ରାଜ୍ୟ

ଜେଲ୍‌ ଭିତରେ କଏଦୀ ମୃତ୍ୟୁ ଘଟଣା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମୃତଦେହ ରଖି…

ବଲାଙ୍ଗୀର,୧୪ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କାରାଗାର ଭିତରେ ଶନିବାର ସକାଳେ ଜଣେ କଏଦୀ ଆତ୍ମହତ୍ୟା କରିଥିଲେ। ତେବେ ପରିବାର ଲୋକେ ଏହାକୁ ହତ୍ୟା ଘଟଣା ବୋଲି ଅଭିଯୋଗ କରି ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ମୃତଦେହ ରଖି ଧାରଣା ଦେଇଛନ୍ତି। ନ୍ୟାୟ…

୨୯ରେ ମା’ ମଝିଘରିଆଣୀଙ୍କ ଚୈତ୍ର ଯାତ୍ରା

ରାୟଗଡ଼ା ,୧୪।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ଚୈତ୍ର ପର୍ବ ମାର୍ଚ୍ଚ ୨୯ରୁ ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ଶୁକ୍ରବାର ମନ୍ଦିର ପରିସରରେ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା ପରେ ଚୈତ୍ର ଯାତ୍ରା…

କାର ଧକ୍କାରେ ଜଣେ ମୃତ, ୭ ଗୁରୁତର : କ୍ଷତିପୂରଣ ଦାବିରେ

କୁଚିଣ୍ଡା,୧୪।୩(ବିରଞ୍ଚି ଦର୍କା):ସମ୍ବଲପୁର ଜିଲା ମହୁଲପାଲି ଥାନା ଅନ୍ତର୍ଗତ ଟାଇଁସର କଦୋପଡାଠାରେଶୁକ୍ରବାର ରାତିରେ ଯାତ୍ରା ଦେଖି ଘରକୁ ଫେରୁଥିବା ୮ଜଣଙ୍କୁ ଏକ ଦ୍ରୁତଗାମୀ କାର ଧକ୍କା ଦେଇଥିଲା। ସ୍ଥାନୀୟ ଲୋକେ ଆମ୍ବୁଲାନ୍ସ ଦ୍ୱାରା ସମସ୍ତଙ୍କୁ ଚିକିତ୍ସା ପାଇଁ କୁଚିଣ୍ଡା ଡ଼ାକ୍ତରଖାନାକୁ ନେଇଥିଲେ। ହେଲେ…

ସିଲିଣ୍ଡରର ବିକଳ୍ପ ହେବ କିରୋସିନ, ଓଡ଼ିଶାରେ ଆଜି ରେଟ୍‌ ଅଛି ଏତିକି, ଲିଟରେ କିଣିଲେ…

ଭୁବନେଶ୍ୱର,୧୪।୩: ବର୍ତ୍ତମାନ ସାରା ଦେଶରେ ଗ୍ୟାସ ସିଲିଣ୍ଡରକୁ ନେଇ ହଇଚଇ ସୃଷ୍ଟି ହୋଇଛିି। ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ସଂଘର୍ଷ ଭାରତୀୟ ରୋଷେଇ ଘରର ବଜେଟକୁ ବାଧା ଦେଇଛି। ପରିସ୍ଥିତି ଏପରି ହୋଇଛି ଯେ ସକାଳ ହେବାରୁ ଗ୍ୟାସ ଏଜେନ୍ସି…

ନବ ନିର୍ମାଣ କୃଷକ ସଂଗଠନ ସଦସ୍ୟଙ୍କ ଭିତରେ ବିରାଟ ଫାଟ, ବୈଠକ ଆରମ୍ଭରୁ ସାମ୍ନାକୁ ଆସିଲା…

ଧର୍ମଶାଳା,୧୪ା୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଏକ ବୈଠକ ଗୋକର୍ଣ୍ଣେଶ୍ୱର ପୀଠରେ ଅନୁଷ୍ଠିତ ହେଉଥିବା ବେଳେ ସଂଗଠନ ମଧ୍ୟରେ ବିରାଟ ଫାଟ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି। ବୈଠକ ଆରମ୍ଭରୁ ହୋ-ହଲ୍ଲା ହେବା ସହ…

ନବୀନଙ୍କ ପୋଲ୍‌ ଖୋଲିଲେ ପ୍ରତାପ ଷଡ଼ଙ୍ଗୀ, ଅତୀତରେ ମୋତେ ଅଫର ଦେଇଥିବା କହି…

ଭୁବନେଶ୍ୱର,୧୪ା୩: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ପୋଲ୍‌ ଖୋଲି ଦେଇଛନ୍ତି ଏମ୍‌ପି ପ୍ରତାପ ଷଡ଼ଙ୍ଗୀ(ନନା)। ସେ କହିଛନ୍ତି, ନବୀନ ଘୋଡ଼ା ବେପାରରେ ମାହିର। ଅତୀତରେ ମୋତେ ଘୋଡ଼ା ବେପାର ପାଇଁ ଅଫର ଦେଇଥିଲେ ନିଜେ ନବୀନ। ମୋତେ କିଣିବାକୁ ୩…

ଗୋଟିଏ ଦିନରେ ବାରୁଣୀ ସ୍ନାନ ସହ ତାରାତାରିଣୀଙ୍କ ଚୈତ୍ର ଯାତ୍ରା, ମିଳିତ ଭାବରେ କାର୍ଯ୍ୟ କରିବା ନେଇ…

ପୁରୁଷୋତ୍ତମପୁର,୧୪ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକରେ ଗୋଟିଏ ଦିନରେ ବାରୁଣୀସ୍ନାନ ଓ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ରହିଥିବା ନେଇ କିଭଳି ଏହାର ମୁକାବିଲା କରାଯିବ ସେଥିନେଇ ପ୍ରଶାସନ ଚିନ୍ତାରେ ପଡ଼ିଯାଇଛନ୍ତି। ଏଥିନେଇ ଛତ୍ରପୁର ଉପଜିଲାପାଳ ଶୁଭାଶିଷ ବରାଳଙ୍କ…

ବିଜେଡି ସହ ବୁଝାମଣାକୁ ନେଇ ଏମିତି କହିଲେ ସୋଫିଆ, କଂଗ୍ରେସର ସ୍ଥିତି ଆଜି କେବଳ…

ଭୁବନେଶ୍ୱର,୧୪ା୩: ବିଧାୟିକା ସୋଫିଆ ଫିର୍ଦ୍ଦୋସ ଖୋଲାଖୋଲି ଭାବେ ତାଙ୍କର ଅସନ୍ତୋଷ ଝାଡ଼ିଛନ୍ତି। ବିଜେଡି ସହ ବୁଝାମଣାକୁ ନେଇ ଉଠୁଥିବା କଥା ଉପରେ ସେ ଖୁବ୍‌ ରାଗିଯାଇଛନ୍ତି। ସେ କହିଛନ୍ତି, ରାଜ୍ୟ ସଭା ପାଇଁ ପ୍ରାର୍ଥୀ ଚୟନ ପୂର୍ବରୁ କୌଣସି ଆଲୋଚନା ହୋଇନି।…

ରାଜ୍ୟ ସଭା ନିର୍ବାଚନକୁ ନେଇ ନବୀନ-ଜୟନାରାୟଣ ମୁହାଁମୁହିଁ, ଘୋଡ଼ା ବେପାର କଥା ଉଠାଇ…

ଭୁବନେଶ୍ୱର,୧୪ା୩: ଆସନ୍ତା ୧୬ ତାରିଖରେ ଅନୁଷ୍ଠିତ ହେବ ରାଜ୍ୟ ସଭା ନିର୍ବାଚନ। ଏନେଇ ରାଜ୍ୟର ୩ ପ୍ରମୁଖ ଦଳ ଭାଜପା, ବିଜେଡି ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ ଏକାଠି ରଖିବା ପାଇଁ ପୂରା ଦମ୍‌ ଲଗାଇ ଦେଇଛନ୍ତି। ଏହା ଭିତରେ ପ୍ରତ୍ୟେକ…

ବନ୍ଧା ହେଲେ ଜନସେବା କେନ୍ଦ୍ର ମାଲିକ, ଲୋକ ଅଦାଲତ ନାଁରେ କରୁଥିଲେ…

ସମ୍ବଲପୁର,୧୪ା୩(ପ୍ରମୋଦ ବହିଦାର): ଜାତୀୟ ଲୋକ ଅଦାଲତରେ ବିଭିନ୍ନ ସମସ୍ୟାର ସମାଧାନ କରିଦେବାକୁ କହି ଶତାଧିକ ଲୋକଙ୍କୁ ଠକିବା ଅଭିଯୋଗରେ ସମ୍ବଲପୁର ଟାଉନ ଥାନା ପୋଲିସ ଜଣେ ଜନସେବା କେନ୍ଦ୍ର ମାଲିକଙ୍କୁ ଗିରଫ କରିଛି। ସୂଚନା ଅନୁସାରେ, ସମ୍ବଲପୁର ଜିଲା ଆଇନ ସେବା…

ଜେଲ୍‌ ଭିତରେ କଏଦୀଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ବଲାଙ୍ଗୀର,୧୪ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜେଲ୍‌ ଭିତରେ ଜଣେ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। କଏଦୀ ଜଣକ ବଲାଙ୍ଗୀର ସଦର ଥାନା କୁଶଙ୍ଗ ଗାଁର ଭୀଷ୍ମଦେବ ସାହୁ ଓରଫ ଗୋପାଳ( ୩୭)। ଗତ ୨୦୨୧ରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ଜେଲ୍‌ ଯାଇଥିଲେ।…

ରାଜ୍ୟ ସଭା ନିର୍ବାଚନକୁ ନେଇ ମୁହଁ ଖୋଲିଲେ ନବୀନ: କହିଲେ ଭାଜପା କରୁଛି ଘୋଡ଼ା ବେପାର

ଭୁବନେଶ୍ୱର,୧୪ା୩(ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନ ପାଇଁ ମଝିରେ ମାତ୍ର ୨ ଦିନ ରହିଲା। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ ଏକାଠି ରଖିବା ପାଇଁ ସବୁ ପ୍ରକାର ବଳ ଲଗାଇ ଦେଇଛନ୍ତି। ତେବେ ଏହାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?