ଏଥର ଭର୍ଚୁଆଲରେ ବଡ଼ଦିନ: କଟାଯିବନି କେକ୍, ଆଲିଙ୍ଗନ ବଦଳରେ ନମସ୍କାର
ଭୁବନେଶ୍ୱର,୨୦ା୧୨(ବ୍ୟୁରୋ): ଆସନ୍ତା ୨୫ ତାରିଖରେ ବଡ଼ଦିନ ପାଳନ ଲାଗି ଚର୍ଚ୍ଚଗୁଡ଼ିକୁ ଅନୁମତି ଦେଇଛନ୍ତି ରାଜ୍ୟ ସରକାର। ୩ ତାରିଖ ପରେ ମନ୍ଦିର ଏବଂ ଅନ୍ୟାନ୍ୟ ଧର୍ମାନୁଷ୍ଠାନ ଖୋଲିବାକୁ ଅନୁମତି ଥିଲେ ମଧ୍ୟ ଚର୍ଚ୍ଚଗୁଡ଼ିକରେ କଟକଣା ମଧ୍ୟରେ ଖ୍ରୀଷ୍ଟମାସ ସେଲିବ୍ରେଶନକୁ ଅନୁମତି ମିଳିଛି।…
୩ ମାସ ପରେ ହତ୍ୟା ଅଭିଯୋଗ ଆଣିଲେ ପ୍ରେମିକା
ଖୁଣ୍ଟୁଣୀ,୨୦ା୧୨(ଡି.ଏନ୍.ଏ.): ଗୁରୁଡ଼ିଝାଟିଆ ଥାନା ଅଞ୍ଚଳରୁ ସେପ୍ଟେମ୍ବର ୩ରେ ଜଣେ ଯୁବକଙ୍କ ମୃତଦେହ ପୋଲିସ ଜବତ କରିଥିଲା। ତେବେ ଘଟଣାର ୩ ମାସ ପରେ ମୃତ ଯୁବକଙ୍କ ପ୍ରେମିକା ତାଙ୍କୁ ହତ୍ୟା କରାଯାଇଥିବା ନେଇ ଶନିବାର ଅଭିଯୋଗ କରିଛନ୍ତି। ଏ ନେଇ ପୋଲିସ…
ଜଗତ୍ପୁରରୁ ନକଲି ସୋୟାବଡ଼ି କାରଖାନା ଠାବ: ନାମୀଦାମୀ କମ୍ପାନୀର ଲୋଗୋ ସମେତ ୧୦ଲକ୍ଷ ଟଙ୍କାର ସାମଗ୍ରୀ ଜବତ
କଟକ ଅଫିସ,୨୦ା୧୨: ଜଗତ୍ପୁର ଶିଳ୍ପାଞ୍ଚଳ ଫେଜ୍-୨ରେ ଥିବା ମାହେକ୍ ଇଣ୍ଡଷ୍ଟ୍ରିଜ ପ୍ରାଇଭେଟ ଲିମିଟେଡ ନାମକ ଏକ ନକଲି ସୋୟାବଡି କାରଖାନାକୁ ଶନିବାର ପୋଲିସ ଠାବ କରିଛି। ଦୀର୍ଘଦିନ ଧରି ସେଠାରେ ବେଆଇନ ଭାବେ ଉକ୍ତ କାରଖାନା ଚାଲୁଥିଲା। ଖବରପାଇ ଅପରାହ୍ନରେ ମାଲଗୋଦାମ…
ସାତଭାୟା କାହାଣୀ କହିବ ‘କାଲିର ଅତୀତ’
ଭୁବନେଶ୍ୱର,୨୦ା୧୨(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଦ୍ୱାରା ଆୟୋଜିତ ଗୋଆ ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲ ପାନୋରମାରେ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ଚଳଚ୍ଚିତ୍ର ନିର୍ମାତା ନୀଳମାଧବ ପଣ୍ଡାଙ୍କ ଓଡ଼ିଆ ଫିଲ୍ମ ‘କାଲିର ଅତୀତ’ ପ୍ରଦର୍ଶନ ହେବାକୁ ମନୋନୀତ ହୋଇଛି। କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ…
ଆଜିଠୁ ଭାଜପାର ୫ ଦିନିଆ ପଦଯାତ୍ରା
ଭୁବନେଶ୍ୱର,୨୦ା୧୨(ବ୍ୟୁରୋ): ଚଳିତ ମାସ ୫ ତାରିଖରୁ ‘ପରୀ’କୁ ନ୍ୟାୟ ପାଇଁ ନୟାଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଭାଜପା ଗଣଧାରଣା କରୁଛି। ୧୪୭ ନିର୍ବାଚନମଣ୍ଡଳୀରେ ଦଳ ପକ୍ଷରୁ ପଦଯାତ୍ରା କରାଯାଉଛି। ପରୀ ସମେତ ରାଜ୍ୟରେ ନିଖୋଜ ୫ ହଜାରରୁ ଊର୍ଦ୍ଧ୍ୱ ଶିଶୁଙ୍କୁ ନ୍ୟାୟ…
ସରୋଜଙ୍କ ଲାଏ ଡିଟେକ୍ଶନ ଟେଷ୍ଟ କଲା ଏସ୍ଆଇଟି: ମା’ ଓ ଭଉଣୀଙ୍କୁ ଛାଡ଼ିଲା
ନୟାଗଡ଼ ଅଫିସ,୨୦ା୧୨: ପରୀ ହତ୍ୟା ଘଟଣାର ତଦନ୍ତ କରୁଥିବା ବରିଷ୍ଠ ଆଇପିଏସ୍ ଅଧିକାରୀ ଅରୁଣ ବୋଥ୍ରାଙ୍କ ନେତୃତ୍ୱାଧୀନ ସ୍ବତନ୍ତ୍ର ତଦନ୍ତକାରୀ ଦଳ (ଏସ୍ଆଇଟି) ଯଦୁପୁର ଗାଁର ସରୋଜ ସେଠୀଙ୍କ ସମେତ ମା’ ଶୈଳବାଳା ଓ ବଡ଼ଭଉଣୀଙ୍କୁ ଶନିବାର ଭୋର ସମୟରେ ଉଠାଇ…
ଆହୁରି ବଢ଼ିବ ଶୀତ
ଭୁବନେଶ୍ୱର, ୨୦ା୧୨ (ବ୍ୟୁରୋ): ଗତ କିଛିଦିନ ଧରି ରାଜ୍ୟରେ ଶୀତ ହ୍ରାସ ପାଇବା ପରେ ଶନିବାରଠାରୁ ପୁଣି ବଢ଼ିଛି। ପାରଦ ୪ରୁ ୫ ଡିଗ୍ରୀ ସେଲ୍ସିୟସ ତଳକୁ ଖସିଯାଇଛି। ରାଜ୍ୟର ୧୦ଟି ସହରରେ ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ ସେଲ୍ସିୟସ ତଳକୁ…
ସୁଲଭ ମୂଲ୍ୟରେ ପୁରୀରେ ରହଣି ସୁବିଧା: ୧୦୦ରୁ ୧୫୦ ଟଙ୍କାରେ ରହିପାରିବେ ଭକ୍ତ
ପୁରୀ ଅଫିସ,୨୦ା୧୨: ପୁରୀ ସହରରେ ଏବେ ଭକ୍ତଙ୍କୁ ସୁଲଭ ମୂଲ୍ୟରେ ରହଣି ସୁବିଧା ମିଳିବ। ମାତ୍ର ୧୦୦ରୁ ୧୫୦ଟଙ୍କା ମଧ୍ୟରେ ଏହି ସୁବିଧା ଯୋଗାଇ ଦିଆଯିବ। ଭକ୍ତ ନିବାସ ନିର୍ମାଣ କରାଯାଇ ଏକକାଳୀନ ୪ରୁ ୫ହଜାର ଲୋକଙ୍କୁ ଯେପରି ଏହି ସୁବିଧା…
କେନ୍ଦ୍ରୀୟ ସଂସ୍ଥାକୁ ଦିଆଯାଉ ପରୀ ହତ୍ୟାକାଣ୍ଡର ତଦନ୍ତ ଭାର
ନୟାଗଡ଼ ଅଫିସ,୧୯ା୧୨ : ନୟାଗଡ଼ ସଦର ଥାନା ଅନ୍ତର୍ଗତ ଯଦୁପୁରର ଶିଶୁକନ୍ୟା ପରୀ ହତ୍ୟାକାଣ୍ଡର ତଦନ୍ତରେ ତ୍ରୁଟି ଥିବା ଦର୍ଶାଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ଜାତୀୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ(ଏନ୍ସିପିସିଆର) । ମାମଲାକୁ ଅଧିକ ଗୁରୁତ୍ୱ ଦେବା ଓ କେନ୍ଦ୍ରୀୟ…
ରାଜ୍ୟରେ ସୁସ୍ଥ ହେଲେ ୩୬୨ କରୋନା ଆକ୍ରାନ୍ତ
ଭୁବନେଶ୍ବର: ରାଜ୍ୟରେ ଶନିବାର କରୋନାରୁ ୩୨୬ ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡ଼ରୁ ୪୦, ପୁରୀରୁ ୨୨, କଟକରୁ ୨୧, ଝାରସୁଗୁଡ଼ାରୁ ୨୦, ବାଲେଶ୍ୱରରୁ ୧୯, ବରଗଡ଼ରୁ ୧୮,…
ସ୍ତ୍ରୀ ସମ୍ମୁଖରେ ସ୍ବାମୀଙ୍କ ଗଣ୍ଡି-ମୁଣ୍ଡ ଅଲଗା କରିଦେଲେ ଦୁର୍ବୃତ୍ତ
ପଡିଆ, ୧୯ା୧୨(ଡି.ଏନ.ଏ.)-ମାଲକାନଗିରି ଜିଲା ପଡିଆ ଥାନା ପଡିଆ ପଞ୍ଚାୟତ କମାରଗୁଡା ନିକଟସ୍ଥ ନନ୍ଦାଗୁଡା ଗ୍ରାମରେ ଶୁକ୍ରବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। କେତେକ ଦୁର୍ବୃତ୍ତ ଜଣେ ବ୍ୟକ୍ତିଙ୍କୁ ଘରୁ ଉଠାଇ ନେଇ ତାଙ୍କ ମୁଣ୍ଡରୁ ଗଣ୍ଡି ଅଲଗା କରି ହତ୍ୟା…
ଏଟିଏଜିଏସ୍ର ବ୍ୟବହାରିକ ପରୀକ୍ଷଣ
ବାଲେଶ୍ୱର ଅଫିସ, ୧୯।୧୨-ବାଲେଶ୍ୱର ଜିଲା ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ପିଏକ୍ସଇ ପରିସରରୁ ଶନିବାର ପୂର୍ବାହ୍ନରେ ଏଟିଏଜିଏସ୍ (ଆଡଭାନ୍ସଡ଼ ଟୋୱେଡ଼ ଆର୍ଟିଲେରୀ ଗନ୍ ସିଷ୍ଟମ୍) ବ୍ୟବହାରିକ ପରୀକ୍ଷଣ କରାଯାଇଛି। ସମ୍ପୂର୍ଣ୍ଣ ସ୍ବଦେଶୀ ଜ୍ଞାନ କୌଶଳରେ ଡିଆର୍ଡିଓ (ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ…
Archives


