ବିଜେଡିର ଭ୍ରଷ୍ଟାଚାର ବିରୋଧୀ କଥା, ଲଙ୍କାରେ ହରି ଶବ୍ଦ ଭଳି
ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ଦୀର୍ଘ ୨୧ ବର୍ଷ ଧରି ଦୁର୍ନୀତିକୁ ପ୍ରୋତ୍ସାହିତ କରିଆସୁଥିବା ବିଜେଡି ସରକାର ବର୍ତ୍ତମାନ ଏହା ବିରୋଧରେ ସ୍ବର ଉଠାଇବା ଅତ୍ୟନ୍ତ ହାସ୍ୟାସ୍ପଦ ବୋଲି ଭାଜପା କଟାକ୍ଷ କରିଛି। ବିଜେଡି ଭ୍ରଷ୍ଟାଚାର ବିରୋଧୀ କଥା କହିବା ଲଙ୍କାରେ ହରିଶଦ୍ଦ ବୋଲି ଭାଜପା…
ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ କର୍ମକର୍ତ୍ତାଙ୍କୁ ନବୀନଙ୍କ ଚିଠି
ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଆସନ୍ତା ୨୬ରେ ବିଜୁ ଜନତା ଦଳ ୨୪ତମ ପ୍ରତିଷ୍ଠା ଦିବସ ପାଳନ କରିବ। ଏହି ଅବସରରେ ରାଜ୍ୟବାସୀଙ୍କର ଦଳ ଉପରେ ରହିଥିବା ଆସ୍ଥା ବଜାୟ ରଖିବା, ଜନସସେବାକୁ ରାଜନୀତିର ମୂଳମନ୍ତ୍ର ଭାବେ ଗ୍ରହଣ କରି କାମ କରିବାକୁ ବିଜେଡି ସଭାପତି…
ଟିକାକରଣ ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର, ୨୩।୧୨(ବ୍ୟୁରୋ): କୋଭିଡ୍ ଟିକାକରଣ ସହ ବ୍ୟାପକ ସଚେତନତା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ରାଜ୍ୟର ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମଙ୍ଗଳବାର ତାଙ୍କ…
କିନ୍ନରଙ୍କୁ କଲେ ଜୀବନସାଥୀ
ଅନୁଗୋଳ ଅଫିସ,୨୩ା୧୨: ୫ ବର୍ଷ ତଳୁ ଭଲ ପାଉଥିବା କିନ୍ନରଙ୍କୁ ମଙ୍ଗଳବାର ଜୀବନସାଥୀ କରିଛନ୍ତି ଜଣେ ଯୁବକ। ଏହି ଚର୍ଚ୍ଚିତ ବିବାହ ହୋଇଛି ଅନୁଗୋଳ ସହରସ୍ଥିତ ମା’ ବୁଢ଼ୀ ଠାକୁରାଣୀ ମନ୍ଦିରରେ। ଉଭୟଙ୍କ ପରିବାରରୁ କେହି ଉପସ୍ଥିତ ନ ଥିଲେ ମଧ୍ୟ…
ବ୍ରିଟେନ୍ ଫେରନ୍ତାଙ୍କୁ ୧୪ଦିନ ସଙ୍ଗରୋଧ
ଭୁବନେଶ୍ୱର,୨୩।୧୨(ବ୍ୟୁରୋ) : ବ୍ରିଟେନରେ ଆତଙ୍କ ରଚିଥିବା କରୋନା ଭୂତାଣୁର ନୂଆ ଷ୍ଟ୍ରେନ୍ ଯେପରି ଭାରତ ପ୍ରତି ବିପଦ ସୃଷ୍ଟି ନ କରିବ ସେଥିପାଇଁ କେନ୍ଦ୍ର ସରକାର ବିଭିନ୍ନ ପଦକ୍ଷେପ ନେଇଥିବାବେଳେ ବିଦେଶ ଫେରନ୍ତାଙ୍କ ପାଇଁ ନୂଆ ଗାଇଡ଼ଲାଇନ୍ ଜାରି କରିଛନ୍ତି ରାଜ୍ୟ…
ଥଣ୍ଡାକୁ ପ୍ରଭାବିତ କରୁଛି ଜଳବାୟୁ ପରିବର୍ତ୍ତନ: ଶୀତ ଅଟକାଇଛି ଜେଟ୍ ଷ୍ଟ୍ରିମ୍
ଗ୍ରୀଷ୍ମରେ ଖରା, ମୌସୁମୀରେ ବର୍ଷା ଓ ଶୀତଦିନେ ଥଣ୍ଡା ଋତୁଚକ୍ରର ଏକ ସ୍ବାଭାବିକ ପ୍ରକ୍ରିୟା। ଏହି ପାଣିପାଗ ପରିବର୍ତ୍ତନ ପ୍ରକୃତିର ନିୟମ। କିନ୍ତୁ ବେଳେବେଳେ ଏଥିରେ ବ୍ୟତିକ୍ରମ ଦେଖିବାକୁ ମିଳିଥାଏ। ଯେପରି କି ଏବେ ଡିସେମ୍ବର ଶେଷ ହୋଇ ନୂଆବର୍ଷ ଆସିବାକୁ…
ଆଜି ଖୋଲିବ ଶ୍ରୀମନ୍ଦିର
ପୁରୀ ଅଫିସ,୨୩ା୧୨: ସବୁ ଉତ୍କଣ୍ଠା ଓ ପ୍ରତୀକ୍ଷାର ଅବସାନ ଘଟାଇ ବୁଧବାରଠାରୁ ଶ୍ରୀମନ୍ଦିର ଖୋଲିବ। ଭକ୍ତ ଓ ଭଗବାନଙ୍କ ମିଳନ ହେବ। ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ବ୍ୟାରିକେଡ୍ ତିଆରି ସରିଥିବାବେଳେ ନାମ ପଞ୍ଜୀକରଣ ଓ ଫଟୋଉଠା…
ଫେବୃୟାରୀରେ ସିବିଏସ୍ଇ ଦଶମ, ଦ୍ୱାଦଶ ପରୀକ୍ଷା ହେବନି
ଭୁବନେଶ୍ୱର, ୨୩ା୧୨(ବ୍ୟୁରୋ): କରୋନାର ନୂଆ ଷ୍ଟ୍ରେନ୍କୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଫେବୃୟାରୀରେ ହେବାକୁ ଥିବା ସେଣ୍ଟ୍ରାଲ ବୋର୍ଡ ଅଫ୍ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍ଇ)ର ଦଶମ ଓ ଦ୍ୱାଦଶ ପରୀକ୍ଷାକୁ ବାତିଲ କରିଛନ୍ତି। ଏ ନେଇ ମଙ୍ଗଳବାର…
ଜିଏସ୍ଟି ବିଲ୍ ର଼୍ୟାକେଟର ପର୍ଦ୍ଦାଫାଶ: ୨୦୦ କୋଟିର ଖେଳ
ଭୁବନେଶ୍ୱର,୨୩।୧୨: ରାଜ୍ୟ ଜିଏସ୍ଟି ଏନ୍ଫୋର୍ସମେଣ୍ଟ ଓ୍ବିଙ୍ଗ ଦ୍ୱାରା ଜାଲ୍ ବିଲ୍ ର଼୍ୟାକେଟ ବିରୋଧରେ ରାଜ୍ୟବ୍ୟାପୀ କାର୍ଯ୍ୟାନୁଷ୍ଠାନକୁ ଏକ ବଡ ସଫଳତା ମିଳିଛି। ସୋମବାର ୨୦୦ କୋଟି ଟଙ୍କାର ଏକ ଜାଲ୍ ଜିଏସ୍ଟି ବିଲ୍ ର଼୍ୟାକେଟରେ ସମ୍ପୃକ୍ତ ଥିବା ୩ ମାଷ୍ଟରମାଇଣ୍ଡଙ୍କୁ ଗିରଫ…
ଲାଇନ୍ଚ୍ୟୁତ ହେଲା ମାଲ୍ବାହୀ ଟ୍ରେନ, ୨ ଆହତ
ରାଉରକେଲା,୨୨।୧୨: ବିମଳାଗଡ଼ ରେଲୱେ ୟାର୍ଡ ନିକଟରେ ମଙ୍ଗଳବାର ସାରେ ଏକ ଟ୍ରେନ ଦୁର୍ଘଟଣା ଘଟିଛି। ସନ୍ଧ୍ୟା ୭ଟାରେ ଲୁହାପଥର ନେଇ ଏକ ମାଲବାହୀ ଟ୍ରେନ ବରସୁଆଁରୁ ରାଉରକେଲା ଅଭିମୁଖେ ବାହାରିଥିଲା। କିଛି ବାଟ ଯିବା ପରେ ଟ୍ରେନ ୧୧୦ କିମି ବେଗ…
ରାଜ୍ୟରେ ସୁସ୍ଥ ହେଲେ ୩୮୮ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୨।୧୨: ରାଜ୍ୟରେ ମଙ୍ଗଳବାର ୩୮୮ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ସୁନ୍ଦରଗଡ଼ରୁ ସର୍ବାଧିକ ସୁସ୍ଥ ହୋଇଛନ୍ତି ୭୧ ଜଣ। ଖୋର୍ଦ୍ଧରୁ ୩୮, ଅନୁଗୁଳରୁ ୩୭, ସମ୍ବଲପୁରରୁ ୨୭, ବରଗଡ଼ରୁ ୨୬, ମୟୁରଭଞ୍ଜରୁ ୨୫, କଟକରୁ ୨୧, ବାଲେଶ୍ୱରରୁ ୨୦,ଯାଜପୁରରୁ ୧୬,…
ଲିମକା ବୁକ ଅଫ୍ ରେକର୍ଡ଼ସରେ ବାହାନଗାର ଯୁବ ଇଞ୍ଜିନିୟର
ବାହାନଗା, ୨୨ା୧୨-୧୦ହଜାରରୁ ଊର୍ଦ୍ଧ୍ୱ ସାମାଜିକ ଉପକରଣ, ୩୦ହଜାରରୁ ଊର୍ଦ୍ଧ୍ୱ ବିଜ୍ଞାନ ଓ ଶିକ୍ଷଣୀୟ ସାମଗ୍ରୀ ପ୍ରସ୍ତୁତ କରି ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଞ୍ଚଳର ଯୁବ ଇଞ୍ଜିନିୟର ଡ. ମିହିର କୁମାର ପଣ୍ଡା ଲିମିକା ବୁକ୍ ଅଫ୍ ରେକର୍ଡସରେ ସ୍ଥାନ ପାଇଛନ୍ତି।…
Archives


