ଆରମ୍ଭ ହେଲା ‘ଗାନ୍ଧୀ ଶିଳ୍ପ ବଜାର’
ଭୁବନେଶ୍ୱର, ୧୬।୩ (ବ୍ୟୁରୋ): ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗ ଅନ୍ତର୍ଗତ ଓଡ଼ିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିମିଟେଡ୍ (ଉତ୍କଳିକା) ପକ୍ଷରୁ ‘ଗାନ୍ଧୀ ଶିଳ୍ପ ବଜାର’ ୟୁନିଟ୍-୩ସ୍ଥିତ ପ୍ରଦର୍ଶନୀ ପଡିଆରେ ଆରମ୍ଭ ହୋଇଛି। ସୋମବାର ଏହି ମେଳାକୁ…
ଏସ୍ପି, ରେଜିଷ୍ଟ୍ରାରଙ୍କୁ ଓଏଚ୍ଆର୍ସିଙ୍କ ନୋଟିସ
ଭୁବନେଶ୍ୱର,୧୬।୩(ବ୍ୟୁରୋ): ବୁର୍ଲାସ୍ଥିତ ଭିମ୍ସାର କ୍ୟାମ୍ପସରେ ର଼୍ୟାଗିଂ ଘଟଣାକୁ ନେଇ ରାଜ୍ୟ ମାନବିକ ଅଧିକାର କମିଶନ (ଓଏଚ୍ଆର୍ସି)ଙ୍କ ନିକଟରେ ଅଭିଯୋଗ ହୋଇଛି। ଗତ ୧୦ ତରିଖରେ ହଷ୍ଟେଲରେ ରହୁଥିବା ଜୁନିୟର ଡାକ୍ତରମାନେ ସିନିୟରଙ୍କ ଦ୍ୱାରା ନିର୍ଯାତନାର ଶିକାର ହୋଇଥିଲେ। ଏନେଇ ସୋମବାର ର଼୍ୟାଗିଂ…
କଠିନ ଅଧ୍ୟବସାୟରୁ ସଫଳତା
ପାଞ୍ଚ ଦଶନ୍ଧି ତଳେ ଭୁବନେଶ୍ୱର କହିଲେ ହାତଗଣତି କିଛି ବଜାର ଓ ଅଞ୍ଚଳକୁ ବୁଝାଉଥିଲା। ୧୯୭୦ ମସିହାରେ ଜଣେ ସଫଳ ବ୍ୟବସାୟୀ ଭାବେ ଖ୍ୟାତି ଅର୍ଜନ କରିଥିଲେ ସ୍ବର୍ଗତ ସୁକାନ୍ତ ଚନ୍ଦ୍ର ସାମନ୍ତରାୟ। ସେତେବେଳେ ସେ ଆରମ୍ଭ କରିଥିବା ତୃପ୍ତି ପେଟ୍ରୋଲ…
ଜିଏସ୍ଟି କମିଲେ କାର୍ ବିକ୍ରି ବଢ଼ିବ
କୋଭିଡ୍-୧୯ ଅଟୋ ଉଦ୍ୟୋଗ ସମେତ ପ୍ରାୟ ପ୍ରତ୍ୟେକ କ୍ଷେତ୍ରକୁ ପ୍ରଭାବିତ କରିଛି। ମହାମାରୀ ଆସିବାର ବର୍ଷକ ପରେ ଏବେ ସ୍ଥିତି ସ୍ବାଭାବିକ ଅବସ୍ଥାକୁ ଫେରୁଥିବା ମନେହୁଏ। ଯାନବାହନ କ୍ଷେତ୍ରରେ ଲୋକଙ୍କ ଚାହିଦା ମଧ୍ୟ ବଢ଼ିଲାଣି। ଅଟୋ ଉଦ୍ୟୋଗର ସାମ୍ପ୍ରତିକ ସ୍ଥିତି ସମ୍ପର୍କରେ…
ଗୁଳିମାଡ଼ରେ ଟ୍ରଲର ମାଲିକଙ୍କ ମୃତ୍ୟୁ
ବାଲେଶ୍ୱର ଅଫିସ,୧୬।୩: ବାଲେଶ୍ୱର ଜିଲା ମେରାଇନ୍ ଥାନା ବଳରାମଗଡ଼ି ନିକଟ ନାଉପାଳଗଡ଼ିରେ ସୋମବାର ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଜଣେ ଟ୍ରଲର ମାଲିକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବଇଞ୍ଚା ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ଘୋଡ଼ାପଦା ଅଞ୍ଚଳର ବିଜୟ କୁମାର ପ୍ରଧାନ (୫୨)।…
ରାଜିନ୍ଦର ପିଆଇବି ଓଡ଼ିଶା ମୁଖ୍ୟ
ଭୁବନେଶ୍ୱର,୧୬।୩(ପି.ଆଇ.ବି.): ଭାରତୀୟ ସୂଚନା ସେବା (ଆଇଆଇଏସ୍)ର ବରିଷ୍ଠ ଅଧିକାରୀ ରାଜିନ୍ଦର ଚୌଧୁରୀ ପତ୍ର ସୂଚନା କାର୍ଯ୍ୟାଳୟ(ପିଆଇବି) ଓଡ଼ିଶା ମୁଖ୍ୟ ତଥା ଅତିରିକ୍ତ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପିଆଇବି ଭୁବନେଶ୍ୱର ଏବଂ ଆଞ୍ଚଳିକ ଜନସମ୍ପର୍କ କାର୍ଯ୍ୟାଳୟ, ଭୁବନେଶ୍ୱରର ମୁଖ୍ୟ…
ଟେଷ୍ଟିଂ, ଟ୍ରେସିଂ, ଭାକ୍ସିନେଟିଂ ଜୋର୍ଦାର
ଭୁବନେଶ୍ୱର, ୧୬।୩(ବ୍ୟୁରୋ): ଦେଶରେ କରୋନାର ନୂଆ ରୂପ କାୟା ବିସ୍ତାର କରିଚାଲିଥିବାରୁ ଓଡ଼ିଶାକୁ ଯେପରି ପଶି ନ ପାରିବ ସେଥିପାଇଁ ସରକାର ସବୁ ସ୍ତରରୁ ଉଦ୍ୟମ ଆରମ୍ଭ କରିଛନ୍ତି। ଆଗକୁ ରାଜ୍ୟରେ ସଂକ୍ରମଣ ବଢ଼ିବା ସମ୍ଭାବନା ରହିଥିବା ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କହିବା…
ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ପାଇଁ ପ୍ରସ୍ତୁତି
ଭୁବନେଶ୍ୱର, ୧୬।୩(ବ୍ୟୁରୋ): ଆସନ୍ତା ୨୧ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ରାଉରକେଲା ଏନ୍ଆଇଟି ସମାବର୍ତ୍ତନ ଉତ୍ସବ ସମେତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଏହି ଗସ୍ତ ନିମନ୍ତେ ବ୍ୟାପକ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି। ମୁଖ୍ୟ ଶାସନ ସଚିବ ସୁରେଶ…
ସ୍ବାଭାବିକ ହେଉନି ଗୃହ
ଭୁବନେଶ୍ୱର,୧୬ା୩(ବ୍ୟୁରୋ): ମଣ୍ଡି ଅବ୍ୟବସ୍ଥା, ଧାନ କିଣା ଏବଂ ଭାଜପା ବିଧାୟକଙ୍କ ଆତ୍ମହତ୍ୟା ଉଦ୍ୟମକୁ ନେଇ ଶାସକ-ବିରୋଧୀ ମୁହଁାମୁହିଁ ହୋଇଛନ୍ତି। କେହି ନିଜ ଜିଦ୍ରୁ ଓହରିବାକୁ ରାଜି ନୁହନ୍ତି। ଏଥିଯୋଗୁ ଲଗାତର ୩ ଦିନ ଧରି ବିଧାନସଭା ଅଚଳ ହୋଇଛି। ଧାନକିଣା ବ୍ୟବସ୍ଥାକୁ…
ଅଟକିଲା ବର୍ଦ୍ଧିତ ହୋଲ୍ଡିଂ ଟିକସ
ଭୁବନେଶ୍ୱର, ୧୬ା୩ (ବ୍ୟୁରୋ):ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ର ବର୍ଦ୍ଧିତ ଟିକସ ଲାଗୁକୁ ବିଭିନ୍ନ ବର୍ଗରୁ ପ୍ରବଳ ବିରୋଧ ହେବା ପରେ ସରକାର ପଛଘୁଞ୍ଚା ଦେଇଛନ୍ତି। ବର୍ଦ୍ଧିତ ହୋଲ୍ଡିଂ ଟିକସ ଆଦାୟକୁ ସ୍ଥଗିତ ରଖାଯାଇଛି। ଲୋକଙ୍କ ଭାବାବେଗକୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ ଏଭଳି…
ବୃତ୍ତି ଛାଡ଼ିଛନ୍ତି ୫ ପାଟଣା ବାସିନ୍ଦା
ବଅଁରପାଳ,୧୬ା୩ – ଅନୁଗୋଳ ରାଜାଙ୍କ ପ୍ରଜା ଥିଲେ ୫ ପାଟଣାବାସୀ। କୌଳିକ ବୃତ୍ତି ଥିଲା ସେମାନଙ୍କ ବ୍ୟବସାୟର ଭିତ୍ତି। କିଏ ଘଣାରେ ତେଲ ପେଡ଼ୁଥିଲେ ତ ଆଉ କିଏ ତନ୍ତରେ ଲୁଗା ବୁଣି ରାଜ୍ୟ ସମୃଦ୍ଧିରେ ସାଜିଥିଲେ ଅଂଶୀଦାର। ହେଲେ ରାଜତନ୍ତ୍ରର…
ଦିନକେ ଲକ୍ଷେ ବରିଷ୍ଠଙ୍କୁ ଟିକା
ଭୁବନେଶ୍ୱର, ୧୫।୩ – ଓଡ଼ିଶାରେ ସୋମବାର ୧ ଲକ୍ଷ ୨୭୩ ଜଣ ବରିଷ୍ଠ ନାଗରିକଙ୍କୁ କରୋନା ଟିକା ଦିଆଯାଇଛି। ପ୍ରଥମ ଥର ପାଇଁ ରାଜ୍ୟରେ ଦୈନିକ ଟିକା ନେଉଥିବା ବରିଷ୍ଠ ନାଗରିକଙ୍କ ସଂଖ୍ୟା ଏକ ଲକ୍ଷ ପାର ହୋଇଛି। ଏଥି ନେଇ…
Archives


