ପରୀ ମୃତଦେହ ସହ ଯୌନ ସମ୍ପର୍କ ରଖିଥିଲେ ଅଭିଯୁକ୍ତ
ଭୁବନେଶ୍ୱର, ୨୨।୧୨(ବ୍ୟୁରୋ): ନୟାଗଡ଼ ଯଦୁପୁରର ପରୀ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ସରୋଜ ସେଠୀଙ୍କୁ ରିମାଣ୍ଡରେ ନେଇଛି କ୍ରାଇମବ୍ରାଞ୍ଚ ଏସ୍ଆଇଟି। ଏ ନେଇ ମଙ୍ଗଳବାର ଏସ୍ଆଇଟି ମୁଖ୍ୟ ଅରୁଣ ବୋଥ୍ରା ପ୍ରେସ୍ମିଟ୍ ଜରିଆରେ ସୂଚନା ଦେଇଛନ୍ତି। ସରୋଜ ସେଠୀ ମୁଖ୍ୟ ଅଭିଯୁକ୍ତ…
ରାଜ୍ୟରେ ୩୧୯ କରୋନା ପଜିଟିଭ ଚିହ୍ନଟ, ୪ ମୃତ
ଭୁବନେଶ୍ୱର, ୨୨।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ପୁଣି ୩୧୯ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪ଜଣଙ୍କ ମୃତ୍ୟୁ ଘଟିଛି। ନୂଆ ପଜିଟିଭଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨୬୯୧୫ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ…
ଭିଜିଲାନ୍ସ ଜାଲରେ ଆର୍ବି ଡିଭିଜନ କିରାଣି
ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ମଙ୍ଗଳବାର ଆର୍ବି ଡିଭିଜନ-୧ର କିରାଣି ଅସିତ କୁମାର ନାୟକ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ଭିଜିଲାନ୍ସ ବିଭାଗର ଅଧିକାରୀମାନେ ଏକା ସାଙ୍ଗରେ ୫ଟି ସ୍ଥାନରେ ଚଢ଼ାଉ ଜାରି ରଖିଛନ୍ତି। ଡୁମ୍ଡୁମାସ୍ଥିତ ୩ ମହଲା ଘର, ଜଟଣୀସ୍ଥିତ ଗୋଟିଏ…
ପରୀ ହତ୍ୟାକାଣ୍ଡ: ପୋଖରୀରୁ ପ୍ରମାଣ ଖୋଜୁଛି ଏସ୍ଆଇଟି, ନିଷ୍କାସନ ହେଉଛି ପାଣି
ନୟାଗଡ଼ ଅଫିସ, ୨୨।୧୨: ବହୁ ଚର୍ଚ୍ଚିତ ‘ପରୀ’ ହତ୍ୟାକାଣ୍ଡ ମାମଲାରେ ଏସ୍ଆଇଟି ଅଭିଯୁକ୍ତକୁ ଗିରଫ କରିଥିବା ବେଳେ ତାଙ୍କ ଗାଁ ଯଦୁପୁରରେ ଥିବା ଏକ ପୋଖରୀରୁ ମଙ୍ଗଳବାର ସକାଳୁ ଜଳ ନିଷ୍କାସନ କରାଯାଉଛି। ଅଧିକ ପ୍ରମାଣ ଲାଗି ପୋଖରୀରୁ ଜଳ ନିଷ୍କାସନ…
ପ୍ରଜାକୋର୍ଟରେ ଗୋଟିଏ ପରିବାରକୁ ଗାଁରୁ ବିତାଡ଼ିତ କଲେ ମାଓବାଦୀ
ଚିତ୍ରକୋଣ୍ଡା,୨୨ା୧୨(ଡି.ଏନ୍.ଏ.): ମାଲକାନଗିରି ଜିଲାର ସ୍ବାଭିମାନ ଅଞ୍ଚଳରେ ପୁଣି ମାଓବାଦୀଙ୍କ ହିଂସା ଦେଖିବାକୁ ମିଳିଛି। ସ୍ବାଭିମାନ ଅଞ୍ଚଳ ଯନ୍ତ୍ରୀ ପଞ୍ଚାୟତ ସନ୍ନ୍ୟାସୀଗୁଡ଼ା ଗ୍ରାମର ଗୋଟିଏ ପରିବାରକୁ ପ୍ରଜାକୋର୍ଟରେ ନିର୍ଯାତନା ଦିଆଯିବା ସହ ଗାଁରୁ ବିତାଡ଼ିତ କରିଛନ୍ତି ମାଓବାଦୀ। ଦୁଇଦିନ ତଳେ ସ୍ବାଭିମାନ ଅଞ୍ଚଳର…
ଜିଏସ୍ଟି ଅଫିସରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ରାଉରକେଲା ଅଫିସ, ୨୨।୧୨: ରାଉରକେଲା ଜିଏସ୍ଟି ଅଫିସରେ କାର୍ଯ୍ୟରତ ଅଲେଖ ମହାନନ୍ଦଙ୍କ ଘରେ ମଙ୍ଗଳବାର ସକାଳୁ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ଚାଲିଥିବା ଜଣାପଡ଼ିଛି। ଅଲେଖ ଜିଏସ୍ଟି ଅଫିସର ଭାବେ କମର୍ସିଆଲ…
ଅଙ୍ଗନବାଡ଼ି କର୍ମୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ବ୍ରହ୍ମପୁର ଅଫିସ,୨୨ା୧୨: ଆୟବହିଃର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁର ପୌର ପରିଷଦର ୯ ନଂ ଓ୍ବାର୍ଡର ଅଙ୍ଗନବାଡ଼ି କର୍ମୀ ନମିତା ଦଳାଇଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ଚଢ଼ାଉ ଚାଲିଛି। ଏକା ସାଙ୍ଗରେ ୫ଟି ସ୍ଥାନରେ ଏହି ଚଢ଼ାଉ ଜାରି ରହିଛି। ମିଳିଥିବା…
ଅଠରନଳା ପୁରୁଣା ବ୍ରିଜ୍ରେ ବାଇକ୍ ଚଳାଚଳ ବନ୍ଦ
ପୁରୀ ଅଫିସ,୨୨।୧୨:ଅଠରନଳା ପୁରୁଣା ବ୍ରିଜ୍ ଉପରେ ଦୁଇଚକିଆ ଯାନ ଚଳାଚଳ ବନ୍ଦ ରହିବ। ଏ ନେଇ ପୁରୀ ଜିଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି। ସୋମବାର ଏ ସମ୍ପର୍କରେ ଡାକବାଜି ଯନ୍ତ୍ର ଦ୍ୱାରା ପ୍ରଚାର କରାଯାଇ ସର୍ବସାଧାରଣଙ୍କୁ ଅବଗତ କରାଯାଇଛି। ପୂର୍ବରୁ…
ଜ୍ବାଇଁଙ୍କୁ ପରଷାଗଲା ୭୫ ପ୍ରକାର ଖାଦ୍ୟ
ଗୋପ,୨୨।୧୨(ଡି.ଏନ୍.ଏ.): କଥାରେ ଅଛି ଓଡ଼ିଆ ଘରେ ଜ୍ବାଇଁର ସମ୍ମାନ ସବୁଠାରୁ ଉଚ୍ଚରେ। ଜ୍ବାଇଁ ଯେବେ ଘରକୁ ଅତିଥି ଭାବରେ ଆସିଥାଏ ସେତେବେଳେ ଶ୍ୱଶୁର ଘର ପକ୍ଷରୁ ଜ୍ବାଇଁ ଝିଅଙ୍କ ଲାଗି ୯ ପ୍ରକାର ଛଅ ଭଜା ହୋଇଥାଏ। ହେଲେ ସୋମବାର ଗୋପ…
ବନ୍ଦ ଘରେ ‘ବର୍ଣ୍ଣବୋଧ’
ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ଓଡ଼ିଆ ଭାଷା ଅସ୍ମିତାର ପରିଚୟ ହେଉଛି ‘ବର୍ଣ୍ଣବୋଧ’। ଶିଶୁ ସାହିତ୍ୟର ପ୍ରାଣପ୍ରତିଷ୍ଠାତା ମଧୁସୂଦନ ରାଓ ‘ବର୍ଣ୍ଣବୋଧ’ ମାଧ୍ୟମରେ ଓଡ଼ିଆ ଭାଷାକୁ ବର୍ଣ୍ଣ ପରିଚୟ ଦେଇଛନ୍ତି। ଓଡ଼ିଆ ବର୍ଣ୍ଣ, ମାତ୍ରା, ଯୁକ୍ତାକ୍ଷର, ବନାନ, ଉଚ୍ଚାରଣ ଓ ଶବ୍ଦ ଗଠନ ଆଦି ଶିକ୍ଷା…
ଆଇଏଫ୍ଏସ୍ ସ୍ତରରେ ଅଦଳବଦଳ
ଭୁବନେଶ୍ୱର, ୨୨।୧୨(ବ୍ୟୁରୋ): ରାଜ୍ୟରେ ଆଇଏଫ୍ଏସ୍ ସ୍ତରରେ ଅଦଳ ବଦଳ ହୋଇଛି। ଏ ନେଇ ସୋମବାର ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ (ସିଡିଏ) ସିଇଓ ସୁଶାନ୍ତ ନନ୍ଦଙ୍କୁ ପରିବେଶ ବିଭାଗର ନିର୍ଦ୍ଦେଶକ…
ଏସ୍ଆଇଟିର ଗିରଫଦାରି ପରେ ଅନେକ ପ୍ରଶ୍ନ
ନୟାଗଡ଼ ଅଫିସ,୨୨।୧୨: ପରୀ ଅପହରଣ ଓ ହତ୍ୟା ଘଟଣାରେ ଏସ୍ଆଇଟି ଜଣେ ଛାତ୍ରଙ୍କୁ ଗିରଫ କରିବା ପରେ ସାଧାରଣରେ ନାନା ପ୍ରଶ୍ନ ଉଠିଛି। ସାଢ଼େ ୪ ମାସର ତଦନ୍ତ ପରେ ପୋଲିସ ଅଭିଯୁକ୍ତଙ୍କୁ ଧରିବାରେ ଫେଲ୍ ମାରିଥିଲା। ହେଲେ ୨୦ ଦିନରେ…
Archives


