Odisha Elections 2024

ରାଜ୍ୟ

ବାତ୍ୟା ଫନୀ ପ୍ରଭାବ: କାକଟପୁର ଶିକ୍ଷା ବିଭାଗର ୧ କୋଟି ଟଙ୍କାର କ୍ଷତି ହୋଇଥିବା ଆକଳନ, ଖୁବ୍‌ଶୀଘ୍ର ମରାମତି କାର୍ଯ୍ୟ କରାଯିବାକୁ ଦାବି

କାକଟପୁର,୨୫।୫(ଡି.ଏନ୍‌.ଏ.): ସାମୁଦ୍ରିକ ବାତ୍ୟା ‘ଫନୀ’ ପ୍ରଭାବରେ କାକଟପୁର ବ୍ଲକ ଶିକ୍ଷା ବିଭାଗର ପ୍ରାୟ ୧ କୋଟି ଟଙ୍କାର କ୍ଷତି ଘଟିଥିବା ବ୍ଲକ ଶିକ୍ଷାଧିକାରୀ ଶାନ୍ତନୁ କୁମାର ପରିଡ଼ା ସୂଚନା ଦେଇଛନ୍ତି। ବ୍ଲକ ଅଧୀନରେ ଥିବା ମୋଟ ୧୫୬ ପ୍ରାଥମିକ, ଉଚ୍ଚ...

ସାଢ଼େ ଚାରି କୋଟି ଓଡ଼ିଶାବାସୀଙ୍କ ସେବା କରିବା ଲାଗି ପୁଣିଥରେ ସୁଯୋଗ ଦେଇଥିବାରୁ ଧନ୍ୟବାଦ: ନବୀନ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଚଳିତ ସାଧାରଣ ନିର୍ବାଚନରେ ନିରଙ୍କୁଶ ସଂଖ୍ୟାଗରିଷ୍ଠତା ହାସଲ କରି ପୁଣିଥରେ କ୍ଷମତାକୁ ଫେରିଛି ବିଜେଡି। ଦଳ ଉପରେ ଭରସା ରଖିବା ସହ ପଞ୍ଚମ ଥର ଲାଗି ଓଡ଼ିଶାର ସେବା କରିବା ଲାଗି ସୁଯୋଗ ଦେଇଥିବାରୁ ନବୀନ ଓଡ଼ିଶାବାସୀଙ୍କୁ ଧନ୍ୟବାଦ...

ଓୟୁଏଟି ପ୍ରବେଶିକା ପରୀକ୍ଷାରେ ନକଲି ପରୀକ୍ଷାର୍ଥୀ ମାମଲା: ୪ ଅଭିଯୁକ୍ତଙ୍କୁ ୨ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଓୟୁଏଟି ପ୍ରବେଶିକା ପରୀକ୍ଷାରେ ନକଲି ପରୀକ୍ଷାର୍ଥୀ ଧରାପଡ଼ିବା ପରେ ଏହା ପଛରେ ଏକ ବଡ଼ ର଼୍ୟାକେଟ୍‌ କାମ କରୁଥିବା ପୋଲିସ ଜାଣିବାକୁ ପାଇଥିଲା। ଏ ନେଇ ଅଧିକ ଖୋଳତାଡ଼ କରିବା ଲାଗି ଗିରଫ ୪ ଅଭିଯୁକ୍ତଙ୍କୁ ୩ ଦିନିଆ...

ଝାରସୁଗୁଡ଼ାରୁ ଭୁବନେଶ୍ୱର, ରାୟପୁରକୁ ଉଡ଼ିବ ବିମାନ

ଭୁବନେଶ୍ୱର, ୨୫।୫(ବ୍ୟୁରୋ): ଜୁନ୍‌ ୧ ତାରିଖରୁ ଝାରସୁଗୁଡ଼ାରୁ ଭୁବନେଶ୍ୱର ଓ ରାୟପୁରକୁ ବିମାନ ଉଡିବ। ଉଡ଼ାଣ ୩ ଯୋଜନାରେ ଆଲିଆନ୍ସ ଏୟାର ଉଡ଼ାଣ କରିବ। ଏ ନେଇ ନିର୍ଦ୍ଦେଶକ ଏସ୍‌. କେ. ଚୌହ୍ବାନ ସୂଚନା ଦେଇଛନ୍ତି।

ଜୟଦେବ ଜେନା ଭାଜପାରେ ମିଶିବାକୁ ନେଇ ଚର୍ଚ୍ଚା

ହାଟଡ଼ିହୀ, ୨୫।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀର ପୂର୍ବତନ କଂଗ୍ରେସ ବିଧାୟକ ତଥା ପିସିସି ସଭାପତି ଜୟଦେବ ଜେନା ଭାଜପାରେ ମିଶିବେ ବୋଲି ଚର୍ଚ୍ଚା ହେଉଛି। ଜୟଦେବଙ୍କ ଘର ହାଟଡ଼ିହୀ ବ୍ଲକ ମରୈଗାଁ ପଞ୍ଚାୟତ ଶଙ୍ଖଣା ଗ୍ରାମରେ। ହାଟଡ଼ିହୀ ଏବଂ ଆନନ୍ଦପୁର...

ପରକ୍ରୀୟା ପ୍ରୀତି ନେଲା ଜୀବନ

ଅନୁଗୋଳ ଅଫିସ,୨୫।୫: ଅନୁଗୋଳ ସହର ଉପକଣ୍ଠରେ ପରକ୍ରିୟା ପ୍ରୀତି ଯୋଗୁଁ ୨ଜଣ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଚଣ୍ଡି ବଜାର ନିକଟରେ ଥିବା ଏକ ଜଙ୍ଗଲିଆ ସ୍ଥାନରେ ଶୁକ୍ରବାର ବିଳମ୍ବିତ ରାତିରେ ଦୁଇ ଜଣ ରଶି ଲଗାଇ ଆତ୍ମହତ୍ୟା କରିଥିବା ଅନୁମାନ...

ରାଜ ପରିବାରକୁ ଝଟକା

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ରାଜନୀତିରେ ଓଡ଼ିଶା ରାଜ ପରିବାରର ସକ୍ରିୟ ଅଂଶଗ୍ରହଣ ରହିଆସିଛି। ବଲାଙ୍ଗୀର ଜିଲା ପାଟଣା ମହାରାଜା ରାଜେନ୍ଦ୍ର ନାରାୟଣ ସିଂଦେଓ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହୋଇପାରିଥିଲେ। ସେହିପରି କେନ୍ଦ୍ରାପଡା ଜିଲା ଆଳିର ରାଜା ସାହେବ ଶରତ କୁମାର ଦେବ ଓଡ଼ିଶା ବିଧାନସଭାରେ...

ଟେଷ୍ଟ ଡ୍ରାଇଭ୍‌ ବେଳେ ଦୁର୍ଘଟଣା: ୪ ଶ୍ରମିକଙ୍କ ଉପରେ ଚଢ଼ିଗଲା କାର୍‌

ଭୁବନେଶ୍ୱର, ୨୫ା୫(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅଧୀନ ଶୈଳଶ୍ରୀ ବିହାର ଛକ ନିକଟରେ ଶୁକ୍ରବାର ସକାଳେ ଏକ ଦୁର୍ଘଟଣା ଘଟିଛି। ଜଣେ ସରକାରୀ କର୍ମଚାରୀ ଟେଷ୍ଟ ଡ୍ରାଇଭ୍‌ କରୁଥିବାବେଳେ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ୪ଜଣ ଶ୍ରମିକଙ୍କ ଉପରେ କାର୍‌ ଚଢାଇ...

ପିସିଆର ଭ୍ୟାନ୍‌ ଭଙ୍ଗାରୁଜା, କର୍ମଚାରୀଙ୍କୁ ମାଡ଼

ଭୁବନେଶ୍ୱର, ୨୫ା୫ (ବ୍ୟୁରୋ): ପିସିଆର ଭ୍ୟାନ୍‌ ଭଙ୍ଗାରୁଜା ଓ କର୍ମଚାରୀଙ୍କୁ ମାଡ଼ ମାରିବା ଘଟଣାରେ ଖାରବେଳନଗର ପୋଲିସ ଶୁକ୍ରବାର ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ମସଜିଦ୍‌ କଲୋନୀର ଏସ୍‌.କେ. ଅନୁଓ୍ବାର(୨୩) ଏବଂ ଏସ୍‌.କେ.ରାଜେଶ(୨୨)। ଦୁହିଁଙ୍କ ବିରୋଧରେ କେସ୍‌...

କଥା ରଖିଲେ: ମୋଦିଙ୍କ ବିଜୟ ପରେ ମାଗଣାରେ ଚା’ ବାଣ୍ଟିଲେ ଚିଙ୍ଗୁଡୁ

ମାଲକାନଗିରି, ୨୫ା୫ (ସ୍ବ.ପ୍ର.): ଏମିତି କିଛି ଲୋକଥାନ୍ତି ସେମାନେ ଖିଆଲି ମଣିଷ ରୂପେ ବଞ୍ଚନ୍ତି। ନିଜ ଖିଆଲି ପଣିଆରେ ଥରେ ଯାହା କହିଦେଇଥାନ୍ତି ତାହା ସେମାନେ ପାଳନ କରିଥାନ୍ତି। ସେମିତି ଜଣେ ମଣିଷ ହେଉଛନ୍ତି ଚିଙ୍ଗୁଡୁ। ଚିଙ୍ଗୁଡୁ ଭାଇ ବୋଲି...

ବାପା-ପୁଅ, ଦୁଇ ଭଉଣୀଙ୍କୁ ଭୋଟରଙ୍କ ପ୍ରତ୍ୟାଖ୍ୟାନ

ସୁନ୍ଦରଗଡ଼, ୨୫ା୫ (ଡି.ଏନ.ଏ.): ସରିଛି ୨୦୧୯ ସାଧାରଣ ନିର୍ବାଚନ। ଗୁରୁବାର ଫଳାଫଳ ପ୍ରକାଶ ପାଇବା ପରେ ସୁନ୍ଦରଗଡ଼ ଜିଲାର କେତେଜଣ ହେଭିଓ୍ବେଟ ନେତାଙ୍କ ପରାଜୟ ହୋଇଛି। କେଉଁ ନେତା ହ୍ୟାଟ୍ରିକ କରିଥିବା ବେଳେ ଆଉ କେଉଁ ନେତା ପ୍ରଥମ କରି...

ରାଜ୍ୟ ରାଜନୀତିରେ ପରିବାରବାଦ

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ସାରା ଦେଶରେ ନିର୍ବାଚନ ଫଳାଫଳ ଘୋଷିତ ହୋଇସାରିଛି। ନୂଆ ସରକାର ପାଇଁ ଶାସକ ଅଣ୍ଟା ଭିଡୁଥିବା ବେଳେ ବିରୋଧୀ ପରାଜୟର କାରଣ ଖୋଜୁଛନ୍ତି। ରାଜ୍ୟସ୍ତରରୁ ଜାତୀୟସ୍ତର ଯାଏ ପାରିବାରିକ ରାଜନୀତିକୁ ନେଇ ଚର୍ଚ୍ଚା ଚଳିତ ନିର୍ବାଚନରେ ଦେଖିବାକୁ ମିଳିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri