ଭୁବନେଶ୍ୱରରୁ ଆଜି ୩୭ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍ ୧୭
ଭୁବନେଶ୍ୱର,୧୭।୧୨(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୭ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୦ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…
ବିଧାୟକ ପାଣିଗ୍ରାହୀଙ୍କ ସହଯୋଗୀ ଗିରଫ
ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀ ସର୍ବେଶ୍ୱର ରାଓଙ୍କୁ ଗୁରୁବାର ଗିରଫ କରାଯାଇଛି। ଚାକିରି କରାଇଦେବା ପାଇଁ ଟଙ୍କା ଆଦାୟ ଅଭିଯୋଗରେ ସେ ଗିରଫ ହୋଇଛନ୍ତି। ତେବେ ଜେରା ପରେ କ୍ରାଇମବ୍ରାଞ୍ଚ ଏସ୍ଆଇଟି ତାଙ୍କୁ ଗିରଫ କରିଥିବା ସୂଚନା ମିଳିଛି।
ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଦ୍ୱାରା ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ
ଭୁବନେଶ୍ୱର,୧୭ା୧୨(ବ୍ୟୁରୋ): ଗୁରୁବାର ଲୋକସେବା ଭବନଠାରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଦ୍ୱାରା ବିଭିନ୍ନ କଲ୍ୟାଣମୂଳକ ପ୍ରକଳ୍ପର ଶୁଭାରମ୍ଭ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ତଥା ଅତିରିକ୍ତ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଅନୁସୂଚିତ ଜାତି…
ଅଭୟକାନ୍ତଙ୍କୁ ବାଧ୍ୟତାମୂଳକ ଅବସର ପାଇଁ ନବୀନଙ୍କ ସୁପାରିସ
ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ବରିଷ୍ଠ ଆଇଏଫଏସ ଅଧିକାରୀ ତଥା ନିଲମ୍ବିତ ଅତିରିକ୍ତ ପିସିସିଏଫ୍ ଅଭୟକାନ୍ତ ପାଠକଙ୍କୁ ଦିଆଯିବ ବାଧ୍ୟତାମୂଳକ ଅବସର। ଏଥିପାଇଁ କେନ୍ଦ୍ର ସରକାରଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପାରିସ କରିଥିବା ଗୁରୁବାର ସୂଚନା ମିଳିଛି। ତେବେ ପ୍ରଥମ ଥର ପାଇଁ ଜଣେ ସର୍ବଭାରତୀୟ…
କରୋନା ଯୋଦ୍ଧା, ବୟସ୍କଙ୍କୁ ମାଗଣା ଟିକା
ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ରାଜ୍ୟର କରୋନା ଯୋଦ୍ଧାଙ୍କୁ ମାଗଣାରେ କରୋନା ଟୀକା ଦିଆଯିବ। ଏନେଇ ଗୁରୁବାର ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି। ମନ୍ତ୍ରୀ ସୂଚନା ଦେଇ କହିଛନ୍ତି, ଦେଶରେ ୩୦ କୋଟି ଲୋକଙ୍କୁ ଟିକା ଦେବାକୁ କେନ୍ଦ୍ର ସରକାର ଯୋଜନା କରୁଛନ୍ତି। ଜାନୁଆରୀ…
ନକଲି ନୋଟ କାରବାର କରୁଥିଲେ: ୨ ଆନ୍ତଃରାଜ୍ୟ ଅଭିଯୁକ୍ତଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ
ବାରିପଦା ଅଫିସ,୧୭।୧୨: ବାରିପଦା ସହରରେ ନକଲି ନୋଟ କାରବାର କରୁଥିବା ୨ ଆନ୍ତଃରାଜ୍ୟ ଅଭିଯୁକ୍ତଙ୍କୁ ଟାଉନ ଥାନା ପୋଲିସ ଗୁରୁବାର ସକାଳେ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ଓଡ଼ିଶା ଓ ଝାଡ଼ଖଣ୍ଡ ସୀମାନ୍ତ ବୋହଡ଼ାଗୁଡ଼ା ଅଞ୍ଚଳର ରକ୍ଷାହରୀ ରଣା ଓ ରାସ…
ଚାଷୀଙ୍କ ନିକଟତର ହୁଅ: କୃଷିମନ୍ତ୍ରୀ
ଭୁବନେଶ୍ୱର, ୧୭।୧୨ (ବ୍ୟୁରୋ):ଚାଷୀ ଏବଂ ଚାଷର ଉନ୍ନତି ଲାଗି ରାଜ୍ୟ ସରକାର ଯୁଗାନ୍ତକାରୀ ପଦକ୍ଷେପ ଗ୍ରହଣ କରିଛନ୍ତି। ଚାଷୀଙ୍କ ନିକଟତର ହୋଇ ସେମାନଙ୍କୁ ଉନ୍ନତ ଜ୍ଞାନ କୌଶଳ ସମ୍ପର୍କରେ ସଚେତନ କରିବାକୁ ପଡ଼ିବ। ଫଳରେ କୃଷକ ଏହାର ଲାଭ ପାଇପାରିବେ। ତୃଣମୂଳସ୍ତରରେ…
ବଢ଼ୁଛି ଖାଦ୍ୟ ଅପମିଶ୍ରଣ
ଭୁବନେଶ୍ୱର,୧୭।୧୨ (ବ୍ୟୁରୋ):ରାଜ୍ୟରେ ଖାଦ୍ୟ ପଦାର୍ଥରେ ଅପମିଶ୍ରଣର ମାତ୍ରା ବଢ଼ିଚାଲିଛି। ୨୦୧୮-୧୯ରେ ୧,୯୨୬ ଖାଦ୍ୟ ନମୁନା ସଂଗ୍ରହ କରାଯାଇଥିବାବେଳେ ୨୦୧୯-୨୦ବର୍ଷରେ ଏହା ୨,୯୦୨କୁ ବୃଦ୍ଧି ପାଇଛି। ଏହି ୨୯୦୨ ଖାଦ୍ୟ ନମୁନା ମଧ୍ୟରୁ ୫୯୬ ଅପମିଶ୍ରଣ ବା ନକଲି ଜଣାପଡ଼ିବାପରେ ସେମାନଙ୍କ ବିରୋଧରେ…
ଫେସ୍ବୁକ୍, ଟୁଇଟରରେ ମନ୍ତ୍ରୀଙ୍କୁ ପ୍ରଶ୍ନ ପଚାରିବେ ଚାଷୀ
ଭୁବନେଶ୍ୱର, ୧୭।୧୨ (ବ୍ୟୁରୋ):ଚଳିତ ଖରିଫ୍ ଧାନ ସଂଗ୍ରହକୁ ଅଧିକ ସୁବ୍ୟବସ୍ଥିତ କରାଯିବ। ଏକ୍ଷେତ୍ରରେ ଚାଷୀମାନେ ସମ୍ମୁଖୀନ ହେଉଥିବା ସମସ୍ୟାର ସମାଧାନ ହେବ। ଏଥିପାଇଁ ଚାଷୀମାନେ ଫେସ୍ବୁକ୍ ଓ ଟୁଇଟର ଜରିଆରେ ମନ୍ତ୍ରୀଙ୍କୁ ସିଧାସଳଖ ଅବଗତ କରାଇବାକୁ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି।…
ବିହନ ଯୋଗାଉନି ବିଭାଗ
ବଅଁରପାଳ,୧୭ା୧୨(ଡି.ଏନ.ଏ.) ରବି ଚାଷ ପାଇଁ କୃଷି ସମବାୟ ସମିତିଗୁଡ଼ିକୁ ଆବଶ୍ୟକ ବିହନ ଯୋଗାଇ ଦେଉନି କୃଷି ବିଭାଗ। ଫଳରେ ଅନୁଗୋଳ କୃଷି ଜିଲା ଅଧୀନ ବଅଁରପାଳ ବ୍ଲକ ଅଞ୍ଚଳର ଚାଷୀ ଅଧିକ ଜମିରେ ଫସଲ କରିପାରୁ ନ ଥିବା ଅଭିଯୋଗ ହେଉଛି। ଏପରି…
ବଦନାମ ହେଉଛି ବର୍ଦ୍ଦି
ଢେଙ୍କାନାଳ ଅଫିସ, ୧୭।୧: ଜନତାଙ୍କ ବିଶ୍ୱାସଭାଜନ ହେବାକୁ ଆରମ୍ଭ ହୋଇଛି ‘ଆମ ପୋଲିସ’। ଥାନାକୁ ଆସୁଥିବା ଅଭିଯୋଗକାରୀଙ୍କୁ ଉତ୍ତମ ବ୍ୟବହାର ପ୍ରଦର୍ଶନ, ଧୈର୍ଯ୍ୟର ସହ ଅଭିଯୋଗ ଶୁଣିବା, ନ୍ୟାୟ ପ୍ରଦାନ ଦିଗରେ ଯତ୍ନବାନ ହେବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି…
ନାହିଁ ବିଦ୍ୟୁତ୍ ସଂଯୋଗ, ଡିବିରି ଆଲୁଅ ଭରସା
କୋକସରା, ୧୭।୧୨ (ଡି.ଏନ.ଏ.) ବିଦ୍ୟୁତ୍ ସେବାରୁ ବଞ୍ଚିତଲୋକଙ୍କ ନିକଟରେ ବିଦ୍ୟୁତ୍ ସେବା ପହଞ୍ଚାଇବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ସୌଭାଗ୍ୟ ଯୋଜନା ଆରମ୍ଭ କରାଯାଇଛି। ହେଲେ ଆଜି ବି ଏହି ଯୋଜନା ଅନେକ ଗାଁରେ ପହଞ୍ଚି ପାରିନାହିଁ। କଳାହାଣ୍ଡି ଜିଲା କୋକସରା ବ୍ଲକ…
Archives


