କଟକଣାରେ ପାଳନ ହେବ ମହାଶିବରାତ୍ରି
ଖୋର୍ଦ୍ଧା ଅଫିସ,୧୧ା୩:କୋଭିଡ୍ କଟକଣାରେ ପାଳନ ହେବ ଜାଗର ଯାତ୍ରା ତଥା ମହାଶିବରାତ୍ରି। ଏନେଇ ବୁଧବାର ଖୋର୍ଦ୍ଧା ଉପଜିଲାପାଳ ଅଶୋକ ବେହୁରିଆ ଉପଖଣ୍ଡ ଅଞ୍ଚଳରେ ଥିବା ମନ୍ଦିର କମିଟିକୁ ନୋଟିସ ଜାରି କରିଛନ୍ତି। ଜାଗର ପାଇଁ ଶୈବପୀଠଗୁଡିକରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥାଏ।…
ପୋଖରୀରେ ପଡ଼ିଥିଲା ବିଷ
ଭୁବନେଶ୍ୱର, ୧୧।୩(ବ୍ୟୁରୋ):ବରଗଡ଼ ବନଖଣ୍ଡ ଅଧୀନ ଭଟଲି ରେଞ୍ଜ ଅନ୍ତର୍ଗତ ଦେଉଚୁଆଁ ସଂରକ୍ଷିତ ଜଙ୍ଗଲରେ ଥିବା ଏକ ପୋଖରୀରେ ଅନେକ ମାଛ ମରି କୂଳରେ ଲାଗିଥିଲେ। ଏଥିସହ ଅନେକ କଙ୍କଡା ଓ ଚିଙ୍ଗୁଡ଼ି ମଧ୍ୟ ମରି କୂଳରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ତାହା…
ଫାଇଟର ପାଇଲଟ୍ ହେବା ରୋନିତ୍ଙ୍କ ଲକ୍ଷ୍ୟ
ଭୁବନେଶ୍ୱର, (ବ୍ୟୁରୋ)/ପଦ୍ମପୁର(ଡିଏନ୍ଏ)୧୧।୩:ନ୍ୟାଶନାଲ୍ ଡିଫେନ୍ସ ଏକାଡେମୀ (ଏନ୍ଡିଏ) ପ୍ରବେଶିକା ପରୀକ୍ଷାରେ ଓଡ଼ିଆ ପୁଅ ରୋନିତ୍ ରଞ୍ଜନ ନାୟକ ଟପ୍ପର ହୋଇଛନ୍ତି। ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଜଗନ୍ନାଥପୁର ପଞ୍ଚାୟତ ବଛଡ଼ା ପାଢ଼ୀସାହିର ରୋନିତ୍ ସମଗ୍ର ଦେଶରେ ପ୍ରଥମ ହୋଇଛନ୍ତି। ନିଜ ସଫଳତା ପରେ…
‘ସରକାରଙ୍କ ଉଦାସୀନତାରୁ ସୀମାନ୍ତବାସୀ ଆନ୍ଧ୍ରମୁହାଁ’
ପଟ୍ଟାଙ୍ଗୀ/କୋରାପୁଟ, ୧୧।୩(ଡି.ଏନ୍.ଏ./ସ୍ବ.ପ୍ର.):ରାଜ୍ୟ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ବୁଧବାର କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅଧୀନ ଆନ୍ଧ୍ର ରାଜ୍ୟ ସୀମାନ୍ତ କୋଟିଆ ପଞ୍ଚାୟତ ଗସ୍ତ କରିଛନ୍ତି। ସେ ଅଞ୍ଚଳବାସୀଙ୍କ ସହ ସୁବିଧା ଅସୁବିଧା ସମ୍ପର୍କରେ ଆଲୋଚନା କରିଛନ୍ତି। ଏହାପରେ କୋଟିଆ ପଞ୍ଚାୟତ…
କୃଷି ଯନ୍ତ୍ରାଂଶ ସବ୍ସିଡି ନାଁରେ ହଡ଼ପ
ଭୁବନେଶ୍ୱର,୧୧ା୩(ବ୍ୟୁରୋ):ଅନୁସୂଚିତ ଜାତି(ଏସ୍ସି) ଓ ଜନଜାତି(ଏସ୍ଟି) ଚାଷୀଙ୍କ ଆର୍ଥିକ ଅଭିଭୃଦ୍ଧି ଏବଂ ବୈଜ୍ଞାନିକ ପଦ୍ଧତିରେ ଉନ୍ନତ ମାନର ଚାଷ ପାଇଁ କୃଷି ଯନ୍ତ୍ରାଂଶ କିଣାରେ ରାଜ୍ୟ ସରକାର ସବ୍ସିଡି ବା ରିହାତି ଦେଉଛନ୍ତି। ବିଶେଷକରି ହାର୍ଭେଷ୍ଟର (ଧାନକଟା ମେଶିନ) କିଣିବା ପାଇଁ ୬…
ଏଭଳି ଆଡ଼ମ୍ବରପୂର୍ଣ୍ଣ ଜିଲା ଗସ୍ତ ଆଉ କେହି କରିନାହାନ୍ତି: ପ୍ରଦୀପ
ଭୁବନେଶ୍ୱର, ୧୧ା୩(ବ୍ୟୁରୋ):ରାଜ୍ୟ ସରକାରଙ୍କ ନୂଆପଡ଼ା କାର୍ଯ୍ୟକ୍ରମକୁ ନେଇ ଟାର୍ଗେଟ କରିଛି ଭାଜପା। ଦଳର କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ପ୍ରଦୀପ ପୁରୋହିତ କହିଛନ୍ତି, ଅତୀତରେ କୌଣସି ମୁଖ୍ୟମନ୍ତ୍ରୀ ଏଭଳି ଆଡମ୍ବରପୂର୍ଣ୍ଣ ଜିଲା ଗସ୍ତ କରୁ ନ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ଆଜିର ଗସ୍ତ…
ଶ୍ରୀମନ୍ଦିର ଲାଗି ୨୦୨ କୋଟିର ବଜେଟ
ପୁରୀ ଅଫିସ,୧୧ା୩:ଶ୍ରୀମନ୍ଦିର ଓ ଚତୁଃପାର୍ଶ୍ୱ ଉନ୍ନତି ପାଇଁ ଚଳିତବଷର୍ର୍(୨୦୨୧-୨୨)ର ବଜେଟ ପ୍ରସ୍ତୁତ ହୋଇଯାଇଛି। ଏଥିପାଇଁ ଅର୍ଥ ସବକମିଟି ପକ୍ଷରୁ ଆକଳନ କରାଯାଇ ୨୦୧ କୋଟି ୭୦ ଲକ୍ଷ ଟଙ୍କାର ବଜେଟ ହୋଇଛି। ଏହି ଚିଠା ପ୍ରସ୍ତାବକୁ ଶ୍ରୀମନ୍ଦିର ପରିଚାଳନା କମିଟି ଅନୁମୋଦନ…
ବସନ୍ତରେ ବୈଶାଖ ତାତି
ବରଗଡ଼ ଅଫିସ୍,୧୧।୩: ବସନ୍ତ ସରିନାହିଁ। ହେଲେ ବୈଶାଖର ତାତି ପରିଲକ୍ଷିତ ହେଲାଣି। ଦିନ ୧୧ଟାରୁ ତାତିର ପ୍ରକୋପ ଜଣାପଡୁଛି। ରାସ୍ତାଘାଟରେ ଲୋକଙ୍କ ଯାତାୟାତ କମିଯାଉଛି। ଗତପ୍ରାୟ ସପ୍ତାହକ ପୂର୍ବରୁ ବରଗଡ଼ ଜିଲାରେ ଏଭଳି ଅନୁଭୂତ ହେଉଛି। ତାତି ଯୋଗୁ ଲୋକେ ମୁଣ୍ଡରେ…
ମା’ବାପାଙ୍କ ଆଗରେ ଚାଲିଗଲା ୨ ପିଲାଙ୍କ ଜୀବନ
ରମ୍ଭା,୧୦ା୩-ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ୧୬ନଂ ଜାତୀୟ ରାଜପଥର ସାବୁଳିଆ ଛକରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଛି। ଏକ ବିବାହ ଉତ୍ସବରେ ଯୋଗଦେବାକୁ ବାଇକ୍ରେ ଯିବାବେଳେ ଦୁର୍ଘଟଣାରେ ମା’ ବାପାଙ୍କ ଆଗରେ ୨ ପିଲାଙ୍କ ଜୀବନ ଚାଲିଯାଇଛି। ସେମାନେ…
ସୁନା, ରୁପା ଭର୍ତ୍ତି ବ୍ୟାଗ ଲୁଟିନେଲେ ଦୁର୍ବୃତ୍ତ
ଜୁନାଗଡ଼,୧୦।୩: କଳାହାଣ୍ଡି ଜିଲା ଜୁନାଗଡ଼ ସହର କଲମପୁରଛକ ନିକଟ ଏକ ଜୁଏଲର୍ସରୁ ବୁଧବାର ଦିନ ଦ୍ୱିପ୍ରହରେ ସୁନା ଓ ରୁପା ଭର୍ତ୍ତି ବ୍ୟାଗକୁ ଦୁର୍ବୃତ୍ତମାନେ ଲୁଟି ନେଇଛନ୍ତି। ମିଳିଥିବା ସୂଚନା ମୁତାବକ, ଜୁଏଲର୍ସର ଦୋକାନ ମାଲିକ ରଞ୍ଜନ କୁମାର ସାହୁ ସୁନା…
କକାଙ୍କ ଶୁଦ୍ଧିକ୍ରିୟାକୁ ଆସି ପୋଖରୀରେ ବୁଡ଼ିଗଲେ ପୁତୁରା
ଉଦଳା,୧୦ା୩: କକାଙ୍କ ଶୁଦ୍ଧିକ୍ରିୟାକୁ ଆସିଥିବା ବେଳେ ପୋଖରୀରେ ବୁଡ଼ି ପୁତୁରାଙ୍କ ମୃତ୍ୟୁ ଘଟିଛି। ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ଶୁଖୁଆସାହି ଅଞ୍ଚଳରେ ବୁଧବାର ଏହି ଅଭାବନୀୟ ଘଟଣା ଘଟିଛି। ମୃତକ ହେଲେ ଗୋବିନ୍ଦପୁର ଗ୍ରାମର କୁନାରାମ ଦଳେଇ। ସେ ତାଙ୍କ…
ଶ୍ୱାସନଳୀରେ ଅଟକି ଗଲା ବଟିକା, ଆଉ ତା ପରେ…
କେନ୍ଦୁଝର, ୧୦।୩ (ଡି.ଏନ.ଏ.)- ଫାଇଲେରିଆ ବଟିକା ଖାଇ କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ମାଲଦା ଗାଁ ଅନ୍ଧାରିଖମନ ସାହିର ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ମୃତା ବାଳିକା ହେଲେ ଭୁବନ ମହନ୍ତଙ୍କ ଝିଅ ବବିତା। ପରିବାର ଲୋକଙ୍କ କହିବା ଅନୁଯାୟୀ…
Archives


