ରାଜ୍ୟ

ଭୁବନେଶ୍ୱରରେ ୮୩କୁ ପହଞ୍ଚିଲା ଆକ୍ଟିଭ୍‌ କରୋନା କେସ୍‌: ଆଜି ଖଣ୍ଡିଗରିରୁ ଚିହ୍ନଟ ହେଲେ ୨, ପଳାଶୁଣିରୁ…

ଭୁବନେଶ୍ୱର,୧୬।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଆଉ ୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ଟିଭ୍‌ କେସ୍‌ ସଂଖ୍ୟା ୮୩କୁ ବୃଦ୍ଧି ପାଇଛି। ନୂତନ ସଂକ୍ରମିତଙ୍କ ମଧ୍ୟରୁ ଖଣ୍ଡଗିରିରୁ ୨ଜଣ ଥିବା ବେଳେ ୟୁନିଟ୍‌-୩, ପୁରୁଣା ଭୁବନେଶ୍ୱର, ପଳାଶୁଣିରୁ ଜଣେ…

ଏପ୍ରିଲ ୧୭ରେ ପିପିଲି ଉପନିର୍ବାଚନ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ବାଜିଲା ବିଗୁଲ। ବହୁ ଚର୍ଚ୍ଚିତ ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଏପ୍ରିଲ ୧୭ ତାରିଖରେ ଏହି ଉପନିର୍ବାଚନ ଅନୁଷ୍ଠିତ ହେବ । ଏନେଇ ମାର୍ଚ୍ଚ ୨୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ନାମାଙ୍କନ…

କେନ୍ଦୁଝରରେ ବୃହତ ଇସ୍ପାତ ଶିଳ୍ପ ପ୍ରତିଷ୍ଠା ଦାବିରେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ପାଟଣା,୧୬।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ବ୍ଲକ କଂଗ୍ରେସ କମିଟି ତରଫରୁ ବିକ୍ଷୋଭ କରାଯାଇଛି। ଜିଲାରେ ବୃହତ ଇସ୍ପାତ ଶିଳ୍ପ ପ୍ରତିଷ୍ଠା, କେନ୍ଦ୍ର ସରକାରଙ୍କ ୩ କୃଷି ଆଇନ ପ୍ରତ୍ୟାହାର ଦାବି ସହ ପେଟ୍ରୋଲ, ଡିଜେଲ ଓ…

ରାଜ୍ୟରେ ୬୫ କରୋନା ଆକ୍ରାନ୍ତ ଚିହ୍ନଟ: ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୮ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା…

ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ନରସିଂହ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ଧାନକିଣା ଓ ଭାଜପା ବିଧାୟକଙ୍କ ଆତ୍ମହତ୍ୟା ଉଦ୍ୟମ ପ୍ରସଙ୍ଗକୁ ନେଇ ଗତ ୩ ଦିନ ଧରି ବିଧାନସଭା ଅଚଳ ହୋଇଛି। ଏହି ଅଚଳାବସ୍ଥା ଦୂର କରିବାକୁ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଗୃହର ନେତା ତଥା ମୁଖ୍ୟମନ୍ତ୍ରୀ…

ଘରୋଇ ହସ୍ପିଟାଲ ନେଇଛନ୍ତି ୩୪୫ କୋଟି

ଭୁବନେଶ୍ୱର,୧୬।୩(ବ୍ୟୁରୋ): କରୋନା ରୋଗୀଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ୩୩ଟି କୋଭିଡ୍‌-୧୯ ଘରୋଇ ହସ୍ପିଟାଲକୁ ୩୪୪.୫୫ କୋଟି ଟଙ୍କା ପ୍ରଦାନ କରିଛନ୍ତି। ବିଧାୟକ ଗଣେଶ ରାମ ସିଂ ଖୁଣ୍ଟିଆଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ…

୨୦ ବର୍ଷରେ ୨୪ ତଦନ୍ତ କମିଶନ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ଗତ ୨୦ ବର୍ଷରେ ରାଜ୍ୟ ସରକାର ବିଭିନ୍ନ ଘଟଣାର ତଦନ୍ତ କରିବାକୁ ୨୪ଟି ତଦନ୍ତ କମିଶନ ବସାଇଛନ୍ତି। ସେଥିରୁ ୮ଟି ତଦନ୍ତ ରିପୋର୍ଟ ବିଧାନସଭାରେ ଉପସ୍ଥାପନ ହେବାକୁ ବାକି ରହିଛି। ବିଧାୟକ ନାଉରୀ ନାୟକଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ…

କମୁଛି କେନ୍ଦ୍ରୀୟ ଅନୁଦାନ

ଭୁବନେଶ୍ୱର,୧୬।୩(ବ୍ୟୁରୋ): କରୋନା ମହାମାରୀ ରାଜ୍ୟର ଅର୍ଥ ବ୍ୟବସ୍ଥାକୁ ବରବାଦ କରିଦେଇଛି। ରାଜସ୍ବ ହ୍ରାସ ପାଇବା ସାଙ୍ଗକୁ ଖର୍ଚ୍ଚ ବଢ଼ିଚାଲିଛି। ଏପରିସ୍ଥଳେ କେନ୍ଦ୍ରୀୟ ଅନୁଦାନ ହ୍ରାସ ପାଇ ଚାଲିଥିବାରୁ ରାଜ୍ୟ ରାଜକୋଷ ଉପରେ ଚାପ ବଢ଼ିଚାଲିଛି। ଚତୁର୍ଦ୍ଦଶ ଅର୍ଥ କମିଶନଙ୍କ ସୁପାରିସ ଅନୁଯାୟୀ…

ଲଳିତକଳା ଏକାଡେମୀରେ ସ୍ଥାନ ପାଇଲା ୧୭ ଶିଳ୍ପୀଙ୍କ ତୈଳଚିତ୍ର

ଭୁବନେଶ୍ୱର, ୧୬।୩ (ବ୍ୟୁରୋ): ଓଡ଼ିଶା ଲଳିତକଳା ଏକାଡେମୀର ୬୧ତମ ପ୍ରତିଷ୍ଠା ଦିବସ ସୋମବାର ପାଳିତ ହୋଇଯାଇଛି। ଏହ ଅବସରରେ ଓଡ଼ିଶାର ଦିବଂଗତ ୧୭ଜଣ ଚିତ୍ରଶିଳ୍ପୀତ୍ରୁ ଶ୍ରଦ୍ଧାଞ୍ଜଳି ଜଣାଇ ସମୋନଙ୍କ ତୈଳଚିତ୍ର ଏକାଡେମୀରେ ସ୍ଥାନ ପାଇଛି। ସଂସ୍କୃତି ଭବନ ପରିସର ଲଳିତକଳା ଏକାଡେମୀର…

ଜଳବାୟୁର ସ୍ଥିତିକୁ ନେଇ କୃଷି ଉତ୍ପାଦନରେ ବିବିଧତା ଆଣିବା ଆବଶ୍ୟକ

ଭୁବନେଶ୍ୱର, ୧୬।୩(ବ୍ୟୁରୋ): ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି)ରେ ଆୟୋଜିତ ଟିସୁ କଲଚରର ଆଧୁନିକ ଜ୍ଞାନକୌଶଳ ଉପରେ ପ୍ରଶିକ୍ଷକଙ୍କ ତାଲିମ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଜ୍ଞାନ, କାରିଗରୀ ଓ ବୈଷୟିକ ବିଭାଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମୁଖ୍ୟଅତିଥି…

କେନ୍ଦ୍ର ଯୋଗାଣ ମନ୍ତ୍ରୀଙ୍କୁ ଭେଟିଲା ବିଜେଡି ସଂସଦୀୟ ଟିମ୍‌

ଭୁବନେଶ୍ୱର,୧୬।୩(ବ୍ୟୁରୋ): ଧାନ କିଣାକୁ ନେଇ ବିଧାନସଭାରେ ଗତ ୩ ଦିନ ଧରି ଅଚଳାବସ୍ଥା ଜାରି ରହିଥିବା ବେଳେ ସୋମବାର ବିଜେଡି ସଂସଦୀୟ ଦଳର ଏକ ପ୍ରତିନିଧି ମଣ୍ଡଳୀ କେନ୍ଦ୍ର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ପୀୟୂଷ ଗୋଏଲଙ୍କୁ ସାକ୍ଷାତ୍‌…

ଛତୁ ଫାର୍ମରେ ପ୍ରସ୍ତୁତ ହେଉଥିଲା ଗୁଟ୍‌ଖା

ବ୍ରହ୍ମପୁର ଅଫିସ/କୁକୁଡାଖଣ୍ଡି,୧୬।୩: ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଗଞ୍ଜାମ ଜିଲା କୁକୁଡାଖଣ୍ଡି ବ୍ଲକରେ ସକ୍ରିୟ ହେଇଛନ୍ତି ନକଲି ଗୁଟଖା ବେପାରୀ। ସୋମବାର ସନ୍ଧ୍ୟାରେ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବ୍ରହ୍ମପୁର ଉପ-ଜିଲାପାଳ ଭି. କୀର୍ତ୍ତି ଭାଷନ ଜଗଦଳପୁର ଗ୍ରାମ ଠାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri