Odisha Elections 2024

ରାଜ୍ୟ

ନୂଆପଡ଼ାରେ ଢୋଲକିଆ ଆଗୁଆ

ନୂଆପଡ଼ା ଅଫିସ,୨୩।୫: ୬ଷ୍ଠ ରାଉଣ୍ଡ ଗଣତି ଶେଷ ସୁଦ୍ଧା ନୂଆପଡ଼ା ବିଧାନସଭା ଆସନରେ ବିଜେଡିର ରାଜେନ୍ଦ୍ର କୁମାର ଢୋଲକିଆ ଆଗରେ ରହିଛନ୍ତି। ଢୋଲକିଆ ୧୧୬୩୫ ଭୋଟ ପାଇଥିବାବେଳେ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝି ୯୭୮୬ ଭୋଟ ପାଇଛନ୍ତି।

ରେଢ଼ାଖୋଲରେ ରୋହିତ ଆଗୁଆ

ରେଢ଼ାଖୋଲ,୨୩।୫: ୯ମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ରେଢ଼ାଖୋଲ ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ରୋହିତ ପୂଜାରୀ ଆଗୁଆ ରହିଛନ୍ତି। ରୋହିତ ୧୪୧୯୬ ଭୋଟ ପାଇଥିବାବେଳେ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ଦେବେନ୍ଦ୍ର ମହାପାତ୍ର ୧୧୨୪୩ ଭୋଟ ପାଇଛନ୍ତି। କଂଗ୍ରେସ ପ୍ରାର୍ଥୀ...

ସମ୍ବଲପୁରରେ ରାସେଶ୍ୱରୀ ଆଗୁଆ

ସମ୍ବଲପୁର,୨୩।୫: ଦ୍ୱିତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ସମ୍ବଲପୁର ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ଡା. ରେସେଶ୍ୱରୀ ପାଣିଗ୍ରୀହୀ ଆଗୁଆ ରହିଛନ୍ତି। ରାସେଶ୍ୱରୀ ୫୩୪୩ ଭୋଟ ପାଇଥିବାବେଳେ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ଜୟନାରାୟଣ ମିଶ୍ର ୪୭୨୨ ଭୋଟ ପାଇଛନ୍ତି।

ତଳସରାରେ ପ୍ରଫୁଲ୍ଲ ମାଝି ପଛୁଆ

ତଳସରା,୨୩।୫: ଚତୁର୍ଥ ରାଉଣ୍ଡ ଗଣତି ଶେଷ ସୁଦ୍ଧା ତଳସରା ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ଡ. ପ୍ରଫୁଲ୍ଲ ମାଝି ପଛୁଆ ରହିଛନ୍ତି। ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ଭବାନୀ ଭୋ ୬୭୨୯ ଭୋଟ ପାଇଥିବାବେଳେ ପ୍ରଫୁଲ୍ଲ ୫୪୬୧ ଭୋଟ ପାଇଛନ୍ତି।

ବ୍ରଜରାଜନଗରରେ କିଶୋର ମହାନ୍ତି ଆଗୁଆ

ବ୍ରଜରାଜନଗର,୨୩।୫: ୫ମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବ୍ରଜରାଜନଗର ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ କିଶୋର ମହାନ୍ତି ଆଗୁଆ ରହିଛନ୍ତି। କିଶୋର ୧୦୬୬୩ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ରାଧାରାଣୀ ପଣ୍ଡା ୯୬୨୨ ଭୋଟ ପାଇଛନ୍ତି।

ଝାରସୁଗୁଡ଼ାରେ ନବ ଦାସ ଆଗୁଆ

ଲଖନପୁର,୨୩।୫: ୪ର୍ଥ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଝାରସୁଗୁଡ଼ା ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ନବ ଦାସ ଆଗୁଆ ରହିଛନ୍ତି। ନବ ୧୮୨୭୯ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ଦୀନେଶ ଜୈନ ୯୬୦୨ ଭୋଟ ପାଇଛନ୍ତି।

ନୂଆପଡ଼ା ବିଧାନସଭା: କଂଗ୍ରେସ ଆଗରେ

ନୂଆପଡ଼ା ଅଫିସ,୨୩।୫: ନୂଆପଡ଼ା ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝି ଆଗରେ ଅଛନ୍ତି। ପଞ୍ଚମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଘାସିରାମ ୮୧୯୪ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ରାଜେନ୍ଦ୍ର ଢୋଲକିଆ ୭୭୯୦ ଭୋଟ ପାଇଛନ୍ତି।

ଖଡ଼ିଆଳ ବିଧାନସଭା: ବିଜେଡି ଆଗରେ

ନୂଆପଡ଼ା ଅଫିସ,୨୩।୫: ଖଡ଼ିଆଳ ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ଲମ୍ବୋଦର ନିଆଲ ଆଗୁଆ ଅଛନ୍ତି। ପଞ୍ଚମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଲମ୍ବୋଦର ୮୬୨୫ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଅଧିରାଜ ପାଣିଗ୍ରାହୀ ୮୨୭୬ ଭୋଟ ପାଇଛନ୍ତି।

କଣ୍ଟାବାଞ୍ଜିରେ କଂଗ୍ରେସ ଆଗୁଆ

କଣ୍ଟାବାଞ୍ଜି,୨୩।୫: ୪ର୍ଥ ରାଉଣ୍ଡ ଗଣତି ଶେଷ ସୁଦ୍ଧା କଣ୍ଟାବାଞ୍ଜି ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ଆଗୁଆ ରହିଛନ୍ତି। ବିଜେଡି ପ୍ରାର୍ଥୀ ୪୩୧୫ ଭୋଟ ପାଇଥିବାବେଳେ କଂଗ୍ରେସ ପ୍ରାର୍ଥୀ ୪୯୫୨ ଭୋଟ ପାଇଛନ୍ତି।

ରାୟଗଡ଼ାରେ ୩ଟି ରାଉଣ୍ଡରେ ବିଜେଡି ଆଗୁଆ

ରାୟଗଡ଼ା ଅଫିସ୍‌,୨୩ା୫: ରାୟଗଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ୩ଟି ରାଉଣ୍ଡ ଗଣତିରେ ବିଜେଡି ଆଗୁଆ ରହିଛି। ବିଜେଡିର ଲାଲବିହାରୀ ହିମିରିକାଙ୍କୁ ପ୍ରଥମ ରାଉଣ୍ଡରେ ୧୫୪୬, ଦ୍ୱିତୀୟ ରାଉଣ୍ଡରେ ୧୦୪୬, ତୃତୀୟ ରାଉଣ୍ଡରେ ୧୨୭୦ ଭୋଟ୍‌ ମିଳିଛି। ସେହିପରି ଭାଜପାର ବସନ୍ତ...

ଜୟପୁରରେ ରବି ନନ୍ଦ ଆଗୁଆ

ଜୟପୁର,୨୩ା୫(ଡି.ଏନ୍‌.ଏ./ନି.ପ୍ର.): ଜୟପୁର ବିଧାନସଭା ଆସନରେ ଦ୍ୱିତୀୟ ରାଉଣ୍ଡ ଗଣତି ସୁଦ୍ଧା ବିଜେଡିର ରବିନାରାୟଣ ନନ୍ଦ ୭୮ ଭୋଟ୍‌ରେ ଆଗୁଆ ରହିଛନ୍ତି। ଦ୍ୱିତୀୟ ରାଉଣ୍ଡରେ କଂଗ୍ରେସର ତାରାପ୍ରସାଦ ବାହିନୀପତି ୨୨୭୩, ବିଜେଡିର ରବିନାରାୟଣ ନନ୍ଦ ୨୩୫୧ ଏବଂ ଭାଜପାର ଗୌତମ ସାମନ୍ତରାୟ...

ମାଲକାନଗିରିରେ କଂଗ୍ରେସର ମାଲା ମାଢ଼ି ଆଗୁଆ

ମାଲକାନଗିରି,୨୩ା୫(ସ୍ବ.ପ୍ର.): ମାଲକାନଗିରି ବିଧାନସଭା ନିର୍ବାଚନମଣ୍ଡଳୀର ତୃତୀୟ ରାଉଣ୍ଡରେ ଭାଜପା ପ୍ରାର୍ଥୀ ଆଦିତ୍ୟ ମାଢ଼ି ଆଗୁଆ ଥିବାବେଳେ ଚତୁର୍ଥ ରାଉଣ୍ଡରେ ଆଗେଇଛନ୍ତି କଂଗ୍ରେସର ମାଲା ମାଢ଼ି। ୩ୟ ରାଉଣ୍ଡରେ ଭାଜପାକୁ ୪୧୩୬, ବିଜେଡିର ମୁକୁନ୍ଦ ସୋଢ଼ିଙ୍କୁ ୩୧୨୩ ଓ କଂଗ୍ରେସର ମାଲା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri