୨୪ ଘଣ୍ଟାରେ ଏସବୁ ଜିଲାରେ ହେବ ପ୍ରବଳ ବର୍ଷା
ଭୁବନେଶ୍ବର,୨୪।୭: ରାଜ୍ୟର ବିଭିନ୍ନ ଜିଲାରେ ଆଉ ୫ ଦିନ ପ୍ରବଳ ବର୍ଷା ହେବାନେଇ ପାଣିପାଗ ବିଭାଗ ରବିବାର ସତର୍କ ସୂଚନା ଜାରି କରିଛି। ଏହିପରି କି ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ବର ଜିଲାରେ ପ୍ରବଳ ବର୍ଷା…
ହାଇଦରଙ୍କ ଅପରାଧିକ ସାମ୍ରାଜ୍ୟର ଅନ୍ତ: ଏନ୍କାଉଣ୍ଟରରେ ମୃତ
ବାଲେଶ୍ୱର ଅଫିସ,୨୪ା୭: କୁଖ୍ୟାତ ଅପରାଧୀ ହାଇଦରଙ୍କୁ ଶନିବାର ଅପରାହ୍ନରେ ବାରିପଦା ନିକଟରେ ଏନ୍କାଉଣ୍ଟର ହୋଇଥିଲା। ଏଥିରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଫଳରେ ତାଙ୍କ ଅପରାଧ ସାମ୍ରାଜ୍ୟର ଅନ୍ତ ଘଟିଥିବା ଚର୍ଚ୍ଚା ହେଉଛି। ସୂଚନାଯୋଗ୍ୟ, ଆଜି ହାଇଦରଙ୍କୁ ଚୌଦ୍ୱାର ଜେଲ୍ରୁ…
ରାଜ୍ୟରେ ବାଘ ଗଣନା ଆରମ୍ଭ
ଭୁବନେଶ୍ୱର,୨୪।୭(ବୂ୍ୟରୋ): ରାଜ୍ୟରେ ବାଘ ଗଣନା ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥର ରାଜ୍ୟର ଅଧିକ ଡିଭିଜନରେ ବାଘ ଗଣନା କରାଯିବ । ପୂର୍ବରୁ ରାଜ୍ୟର ୧୫ଟି ଡିଭିଜନରେ ବାଘ ଗଣନା କରାଯାଉଥିଲା । ଫଳରେ ଏଥର ଗଣନାରେ ରାଜ୍ୟରେ ବାଘ ସଂଖ୍ୟା ବଢିବ…
ଗ୍ୟାଙ୍ଗଷ୍ଟର ହାଇଦରଙ୍କୁ ଏନ୍କାଉଣ୍ଟର
ଭୁବନେଶ୍ୱର,୨୪ା୭(ବ୍ୟୁରୋ): କୁଖ୍ୟାତ ଅପରାଧୀ ହାଇଦରଙ୍କୁ ଶନିବାର ଅପରାହ୍ନରେ ଏନ୍କାଉଣ୍ଟର ହୋଇଛି। ବାରିପଦା ନିକଟରେ ଏହି ଏନ୍କାଉଣ୍ଟର ହୋଇଥିବା ସୂଚନା ମିଳିଛି। ତାଙ୍କୁ ଚୌଦ୍ୱାର ଜେଲ୍ରୁ ବାରିପଦା ଜେଲ୍କୁ ନିଆଯାଉଥିବା ବେଳେ ରାସ୍ତାରେ ପରିସ୍ରା ଯିବାକୁ କହି ଖସି ଯିବା ପାଇଁ ଚେଷ୍ଟା…
୨୪ଘଣ୍ଟା ପରେ ବି ମିଳିଲାନି ପରିଚୟ
ଭୁବନେଶ୍ୱର,୨୪।୭(ବ୍ୟୁରୋ): ହତ୍ୟା ଜଳଜଳ। ହେଲେ ଅଭିଯୋଗ ଓ ମୃତକଙ୍କ ପରିଚୟ ନ ଥିବାରୁ ପୂରା ଘଟଣା ରହସ୍ୟାବୃତ୍ତ ହୋଇଯାଉଛି। ଅନେକ ମାମଲାରେ ପୋଲିସ ମୃତକଙ୍କ ପରିଚୟ ନ ପାଇ ଫାଇଲ୍ ବନ୍ଦ କରିଦେଇଥିବା ମଧ୍ୟ ନଜିର ରହିଛି। ମଞ୍ଚେଶ୍ୱର ଥାନା ବରିମୁଣ୍ଡ…
‘ସରକାରୀ ଚାକିରି ଲାଗି ସର୍ବାଧିକ ବୟସ ସୀମା ୪୨ ବର୍ଷ କରାଯାଉ’
ଭୁବନେଶ୍ୱର, ୨୪।୭(ବ୍ୟୁରୋ): ସରକାରୀ ଚାକିରିରେ ନିଯୁକ୍ତି ପାଇଁ ସର୍ବାଧିକ ବୟସସୀମା ୪୨ ବର୍ଷ ଧାର୍ଯ୍ୟ କରାଯାଉ। ରାଜ୍ୟରେ ୨୧ ବର୍ଷର ନିରଙ୍କୁଶ ଶାସନ ପରେ ମଧ୍ୟ ଯୁବପିଢ଼ି ନିଯୁକ୍ତି ନ ପାଇ ଦିଗହରା ହେବା ସହ ବେକାରି ସମସ୍ୟା ଦିନକୁ ଦିନ…
ସାମୁଦ୍ରିକ ଖାଦ୍ୟ ରପ୍ତାନି ୩୦୦୦ କୋଟି ଛୁଇଁଲା
ଭୁବନେଶ୍ୱର,୨୪।୭(ବ୍ୟୁରୋ): ଲୁଣାପାଣି ମାଛଚାଷ କ୍ଷେତ୍ରରେ ରାଜ୍ୟରେ ଉଲ୍ଲେଖନୀୟ ସଫଳତା ହାସଲ ହୋଇଛି। ଗତ ୧୦ ବର୍ଷ ମଧ୍ୟରେ ଉତ୍ପାଦନ ୭୪୭ ପ୍ରତିଶତ ବୃଦ୍ଧି ପାଇଛି ଏବଂ ଓଡ଼ିଶାରୁ ସାମୁଦ୍ରିକ ଖାଦ୍ୟ ରପ୍ତାନି ମୂଲ୍ୟ ୩ ହଜାର କୋଟି ଟଙ୍କାରୁ ଅଧିକ ହୋଇଛି।…
ଗହୀରମଥାରେ ବିରଳ ପ୍ରଜାତିର ବଗ
ମହାକାଳପଡ଼ା,୨୪।୭(ଡି.ଏନ୍.ଏ.): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟକୁ ପ୍ରତିବର୍ଷ ସାଇବେରିଆରୁ ବିଭିନ୍ନ ପ୍ରଜାତିର ବିଦେଶୀ ପକ୍ଷୀଙ୍କ ଆଗମନ କରିଥାନ୍ତି। ସାଧାରଣତଃ ଓଡ଼ିଶାରେ ଧଳା ଓ ଧୂସର ରଙ୍ଗର ବଗ ଦେଖିବାକୁ ମିଳିଥାନ୍ତି। କିଛିଦିନ ହେବ ଏହି…
ବିରୋଧ ସତ୍ତ୍ୱେ ଆନ୍ଧ୍ରର ଭ୍ରୂକ୍ଷେପ ନାହିଁ
ମାଲକାନଗିରି/କାଲିମେଳା,୨୪।୭(ଡି.ଏନ୍.ଏ.): ଆନ୍ଧ୍ର ସରକାର ସବୁବେଳେ ଓଡ଼ିଶା ବିରୋଧୀ ମନୋଭାବ ପ୍ରଦର୍ଶନ କରିଆସୁଛି। କୋଟିଆ ଅଧିବାସୀଙ୍କୁ ପ୍ରଭାବିତ କରି ନିର୍ବାଚନ କରିବା ହେଉ ଅବା ନିଜ କର୍ମଚାରୀ ପଠାଇ ସୀମାନ୍ତରେ ରାଶନ ସାମଗ୍ରୀ ବାଣ୍ଟିବା ହେଉ ସବୁଥିରେ ଆନ୍ଧ୍ରର ଓଡ଼ିଶା ବିରୋଧୀ ମନୋଭାବ…
୮ଜଣଙ୍କୁ ଓଡ଼ିଶା ଲଳିତକଳା ଏକାଡେମୀ ପୁରସ୍କାର
ଭୁବନେଶ୍ୱର, ୨୪।୭(ବ୍ୟୁରୋ): ଓଡ଼ିଶା ଲଳିତ କଳା ଏକାଡେମୀର ୩୯ତମ ପୁରସ୍କାର ପ୍ରଦାନ ଉତ୍ସବ ଶୁକ୍ରବାର ଏକାଡେମୀ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ୮ଜଣ ଚିତ୍ରଶିଳ୍ପୀଙ୍କୁ ‘ଓଡ଼ିଶା ଲଳିତ କଳା ପୁରସ୍କାର-୨୦୨୧’ ଓ ୪ଜଣଙ୍କୁ ‘ରାଜ୍ୟସ୍ତରୀୟ ଫଟୋଗ୍ରାଫି ପୁରସ୍କାର-୨୦୨୦’ ପ୍ରଦାନ କରାଯାଇଛି।…
ଟୋକିଓ ଅଲିମ୍ପିକ୍ସରେ ପ୍ରଦର୍ଶିତ ହେବ ଓଡ଼ିଶା ଚିତ୍ରଶିଳ୍ପୀଙ୍କ ଚିତ୍ରକଳା
କଟକ ଅଫିସ, ୨୪।୭: ଚଳିତବର୍ଷ ଟୋକିଓ ଅଲିମ୍ପିକ୍ସରେ ଓଡ଼ିଶା ଚିତ୍ରଶିଳ୍ପୀଙ୍କ ଚିତ୍ରକଳା ପ୍ରଦର୍ଶନ ହେବ। ଏ ନେଇ ଇଣ୍ଡିଆନ କଣ୍ଟେମ୍ପୋରାରୀ ଆର୍ଟିଷ୍ଟ ଆସୋସିଏସନ ପକ୍ଷରୁ ଆନ୍ତର୍ଜାତିକ ଭର୍ଚୁଆଲ ଚିତ୍ରକଳା ପ୍ରଦର୍ଶନୀ ‘ଅଲିମ୍ପିଆ’ ମାଧ୍ୟମରେ ଟୋକିଓର ମେମୋରିଆଲ ହଲରେ ଚିତ୍ରଗୁଡିକର ଭିଡିଓ ପ୍ରଦର୍ଶନ…
ରାଜଧାନୀ ରାସ୍ତାରେ ଡଙ୍ଗା ରଖି ପ୍ରତିବାଦ
ଭୁବନେଶ୍ୱର, ୨୪।୭(ବ୍ୟୁରୋ): ବର୍ଷାଦିନେ ରାଜଧାନୀ ଭୁବନେଶ୍ୱରର ପ୍ରମୁଖ ଜନଗହଳିପୂର୍ଣ ସ୍ଥାନ ଜଳାର୍ଣ୍ଣବ ହୋଇଯାଉଛି। ବର୍ଷାଜଳରେ ଯାନବାହାନ ବୁଡ଼ିଯାଉଛି। ପ୍ରତିବର୍ଷ ଏଭଳି ସମସ୍ୟା ଲାଗି ରହିଥିବାବେଳେ ସରକାର ଏଥିପ୍ରତି ଗୁରୁତ୍ୱ ଦେଉନାହାନ୍ତି, ଯାହାର ଅଭିନବ ପ୍ରତିବାଦ ଜଣାଇଛି ଛାତ୍ର ଏବଂ ଭୁବନେଶ୍ୱର ଜିଲା…

