ଥରୁଛି କନ୍ଧମାଳ: ଫୁଲବାଣୀରେ ୪, ଦାରିଙ୍ଗିବାଡିରେ ୫ ଡିଗ୍ରୀ ତଳକୁ ଖସିଲା ପାରଦ
ଫୁଲବାଣୀ ଅଫିସ, ୨୩ା୧୨: କନ୍ଧମାଳ ଜିଲାରେ ଶୀତର ପ୍ରକୋପ ହଠାତ୍ ବଢ଼ିଯାଇଛି । ବିଗତ ତିନି ଦିନ ହେବ ଜିଲାରେ ତାପମାତ୍ରା କମିବାରେ ଲାଗିଛି । ଫୁଲବାଣୀରେ ରବିବାର ୫.୫ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ବୁଧବାରରେ ସୁଦ୍ଧାରେ ଏହା ୪…
ଭିଜିଲାନ୍ସ ଜାଲରେ ଅଙ୍ଗନଓ୍ବାଡି କର୍ମୀ: ଏକକାଳୀନ ୫ ସ୍ଥାନରେ ଚଢ଼ାଉ
ପୁରୀ ଅଫିସ,୨୩।୧୨: ପୁଣି ଜଣେ ଅଙ୍ଗନଓ୍ବାଡି କର୍ମୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ ହେଲେ ପୁରୀ ଜିଲାର ଅଙ୍ଗନଓ୍ବାଡି କର୍ମୀ ସନ୍ଧ୍ୟାରାଣୀ ଭଟ୍ଟ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ବୁଧବାର ସକାଳେ ସନ୍ଧ୍ୟାରାଣୀଙ୍କ ଘରେ ଚଢ଼ାଉ ଜାରି…
ଦିନକୁ ୩ ପର୍ଯ୍ୟାୟରେ ଦାରୁଦିଅଁ ଦର୍ଶନ
ପୁରୀ ଅଫିସ,୨୩ା୧୨: ଦୀର୍ଘ ୯ମାସର ପ୍ରତୀକ୍ଷା ପରେ ବୁଧବାର ଶ୍ରୀମନ୍ଦିର ଖୋଲିବ। କରୋନା କଟକଣା ଭିତରେ ଦାରୁଦିଅଁଙ୍କ ଦର୍ଶନ ମିଳିବ। ପୁରୀ ଜିଲା ପ୍ରଶାସନ ପକ୍ଷରୁ ଜାରି ଏସ୍ଓପି (ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର) ଅନୁଯାୟୀ ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ କେବଳ…
୯ ମାସ ପରେ ଖୋଲିଲା ଶ୍ରୀମନ୍ଦିର: ଶ୍ରୀଜିଉଙ୍କ ଦର୍ଶନ କଲେ ସେବାୟତ ପରିବାର
ପୁରୀ ଅଫିସ, ୨୩।୧୨: ସବୁ ପ୍ରତୀକ୍ଷାର ଅନ୍ତ ଘଟିଲା। ଦୀର୍ଘ ୯ ମାସ ପରେ ଖୋଲିଲା ଶ୍ରୀମନ୍ଦିର। ଆରମ୍ଭ ହେଲା ଭକ୍ତ-ଭଗବାନଙ୍କ ମିଳନ। ଭୋର ୪ଟା ୪୦ରେ ସିଂହଦ୍ୱାର ଫିଟାଯିବା ପରେ ଦର୍ଶନ ଆରମ୍ଭ ହୋଇଛି। ତେବେ ଆଜିଠୁ ୩ଦିନ ସେବାୟତ…
ଅଭିଯୁକ୍ତ ଛାତ୍ରଙ୍କୁ ୩ ଦିନ ରିମାଣ୍ଡ
ନୟାଗଡ଼ ଅଫିସ,୨୩ା୧୨: ଏସ୍ଆଇଟି ସୋମବାର ଗିରଫ କରିଥିବା କଲେଜ ଛାତ୍ରଙ୍କୁ କୋର୍ଟରେ ହାଜର କରିବା ସହ ରିମାଣ୍ଡ ପାଇଁ ଆବେଦନ କରିଥିଲା। ଏଥିପାଇଁ କୋର୍ଟ ୩ ଦିନ ଅନୁମତି ପ୍ରଦାନ କରିଛନ୍ତି। ୨୨, ୨୩ ଓ ୨୪ ତାରିଖ ଯାଏ ଗିରଫ…
ଯୁଦ୍ଧ ଜାହାଜରେ ବୁଲିଲେ ବିଧାୟକ,ଏମ୍ପି
ପାରାଦୀପ,୨୩ା୧୨(ସ୍ବ.ପ୍ର.) : ରାଜ୍ୟର ୧୦୧ ବିଧାୟକ ଓ ଜଣେ ଏମ୍ପି ମଙ୍ଗଳବାର ପାରାଦୀପ ଗସ୍ତରେ ଆସି ଭାରତୀୟ ନୌସେନାର ଦ୍ବିତୀୟ ବୃହତ୍ ଯୁଦ୍ଧ ଜାହାଜ ଆଇଏନ୍ଏସ୍ ଜଲାସ୍ବରେ ବୁଲିଛନ୍ତି। ଏହା ନୌସେନା ଇତିହାସରେ ପ୍ରଥମ ବୋଲି କାର୍ଯ୍ୟକ୍ରମ ଶେଷରେ ରିୟଲ ଆଡମିରାଲ୍…
୨୦୨୧-୨୨ ବଜେଟ ଲାଗି ଲୋକଙ୍କ ମତ ନେବ ଅର୍ଥ ବିଭାଗ
ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ସମାଜର ବିଭିନ୍ନ ବର୍ଗର ପ୍ରତିନିଧିମାନଙ୍କ ମତାମତ ନେଇ ଅର୍ଥ ବିଭାଗ ପକ୍ଷରୁ ବଜେଟର ପୂର୍ବ ପ୍ରସ୍ତୁତି ହୋଇଆସୁଛି ା ବିଗତ ବର୍ଷଗୁଡିକରେ ବଜେଟ୍ ପ୍ରସ୍ତୁତିକୁ ସୂଚନା ଓ ପ୍ରସାରଣ ପ୍ରଯୁକ୍ତିବିଦ୍ୟା ମାଧ୍ୟମରେ ଅଧିକ ଉନ୍ମୁକ୍ତ ଓ ସହଭାଗିତା ଭିତ୍ତିରେ କରାଯାଇଛି।…
ଦକ୍ଷେଶ୍ୱର ମନ୍ଦିରରୁ ଚୋରି
ଖୋର୍ଦ୍ଧା ଅଫିସ୍/ ବାଣପୁର, ୨୩ା୧୨ (ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ବାଣପୁରର ଐତିହାସିକ ଶୈବପୀଠ ଶ୍ରୀଦକ୍ଷେଶ୍ୱର ମନ୍ଦିରରୁ ସୋମବାର ବିଳମ୍ବିତ ରାତିରେ ୨୨ଟି ଅଷ୍ଟଧାତୁ ମୂର୍ତ୍ତି ଚୋରି ହୋଇଛି। ଏନେଇ ମଙ୍ଗଳବାର ପାଳିଆସେବକ ଶଙ୍କର ନାୟକ ବାଣପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।…
‘ଶ୍ରୀକ୍ଷେତ୍ରର ସାଂସ୍କୃତିକ ଐତିହ୍ୟ’ ପୁସ୍ତକ ଗବେଷଣାରେ ସହାୟକ ହେବ
ଭୁବନେଶ୍ୱର, ୨୩।୧୨(ବ୍ୟୁରୋ): ପୁରୀର ସାଂସ୍କୃତିକ ପରିମଣ୍ଡଳର ଅତୀତ ଓ ବର୍ତ୍ତମାନ ସର୍ବଦା ବୌଦ୍ଧିକ ଆଲୋଚନାର ପ୍ରସଙ୍ଗ ପାଲଟିଛି। ଏହା ଉପରେ ପର୍ଯ୍ୟବସିତ ଡ. ଭାସ୍କର ମିଶ୍ରଙ୍କ ଲିଖିତ ପୁସ୍ତକ ‘ଶ୍ରୀକ୍ଷେତ୍ରର ସାଂସ୍କୃତିକ ଐତିହ୍ୟ’ ଗବେଷକ ତଥା ଜଗନ୍ନାଥ ସଂସ୍କୃତି ପ୍ରେମୀଙ୍କ ପାଇଁ…
ଭଲ ପ୍ରଦର୍ଶନ କରୁଥିବା ବ୍ୟାଙ୍କ ପୁରସ୍କୃତ ହେବେ:ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ରାଜ୍ୟର କୃଷକ, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍ଏସ୍ଜି) ଏବଂ ଏମ୍ଏସ୍ଏମ୍ଇକୁ ଋଣ ପ୍ରଦାନ କରିବା ଉପରେ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅର୍ଥନୀତିର ପୁନରୁଦ୍ଧାର ଲାଗି ଲକ୍ଷଲକ୍ଷ ଚାଷୀ, ମିଶନ ଶକ୍ତି ଗୋଷ୍ଠୀ ଏବଂ କ୍ଷୁଦ୍ର ଓ ମଧ୍ୟମ…
୨ ଦିନିଆ ରିମାଣ୍ଡରେ ଆସିଲେ ଅଭୟକାନ୍ତ
ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଜେଲ ଯାଇଥିବା ଆଇଏଫଏସ୍ ଅଫିସର ଅଭୟକାନ୍ତ ପାଠକଙ୍କୁ ମଙ୍ଗଳବାର ୨ଦିନିଆ ରିମାଣ୍ଡରେ ଆଣିଛି କମିଶନରେଟ ପୋଲିସ। ଟ୍ରାଭେଲ ସଂସ୍ଥା ସ୍କାଏ କିଙ୍ଗ୍କୁ ଠକେଇ ମାମଲାରେ ଅଭୟକାନ୍ତଙ୍କ ସମ୍ପୃକ୍ତି ଅଛି…
ହାତ ପତେଇବେ ଅଭିନେତ୍ରୀ ମୀରା
ପୁରୁଣା ଭୁବନେଶ୍ୱର, ୨୩।୧୨(ଡି.ଏନ୍.ଏ.): କରୋନା ମହାମାରୀ ପାଇଁ ରାଜ୍ୟର ବିଭିନ୍ନ କଳାକାର ହାତବାନ୍ଧି ବସିଛନ୍ତି। ପ୍ରଭାବିତ ହୋଇଛି ଜୀବିକା। ଓଡ଼ିଆ ଫିଲ୍ମ ଜଗତର ହାସ୍ୟ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ମୀରା ମହାନ୍ତି କେନ୍ଦ୍ର ସରକାର ପକ୍ଷରୁ କଳାକାର ଭତ୍ତା ପାଉଥିଲେ। ମାତ୍ର…
Archives


