ବଦଳିଲା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ନାମ
ଭୁବନେଶ୍ୱର,୨୪ା୧୨(ବ୍ୟୁରୋ):ବାରିପଦାରେ ଅବସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ନାମ ମୟୂରଭଞ୍ଜର ପୂର୍ବତନ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ନାମିତ କରାଯାଇଛି। ବୁଧବାର ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ଏ ନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ମଧ୍ୟ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ…
ମୃତ୍ୟୁ ଦଣ୍ଡାଦେଶ ଖାରଜ କଲେ ହାଇକୋର୍ଟ
କଟକ ଅଫିସ୍, ୨୪ା୧୨:ଅନୁଗୋଳ ଜିଲାରେ ଜଣେ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ସ୍ବତନ୍ତ୍ର ପୋକ୍ସୋ ଅଦାଲତ ଦେଇଥିବା ମୃତ୍ୟୁ ଦଣ୍ଡାଦେଶକୁ ହାଇକୋର୍ଟ ବୁଧବାର ଖାରଜ କରିଛନ୍ତି। ଏଥିସହ ପୋକ୍ସୋ ଅଦାଲତ ନିଜ ରାୟର ସମୀକ୍ଷା କରିବାକୁ ଉଚ୍ଚ ଅଦାଲତ କହିଛନ୍ତି।…
ଅଭିଯୁକ୍ତଙ୍କ ମା’ଙ୍କ ବୟାନ ବଦଳିଲା
ନୟାଗଡ଼ ଅଫିସ,୨୪ା୧୨:ପରୀ ଅପହରଣ ଓ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ନୟାଗଡ଼ ଜିଲା ସଦର ଥାନା ଅଧୀନ ଯଦୁପୁର ଗାଁର ଜଣେ କଲେଜ ଛାତ୍ରଙ୍କୁ ଏସ୍ଆଇଟି ଗିରଫ କରିବା ପରେ କୋର୍ଟ ଚାଲାଣ କରିଥିଲା। ଏବେ ଏସ୍ଆଇଟି ତାଙ୍କୁ ୩…
ରାଜ୍ୟରେ ସୁସ୍ଥ ହେଲେ ୩୦୪ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୩।୧୨(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୩୦୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଅନୁଗୋଳ ଜିଲାରୁ ସର୍ବାଧିକ ୫୧ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୩୬, ସୁନ୍ଦରଗଡରୁ ୩୦, କଟକରୁ ୨୭, ମୟୂରଭଞ୍ଜରୁ ୨୧, ପୁରୀରୁ ୨୧, ବରଗଡରୁ ୧୫, ନୂଆପଡାରୁ ୧୪, ବାଲେଶ୍ବରରୁ…
ସ୍କୁଟି ଉପରେ ଚଢ଼ିଗଲା କ୍ରେନ୍: ଚାଲିଗଲା ୨ ଜୀବନ
ବାଲେଶ୍ୱର ଅଫିସ, ୨୩।୧୨-ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ଅଧୀନ ରାମେଶ୍ୱର ମନ୍ଦିର ଛକରେ ବୁଧବାର ଅପରାହ୍ନ ୪ଟା ବେଳେ ଏକ ଅଚଳ ଟ୍ରକ୍କୁ କ୍ରେନ୍ ଦ୍ୱାରା ଗ୍ୟାରେଜ୍କୁ ନିଆଯାଉଥିବା ବେଳେ କେନ୍ ଡ୍ରାଇଭର ଭାରସାମ୍ୟ ହରାଇ ଗୋଟିଏ ସ୍କୁଟି ଉପରେ ଚଢ଼ିିଯିବାରୁ…
ବଂଶୀକୁ ଲକ୍ଷ୍ୟଭେଦ କଲା ଏମ୍ଆର୍ଏସ୍ଏଏମ୍
ବାଲେଶ୍ୱର ଅଫିସ,୨୩।୧୨-ବାଲେଶ୍ୱର ଚାନ୍ଦିପୁର ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର୍)ରୁ ବୁଧବାର ଅପରାହ୍ନ ୩ଟା ୫୫ମିନିଟ୍ରେ ଉଚ୍ଚ କ୍ଷମତା ସମ୍ପନ୍ନ କ୍ଷେପଣାସ୍ତ୍ର ପରୀକ୍ଷଣ କରାଯାଇଛି। ଭାରତ-ଇସ୍ରାଏଲ ମିଳିତ ସହଯୋଗରେ ଏମ୍ଆର୍ଏସଏଏମ୍(ମିଡ଼ିୟମ୍ ରେଞ୍ଜ ସର୍ଫେସ ଟୁ ଏୟାର ମିଶାଇଲ)କୁ ୩ ନମ୍ବର ଲଞ୍ଚ ପ୍ୟାଡ୍ରୁ…
ଭୁବନେଶ୍ୱରରେ ବ୍ରିଟେନ୍ ଫେରନ୍ତା
ଭୁବନେଶ୍ୱର, ୨୩।୧୨(ବ୍ୟୁରୋ)- ଭୁବନେଶ୍ୱରରେ ଜଣେ ବ୍ରିଟେନ ଫେରନ୍ତା ଚିହ୍ନଟ ହୋଇଛନ୍ତି। ଚିହ୍ନଟ ବ୍ୟକ୍ତି ଜଣକ ଗତ ସପ୍ତାହରେ ବ୍ରିଟେନ୍ରୁ ଫେରିଛନ୍ତି। ବର୍ତ୍ତମାନ ତାଙ୍କୁ ସରକାରୀ ସଙ୍ଗରୋଧ କେନ୍ଦ୍ରରେ ରଖାଯାଇଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଟ୍ରେସ୍ କରାଯାଉଛି। ଚିହ୍ନଟ ବ୍ୟକ୍ତିଙ୍କ ସହିତ…
ଆଇପିଏସ୍ ଅଫିସର ସ୍ତରରେ ବଡଧରଣର ଅଦଳ
ଭୁବନେଶ୍ୱର,୨୩ା୧୨(ବ୍ୟୁରୋ)-ରାଜ୍ୟ ସରକାର ଆଇପିଏସ୍ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ୨୧ ଜଣ ଆଇପିଏସ୍ ଓ ଜଣେ ଓପିଏସ୍ ଅଧିକାରୀଙ୍କୁ ବଦଳି କରାଯାଇଛି । ଏ ନେଇ ବୁଧବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି…
ବଦଳିଲେ ନୟାଗଡ଼ ଏସ୍ପି
ଭୁବନେଶ୍ୱର,୨୩।୧୨(ବ୍ୟୁରୋ)-ବଦଳିଲେ ନୟାଗଡ଼ ଏସ୍ପି ପ୍ରତ୍ୟୁଷ ଦିବାକର। ପ୍ରତ୍ୟୁଷଙ୍କୁ ଏଆଇଜି ମୁଖ୍ୟାଳୟ ଭାବେ ବଦଳି କରାଯାଇଛି। ତାଙ୍କ ସ୍ଥାନରେ ସିଦ୍ଧାର୍ଥ କାଟାରିଆଙ୍କୁ ଅବସ୍ଥାପିତ କରାଯାଇଛି। ଏ ନେଇ ବୁଧବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।
ଅବସର ନେବେ ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ
ଭୁବନେଶ୍ୱର,୨୩।୧୨(ବ୍ୟୁରୋ)- ଅବସର ଗ୍ରହଣ କରିବେ ମୁଖ୍ୟ ଶାସନ ସଚିବ ଅସିତ୍ କୁମାର ତ୍ରିପାଠୀ। ଏ ନେଇ ବୁଧବାର ସାଧାରଣ ପ୍ରଶାସନ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ମୁଖ୍ୟ ଶାସନ ଅସିତ୍ କୁମାର ତ୍ରିପାଠୀ ଆସନ୍ତା ୩୧ ତାରିଖ ଦିନ ଅବସର…
ଖୋଲିଲା କାକଟପୁର ମା’ ମଙ୍ଗଳା ମନ୍ଦିର
କାକଟପୁର, ୨୩।୧୨(ଡି.ଏନ୍.ଏ.): କାକଟପୁର ମା’ ମଙ୍ଗଳା ମନ୍ଦିର ଖୋଲିଛି। କରୋନା ଯୋଗୁ ଦୀର୍ଘ ୯ ମାସ ଧରି ମନ୍ଦିର ବନ୍ଦ ରହିବା ପରେ ବୁଧବାର ସମ୍ପୂର୍ଣ୍ଣ କଟକଣା ମଧ୍ୟରେ ଶ୍ରଦ୍ଧାଳୁମାନେ ମା’ଙ୍କୁ ଦର୍ଶନ କରୁଛନ୍ତି। ଏ ନେଇ ମନ୍ଦିରରେ ସ୍ବତନ୍ତ୍ର ବ୍ୟବସ୍ଥା…
ବଦଳିଲା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ନାଁ
ଭୁବନେଶ୍ୱର, ୨୩।୧୨(ବ୍ୟୁରୋ): ବଦଳିଲା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ନାଁ। ବାରିପଦାରେ ଅବସ୍ଥିତ ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟକୁ ଏବେ ମୟୂରଭଞ୍ଜର ପୂର୍ବତନ ମହାରାଜା ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓଙ୍କ ନାଁରେ ନାମିତ କରାଯାଇଛି । ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଘୋଷଣା…
Archives


