠାରେ ସର୍ଦ୍ଦାର ଜଣକ ଶ୍ରମିକମାନଙ୍କୁ ଏକ ଠିକାସଂସ୍ଥାରେ ବନ୍ଦକ ପକାଇ…
Archives


