ରାଜ୍ୟ

ଭୁବନେଶ୍ୱରରୁ ଆଜି ୩୦ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୩

ଭୁବନେଶ୍ୱର,୨୦।୧୨(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୭ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୩ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ଆଗକୁ ଆହୁରି ବଢିବ ଶୀତ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ)-ରାଜ୍ୟରେ ପ୍ରବଳ ଶୀତ ଲହରୀ ଜାରି ରହିଛି। ରାତି ଅପେକ୍ଷା ସକାଳୁ ପାରଦ ସର୍ବନିମ୍ନ ସ୍ତରକୁ ଖସୁଥିବାରୁ ଅସମ୍ଭାଳ ଜାଡ଼ରେ ଥରୁଛନ୍ତି ଲୋକେ। କୁହୁଡ଼ି ସହ କୋହଲା ପବନ ଯୋଗୁ ଗାଁଠୁ ସହର ସବୁଠି ଜୀବନଯାତ୍ରା ପ୍ରଭାବିତ ହେଉଛି। କେତେକ ଜିଲାରେ…

ଯବାନ-ମାଓବାଦୀ ଗୁଳି ବିନିମୟ

ଫୁଲବାଣୀ ଅଫିସ, ୨୦ା୧୨-କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ଅଧୀନ ବିରେନି ଗ୍ରାମ ନିକଟ ଜଙ୍ଗଲରେ ଗତ ୧୭ ତାରିଖରେ ଯବାନ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ସେଠାରୁ ମାଓବାଦୀମାନେ ଖସି ଯାଇଥିବା ବେଳେ ଜଣେ ମିଲିସିଆଙ୍କୁ ଧରାଯାଇଛି। ପୋଲିସ…

ପରୀ ହତ୍ୟା ମାମଲାରେ ଜଣେ ଗିରଫ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ)-ନୟାଗଡ ପରୀ ହତ୍ୟା ମାମଲାରେ ଏସ୍‌ଆଇଟି ରବିବାର ଜଣଙ୍କୁ ଗିରଫ କରିଛି। ଯଦୁପୁର ଗାଁରୁ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଆସନ୍ତାକାଲି ଅଭିଯୁକ୍ତକୁ ସ୍ବତନ୍ତ୍ର ପକ୍ସୋ କୋର୍ଟରେ ହାଜର କରାଯିବ । ଅଭିଯୁକ୍ତ ବିରୋଧରେ ୩୭୬-A, ୩୭୬-AB, ୩୬୪, ୩୦୨, ୨୦୧ ଧାରାରେ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ମାଓବାଦୀ ବିଛାଇଥିଲେ ଲ୍ୟାଣ୍ଡମାଇନ: ଯୋଜନା ପଣ୍ଡ

ଚିତ୍ରକୋଣ୍ଡା,୨୦।୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ନାକାମାମୁଡି ପିପିଲପଦର ଅଞ୍ଚଳରୁ ଶନିବାର ବିଏସ୍‌ଏଫ ଯବାନମାନେ ଲ୍ୟାଣ୍ଡମାଇନ ଉଦ୍ଧାର କରିଛନ୍ତି। ବିଏସ୍‌ଏଫ୍‌ ଯବାନ ଉକ୍ତ ରାସ୍ତା ଦେଇ ଯିବାଆସିବା କରୁଥିବା ବେଳେ ସେମାନଙ୍କୁ ଟାର୍ଗେଟ କରି ମାଓବାଦୀମାନେ ଏଭଳି ଯୋଜନା କରିଥିବା…

ପୁଣି ଅନୁଭବଙ୍କ ନାଁରେ ଏତଲା ଦେଲେ ବର୍ଷା

କଟକ ଅଫିସ,୨୦ା୧୨ କେନ୍ଦ୍ରାପଡ଼ା ଏମ୍‌ପି ତଥା ଓଲିଉଡ ଅଭିନେତା ଅନୁଭବ ମହାନ୍ତିଙ୍କ ନାଁରେ ପୁଣି ଥରେ ଥାନାରେ ମାମଲା ରୁଜୁ ହୋଇଛି। ଏମ୍‌ପିଙ୍କ ଅଭିନେତ୍ରୀ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଏତଲା ଭିତ୍ତିରେ ପୁରୀଘାଟ ଥାନା ପୋଲିସ ତାଙ୍କ ବିରୋଧରେ ମାମଲା ରୁଜୁ…

ପ୍ରକାଶିତ ଖବରକୁ ଖଣ୍ଡନ

୧୯ା୧୨ା୨୦୨୦ ଧରିତ୍ରୀର ୫ମ ପୃଷ୍ଠାରେ ପ୍ରକାଶିତ ‘ଗୀତା ମେହେଟ୍ଟାଙ୍କ ପରାମର୍ଶରେ ଚାଲିଛି କରୋନା ମୁକାବିଲା: ବିକ୍ରମ ଆରୁଖ’ ଶୀର୍ଷକ ଖବରକୁ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ସୂଚନା ଅଧିକାରୀ ମାନସ ଖୁଣ୍ଟିଆ ଲିଖିତ ଆକାରରେ ଖଣ୍ଡନ କରିଛନ୍ତି।…

ରାଜ୍ୟରେ ଆଜି ୩୭୨ କରୋନା ପଜିଟିଭ୍‌ ଚିହ୍ନଟ, ଆଉ ୪ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୨୦ା୧୨(ବ୍ୟୁରୋ): ରବିବାର ରାଜ୍ୟରେ ୩୭୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୨,୬,୨୩୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୧୪ ଜଣ ଚିହ୍ନଟ…

ଆଖଡ଼ାଶାଳିିିଠାରେ ନଦୀ ଭିତ୍ତିକ ବନ୍ଦର ନେଇ ସ୍ଥିତି ଅନୁଧ୍ୟାନ କଲେ ୫-ଟି ସଚିବ ଭି.କେ ପାଣ୍ଡିଆନ

ମହାକାଳପଡ଼ା,୨୦।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ସ୍ଥାନୀୟ ଆଖଡ଼ାଶାଳିଠାରେ ମହାନଦୀ ଶାଖା ଗୁପ୍ତିଗିରି ମଧ୍ୟରେ ଏକ ପ୍ରସ୍ତାବିତ ନଦୀ ଭିତ୍ତିକ ବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ସବୁଜ ସଙ୍କେତ ମିଳିଥିଲା। ପରେ ଏ ନେଇ ରାଜ୍ୟ ସରକାରଙ୍କ ପଧରୁ…

ରାନିବଖରୀରେ ହେବ ରାଜକୀୟ ରେଷ୍ଟୁରାଣ୍ଟ

ସମ୍ବଲପୁର,୨୦ା୧୨ (ବ୍ୟୁରୋ): ରାଜ୍ୟ ସରକାର ପର୍ଯ୍ୟଟନ କ୍ଷେତ୍ରର ବିକାଶ କରି ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇଁ ଅନେକ ଯୋଜନା କରୁଛନ୍ତି। ଏଥିରେ ଯୋଡିହୋଇଛି ନିମନ୍ତ୍ରଣ ଯୋଜନା। ଏହି ଯୋଜନାରେ ସମ୍ବଲପୁର, ପୁରୀ ଓ ଭୁବନେଶ୍ୱରରେ ଓଡିଆ ବ୍ୟଞ୍ଜନ ଯୋଗାଇଦେବାର ବ୍ୟବସ୍ଥା କରୁଛନ୍ତି।…

କୁମ୍ଭୀର ଆଁରେ ଉପାନ୍ତ ଗାଁ

କେନ୍ଦ୍ରାପଡା ଅଫିସ, ୨୦ା୧୨: ଆଳି ଓ ରାଜନଗର ସୀମାନ୍ତ ନଳଦିଆ ଗ୍ରାମ ପୋଖରୀରୁ ୬ ଫୁଟ୍‌ ଲମ୍ବର ଏକ ବଉଳା କୁମ୍ଭୀରକୁ ଗ୍ରାମବାସୀ ଧରି ବନବିଭାଗକୁ ଶୁକ୍ରବାର ହସ୍ତାନ୍ତର କରିଛନ୍ତି । ଏହାପୂର୍ବରୁ ଏକାଧିକ କୁମ୍ଭୀର ବ୍ରାହ୍ମଣୀ ନଦୀ କୂଳବର୍ତ୍ତୀ ଗାଁରେ…

ପରିତ୍ୟକ୍ତ ଗାଡ଼ି ଉଠାଇବାକୁ ସ୍ପେଶାଲ ଡ୍ରାଇଭ: ଟୁଇଟର, ଫେସ୍‌ବୁକ, ୧୦୦ ଡାଏଲ କରି ଜଣାନ୍ତୁ

ଭୁବନେଶ୍ୱର,୨୦ା୧୨(ବ୍ୟୁରୋ): ରାଜଧାନୀର ଅନେକ ସ୍ଥାନରେ ରାସ୍ତାପାର୍ଶ୍ୱରେ ପରିତ୍ୟକ୍ତ ଅବସ୍ଥାରେ ଅନେକ ଗାଡ଼ି ପଡ଼ିରହୁଛି। ରାସ୍ତାର ଉଭୟ ପାର୍ଶ୍ୱରେ ଗାଡ଼ିଗୁଡିକ ପଡ଼ିରହୁଥିବାରୁ ବହୁ ଜାଗା ମାଡ଼ିବସୁଛି, ଯାହାକି ଟ୍ରାଫିକ ସମସ୍ୟା ସୃଷ୍ଟି କରୁଛି। ଏଥିପାଇଁ ଅନେକ ଦୁର୍ଘଟଣା ଘଟିବାର ମଧ୍ୟ ନଜିର ରହିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri