ରାଜ୍ୟ

ବିଜେଡି ଜିଲା ସଭାପତି ଓ ଧର୍ମଗଡ ବିଧାୟକଙ୍କ କୋକସରା ବ୍ଲକର ବିଭିନ୍ନ ଅଞ୍ଚଳ ଗସ୍ତ: ଇନ୍ଦ୍ରାବତୀ ମେଗା ଲିଫ୍ଟ କେନାଲ ଲୋକାର୍ପଣ ନେଇ ସୂଚନା

କୋକସରା, ୨୫।୧୨ (ଡି.ଏନ.ଏ)- କଳାହାଣ୍ଡି ବିଜେଡି ଜିଲା ସଭାପତି ତଥା ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂଦେଓ ଏବଂ ଧର୍ମଗଡ ବିଧାୟକ ମୌଷଧି ବାଗ ଗୁରୁବାର କୋକସରା ବ୍ଲକର ବିଭିନ୍ନ ପଞ୍ଚାୟତ ଗସ୍ତ କରିଛନ୍ତି। ଅଞ୍ଚଳବାସୀଙ୍କ ବହୁ ପ୍ରତୀକ୍ଷିତ ଇନ୍ଦ୍ରାବତୀ ମେଗା ଲିଫ୍ଟ…

ଯୁବତୀ ଚାଲାଣକାରୀ ଗିରଫ

ଲହୁଣୀପଡା, ୨୫।୧୨ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲାରୁ ଯୁବତୀ ଚାଲାଣ କରୁଥିବା ଦଲାଲଙ୍କୁ ପୋଲିସ କରିଛି। ଯୁବତୀ ଚୋରା ଚାଲାଣର ଦଲାଲଙ୍କୁ ଦୀର୍ଘ ୮ମାସ ପରେ ଚାନ୍ଦିପୋଷ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଚାନ୍ଦିପୋଷ ଥାନା ଅନ୍ତର୍ଗତ କୁସୁମ ଟୋଲା…

ଆମପାଣି ବୁଢ଼ାରଜା ମନ୍ଦିରକୁ ସନ୍ଧ୍ୟା ନଇଁଲେ ଆସୁଛି ଭାଲୁ

କୋକସରା, ୨୫।୧୨ (ଡି.ଏନ.ଏ)- କଳାହାଣ୍ଡି ଜିଲାର ସୀମାନ୍ତ କୋକସରା ବ୍ଲକ ଆମପାଣି ଘାଟି ତଳେ ପୂଜା ପାଉଛନ୍ତି ଆଦିବାସୀ ଜନମାନସର ଆରାଧ୍ୟ ଦେବତା ପ୍ରଭୁ ବୁଢ଼ାରଜା। ସାହାଜଖୋଲ ଜଙ୍ଗଲ ପାଦଦେଶରେ ପ୍ରଭୁ ବୁଢ଼ାରଜାଙ୍କ ମନ୍ଦିର ରହିଛି। ଆଜିକୁ କିଛିଦିନ ହେବ ସନ୍ଧ୍ୟା…

ଭିନ୍ନକ୍ଷମ ପରିଚୟ ପ୍ରଦାନ କର୍ମଶାଳା

  ଦେବଗଡ, ୨୫ା୧୨(ଡ଼ି.ଏନ୍‌.ଏ.)-ଦେବଗଡ଼ ଜିଲା ମୁଖ୍ୟ ଡ଼ାକ୍ତରଖାନା ପରିସରରେ ଜିଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ଭିନ୍ନକ୍ଷମ ପରିଚୟ ପ୍ରଦାନ ନିମନ୍ତେ ଗୁରୁବାର ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ମନୋଜ…

‘ସହରାଞ୍ଚଳ ବିକାଶରେ ଓଡ଼ିଶା ହେବ ରୋଲ୍‌ ମଡେଲ’

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ରାଜ୍ୟର ପ୍ରଥମ ଟାଉନ ପ୍ଲାନିଂ ଯୋଜନାରେ ଗୁରୁବାର ଭୁବନେଶ୍ୱର ଉପକଣ୍ଠର ୪ଟି ଗାଁ ସହଜପୁର, ନରଗୋଦା, ସଜୁପୁଟ ଓ ପାଇକରାପୁର ଗ୍ରାମବାସୀଙ୍କୁ ବିକଶିତ ଅଞ୍ଚଳର ଜମିପଟ୍ଟା ଆବଣ୍ଟନ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସ ଜରିଆରେ ପଟ୍ଟା ଆବଣ୍ଟନ କରିଛନ୍ତି।…

୩ରୁ ଖୋଲିବ ସମସ୍ତ ଧର୍ମାନୁଷ୍ଠାନ

ଖୋର୍ଦ୍ଧା ଅଫିସ,୨୫ା୧୨:ଆସନ୍ତା ଜାନୁୟାରୀ ୩ତାରିଖରୁ ଖୋର୍ଦ୍ଧା ଜିଲାର ସମସ୍ତ ମନ୍ଦିର ଓ ଧାର୍ମିକ ଅନୁଷ୍ଠାନ ଖୋଲିବା ଲାଗି ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ଏସ୍‌ଓପି ଜାରି କରାଯାଇଛି। କୋଭିଡ୍‌-୧୯ ଗାଇଡ୍‌ଲାଇନ ଅନୁଯାୟୀ ମନ୍ଦିରରେ…

ଫିକା ଫିକା ବଡ଼ଦିନ

ଭୁବନେଶ୍ୱର, ୨୫ା୧୨(ବ୍ୟୁରୋ):ମଧ୍ୟରାତ୍ରିରୁ ପ୍ରଭୁ ଯିଶୁଙ୍କ ଧରାବତରଣ ହୋଇଛି॥ ଆଜି ସମଗ୍ର ବିଶ୍ୱ ବଡ଼ଦିନ ପାଳୁଛି। ହେଲେ କୋଭିଡ୍‌ କଟକଣା ଯୋଗୁ ଏଥର ଉତ୍ସବ ଫିକା ପଡ଼ିଛି। ରାଜଧାନୀ ଭୁବନେଶ୍ୱର, କଟକ ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଥିବା ଚର୍ଚ୍ଚରେ ନାହିଁ କୋଳାହଳ,…

ସଡ଼କ ଦୁର୍ଘଟଣା: ସେପ୍ଟେମ୍ବର- ଅକ୍ଟୋବରରେ ୨୭% ବଢ଼ିଲା

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ରାଜ୍ୟରେ ଦୁଇମାସରେ ସଡ଼କ ଦୁର୍ଘଟଣା ଆଶାତୀତ ବୃଦ୍ଧି ପାଇଛି। ୨୦୨୦ ସେପ୍ଟେମ୍ବର ଓ ଅକ୍ଟୋବରରେ ୨୭.୫ ପ୍ରତିଶତ ବୃଦ୍ଧି ପାଇଛି। ସଡ଼କ ଦୁର୍ଘଟଣା ବୃଦ୍ଧିକୁ ନେଇ ରାଜ୍ୟ ସରକାର ଉଦ୍‌ବେଗ ପ୍ରକାଶ କରିବା ସହ ଜିଲାପାଳଙ୍କ ଠାରୁ ରିପୋର୍ଟ ତଲବ କରିଛନ୍ତି।…

ଆରମ୍ଭ ହେଲା ଓଡ଼ିଶା କ୍ୟାରିଅର ପୋର୍ଟାଲ

ଭୁବନେଶ୍ୱର, ୨୫।୧୨(ବ୍ୟୁରୋ) :ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ୟୁନିସେଫ୍‌ ସହଯୋଗରେ ଗୁରୁବାର ଛାତ୍ରୀଛାତ୍ରଙ୍କ ପାଇଁ ଓଡ଼ିଶା କ୍ୟାରିଅର ପୋର୍ଟାଲ ଆରମ୍ଭ ହୋଇଛି। ଗୁରୁବାର ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହାର ଶୁଭାରମ୍ଭ କରିଛନ୍ତି। ଏହାଦ୍ୱାରା ମାଧ୍ୟମିକ ଓ ଉଚ୍ଚମାଧ୍ୟମିକ ସ୍ତରର…

ଜେଲ ଫେରିଲେ ଅଭୟକାନ୍ତ ପାଠକ

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଜେଲ ଯାଇଥିବା ଆଇଏଫ୍‌ଏସ୍‌ ଅଫିସର ଅଭୟକାନ୍ତ ପାଠକଙ୍କୁ ସ୍କାଏ କିଙ୍ଗ୍‌ ଠକେଇ ମାମଲାରେ କମିଶନରେଟ ପୋଲିସ ରିମାଣ୍ଡରେ ଆଣିଥିଲା। ବୁଧବାର ୨ ଦିନିଆ ରିମାଣ୍ଡ ସରିଥିବାବେଳେ ଗୁରୁବାର ପୋଲିସ…

୩୨୧୦ କୋଟିର ଓଏମ୍‌ବିଏଡିସି ପ୍ରକଳ୍ପକୁ ମଞ୍ଜୁରୀ

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ): ଜଷ୍ଟିସ ଏକ.କେ. ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗୁରୁବାର ଭିଡିଓକନଫରେନ୍ସ ଜରିଆରେ ଅନୁଷ୍ଠିତ ଓଭରସାଇଟି ଅଥରଟି ବୈଠକରେ ଓଡିଶା ଖଣି ଅଞ୍ଚଳ ଉନ୍ନୟନ ନିଗମ(ଓଏମବିଏଡିସି)ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ୩୨୧୦ କୋଟି ଟଙ୍କାର ୧୫ଟି ନୂତନ ପ୍ରକଳ୍ପକୁ ଅନୁମୋଦନ ଦିଆଯାଇଛି। ସେଥିରୁ ସୁନ୍ଦରଗଡ…

କଟକ କୋର୍ଟରେ ହାଜର ହେଲେ ଧଳସାମନ୍ତ ଭ୍ରାତା

କଟକ ଅଫିସ, ୨୫ା୧୨:ଗ୍ୟାଙ୍ଗଷ୍ଟର ସୁଶାନ୍ତ ଓ ସୁଶୀଲ ଧଳସାମନ୍ତଙ୍କୁ କମିଶନରେଟ ପୋଲିସ କଟକ ଏସ୍‌ଡିଜେଏମ୍‌(ସଦର) କୋର୍ଟରେ ଗୁରୁବାର ହାଜର କରିଛି। ଉଭୟଙ୍କୁ ୩ଦିନ ରିମାଣ୍ଡରେ ନେବାକୁ ପୋଲିସ ଅଦାଲତରେ ଆବେଦନ କରିଥିବାବେଳେ କୋର୍ଟ ୨ଦିନ ଅର୍ଥାତ୍‌ ୨୫ ଓ ୨୬ତାରିଖ ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri