ରାଜ୍ୟ

ହିଞ୍ଜିଳି ସିଭିଲ ଜଜ୍‌କୋର୍ଟ କୋଠା ଉଦ୍‌ଘାଟିତ

ଭୁବନେଶ୍ୱର,(ବ୍ୟୁରୋ)/ହିଞ୍ଜିଳିକାଟୁ(ଡି.ଏନ୍‌.ଏ.)୧୭।୧୨ : ସାମ୍ବିଧାନିକ ଲକ୍ଷ୍ୟ ପୂରଣ କରିବା ସହିତ ନାଗରିକମାନଙ୍କୁ ନ୍ୟାୟ ସୁବିଧା ଯୋଗାଇ ଦେବାକୁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ। ନ୍ୟାୟଗତ ଅଧିକାର ହେଉଛି ମୌଳିକ ଅଧିକାର। ରାଜ୍ୟରେ ନ୍ୟାୟ ପ୍ରଦାନ ବ୍ୟବସ୍ଥାକୁ ଦୃଢ କରିବା ନେଇ ରାଜ୍ୟ ସରକାର ଦୃଢ…

ଜେଲ ଫେରିଲେ ଆକାଶ, ପ୍ରଦୀପଙ୍କୁ ମାରାଥନ ଜେରା

ଭୁବନେଶ୍ୱର,୧୭।୧୨ (ବ୍ୟୁରୋ):ଆଇଏଫ୍‌ଏସ୍‌ ଅଧିକାରୀ ଅଭୟକାନ୍ତ ପାଠକଙ୍କ ପୁଅ ଆକାଶଙ୍କ ୫ ଦିନିଆ ରିମାଣ୍ଡ ଅବଧି ମଙ୍ଗଳବାର ଶେଷ ହୋଇଛି। ବୁଧବାର କ୍ରାଇମବ୍ରାଞ୍ଚ ତାଙ୍କୁ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟରେ ହାଜର କରିବା ପରେ ଝାରପଡାସ୍ଥିତ ସ୍ବତନ୍ତ୍ର ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।…

ରାଜ୍ୟରେ ସୁସ୍ଥ ହେଲେ ୩୫୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୬ା୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୩୫୮ କରୋନା ଆକ୍ରାନ୍ତରୁ ଆରୋଗ୍ୟ ଲାଭ କରିଛନ୍ତି। ଖୋର୍ଦ୍ଧାରୁ ସୁସ୍ଥ ହୋଇଛନ୍ତି ସର୍ବାଧିକ ୪୩ ଜଣ। ସୁନ୍ଦରଗଡ଼ରୁ ୩୬, ଅନୁଗୁଳରୁ ୨୯, କଟକରୁ ୨୬, ମୟୁରଭଞ୍ଜରୁ ୨୩, ବରଗଡ଼, ଭଦ୍ରକ ଓ ବଲାଙ୍ଗୀରରୁ ୧୯, ପୁରୀରୁ…

କାଳ ସାଜିଲା ସେଲ୍‌ଫି ନିଶା

ପାରଳାଖେମୁଣ୍ଡିି,୧୬।୧୨: ସେଲ୍‌ଫି ନିଶା କେତେ ଯେ ଭୟଙ୍କର ଏଠାରେ ଘଟିଥିବା ଏକ ଘଟଣାରୁ ଜଣାପଡ଼ୁଛି। ପାରଳାଖେମୁଣ୍ଡି ରେଳଷ୍ଟେସନରେ ଛିଡ଼ା ହୋଇଥିବା କୋଭିଡ୍‌ ସ୍ପେଶାଲ ଟ୍ରେନ ଉପରେ ଛିଡ଼ା ହୋଇ ସେଲ୍‌ଫି ନେବାବେଳେ ଜଣେ ନାବାଳକ ୩୩ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ…

ଜାନୁୟାରୀ ୩ରେ ଖୋଲିବ ବଳଦେବଜିଉ ମନ୍ଦିର

କେନ୍ଦ୍ରାପଡା ଅଫିସ୍‌,୧୬।୧୨: କରୋନା ସ୍ଥିତିରେ ସୁଧାର ଆସିବା ପରେ ଶ୍ରୀମନ୍ଦିର ଏବଂ ଲିଙ୍ଗରାଜ ମନ୍ଦିର ଖୋଲିବାନେଇ ଅନୁମତି ମିଳିଛି। ଏବେ ଅନ୍ୟ ମନ୍ଦିରମାନ ଖୋଲିବା ପାଇଁ ପ୍ରସ୍ତୁତି ଚାଲିଛି। ଏହାରି ମଧ୍ୟରେ ଜାନୁୟାରୀ ୩ରୁ ଖୋଲିବାକୁ ଯାଉଛି କେନ୍ଦ୍ରାପଡାର ବଳଦେବଜିଉ ମନ୍ଦିର।…

ଭୁବନେଶ୍ୱରରୁ ଆଜି ପୁଣି ୩୭ ପଜିିଟିଭ୍‌ ଚିହ୍ନଟ: ୨୯ ସୁସ୍ଥ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୩୭ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୫ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୨୨ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

ବିଦ୍ୟାଶ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ: ଫେସବୁକ୍‌ ଲାଇଭ୍‌ କରି ନିଦବଟିକା ଖାଇଲେ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ସ୍ତ୍ରୀ ବିଦ୍ୟାଶ୍ରୀ ବୁଧବାର ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ନିଦ ବଟିକା ଖାଇ ସେ ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଥିବା ସୂଚନା ମିଳିଛି। ଗୁରୁତର ଅବସ୍ଥାରେ ତାଙ୍କୁ କଟକ ଏସ୍‌ସିବିକୁ ସ୍ଥାନାନ୍ତର କରାଯାଇଛି। ମାନସିକ ନିର୍ଯାତନା ଦିଆଯିବା…

ଫିଟୁଛି ପରୀ ମୃତ୍ୟୁ ଗୁମର: ବଳାତ୍କାର ପରେ କରାଯାଇଛି ହତ୍ୟା

ଭୁବନେଶ୍ୱର,୧୬।୧୨(ବ୍ୟୁରେ): ନୟାଗଡ଼ର ବହୁ ଚର୍ଚ୍ଚିତ ଶିଶୁ କନ୍ୟା ପରୀ ହତ୍ୟା ମାମଲାକୁ ନେଇ ଏସ୍‌ଆଇଟି ପକ୍ଷରୁ ବୁଧବାର ରିପୋର୍ଟ ଦାଖଲ ହୋଇଛି। ଏହି ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ ଥିବା ଜଣାପଡ଼ିଛି। ପରୀକୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ନେଇ ରିପୋର୍ଟରେ ଦର୍ଶାଯାଇଛି।…

ପରୀ ହତ୍ୟା ମାମଲା: ହାଇକୋର୍ଟରେ ସତ୍ୟପାଠ ଦାଖଲ

କଟକ ଅଫିସ, ୧୬।୧୨: ନୟାଗଡ଼ ଜିଲାର କୁନି ଝିଅ ପରୀ ହତ୍ୟା ଘଟଣାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଏସ୍‌ଆଇଟି ବୁଧବାର ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛି। ପରୀ ମୃତ୍ୟୁ ମାମଲା କେତେ ବାଟ ଆଗେଇଛି, ତା’ର ଷ୍ଟାଟସ ରିପୋର୍ଟ ଦାଖଲ କରାଯାଇଛି।…

ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୦୭ କରୋନା ପଜିଟିଭ: ଆଖିବୁଜିଲେ ୫

ଭୁବନେଶ୍ୱର, ୧୬।୧୨(ବ୍ୟୁରୋ): ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ବୁଧବାର ୪୦୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କ ମୃତ୍ୟୁ ଘଟିଛି। ତେବେ ନୂଆ ପଜିଟିଭଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨୪୭୯୬ରେ…

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ ଶିକ୍ଷକ

ବରଗଡ଼ ଅଫିସ,୧୬।୧୨: ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ଗଣ୍ଠିଆପାଲି ଗ୍ରାମସ୍ଥିତ ପଞ୍ଚାୟତ ହାଇସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ପାଣିଗ୍ରାହୀଙ୍କ ବାସଭବନରେ ବୁଧବାର ସକାଳୁ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଚାଲିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପାଣିଗ୍ରାହୀଙ୍କ ତିଲେଇମାଲ,…

ଦାବି ଶୁଣିଲେନି ସରକାର: ୬ ଘଣ୍ଟା ଇନ୍ଦ୍ରାବତୀ ବଜାର ବନ୍ଦ

ନବରଙ୍ଗପୁର, ୧୬।୧୨(ଡି.ଏନ୍‌.ଏ.): ଗତ ୩୦ ବର୍ଷ ହେଲା ସରକାର ଦାବି ଶୁଣୁ ନାହାନ୍ତି। ତେଣୁ ବିସ୍ଥାପିତଙ୍କ ଥଇଥାନ ଦାବିରେ ନବରଙ୍ଗପୁର ଜିଲା ଇନ୍ଦ୍ରାବତୀ ବଜାର ବୁଧବାର ସକାଳୁ ୬ ଘଣ୍ଟା ପାଇଁ ବନ୍ଦ ରହିଛି। ଇନ୍ଦ୍ରାବତୀ ବୁଡ଼ି ଅଞ୍ଚଳ ଗଣ ପରିଷଦ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri