ରାମପୁର ପ୍ୟାକ୍ସରେ ଧାନ ବିକ୍ରୟରେ ଟୋକନ ଅବ୍ୟବସ୍ଥା: ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ
ଡୁଙ୍ଗୁରିପାଲି,୧୯।୧୨(ଡି.ଏନ.ଏ.)- ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଏସ.ରାମପୁର ସେବା ସମବାୟ ସମିତି କାର୍ଯ୍ୟାଳୟରେ ଧାନ ବିକ୍ରୟ ସମୟରେ ଟୋକନ ଅବ୍ୟବସ୍ଥା ନେଇ ଶୁକ୍ରବାର ରାମପୁର ତହସିଲଦାରଙ୍କ ଜରିଆରେ ଜିଲାପାଳଙ୍କୁ ରାମପୁର ପ୍ୟାକ୍ସର ଚାଷୀମାନେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ୭…
ବଡସିମଲଇ ଗ୍ରାମର ସୋଲାର ଜଳ ପ୍ରକଳ୍ପ ଅଚଳ
ରିଆମାଳ, ୧୯।୧୨(ଡି.ଏନ.ଏ.) -ଦେବଗଡ ଜିଲା ରିଆମାଳ ବ୍ଲକ ବଡସିମଲଇ ଗ୍ରାମରେ ଜଳାଭାବ ଯୋଗୁ ଏକ ସୋଲାର ଜଳ ପ୍ରକଳ୍ପ ହୋଇଛି। କିନ୍ତୁ ଦୀର୍ଘ ୩ ମାସରୁ ଅଧିକ ହେଲାଣି ଏହି ସୋଲାର ପ୍ରକଳ୍ପ ଅଚଳ ହୋଇପଡିଛି। ଗ୍ରାମବାସୀ ଜଳ ପାଇଁ ହନ୍ତସନ୍ତ…
କଟକରେ ଚାଞ୍ଚଲ୍ୟ: ଘର ଭିତରୁ ମା’ ଝିଅଙ୍କ ମୃତଦେହ ଉଦ୍ଧାର
କଟକ ଅଫିସ,୧୮।୧୨-କଟକ ସେଲ୍ଟର ଛକ ଷ୍ଟେଟ୍ ବ୍ୟାଙ୍କ କଲୋନୀର ଏକ ଘରୁ ଶୁକ୍ରବାର ମା’ ଝିଅଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମା’ର ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଥିବାବେଳେ ଘର ଭିତରେ ୭ ମାସ ଝିଅର କ୍ଷତାକ୍ତ ମୃତଦେହ ପଡି…
ରାଜଧାନୀରେ ଖୋଲିବ ସବୁ ମନ୍ଦିର
ଭୁବନେଶ୍ୱର, ୧୮।୧୨(ବ୍ୟୁରୋ)- ଭୁବନେଶ୍ୱରରେ ଖୋଲିବ ମନ୍ଦିର। ରାଜଧାନୀର ସବୁ ମନ୍ଦିର ଖୋଲିବାକୁ ନିଷ୍ପତ୍ତି ନେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)। ଆସନ୍ତା ୩ରୁ ଭୁବନେଶ୍ୱରର ସମସ୍ତ ମନ୍ଦିର ଖୋଲିବାକୁ ବିଏମସି ଅନୁମତି ଦେଇଛି। ତେବେ କରୋନାର ସମସ୍ତ ନିୟମାବଳୀକୁ ପାଳନ କରାଯାଇ ମନ୍ଦିର…
ଓଡିଶାବାସୀ ଆମର ବସ୍: ନବୀନ
ଭୁବନେଶ୍ୱର,୧୮ା୧୨(ବ୍ୟୁରୋ)-ନିର୍ବାଚନ ଜିତିବା, କ୍ଷମତା ହାତେଇବା ଓ କେନ୍ଦ୍ରରେ ସରକାର ଗଢିବା ଜାତୀୟ ଦଳର ମୁଖ୍ୟ ଲକ୍ଷ୍ୟ । ଜାତୀୟ ନେତୃତ୍ୱକୁ ଖୁସି କରି ମନ୍ତ୍ରୀ କିମ୍ବା କିଛି ବଡ ପଦବୀ ହାସଲ କରିବା ଜାତୀୟ ଦଳର ରାଜ୍ୟ ନେତୃତ୍ୱଙ୍କର ମୁଖ୍ୟ ଲକ୍ଷ୍ୟ।…
ରାଜ୍ୟରେ ସୁସ୍ଥ ହେଲେ ୩୬୩ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୮।୧୨(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୩୬୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ ଜିଲାରୁ ସର୍ବାଧିକ ୬୬ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୪୬, ମୟୂରଭଞ୍ଜରୁ ୨୮, ଅନୁଗୋଳରୁ ୨୧, ବାଲେଶ୍ୱରରୁ ୨୦, କଟକରୁ ୨୦, ପୁରୀରୁ ୨୦, ସମ୍ବଲପୁରରୁ ୧୭, ବଲାଙ୍ଗୀରରୁ…
ବଢିବ ଶୀତ
ଭୁବନେଶ୍ୱର,୧୮।୧୨-ଆଗାମୀ ଦୁଇରୁ ତିନି ଦିନ ମଧ୍ୟରେ ରାଜ୍ୟରେ ବଢିବ ଶୀତ। ରାତିରେ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ଖସିବ। ଫଳରେ ସାରା ରାଜ୍ୟରେ ଶୀତର ପ୍ରକୋପ ବଢିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।…
ଗ୍ୟାଙ୍ଗଷ୍ଟର ରାଜା ଆଚାର୍ଯ୍ୟ ନାଁରେ ଲାଗୁ ହେଲା ଏନ୍ଏସଏ
ଭୁବନେଶ୍ୱର,୧୮।୧୨-ଗ୍ୟାଙ୍ଗଷ୍ଟର ସନ୍ଦିପ ଓରଫ୍ ରାଜା ଆଚାର୍ଯ୍ୟଙ୍କ ନାଁରେ ଜାତୀୟ ନିରାପତ୍ତା ଆଇନ୍ (ଏନ୍ଏସ୍ଏ) ଲାଗୁ ହୋଇଛି। ଦାଦାବଟି ଆଦାୟ ଓ ସର୍ବସାଧାରଣରେ ଆତଙ୍କ ସୃଷ୍ଟି ପାଇଁ କମିଶନରେଟ ପୋଲିସ ଏହି ପଦକ୍ଷେପ ନେଇଛି। ଏନ୍ଏସ୍ଏ ଲାଗୁ କରିବାକୁ କମିଶନରେଟ ପୋଲିସ ପକ୍ଷରୁ…
ଦେଢ଼ମାସରେ ୧୧ଶହ କୋଟି ଜିଏସ୍ଟି ଠକେଇ
ଭୁବନେଶ୍ୱର,୧୭୧୮।୧୨(ବ୍ୟୁରୋ): ନା କିଣା ହୋଇଛି ସାମଗ୍ରୀ, ନା ବିକ୍ରି। କେବଳ କାଗଜକଲମରେ କୋଟିକୋଟି ଟଙ୍କାର କାରବାର ଦର୍ଶାଯାଉଛି। ଏଭଳି ଜାଲିଆତି କରି ସରକାରଙ୍କୁ ଶହ ଶହ କୋଟି ଟଙ୍କାର ବସ୍ତୁ ଓ ସେବା କର(ଜିଏସ୍ଟି) ଚୂନ ଲଗାଉଛନ୍ତି ଅସାଧୁ ବ୍ୟବସାୟୀ। ଜାଲ୍…
ପାନପୋଷ ରେଳଧାରଣା କଡ଼ରେ ପଡ଼ିଛି ୨ ଯୁବକଙ୍କ ମୃତଦେହ: ପରିଚୟ ଖୋଜୁଛି ପୋଲିସ
ରାଉରକେଲା ଅଫିସ,୧୮।୧୨: ସୁନ୍ଦରଗଡ଼ ଜିଲା ପାନପୋଷ ରେଳ ଷ୍ଟେଶନରୁ ୨ ଜଣ ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହକୁ ରେଳବାଇ ପୋଲିସ ଶୁକ୍ରବାର ଜବତ କରିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ରାଉରକେଲା ସରକାରୀ ଡାକ୍ତରଖାନାକୁ ପଠାଇଛି। ସେମାନଙ୍କର ମୃତ୍ୟୁର କାରଣ…
ଶିଶୁପୁତ୍ର କାଳିଆ ମୃତ୍ୟୁ ମାମଲା: ଗିରଫ ହେଲେ ସମ୍ପର୍କୀୟ ଖୁଡ଼ୀ
ଢେଙ୍କାନାଳ ଅଫିସ, ୧୮।୧୨: ଢେଙ୍କାନାଳ ଜିଲା ନିହଲପ୍ରସାଦ ଥାନା ଝଙ୍କିରା ଗ୍ରାମରେ ଚନ୍ଦନ ସାହୁଙ୍କ ୩ ବର୍ଷର ଶିଶୁପୁତ୍ର କାଳିଆ ଓରଫ ଆୟୁଷ ସାହୁ ହତ୍ୟା ମାମଲାର ପର୍ଦ୍ଦାଫାସ ହୋଇଛି। ଏହି ଘଟଣାରେ ମୃତ କାଳିଆଙ୍କ ସମ୍ପର୍କୀୟ ଖୁଡି ଭାରତୀ ସାହୁ…
୨୩ରୁ ଖୋଲିବ, ୩ରୁ ସମସ୍ତଙ୍କୁ ଦର୍ଶନ ଅନୁମତି
ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ଶେଷ ହେଲା ଭକ୍ତଙ୍କ ଅପେକ୍ଷା। ଆସନ୍ତା ୨୩ ତାରିଖରୁ ଖୋଲିବ ଶ୍ରୀମନ୍ଦିର। ଏହାଛଡ଼ା ପୁରୀରେ ଥିବା ସମସ୍ତ ଧର୍ମାନୁଷ୍ଠାନ ମଧ୍ୟ ଏହି ତାରିଖ ପରଠାରୁ ଖୋଲିବ। ଏନେଇ ଜିଲାପାଳ ବଲଓ୍ବନ୍ତ ସିଂହ ଶୁକ୍ରବାର ସୂଚନା ଦେଇଛନ୍ତି। ଶ୍ରୀମନ୍ଦିର ଖୋଲିବାର ପ୍ରଥମ…
Archives


