ପହିଲି ଭୋଗ ନୀତିରେ ବିଳମ୍ବ
ପୁରୀ ଅଫିସ,୧୬।୧୨: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପହିଲି ଭୋଗ ନୀତି ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଚଳିତଥର ନୀତିରେ ସାମାନ୍ୟ ବିଳମ୍ବ ହୋଇଥିବା ଲକ୍ଷ୍ୟ କରାଯାଇଛି। ସାଧାରଣରେ ପହିଲି ଭୋଗ ସମୟ ୬ଟା ୨୦ରୁ ୬ଟା ୫୦ ମିନିଟ୍ ମଧ୍ୟରେ ଶେଷ ହେବ ବୋଲି…
ଶେଷ ହେଲା ଦେବଦୀପାବଳି
ପୁରୀ ଅଫିସ,୧୬।୧୨: ଶ୍ରୀମନ୍ଦିରରେ ଶ୍ରୀମହାପ୍ରଭୁଙ୍କ ଦେବଦୀପାବଳି ଉତ୍ସବ ମଙ୍ଗଳବାର ଶେଷ ହୋଇଛି। ମାର୍ଗଶିର ଶୁକ୍ଳ ପ୍ରତିପଦା ତିଥିରେ ମହାପ୍ରଭୁଙ୍କ ପହିଲି ଭୋଗ ନୀତି ପରେ ଦ୍ୱିତୀୟ ଭୋଗମଣ୍ଡପ ଅପରାହ୍ନ ୨ ଘଣ୍ଟା ୨୫ମିନିଟ୍ରେ ସମ୍ପନ୍ନ ହୋଇଛି। ଏହାପରେ ଦକ୍ଷିଣୀ ଘର ଭୋଗ…
ଓଡ଼ିଶାରେ ନାହିଁ ଜମତାରା ଗ୍ୟାଙ୍ଗର ଲିଙ୍କ୍
ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଡିଜିଟାଲ୍ ଯୁଗରେ ଡିଜିଟାଲ୍ ଲୁଟ୍ ସମଗ୍ର ବିଶ୍ୱ ପାଇଁ ଏକ ସମସ୍ୟା ଭାବେ ଉଭା ହୋଇଛି। ସାମାନ୍ୟ ସତର୍କ ନ ରହିଲେ ଠକେଇର ଶିକାର ହେବାକୁ ପଡିବ। ଜନସାଧାରଣଙ୍କୁ ଆହୁରି ଚାଲାକ ଓ ସେଚେତନ ହେବାକୁ ପଡିବ। ସାଧାରଣତଃ ଅସଚେତନ…
ଆଜିଠୁ ସୂର୍ଯ୍ୟମନ୍ଦିରରେ ଲାଇଟ୍ ଆଣ୍ଡ ସାଉଣ୍ଡ ଶୋ
କୋଣାର୍କ,୧୬।୧୨(ଡି.ଏନ.ଏ): କୋଣାର୍କ ସୂର୍ଯ୍ୟମନ୍ଦିରରେ ବୁଧବାରଠାରୁ ଲାଇଟ୍ ଆଣ୍ଡ ସାଉଣ୍ଡ ଶୋ ଆରମ୍ଭ ହେଉଛି। କରୋନା କଟକଣା ଯୋଗୁ ୯ମାସ ହେଲା ଏହି ଶୋ’ ବନ୍ଦ ରହିଥିଲା। ଏବେ କୋଭିଡ୍ ଗାଇଡ୍ଲାଇନ୍ ଅନୁଯାୟୀ ସୂର୍ଯ୍ୟମନ୍ଦିର ଲାଇଟ୍ ଆଣ୍ଡ ସାଉଣ୍ଡ ଶୋ ଚାଲିବ ବୋଲି…
ମଜୁରି ବିଳମ୍ବ କଲେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୧୬ା୧୨(ବ୍ୟୁରୋ): କୋଭିଡ୍ ମହାମାରୀ ଗତ ମାର୍ଚ୍ଚରୁ ସମସ୍ତଙ୍କ ପାଇଁ ଆହ୍ବାନ ସୃଷ୍ଟି କରିଛି। ବିଶ୍ୱର ଆର୍ଥିକ ଅଭିବୃଦ୍ଧି ନିମ୍ନଗାମୀ ହୋଇଛି। ଏହାଦ୍ୱାରା ଗରିବ ଲୋକ ହିଁ ଅଧିକ କ୍ଷତିଗ୍ରସ୍ତ ହୋଇଛନ୍ତି। ଏହି ଦୁଃସମୟରେ ସେମାନଙ୍କ ପାଇଁ ରୋଜଗାର ସୁନିଶ୍ଚିତ କରିବା ସରକାରଙ୍କ…
ହାଲୁକା ବର୍ଷା ସାଙ୍ଗକୁ କୁହୁଡ଼ି
ଭୁବନେଶ୍ୱର,୧୬ା୧୨(ବ୍ୟୁରୋ): ରାଜ୍ୟରେ ଶୀତ କମିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଜିଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, କଟକ, ନୟାଗଡ଼…
୨ବର୍ଷ ପାଇଁ ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ
ଭୁବନେଶ୍ୱର,୧୬ା୧୨(ବ୍ୟୁରୋ): ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ୨୦୧୫ ଓ ୨୦୧୬ ମସିହା ପାଇଁ ‘ଏକାଡେମୀ ପୁରସ୍କାର’ ପ୍ରଦାନ କରାଯାଇଛି। ଏହାସହ ୨୦୧୯ ନିମନ୍ତେ ୧୫ଜଣଙ୍କୁ ‘ସାରସ୍ବତ ସମ୍ବର୍ଦ୍ଧନା’ ଦିଆଯାଇଛି। ୯ ବିଭାଗରେ ୧୦ଜଣ ଲେଖାଏ ଓଡ଼ିଆ ସାରସ୍ବତ ପ୍ରତିଭାଙ୍କୁ ଏକାଡେମୀ ପୁରସ୍କାର…
ପ୍ରଥମ ପର୍ଯ୍ୟାୟରେ ୩.୨ ଲକ୍ଷ ଲୋକଙ୍କୁ ଟିକା
ଭୁବନେଶ୍ୱର, ୧୬।୧୨(ବ୍ୟୁରୋ): କରୋନା ଟିକାକରଣ ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଜୋର୍ଦାର ଚାଲିଛି। ପ୍ରଥମ ପର୍ଯ୍ୟାୟରେ ୩ ଲକ୍ଷ ୨୦ ହଜାର ଲୋକଙ୍କୁ ଟିକା ଦିଆଯିବ। ମଙ୍ଗଳବାର ଏ ସଂକ୍ରାନ୍ତରେ ସୂଚନା ଦେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି,…
୨ ଏଏନ୍ଏମ୍ଙ୍କ ଆତ୍ମାହୁତି ଉଦ୍ୟମ
ଭୁବନେଶ୍ୱର, ୧୬।୧୨(ବ୍ୟୁରୋ): ଭୁବନେଶ୍ୱର ଲୋୟର ପିଏମ୍ଜି ଧାରଣା ସ୍ଥଳରେ ଆମରଣ ଅନଶନରେ ବସିଥିବା ବେଳେ ମଙ୍ଗଳବାର ବାଲେଶ୍ୱର ଓ ଜଗତ୍ସିଂହପୁରର ୨ ସିସିଏଚ୍ ନିଯୁକ୍ତିପ୍ରାପ୍ତ ଏଏନ୍ଏମ୍ ସ୍ବାସ୍ଥ୍ୟ କର୍ମୀ ଆତ୍ମାହୁତି ଉଦ୍ୟମ କରିଛନ୍ତି। ଦେହରେ କିରୋସିନ ଢାଳି ନିଆଁ ଲଗାଇବାକୁ ଯାଉଥିବାବେଳେ…
ମହିଳା କମିଶନଙ୍କ ଦ୍ୱାରସ୍ଥ ହେଲେ ବର୍ଷା
ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଏମ୍ପି ଅନୁଭବ ମହାନ୍ତି ଓ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ଏବେ ଚରମ ସୀମାରେ ପହଞ୍ଚତ୍ଛି। ମଙ୍ଗଳବାର ଅନୁଭବଙ୍କ ବିରୋଧରେ ରାଜ୍ୟ ମହିଳା କମିଶନର ଦ୍ୱାରସ୍ଥ ହୋଇଛନ୍ତି ବର୍ଷା। ତେବେ ସେ କ’ଣ ଅଭିଯୋଗ…
ଏମ୍ବିଏ ନାମଲେଖା ପାଇଁ ଅନୁମତି
ଭୁବନେଶ୍ୱର, ୧୬।୧୨(ବ୍ୟୁରୋ): ରାଜ୍ୟରେ ଥିବା ଏମ୍ବିଏ ଶିକ୍ଷାନୁଷ୍ଠାନରେ ନାମଲେଖା ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଯେଉଁ ଛାତ୍ରୀଛାତ୍ରମାନେ ୟୁଜି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି, ସେମାନେ ଏମ୍ବିଏ ନାମଲେଖାଇ ପାରିବେ। ମାର୍କ ଆଧାରରେ ସ୍ପଟ୍ କାଉନ୍ସେଲିଂ କରାଯାଇ ନାମଲେଖା ହେବ। ତେବେ…
ଟ୍ରେନ୍ରେ ଲାଗିବ ଇଓଟିଟି ସିଷ୍ଟମ
ଭୁବନେଶ୍ୱର,୧୬ା୧୨(ବ୍ୟୁରୋ): ଗାର୍ଡ଼ ଓ ବ୍ରେକ୍ ଭ୍ୟାନ୍ବିହୀନ ଟ୍ରେନ୍ ପରିଚାଳନା ପାଇଁ ଭାରତୀୟ ରେଳପଥ ଦ୍ୱାରା ଗ୍ରହଣ କରାଯାଇଥିବା ଏଣ୍ଡ୍ ଅଫ୍ ଟ୍ରେନ୍ ଟେଲିମେଟ୍ରି(ଇଓଟିଟି) ସିଷ୍ଟମକୁ ଏଣିକି ପୂର୍ବତଟ ରେଳପଥରେ ବ୍ୟବହାର କରିବ। ଡ୍ରାଇଭରଙ୍କୁ ସଙ୍କେତ ଦେଇ ଗାର୍ଡ଼ଙ୍କ କାର୍ଯ୍ୟ କରିବା ନିମନ୍ତେ…
Archives


